ଆମ ଜିଲା ଖବର

କମୁନି ହାତୀ ଉପଦ୍ରବ: ପୁଣି ଜଣଙ୍କ ଜୀବନ ନେଲା

ସାରସକଣା,୩୦ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ସାରସକଣା ବ୍ଲକର ଉମାଦେଇପୁର ପଞ୍ଚାୟତ ପାଣିଶୋଳ ଗ୍ରାମର ସନ୍ନ୍ୟାସୀ ମହାନ୍ତଙ୍କ ପୁଅ ଭବାନୀ ଶଙ୍କର ମହାନ୍ତ(୪୨)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବାର ରେଞ୍ଜର ଲକ୍ଷ୍ମୀଧର ବେହେରା ସୂଚନା ଦେଇଛନ୍ତି। ବୁଧବାର ରାତିରେ କିଛି ହାତୀ…

୧ କି.ମି. ଷ୍ଟ୍ରେଚରରେ ବୁହାହେଲେ ରୋଗୀ

ଭଦ୍ରକ ଅଫିସ,୩୦।୬: ଝାଡ଼ାବାନ୍ତି ହେଉଥିବା ଜଣେ ବୃଦ୍ଧାଙ୍କୁ ଡାକ୍ତରଖାନା ନେବାକୁ ୧୦୮ ଆମ୍ବୁଲାନ୍ସ ଆସିଥିଲା। ହେଲେ ରାସ୍ତା ଖରାପ ଯୋଗୁ ଗଁାକୁ ଯାଇ ନ ପାରି ୧ କି.ମି. ପୂର୍ବରୁ ଆମ୍ବୁଲାନ୍ସ ଅଟକି ରହିଥିଲା। ଫଳରେ ଷ୍ଟ୍ରେଚରରେ ଉକ୍ତ ବୃଦ୍ଧାଙ୍କୁ ୧…

ଆଦିବାସୀଙ୍କୁ ସ୍ବାବଲମ୍ବୀ କରିବ ପଣସ

କେନ୍ଦୁଝର,୩୦।୬: ବଣଜଙ୍ଗଲ ଘେରା କେନ୍ଦୁଝରରେ ମିଳୁଥିବା ଜଙ୍ଗଲଜାତ ଦ୍ରବ୍ୟ ପଣସ, ଆମ୍ବ, ଚାର କୋଳି, ଜାମୁ କୋଳି, ସିଆଡି ଆଦି ସଂଗ୍ରହ କରି ଆଦିବାସୀମାନେ ନିଜର ଗୁଜରାଣ ମେଣ୍ଟାଇଥାନ୍ତି। ତେବେ କେନ୍ଦୁଝର ଜିଲାରେ ପ୍ରଚୁର ପରିମାଣରେ ପଣସ ଫଳିଥାଏ। କିନ୍ତୁ ଏହାର…

କାମ ସରିନି, ରାସ୍ତାରୁ ପିଚୁ ଉଠିଲାଣି

ମୋରଡ଼ା,୩୦।୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତର ପୁରୁଣାପାଣି-ଗଡ଼ିିଗଁା ରାସ୍ତାକାମ ନିମ୍ନମାନର ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ନିର୍ମାଣ କାର୍ଯ୍ୟ ନ ସରୁଣୁ ରାସ୍ତାରୁ ପିଚୁ ଉଠି ଯାଇଥିବା ଓ ବର୍ଷା ସମୟରେ ମଧ୍ୟ ପିଚୁ କାମ ଚାଲିଥିବା…

ଟ୍ରାଇ ସାଇକେଲରେ ଭବିଷ୍ୟତ ସ୍ବପ୍ନ

ବାଲେଶ୍ୱର ଅଫିସ, ୩୦।୬: ପରିବାର ଦାୟିତ୍ୱ ଆଗରେ ହାର୍‌ ମାନିଛି ଶାରୀରିକ ଅକ୍ଷମତା। ଅଭାବ ଅନାଟନ ସତ୍ତ୍ୱେ ସେ ୪ ପ୍ରାଣୀଙ୍କ ମୁହଁରେ ହସ ଫୁଟାଇ ଚାଲିଛନ୍ତି। ଏଭଳି ଜଣେ ଦୃଢ଼ମନା ବ୍ୟକ୍ତି ହେଉଛନ୍ତି ବାଲେଶ୍ୱର ସଦର ବ୍ଲକ ପାତ୍ରପଡ଼ା ଅଞ୍ଚଳର…

ପୁଣି ପୂଜକଙ୍କ ଘର ଉଚ୍ଛେଦ ପାଇଁ ନୋଟିସ୍‌ ଜାରି

ଗଞ୍ଜାମ,୩୦ା୬(ଡି.ଏନ୍‌.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠଛକଠାରେ ଦୀର୍ଘ ୭୦ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସୁଥିବା ପୂଜକ କନ୍ଧ ଶତପଥୀଙ୍କ ଘର ଆସନ୍ତା ୫ରେ ଭାଙ୍ଗିବାକୁ ପୁଣି ନୋଟିସ୍‌ ଜାରି କରିଛନ୍ତି ତହସିଲଦାର ଅରୁଣ କୁମାର ନାୟକ। ନୋଟିସ୍‌ ପାଇବା ପରେ ଭୟଭୀତ…

ରାତି ପାହିଲେ ଘୋଷଯାତ୍ରା: ଆଜି ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୩୦।୬: ଆଉ କେଇ ଘଣ୍ଟାର ଅପେକ୍ଷା। ରାତି ପାହିଲେ ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଗୁରୁବାର ରଥଯାତ୍ରାର ପୂର୍ବପ୍ରସ୍ତୁତି ଆରମ୍ଭ ହେଉଛି। ରଥରେ ଶେଷ ସ୍ପର୍ଶ ଦେଉଛନ୍ତି ବିଶ୍ୱକର୍ମା ମହାରଣା, ଭୋଇ ସେବାୟତ, ରୂପକାର ଓ ଦରଜୀ ସେବାୟତ ।…

ରଥଖଳାକୁ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାର ସମ୍ମୁଖକୁ ଆସିବେ ୩ ରଥ

ପୁରୀ ଅଫିସ,୩୦।୬: ଆଉ ଗୋଟିଏ ଦିନ ପରେ ମହାପ୍ରଭୁଙ୍କ ଘୋଷଯାତ୍ରା। ଭାଇ ଭଉଣୀଙ୍କୁ ଧରି ଗୁଣ୍ଡିଚାବାଡ଼ି ଯିବେ ଚତୁର୍ଦ୍ଧାମୂର୍ତ୍ତି। ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାର ଶୁକ୍ରବାର ହେଉଛି ଆଦ୍ୟପର୍ବ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯାୟରେ ପହଞ୍ଚିଥିବା ବେଳେ ଗୁରୁବାର ରଥଖଳାକୁ ବିଜେ ହୋଇଛି…

ଆତଙ୍କ ଖେଳାଇଲା ଦନ୍ତା: ଶିଶୁକନ୍ୟା-ବୃଦ୍ଧଙ୍କ ଜୀବନ ନେଲା

ମୋରଡ଼ା,୩୦।୬ (ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ହାତୀ ଉପଦ୍ରବ ବର୍ଷ ତମାମ ଲାଗି ରହୁଥିବା ବେଳେ ଜୀବନ ହାନୀର ଘଟଣା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ବୁଧବାର ରାତିରେ ଏକ ଦନ୍ତା ରାସଗୋବିନ୍ଦପୁର ରେଞ୍ଜ ଅଧୀନ…

ତଣ୍ଟି ଚିପି ହତ୍ୟା କରି ଯୁବକଙ୍କୁ ଫିଙ୍ଗି ଦେଲେ

ଶେରଗଡ଼,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଗ୍ରାମରେ ଥିବା ମହାତ୍ମାଗାନ୍ଧୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆର ପଛପଟରୁ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ରାମଗିରି ଗ୍ରାମର ସିମାଞ୍ଚଳ ସାହୁ (୨୫)। ତେବେ ମୃତଦେହ ପାଖରେ…

ବାଇକ୍‌ ଡିକି ଭାଙ୍ଗି ୬ ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

କୋକସରା,୨୯ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ମୋଟେର ଛକ ନିକଟରେ ବାଇକ୍‌ ଡିକି ଭାଙ୍ଗି ୬ ଲକ୍ଷ ଲୁଟ୍‌ ହୋଇଥିବା ନେଇ ବାପପୁଅ କୋକସରା ପୋଲିସରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ କୋକସରା ପୋଲିସ ଅଧିକାରୀ ପ୍ରସନ୍ନ ବେହେରା ସହ ପୋଲିସ…

ଶତାଧିକ ଜବ୍‌କାର୍ଡ ରଦ୍ଦ: ବିଡିଓଙ୍କ ଦ୍ୱାରସ୍ଥ ହେଲେ ହିତାଧିକାରୀ

କୋକସରା,୨୯ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତର ବାବେକୋହରା ଓ କଛାରପଡ଼ା ଗ୍ରାମର ଶତାଧିକ ଜବ୍‌କାର୍ଡ ହିତାଧିକାରୀଙ୍କ ଅଜାଣତରେ ରଦ୍ଦ କରିଥିବା ଅଭିଯୋଗ ନେଇ ବୁଧବାର ଦୁଇ ଗ୍ରାମବାସୀ କୋକସରା ବିଡିଓଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ଅନୁସାରେ, ପଞ୍ଚାୟତ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?