ଆମ ଜିଲା ଖବର

ଦାୟିତ୍ୱ ନେଲେ ସିଏମ୍‌ସିର ନୂଆ କମିଶନର, ‘ଅଭିଜ୍ଞତାକୁ ନେଇ ସମସ୍ୟାର ସମାଧାନ କରିବି’

କଟକ ଅଫିସ,୨୭।୬: କଟକ ମ୍ୟୁନିସିପାଲ କର୍ପୋରେଶନ (ସିଏମ୍‌ସି)ର କମିଶନର ଭାବେ ନିଖିଲ ପୱନ କଲ୍ୟାଣ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୱନ କଲ୍ୟାଣ କାର୍ଯ୍ୟରେ ଯୋଗ ଦେବା ପୂର୍ବରୁ ମା’ କଟକ ଚଣ୍ଡୀଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିଲେ। ସେ କମିଶନର…

ସମଲପୁରୀ ଦିନ୍‌ରେ ୨ଶହ କବି, କଳାକାରଙ୍କୁ କରାଯିବ ସମ୍ମାନିତ

ପାଇକମାଳ,୨୭।୬(ଡି.ଏନ୍‌.ଏ): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ପାଇକମାଳ ନୃସିଂହନାଥ ପୀଠରେ ଆଖଣ୍ତଳ ଦାଶଙ୍କ ସଭାପତିତ୍ୱରେ ସମଲପୁରୀ ଦିନ୍‌ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ସିରଜିନା ସମ୍ପାଦକ ରାଜେନ୍ଦ୍ର କୁମାର ମହାନ୍ତି ସମଲପୁରୀ ଦିନ୍‌ କିପରି ଆଡମ୍ବର…

ରଥଯାତ୍ରା ପ୍ରସ୍ତୁତି: ୧୪ ଗାଁକୁ ନେଇ ବସିଲା ଶାନ୍ତି କମିଟି

ଝାରସୁଗୁଡ଼ା ଅଫିସ୍‌,୨୭।୬ ରଥଯାତ୍ରା ସୁପରିଚାଳନା ପାଇଁ ଲଖନପୁର ଥାନା ପରିସରରେ ଆଇଆଇସି ଦୁଃଖିନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଏକ ଶାନ୍ତିକମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଥାନା ଅଞ୍ଚଳର ବିଭିନ୍ନ ରଥଯାତ୍ରା କମିଟି କର୍ମକର୍ତ୍ତା, ଆମ ପୋଲିସ ସମିତି ସଦସ୍ୟ ଓ ସ୍ଥାନୀୟ…

ରଥଯାତ୍ରା ପ୍ରସ୍ତୁତି: ମୁତୟନ ହେବେ ୧୮୦ପ୍ଲାଟୁନ୍‌ ପୋଲିସ ଫୋର୍ସ

ପୁରୀ ଅଫିସ,୨୭।୬: ରଥଯାତ୍ରାକୁ ନେଇ ପୁରୀରେ ସୋମବାର ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଶାନ୍ତିଶୃଙ୍ଖଳା ସହ କିଭଳି ରଥଯାତ୍ରା ଅନୁଷ୍ଠିତ ସେ ନେଇ ବୈଠକରେ ଆଲୋଚନା ହୋଇଛି। ଏଥିପାଇଁ ୧୮୦ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବେ ବୋଲି ଡିଜିପି ସୁନୀଲ…

୮ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ପିପିଲି,୨୭ା୬(ଡି.ଏନ୍‌.ଏ.): ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଭିନ୍ନ ଜିଲା ଗସ୍ତ କରି ଶିକ୍ଷା ବ୍ୟବସ୍ଥାର ତଦାରଖ କରୁଛନ୍ତି। ଏହିକ୍ରମରେ ସୋମବାର ସେ ଯାଉଥିବା ସମୟରେ ପିପିଲି ଟୋଲ ଗେଟ୍‌ ନିକଟରେ ପୂର୍ବାହ୍ନ ୧୦.୨୦ରେ ଦୁଇଜଣ ଶିକ୍ଷୟତ୍ରୀ ରାସ୍ତାରେ…

ଆଶାବାଡ଼ି ଭରସାରେ ବିଚିତ୍ର

ରାଜକନିକା,୨୭ା୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ୍‌ ପାରିନୂଆପଡ଼ା-ହାବଳଗଣ୍ଡ ପଞ୍ଚାୟତ କଇଥାପାଳ ଗାଁ ର ବିଚିତ୍ର ଜେନା(୩୫) କିଛିବର୍ଷ ହେବ ପକ୍ଷାଘାତ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଆଶାବାଡ଼ିକୁ ଭରସା କରି ତାଙ୍କ ଦିନ କଟୁଛି। ଆର୍ଥିକ ଅନଟନ ଯୋଗୁ ତାଙ୍କୁ ଉପଯୁକ୍ତ ଚିକିତ୍ସା…

ରାଉରକେଲା ଏନ୍‌କାଉଣ୍ଟର: ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ ପୋଲିସ

ରାଉରକେଲା ଅଫିସ,୨୭।୬: ରାଉରକେଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ମୁଣ୍ଡାସାହି ଛକରେ ଏନ୍‌କାଉଣ୍ଟର ଘଟଣାରେ ଅଟକ ଥିବା ଦୁର୍ବୃତ୍ତ ଟୁଚୁ ଇନ୍ଧୁଆର(୨୮)ଙ୍କୁ ପୋଲିସ ରବିବାର ଗିରଫ କରି କୋର୍ଟଚାଲାଣ କରିଛି। ଅଧିକ ତଦନ୍ତ ପାଇଁ ପୋଲିସ ତାଙ୍କୁ ରିମାଣ୍ଡରେ ଆଣିବାକୁ କୋର୍ଟରେ ଆବେଦନ…

ବ୍ରାଉନସୁଗାର ଜବତ, ଯୁବକ ଗିରଫ

ଫୁଲବାଣୀ ଅଫିସ,୨୭ା୬: କନ୍ଧମାଳ ଜିଲା ଫୁଲବାଣୀ ପେଞ୍ଜିସାହି ନିକଟରୁ ୩.୫୮ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ଏହା ସହିତ ଏକ ବାଇକ ନମ୍ବର ଓ ୧୨ ଏ ୪୧୧୪କୁ ପୋଲିସ ଜବତ କରିଛି। ଏହି ଘଟଣାରେ ଫରେଷ୍ଟ କଲୋନୀର ସପନ କୁମାର…

ବାଇକ୍‌ ସହ ଜଳିଥିବା ଯୁବକଙ୍କ ପରିଚୟ ମିଳିଲା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଜୟଦେବବିହାର ନିକଟ ଓଭରବ୍ରିଜ୍‌ରେ ରବିବାର ରାତିରେ ଦୁର୍ଘଟଣା ଘଟିଥିଲା। ଖଣ୍ଡଗିରି ପଟୁ ବାଣୀବିହାର ଆଡ଼କୁ ଯାଉଥିବା ବେଳେ ରାସ୍ତାକଡ଼ ଡିଭାଇଡରରେ ପିଟି ହୋଇ ଏକ ବାଇକ୍‌ ହୁତୁହୁତୁ ହୋଇ ଜଳିଯାଇଥିଲା । ଘଟଣାସ୍ଥଳରେ ହିଁ ଜଳି ଯାଇଥିଲେ ଜଣେ ଯୁବକ।…

ସହରମୁହାଁ ହାତୀ, ବନ ବିଭାଗର ନିଦ ଭାଙ୍ଗୁନି

ବାଲେଶ୍ୱର ଅଫିସ,୨୭ା୬: ଜଙ୍ଗଲ ଛାଡ଼ି ସହରରେ ବୁଲୁଛି ଏକ ହାତୀ। ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ ମିତ୍ରପୁର ବଜାରରେ ଏକ ଝାଡ଼ଖଣ୍ଡୀ ହାତୀ ବୁଲୁଥିବା ଦେଖିବାକୁ ମିଳିଛି। ଏହି ହାତୀ ପଛେ ପଛେ ନିକଟସ୍ଥ ଗାଁର ଶତାଧିକ ଲୋକ ଦୌଡୁଛନ୍ତି।…

ଓବିସି ହଷ୍ଟେଲ ଫାଟକରେ ତାଲା ଝୁଲୁଛି

ପଟ୍ଟାମୁଣ୍ଡାଇ,୨୭ା୬(ସ୍ବ.ପ୍ର.): ପ୍ରାୟ ୨ କୋଟି ଟଙ୍କା ବ୍ୟୟ ଅଟ୍ଟକଳରେ ପଟ୍ଟାମୁଣ୍ଡାଇ କଲେଜ ପରିସରରେ ନିର୍ମାଣ ହୋଇଥିବା ୧୦୦ ଶଯ୍ୟା ବିଶିଷ୍ଟ ଓବିସି ହଷ୍ଟେଲ ଫାଟକରେ ତାଲା ଝୁଲୁଛି।ନବନିର୍ମିତ ୩ ମହଲା ବିଶିଷ୍ଟ ଏହି ଓବିସି ହଷ୍ଟେଲରେ ଲଗାଯାଇଥିବା ଲକ୍ଷାଧିକ ଟଙ୍କାର ଆକ୍ୱାଗାର୍ଡ…

ବିନା ସୁରକ୍ଷାରେ ୬୩ ଘାଟରେ ନୌକା ଚାଳନା

କେନ୍ଦ୍ରାପଡ଼ା ଅଫିସ,୨୭ା୬: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଥାନା ଅଞ୍ଚଳର ଏକ ମାଛଧରା ଟ୍ରଲର ଗତ ୧୬ ତାରିଖରେ ବୁଡ଼ିଗଲା। ଏଥିରେ ୧୨ ଜଣ ଉଦ୍ଧାର ହୋଇଥିଲେ ମଧ୍ୟ ଜଣେ ଅଦ୍ୟାବଧି ନିଖୋଜ ଅଛନ୍ତି। ୨୦୨୦ ଜୁନ୍‌ ୧୯ରେ ମହାକାଳପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?