ଆମ ଜିଲା ଖବର

କହ୍ନେୟାଲାଲ୍‌ ହତ୍ୟା ଘଟଣାର ପ୍ରତିବାଦ

କେନ୍ଦୁଝର,୩୦ା୬(ସ୍ବ.ପ୍ର.): ରାଜସ୍ଥାନର ଉଦୟପୁରଠାରେ କହ୍ନେୟାଲାଲ୍‌ ହତ୍ୟା ଘଟଣା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ପ୍ରତିବାଦରେ ବିଶ୍ୱ ହିନ୍ଦୁ ପରିଷଦ ବଜରଙ୍ଗ ଦଳ ପକ୍ଷରୁ ଗୁରୁବାର ଜିଲା ମୁଖ୍ୟାଳୟରେ ଏକ ରାଲି ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହିନ୍ଦୁ ହତ୍ୟାକାରୀଙ୍କୁ…

ମେଶିନରେ ହେଉଛି ଏମ୍‌ଜିଏନ୍‌ଆରଇଜିଏସ୍‌ କାମ

ଆଳି,୩୦ା୬(ଡି.ଏନ.ଏ.): କେନ୍ଦ୍ର ସରକାର ଓ ରାଜ୍ୟ ସରକାର ଶ୍ରମିକ ମାନଙ୍କୁ ଶହେ ଦିନର କାର୍ଯ୍ୟ ଯୋଗାଇ ଦେବା ଉଦେଶ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌) କାର୍ଯ୍ୟକାରୀ କରିଛନ୍ତି। କିନ୍ତୁ ଏହି ଯୋଜନାକୁ ବାଟମାରଣା କରିବାରେ…

ଜଙ୍ଗଲରୁ କାଠ ଆସିଲେ ଚୁଲି ଉପରେ ହାଣ୍ଡି ବସେ

ମହାକାଳପଡ଼ା,୩୦ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ ପେଟଛେଲା ପଞ୍ଚାୟତ ଆଦିବାସୀ ଶବରପଡ଼ା ଗ୍ରାମବାସୀଙ୍କ ଜୀବନ ଅଧିକାଂଶ ସମୟ ଜଙ୍ଗଲ ଭିତରେ ହିଁ କଟେ। ଏହି ଗାଁର ପରିବାର ସଂଖ୍ୟା ୩୫। ଜନସଂଖ୍ୟା ୨ଶହରୁ ଊର୍ଦ୍ଧ୍ୱ। ଆଦିବାସୀମାନଙ୍କ ନିଜସ୍ବ ଚାଷ…

ଡାକ୍ତରଙ୍କୁ ମାଡ଼

ପଦ୍ମପୁର,୩୦ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗ ଡାକ୍ତର ଅମରେନ୍ଦ୍ର ଜେନାଙ୍କୁ ବୁଧବାର ବିଳମ୍ବିତ ରାତିରେ ଜନୈକ ମହିଳା ରୋଗୀଙ୍କ ସମ୍ପର୍କୀୟ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି। ଅପରପକ୍ଷେ ମହିଳା ଜଣକ ରୋଗୀଙ୍କୁ ଡାକ୍ତର…

ମଶାମରାରେ ବିଫଳ ବିଏମ୍‌ସି

ବ୍ରହ୍ମପୁର ଅଫିସ,୩୦।୬: ବ୍ରହ୍ମପୁରର ନାଳ ନର୍ଦ୍ଦମାରୁ ବର୍ଷା ପାଣି ତ୍ୱରିତ ନିଷ୍କାସନ ହୋଇପାରୁ ନ ଥିବାରୁ ମଶା ବଂଶ ବଢ଼ିବାରେ ଲାଗିଛି। ମଇଳା ପାଣି ଜମି ରହୁଥିବା ତଳିଆ ଓ ଖାଲୁଆ ଅଞ୍ଚଳରେ ଦିନରେ ମଧ୍ୟ ମଶା କାମୁଡ଼ୁଛନ୍ତି। ଅପରପକ୍ଷରେ ନର୍ଦ୍ଦମାରେ…

ବାରିପଦା ରଥଯାତ୍ରା: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ,ଏସ୍‌ପି

ବାରିପଦା ଅଫିସ,୩୦।୬: ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀଶ୍ରୀ ହରିବଳଦେବ ଜୀଉ ବିଜେଙ୍କ ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହିତ ସମ୍ପନ୍ନ କରିବା ନେଇ ପ୍ରଶାସନ ପକ୍ଷରୁ ତତ୍ପତ୍ରତା ପ୍ରକାଶ ପାଇଛି। ଜିଲାପାଳ ବିନୀତ ଭରଦ୍ୱାଜ ଓ ଏସ୍‌ପି ଋଷିକେଶ…

ଜୁଲାଇ ୪ରେ ତାଳଚେର ବନ୍ଦ ଡାକରା

ତାଳଚେର,୩୦।୬(ନି.ପ୍ର.) ତାଳଚେର ମେଡିକାଲ କଲେଜକୁ ରାଜ୍ୟ ସରକାର ଶୀଘ୍ର ପରିଚାଳନା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଉ ନାହିଁ। ଏହାର ପ୍ରତିବାଦରେ ଆସନ୍ତା ୪ ତାରିଖରେ ତାଳଚେର ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି…

ସେତୁ ସଂଯୋଗୀକରଣ ରାସ୍ତା ପାଇଁ ବାଟ ଫିଟିଲା

ଆଠମଲ୍ଲିକ, ୩୦।୬ଡି.ଏନ.ଏ.) ଆଠମଲ୍ଲିକ-ଧଳପୁର ମହାନଦୀ ସେତୁର ଆଠମଲ୍ଲିକ ପାର୍ଶ୍ୱ ସଂଯୋଗୀକରଣ ରାସ୍ତାରେ ଅଟକିଥିବା ବିବାଦୀୟ ୬୦ ମିଟର ରାସ୍ତା ନିର୍ମାଣ ପାଇଁ ସମାଧାନର ସୂତ୍ର ବାହାରିଛି। ଉପଖଣ୍ଡ ଆରକ୍ଷୀ ଅଧିକାରୀ ଚିନ୍ତାମଣି ପ୍ରଧାନଙ୍କ ନେତୃତ୍ୱରେ ତାଙ୍କ କାର୍ଯ୍ୟାଳୟରେ ଏ ନେଇ ଏକ…

ଦେଶ ବିଦେଶରେ ଲକ୍ଷେରୁ ଊର୍ଦ୍ଧ୍ୱ ମିସ୍ତ୍ରି

କେନ୍ଦ୍ରାପଡ଼ା ଅଫିସ, ୩୦ା୬: କେନ୍ଦ୍ରାପଡ଼ା ଜିଲା ପାଣି ପାଇପ ମିସ୍ତ୍ରି ପ୍ରସଙ୍ଗରେ ଆଗୁଆ। ଜିଲାର ଲକ୍ଷେରୁ ଊର୍ଦ୍ଧ୍ୱ କୁଶଳୀ କାରିଗର ଦେଶ ବିଦେଶରେ ଅଛନ୍ତ। ଦି’ ଇଣ୍ଡିଆନ ପ୍ଲମ୍ବିଂ ସ୍କିଲ କାଉନସିଲର ସର୍ଭେ ଅନୁଯାୟୀ ଦେଶରେ କାର୍ଯ୍ୟରତ ପାଣି ପାଇପ ମିସ୍ତ୍ରିଙ୍କ…

ବିନା ଫଳକରେ ଚାଲିଛି ଜାତୀୟ ସ୍ବାସ୍ଥ୍ୟ ମିଶନ ଗୃହ ନିର୍ମାଣ

ଜଳେଶ୍ୱର, ୩୦।୬(ଡି.ଏନ.ଏ.): ବାଲେଶ୍ୱର ଜିଲାର ଜଳେଶ୍ୱର ସହରର ବଡବଜାରଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଜାତୀୟ ସ୍ବାସ୍ଥ୍ୟ ମିଶନର ଗୃହ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିରେ ନିମ୍ନମାନର ଇଟା ବ୍ୟବହାର କରାଯାଉଥିବା ନେଇ ସାଧାରଣରେ ଅଭିଯୋଗ ହୋଇଛି ା ଇଟାଗୁଡିକ ବ୍ୟବହାର…

ବେଆଇନ ରେଲଓ୍ବେ ଟିକେଟ କାରବାର: ୨ ମାସରେ ୬ ର଼୍ୟାକେଟ ଠାବ କରିଛି ଆର୍‌ପିଏଫ୍‌

ବ୍ରହ୍ମପୁର ଅଫିସ,୩୦।୬: ରେଳ ଯାତ୍ରୀଙ୍କୁ ସହଜ ଓ ସୁବିଧାରେ ସମସ୍ତ ସେବା ଯୋଗାଇବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ଷ୍ଟେଶନର ଉନ୍ନତୀକରଣ ଠାରୁ ଆରମ୍ଭ କରି ଯାତ୍ରୀ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ଲୋକେ ଘରେ ବସି ଟ୍ରେନ୍‌ ଟିକେଟ୍‌ ବୁକିଂ…

ଦୁଇ ମେଗା ଜଳ ଯୋଗାଣ ପ୍ରକଳ୍ପ କାମ ଧିମା

ଛତ୍ରପୁର,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଓ ପୁରୀ ଜିଲାରେ ଦୀର୍ଘଦିନର ପାଣି ସମସ୍ୟା ଦୂର କରିବା ଲାଗି ୨ଟି ମେଗା ପାଇପ୍‌ ଜଳଯୋଗାଣ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ପରିକଳ୍ପନା କରିଥିଲେ ା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଓ ପୁରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?