ଆମ ଜିଲା ଖବର

କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ: ଚଳନ୍ତା ଟ୍ରାକ୍ଟରୁ ପଡ଼ି ଆଖିବୁଜିଲା ରୋଜଗାରିଆ ପୁଅ

ମୋହନା,୧୦।୫ (ମନ୍ମଥ ମିଶ୍ର ):ଚଳନ୍ତା ଟ୍ରାକ୍ଟରରୁ ପଡ଼ି ଯୁବକ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଡରିଙ୍ଗ ଗାଁ ରେ। ସୂଚନା ପ୍ରକାରେ ଢେପାନାଯୁ ଗାଁର ରବୀନ୍ଦ୍ର କମାର (୨୪) ଶୁକ୍ରବାର ସକାଳ…

ମା’ ରାମଚଣ୍ଡୀଙ୍କୁ ଜମି ଦାନ ଦେଇଥିଲେ ରାଜା, ଭୋଗ କରୁଛନ୍ତି ଜବରଦଖଲକାରୀ, ପାଉଣା ଦେବାର ନାଁ ଧରୁନାହାନ୍ତି

ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୭୩୭ ମସିହାଠାରୁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାମନଗର ମୌଜାରେ ମା’ ରାମଚଣ୍ଡୀ ମନ୍ଦିର ରହିଛି। ଏହାର ରକ୍ଷଣାବେକ୍ଷଣ ପାଇଁ କୁଜଙ୍ଗ ରାଜା ଦାନ ଦେଇଥିଲେ ୨୨୦ ଏକରରୁ ଅଧିକ ଭୂସମ୍ପତ୍ତି। ହେଲେ ଭୋଗ ଦଖଲ…

ପିଚ୍ଛା କଲେ ଗୁଳି ଫୁଟାଇ ଟେକିନେଲେ: ସକାଳୁ ପଡ଼ିଥିଲା ରକ୍ତ ଜୁଡ଼ୁଜୁଡ଼ୁ ମୃତଦେହ

ରାୟଗଡ଼ା,୯।୫(ସୁଜାତା ପାଢ଼ୀ): ରାୟଗଡ଼ା ସହର ଇନ୍ଦିରା ନଗର ୩ୟ ଲାଇନ୍‌ରେ ଅଜଣା ଦୁର୍ବୃତ୍ତମାନେ ଶନିବାର ରାତିରେ ଗୁଳିକାଣ୍ଡ କରି ରାୟଗଡା ସହରସ୍ଥିତ ରେଲି ସାହିର ଯୁବକ ନିଖିଲ ହାଡ଼ିପାକୁ ଅପହରଣ କରିନେଇଥିଲେ । ପରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି।ନିଖିଲର…

ଭୟାବହ ଅଗ୍ନିକାଣ୍ଡ: ଜଳିଲା ରାଇସ୍‌ ମିଲ୍‌, ଧୂପ କାରଖାନା

ବନ୍ତ,୧୦।୫(କିଶୋର କୁମାର ସେଠୀ/ ହରି ନାରାୟଣ ମହାନ୍ତି): ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ନିଳୋକ କୁମ୍ଭାରିଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ସର୍ଟ ସର୍କିଟ ଯୋଗୁ ସ୍ଥାନୀୟ ଅଞ୍ଚଳର ଜଣାଶୁଣା ବ୍ୟକ୍ତି ପ୍ରେମାନନ୍ଦ…

ସୀମାନ୍ତ ଗାଁରେ ଜନଗଣନା ବିବାଦ

ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଜନଗଣନା କାର୍ଯ୍ୟ କରାଯାଇ ଘର ନମ୍ବର ଲେଖାଯାଇଥିଲା। ତାହାକୁ ଆନ୍ଧ୍ରପ୍ରଦେଶର…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏପରିକି ପୋଲିସ ଗଞ୍ଜେଇ ବୋଝେଇ ଏକ କାର୍‌(ନଂ.ଓଡି ୧୭ଏକ୍ସ-୭୧୨୭) ଜବତ କରିଛି।…

ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍‌; ୩ ବ୍ୟକ୍ତି…

ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ବଲାଙ୍ଗିର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଭୁତିଆର୍‌…

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ ଧାନ ଭିଜି ଯାଇଛି। ସେହିପରି କ୍ଷେତରେ ଧାନ ଫସଲ ଜମିରେ ଶୋଇ ପଡିଛି।ଅମଳ…

ତାରସିଂ ରେଞ୍ଜରେ ଦନ୍ତା ହାତୀର ମୃତ୍ୟୁ, ନୟାଗଡ଼ ବନଖଣ୍ଡରେ ଚିକିତ୍ସାଧୀନ ଥିଲା

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜରେ ଶନିବାର ଅପରାହ୍ନରେ ଏକ ଦନ୍ତା ହାତୀ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ହାତୀର ବୟସ ପ୍ରାୟ ୧୦ ବର୍ଷ ହେବ। ଏହି ଘଟଣା ଜଣାପଡ଼ିବା ପରେ ଡିଏଫ୍ଓ ହିମାଂଶୁ ଶେଖର…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି। ହେଲେ ପ୍ରକଳ୍ପ କାମ ଠିକ୍‌ ସମୟରେ ସମ୍ପୂର୍ଣ୍ଣ ହୋଇପାରୁ ନ ଥିବାରୁ ସାଧାରଣ…

ଆଧ୍ୟାତ୍ମିକ ପରିବେଶରେ ଚାଲିଛି ଭଞ୍ଜନଗର ଠାକୁରାଣୀ ଯାତ୍ରା, ୫୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ

ଭଞ୍ଜନଗର,୯ ।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାରେ ଦିନକୁ ଦିନ ଅସମ୍ଭାଳ ଭିଡ ହେଉଛି ଦେବୀଙ୍କ ଦର୍ଶନ ପାଇଁ। ଶନିବାର ଦେବୀଙ୍କ ଦର୍ଶନ, ସାଂସ୍କୃତିକ କାର୍ଯ୍ୟକ୍ରମ ସମେତ ମୀନାବଜାରର ମଜା ନେବାପାଇଁ ପ୍ରାୟ ୫୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ…

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର ରୋଗୀଙ୍କୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ ଡାକ୍ତର ପରାମର୍ଶ ଦେଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?