ଆମ ଜିଲା ଖବର

ସଂଗ୍ରାମୀ ନେତାଙ୍କୁ ଆଜି ବି ଝୁରେ ସାନଖେମୁଣ୍ଡି: ସେ ଥିଲେ କୃଷକ ଆନ୍ଦୋଳନର କର୍ଣ୍ଣଧାର

ଦିଗପହଣ୍ଡି,୧୬।୧୧(ଅଶେଷ ନାଥ ମିଶ୍ର): ବିଶିଷ୍ଟ କମ୍ୟୁନିଷ୍ଟ ନେତା ତଥା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଅଧ୍ୟକ୍ଷ ସ୍ବର୍ଗତ ସାଥୀ ଉଦୟ ଚନ୍ଦ୍ର ପାତ୍ରଙ୍କ ୨୫ ତମ ଶ୍ରାଦ୍ଧ ବାର୍ଷିକୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି…

୩୫ ନମ୍ବର ରାଜ୍ୟ ରାଜପଥରେ ଦୁର୍ଘଟଣା: ଚୁନା ହୋଇଗଲା କାର

ଧୂଷୁରୀ,୧୬।୧୧,(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅନ୍ତର୍ଗତ କୁଳେଇପଦା ଛକ ନିକଟରେ ଆରଡି-ଭଦ୍ରକ ୩୫ ନମ୍ବର ରାଜ୍ୟ ରାଜପଥରେ ଏକ କାର ଦୁର୍ଘଟଣା ଗ୍ରସ୍ତ ହୋଇଛି । କାର୍‌ ମଧ୍ୟରେ ଥିବା ସମସ୍ତ ବେଲୁନ…

ଲାଞ୍ଜିଗଡ଼ର ବିକାଶ ପାଇଁ ଜିଲାପାଳଙ୍କୁ ଭେଟିଲେ ଅଞ୍ଚଳବାସୀ

ଲାଞ୍ଜିଗଡ଼,୧୫ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସହରକୁ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ରୂପେ ଘୋଷଣା କରାଯିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କରିବା ସହିତ ଲାଞ୍ଜିଗଡ଼ ସହରର ମୁଖ୍ୟ ରାସ୍ତାକୁ ସମ୍ପ୍ରସାରଣ କରିବା ପାଇଁ ଲାଞ୍ଜିଗଡ଼…

୮ ଏସ୍‌ସିବି ମେଡିକାଲ କର୍ମଚାରୀଙ୍କୁ ନୋଟିସ, ସରପ୍ରାଇଜ ଭିଜିଟ ସମୟରେ ଧରିଲେ ମେଡିକାଲ କର୍ତ୍ତୃପକ୍ଷ

କଟକ, ୧୫।୧୧ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଡ୍ୟୁଟି ସମୟରେ ଅନୁପସ୍ଥିତ ରହିଥିବା ୮ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ମେଡିକାଲ କର୍ତ୍ତୃପକ୍ଷ। ମେଡିକାଲର ଟ୍ରମା କାଜୁଆଲିଟି ଭଳି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଡ୍ୟୁଟି ସମୟରେ କେଉଁ କାରଣ…

ସର୍ବଭାରତୀୟ କ୍ରୀଡା ସମାରୋହ ଉଦ୍‌ଯାପିତ: ଯୋଗଦେଲେ ମୁଖ୍ୟମନ୍ତ୍ରୀ

ରାଉରକେଲା,୧୫।୧୧(ବିପ୍ଳବ ରଞ୍ଜନ ଦାଶ): ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ଜନଜାତି ଶିକ୍ଷାର୍ଥୀମାନଙ୍କ ଅନୁଷ୍ଠାନ(ନେଷ୍ଟସ) ଏବଂ ଓଡିଶା ସରକାରଙ୍କ ଅନୁସୂଚିତ ଜନଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ଓଡିଶା ଆଦର୍ଶ ଜନଜାତି ଶିକ୍ଷା ବିଭାଗ (ଓଏମ୍‌ଟିଇଏସ୍‌) ମିଳିତ…

କନଷ୍ଟେବଲଙ୍କୁ ପଥରରେ ଛେଚି ହତ୍ୟା

ହରଭଙ୍ଗା,୧୫।୧୧(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅଧୀନ ଯାଜପୁର ବାଲିସାହି ଗ୍ରାମରେ ଜଣେ କନଷ୍ଟେବଲଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ଜଣାପଡିଛି। ମୃତକ ହେଲେ ପୋଲିସ କନଷ୍ଟେବଲ ଉଦୟ ରଞ୍ଜନ ପଟ୍ଟନାୟକ (୫୪)। ସେ କନ୍ଧମାଳ…

‘ସ୍ବାଧୀନତା ସଂଗ୍ରାମରେ ବିର୍ସା ମୁଣ୍ଡାଙ୍କ ବଳିଦାନ ଅନନ୍ୟ’

ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଡବେରୀ ଗ୍ରାମର ବାଳାପାଙ୍ଗା ଛକଠାରେ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ବିର୍ସା ମୁଣ୍ଡା ଯୁବକ ସଂଘର ସଭାପତି କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ…

ବାଇକ-ସ୍କୁଟି ମୁହାଁମୁହିଁ

ମୋହନା,୧୫ା୧୧(ମନ୍ମଥ ମିଶ୍ର): ମୋହନା ଓ ଅଡ଼ବା ଥାନା ଅଞ୍ଚଳରେ ଶନିବାର ପୃଥକ ପୃଥକ ବାଇକ ଦୁର୍ଘଟଣା ଘଟି ୫ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର ହୋଇଥିବା ବେଳେ ଅନ୍ୟ ୨ଜଣ…

ଜଗନ୍ନାଥ ମନ୍ଦିରରୁ ଚୋରି ଘଟଣା: ବାଳ ସୁଧାର ଗୃହ ଗଲେ ନାବାଳକ

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜବାଟି ପରିସରରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରୁ ଚୋରି ମାମଲାରେ ଦିଗପହଣ୍ଡି ପୋଲିସ ଜଣେ ନାବାଳକଙ୍କୁ ଶନିବାର ବ୍ରହ୍ମପୁରସ୍ଥିତ ଜେଜେବିରେ ହାଜର କରିଥିବା ଜଣାପଡ଼ିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ବ୍ରହ୍ମପୁରସ୍ଥିତ…

ପ୍ରେମିକାଙ୍କୁ iphone ଦେବା ପାଇଁ କରୁଥିଲେ ଏମିତି କାମ, ପୋଲିସ ହାବୁଡ଼ରେ ପଡ଼ିଗଲେ…

ଏମ୍‌ଭି୭୯(ଭିକି ବାରିକ )୧୫।୧୧: ଗାର୍ଲଫ୍ରେଣ୍ଡଙ୍କୁ Birthdayରେ ଆଇଫୋନ ଗିଫ୍ଟ ଦେବା ପାଇଁ ଟଙ୍କା ଜୋଗାଡ଼ କରିବା ପାଇଁ ଗଞ୍ଜେଇ ଚାଲାଣ କରୁଥିବା ଦୁଇ ଯୁବକ ମାଲକାନଗିରି MV-୭୯ ଥାନା ପୋଲିସଙ୍କ ହାତରେ ଧରା ପଡ଼ିଛନ୍ତି। ମିଳିଥିବା ସୂଚନା ମୁତାବକ, ପେଟ୍ରୋଲିଂ ସମୟରେ…

ନିର୍ମାଣାଧୀନ କୋର୍ଟ ବୁଲି ଦେଖିଲେ ଗଞ୍ଜାମ ଜିଲା ଜଜ୍‌

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦୌରା ଜଜ୍‌ ଅଶାନ୍ତ କୁମାର ଦାସ ଶନିବାର ଅପରାହ୍ନରେ ଦିଗପହଣ୍ଡି-ପୁଡ଼ାମାରୀ ରାସ୍ତାରେ ନିର୍ମାଣାଧୀନ ଦିଗପହଣ୍ଡି କୋର୍ଟ କୋଠା ପରିଦର୍ଶନ କରିଛନ୍ତି। ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଇଂ. ସୋମନାଥ ତ୍ରିପାଠୀ, ନିର୍ବାହୀ ଯନ୍ତ୍ରୀ ଇଂ.ତାପସ…

ମହିଳାଙ୍କୁ ଅସଦାଚରଣ କରିବା ପଡ଼ିଲା ମହଙ୍ଗା, ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ…

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଅନନ୍ତେଇ ଗ୍ରାମର ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri