ଆମ ଜିଲା ଖବର

ଦୁଲୁକିବ ସୁବଳୟା ଖେଳ ପଡିଆ ମଞ୍ଚ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ଗଞ୍ଜାମ,୧୦।୫ (ବିଦ୍ୟାଧର ସାହୁ ): ପ୍ରଥମ ଥର ପାଇଁ ଗଞ୍ଜାମ ବ୍ଲକ ସ୍ତରୀୟ ସାମାଜିକ ଅପେରା ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଆସନ୍ତା ୨୮ ରୁ ୧ ତାରିଖ ଅର୍ଥାତ ପାଞ୍ଚ ଦିନ ଧରି ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ…

ରୋଗରୁ ହୋଇଛି ଦନ୍ତାହାତୀର ମୃତ୍ୟୁ: ଅପପ୍ରଚାରକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ଗାୟଗଣ୍ଡା ନିକଟରେ ମୃତ୍ୟୁବରଣ କରିଥିବା ଦନ୍ତାହାତୀଟି ରୋଗରୁ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦରୁ ଜଣାପଡ଼ିଛି। ମୃତହାତୀର ବୟସ ପାଖାପାଖି ୧୦ ବର୍ଷ ହେବ। ରବିବାର ଜେଟିଏଫ୍‌ଟିମ୍‌ର ଉପସ୍ଥିତିରେ…

‘ପେନ୍‌ସନ୍‌ଭୋଗୀଙ୍କ ପାଇଁ କାର୍ଯ୍ୟକାରୀ ହେବନାହିଁ କୌଣସି ନୂଆ ନିୟମ’

ଦିଗପହଣ୍ଡି,୧୦|୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ରବିବାର ସ୍ଥାନୀୟ ଶ୍ରୀ ପାତାଳେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଥିଲା। ସଂଘର ବରିଷ୍ଠ ସଦସ୍ୟ ତଥା ଶୈବପୀଠ ପ୍ରତିଷ୍ଠାତା ପ୍ରମୋଦ କୁମାର ମିଶ୍ର ଙ୍କ ଆବାହକତ୍ୱରେ ଆୟୋଜିତ…

ଇଣ୍ଡୋର ଷ୍ଟାଡିୟମରେ ଲାଇଟ୍‌ ଅଚଳ, ଅନ୍ଧାରରେ ଖେଳୁଛନ୍ତି ଖେଳାଳି

କେସିଙ୍ଗା,୧୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ପିଏମ୍‌ ଶ୍ରୀ ବିଦ୍ୟାପୀଠର ପଛ ଭାଗରେ ତତ୍କାଳୀନ ବିଜେଡି ସରକାର ଶାସନ ସମୟ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ହୋଇଥିଲା। ଷ୍ଟାଡିୟମର ଚତୁଃପାର୍ଶ୍ୱ ଚକାଚକ ଦେଖା ଯାଉଥିଲା। ବିଦ୍ୟୁତକରଣ ସହ ଆବଶ୍ୟକ ଅନୁସାରେ ଷ୍ଟାଡିୟମର…

୧୨ ଘଣ୍ଟାରେ ଗଲା ୩ ହରିଣଙ୍କ ଜୀବନ, ମାଂସ କାଟିବାକୁ ଶିକାରୀ ହେଉଥିଲେ ସଜବାଜ, ଆଉ ତା’ ପରେ…

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଶନିବାର ୧୨ ଘଣ୍ଟା ମଧ୍ୟରେ ୩ଟି ହରିଣ ମୃତ୍ୟୁବରଣ କରିଛନ୍ତି। ସେଥିମଧ୍ୟରୁ ମୁଜାଗଡ଼ ରେଞ୍ଜରେ ଦୁଇଟି ମୃତ୍ୟୁବରଣ କରିଥିବା ବେଳେ କେନ୍ଦ୍ରୀୟ ବନାଞ୍ଚଳରେ ଗୋଟିଏ ମୃତ୍ୟୁବରଣ କରିଛି। ପ୍ରଥମଟି ଭଞ୍ଜନଗର…

ରିଭଲଭର ଦେଖାଇ ଡକାୟତି: ଘର କବାଟ ବାଡ଼ାଇଲେ, ଖୋଲିବାରୁ ୩ ଆଇଫୋନ୍‌ ସହ…

ପଦ୍ମପୁର,୧୦ା୫(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକର ପଗଡ଼ ନଦେଇଦିହ ଗ୍ରାମର ଶନିବାର ରାତିରେ ରିଭଲବର ଦେଖାଇ ଡକାୟତି ହୋଇଛି। ସୂଚନାନୁଯାୟୀ ଶନିବାର ରୀତିରଞ୍ଜନ ସ୍ବାଇଁ ଘରେ ନ ଥିବାବେଳେ ତାଙ୍କ ସ୍ତ୍ରୀ ପିଉସା ପିଉସୀ ଭାଉଜ ଘରେ ଥିଲେ, ରାତିରେ କେହି…

ଫୁଟିଲା ଅଫୁଟା ବାଣ,୨ ଭଉଣୀ ଗୁରୁତର

ତିହିଡ଼ି,୧୦ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଦପା ଗ୍ରାମରେ ରବିବାର ଅଫୁଟା ବାଣ ଫୁଟି ୨ ଭଉଣୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଉଛନ୍ତି ଫକୀର ଦାସଙ୍କ ଝିଅ ଲକ୍ଷ୍ମୀ (୮) ଏବଂ ସଖୀ (୫)।…

ଗାଁରେ ବାଘ ଆତଙ୍କ: ରାତିରେ ଗୁହାଳେ ପଶି ଖାଇଯାଉଛି ଛେଳି, ଗ୍ରାମବାସୀ ସତର୍କ ରହିବା ପାଇଁ…

ଦିଗପହଣ୍ଡି,୧୦ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍‌ର ଜକର ଗ୍ରାମ ନିକଟ ମା’ ରତନେଇ ମନ୍ଦିର ପାଖରେ ବାଘ ଆତଙ୍କ ଲାଗି ରହିଛି। ବାଘ ଜଣେ ବ୍ୟକ୍ତିଙ୍କ…

୨୪ ଘଣ୍ଟା ଭିତରେ କଡ଼ା ପଦକ୍ଷେପ ଗ୍ରହଣ କଲେ ବିଧାୟକ, ଲୋକଙ୍କ ସମସ୍ୟାକୁ ବୁଝି ଗାଁରେ କଲେ…

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବଡ଼ଖରିଡ଼ା ପଞ୍ଚାୟତର ବାଣନଈ ଗ୍ରାମରେ ପାଣି ପାଇଁ ଲୋକେ ଶନିବାର ରାଜରାସ୍ତାକୁ ଓହ୍ଲାଇଥିବା ବେଳେ ଲୋକଙ୍କ ଦାବିକୁ ଅତି ଗୁରୁତର ସହ ନେଇଥିଲେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ। ଫୋନ ମାଧ୍ୟମରେ…

ଓଲଟିଲା ଅଟୋ: ୧୦ରୁ ଊର୍ଦ୍ଧ୍ୱ ଆହତ

ନନ୍ଦପୁର,୧୦ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ହାଟପଦାରେ ରବିବାର ପୂର୍ବାହ୍ନରେ ଭାରସାମ୍ୟ ହରାଇ ଓଡି ୧୦ ଡି ୨୮୦୮ ନମ୍ବର ବିଶିଷ୍ଟ ଏକ ଯାତ୍ରୀବାହୀ ଅଟୋ ଓଲଟି ପଡ଼ିଛି। ଫଳରେ ଅଟୋରେ ଥିବା ୧୦ରୁ ଊର୍ଦ୍ଧ୍ୱ ମହିଳା…

ଏକାବେଳେ ଦୁଇ ଭଉଣୀଙ୍କୁ କରିଦେଲେ ଗର୍ଭବତୀ

କଳିଙ୍ଗନଗର,୧୦।୫(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅଞ୍ଚଳର ୨ ନାବାଳିକା ଭଉଣୀଙ୍କୁ ଦୁଇ ସାଙ୍ଗ ବିବାହ ପ୍ରଲୋଭନ ଦେଖାଇ ଗର୍ଭବତୀ କରିଥିବା ଅଭିଯୋଗ ପରେ ପୋଲିସ ୨ ସାଙ୍ଗଙ୍କୁ ଶନିବାର ଗିରଫ କରି କୋର୍ଟଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ…

ପୁଣି ଚର୍ଚ୍ଚାରେ ଜିତୁ ମୁଣ୍ଡା: ଘରକୁ ପାଣି ନ ଦେଲେ ପୁଣି କଙ୍କାଳ ନେବି

ପାଟଣା,୧୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଗ୍ରାମର ଜିତୁ ମୁଣ୍ଡା ଏବେ ପୁଣି ଥରେ ଚର୍ଚ୍ଚାରେ। ଘରକୁ ପାଇପ୍‌ ଯୋଗେ ପାନୀୟଜଳ ସଂଯୋଗ ନ ହେଲେ ପୁଣି ଥରେ କଙ୍କାଳ ବୋହିନେବେ ବୋଲି କହିଛନ୍ତି। ତାଙ୍କର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?