ଆମ ଜିଲା ଖବର

ପ୍ରବଳ ଝଡ଼ତୋଫାନ ସହ ବର୍ଷା: ଭାଙ୍ଗିଲା ଯାତ୍ରା ତୋରଣ,ବ୍ୟାପକ କ୍ଷୟକ୍ଷତି

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରବିବାର ରାତି ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏହାର କିଛି ସମୟ ପରେ ପୁଣି ବର୍ଷା ହୋଇଥିଲା। ଝଡ଼ତୋଫାନ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଭଞ୍ଜନଗର ଠାକୁରାଣୀ…

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ସବୁ ଥାନାରେ ସକାଳ ୯ଟା ପୂର୍ବରୁ ପ୍ରତିଦିନ ‘ବ୍ରିଫିଂ…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ ଯୁବକଙ୍କ ଅବସ୍ଥା ସଂକଟାପନ୍ନ ଥିବା ବେଳେ ତାଙ୍କୁ ଭିମ୍‌ସାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ ଚିକିଟିଗଡ଼ ବାସଭବନରେ ଥିବା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରିବାର ଲୋକେ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ ଦେବାରୁ ସ୍ବାମୀ ମୁରଲି ବେହେରା(୬୩) ସ୍ତ୍ରୀ ସୈରିନ୍ଧ୍ରୀ ବେହେରା(୫୩)ଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି।…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି । ଜି.ଆର – ମାମଲା ନଂ.୧୨/୨୫ ଅନୁଯାୟୀ କୋର୍ଟ ପକ୍ଷରୁ ଅଶ୍ଵିନୀଙ୍କ ବିରୋଧରେ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍ ସିଲିଣ୍ଡରଟି ବିସ୍ପୋରଣ ହୋଇ ନିଆଁ ଲାଗିଯାଇଥିଲା । ତେବେ ବିସ୍ଫୋରଣ ସମୟରରେ ଘରର…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା ବାଲିଅନ୍ତା ଘଟଣାକୁ ନେଇ ଲୋକଙ୍କ ମନରେ ଆଶଙ୍କା ସାମ୍ନାକୁ ଆସିଥିଲା। କମିଶନରେଟ ପୋଲିସ…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ ପଥିକଙ୍କ ପାଇଁ ବିପଦ ସାଜିଛି । ସାହୁ ଜଙ୍ଗଲ ନିକଟସ୍ଥ ରାସ୍ତା କଡ଼ରେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ ଅଧ୍ୟାପକ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଜଣେ ଯୁବକଙ୍କ ମୃତଦେହ ପାଣିରେ…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ): ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ ଯାତ୍ରା ଆସନ୍ତା ସୋମବାର ପୂର୍ବାହ୍ନ ୧୧ଟାରେ ପୂର୍ଣ୍ଣାହୁତି ହେବ। ରବିବାର ଅପରାହ୍ଣରେ…

ଦୁଲୁକିବ ସୁବଳୟା ଖେଳ ପଡିଆ ମଞ୍ଚ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ଗଞ୍ଜାମ,୧୦।୫ (ବିଦ୍ୟାଧର ସାହୁ ): ପ୍ରଥମ ଥର ପାଇଁ ଗଞ୍ଜାମ ବ୍ଲକ ସ୍ତରୀୟ ସାମାଜିକ ଅପେରା ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଆସନ୍ତା ୨୮ ରୁ ୧ ତାରିଖ ଅର୍ଥାତ ପାଞ୍ଚ ଦିନ ଧରି ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?