ଆମ ଜିଲା ଖବର

‘ନିଶା ଯୋଗୁ ପରିବାରରେ ଅଶାନ୍ତି ହୋଇ ହିଂସାକାଣ୍ଡ ଘଟୁଛି’

ଭଦ୍ରକ ଅଫିସ,୨୬।୬: ଜିଲା ପ୍ରଶାସନ ଓ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତ ବିଭାଗ ପକ୍ଷରୁ ରବିବାର ନିଶା ଅନାଶକ୍ତି ଓ ଅବୈଧ ନିଶା ଦ୍ରବ୍ୟ ଚାଲାଣ ନିରୋଧୀ ଆର୍ନ୍ତଜାତୀୟ ଦିବସ ଭଦ୍ରକ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି…

ବଡ଼ଭାଇଙ୍କ ଜୀବନ ନେଲେ ସାନ

ବାରିପଦା ଅଫିସ,୨୬ା୬: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅନ୍ତର୍ଗତ ମାଧପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ର କରି ବଡ଼ ଭାଇଙ୍କ ଜୀବନ ନେଇଛନ୍ତି ସାନ ଭାଇ। ମୃତକ ଜଣକ ହେଉଛି ମେଘରାୟ ସରେନ(୪୫)। ହତ୍ୟାକାରୀ…

୩୦ ବର୍ଷ ଧରି ସରକାରୀ ଜମିରେ ଚାଷ କରୁଥିବା ଚାଷୀଙ୍କ ପାଇଁ ନୀତି ନିର୍ଦ୍ଧାରଣ ନିର୍ଦ୍ଦେଶ

କଟକ ଅଫିସ,୨୬ା୬: ଦୀର୍ଘ ୩୦ ବର୍ଷରୁ ଅଧିକ ଦିନ ଧରି ସରକାରୀ ଜମିରେ ଚାଷ କରୁଥିବା ଚାଷୀଙ୍କୁ ଜମିର ମାଲିକାନା ପ୍ରଦାନ ପ୍ରସଙ୍ଗରେ ନୀତି ନିର୍ଦ୍ଧାରଣ ପାଇଁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୬ ମାସ ମଧ୍ୟରେ ଏନେଇ ନୀତିଗତ…

କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ: ୪ ଗିରଫ

ଖୋର୍ଦ୍ଧା ଅଫିସ,୨୬ା୬: ଖୋର୍ଦ୍ଧାରେ ବ୍ରାଉନସୁଗାର କାରବାର ବଢ଼ିବାରେ ଲାଗିଛି। ବାରମ୍ବାର ଚଢ଼ାଉ ସତ୍ତ୍ବେ କୌଣସି ଫରକ ପଡୁନି। କୋଲକାତା, ବାଲେଶ୍ବର, ଜଳେଶ୍ୱର ପ୍ରଭୃତି ଅଞ୍ଚଳରୁ ବିଭିନ୍ନ ଗଳାବାଟ ଦେଇ ଏଠାରେ ପହଞ୍ଚୁଛି। ଏଠାରୁ ପଡ଼ୋଶୀ ଜିଲା ସମେତ ଗ୍ରାମାଞ୍ଚଳକୁ ପଠାଯାଉଛି। ଗୁଇନ୍ଦା…

ପୁଡୁଚେରୀରେ ମହକିଲା କୋରାପୁଟ ବ୍ରାଉନ ଭ୍ୟାଲି କଫି

କୋରାପୁଟ,୨୬।୬(ସ୍ବ.ପ୍ର.): କୋରାପୁଟ କଫିର ଚାହିଦା ସାରା ବିଶ୍ୱରେ ଦିନକୁ ଦିନ ବୃଦ୍ଧିପାଉଛି ା ଏହାକୁ ପ୍ରମାଣିତ କରିିଛି ଅର୍ନ୍ତଜାତୀୟ ସଂସ୍ଥା ଆମାଜାନ। ଆମାଜାନ କିଛି ମାସ ତଳେ ଏହାର ମାର୍କେଟିଂ ଦାୟିତ୍ୱ ନେଇଥିଲା। ଏବେ ପୁଣି ଭାରତର ପଡୁଚେରି ଆରୋଭିଲରେ ଥିବା…

୨୩୪ ଅମାନିଆଙ୍କଠାରୁ ୨.୩୪ ଲକ୍ଷ ଜରିମାନା

ବ୍ରହ୍ମପୁର ଅଫିସ,୨୬।୬: ବ୍ରହ୍ମପୁର ସହରର ଟ୍ରାଫିକ ସମସ୍ୟା ଦୂର କରିବା, ଦୁର୍ଘଟଣା ରୋକିବା ସହ ଲୋକଙ୍କ ଧନ ଜୀବନ ସୁରକ୍ଷା ପାଇଁ ପୋଲିସ ତା’ର ପ୍ରୟାସ ଜାରି ରଖିଛି। ବ୍ରହ୍ମପୁର ଏସ୍‌ପି ଶ୍ରବଣା ବିବେକ ଏମ୍‌ଙ୍କ ନିର୍ଦ୍ଦେଶକ୍ରମେ ସହରରେ ପୋଲିସ ଏବେ…

୫ ଦିନ ହେଲା ମାଣ୍ଡିବିଶି ୟୁପି ସ୍କୁଲରେ ଝୁଲୁଛି ତାଲା

ଟିକିରି,୨୬।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ମାଣ୍ଡିବିଶି ୟୁପି ସ୍କୁଲ ଫାଟକରେ ୫ ଦିନ ହେଲା ତାଲା ଝୁଲୁଛି। ଶିକ୍ଷକ ଅଭାବ ପ୍ରତିବାଦରେ ଅଭିଭାବକ ଏବଂ ଗ୍ରାମବାସୀ ମଙ୍ଗଳବାରଠାରୁ ସ୍କୁଲ ବନ୍ଦ କରିଛନ୍ତି। ସମସ୍ୟାର ସମାଧାନ ନେଇ ଶିକ୍ଷା ବିଭାଗ କିମ୍ବା…

ନିଶା କାରବାର ରୋକିବାରେ ପଛରେ ପଡ଼ିଛି ଅବକାରୀ ବିଭାଗ

ନବରଙ୍ଗପୁର,୨୬।୬(ବି.ପ୍ର.): ନବରଙ୍ଗପୁର ଜିଲା ଗଞ୍ଜେଇ ଚୋରା ଚାଲାଣର କରିଡର୍‌ ସାଜିଛି। ଅବକାରୀ ବିଭାଗ ଚେଇଁ ଶୋଇଥିବା ବେଳେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଧରିବାରେ ସଫଳ ହେଉଛି। ବେଆଇନ ନିଶା ଓ ମାଦକ ଦ୍ରବ୍ୟର କାରବାରକୁ ରୋକିବା ଏବଂ ସମ୍ପୃକ୍ତ ବ୍ୟବସାୟୀଙ୍କୁ…

ଓଡ଼ିଶା ଟିମ୍‌ରେ ମୁମ୍ବାଇ ଯିବେ ରାୟଗଡ଼ାର ଛାତ୍ର ଅଂଶୁମାନ

ରାୟଗଡ଼ା ଅଫିସ,୨୬।୬: ଆଜାଦୀ କା ଅମୃତ ମହୋତ୍ସବ ପାଳନ ଉପଲକ୍ଷେ ଦେଶରେ ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ଭାଷା ଓ ସଂସ୍କୃତିର ଆଦାନ ପ୍ରଦାନ ନିମନ୍ତେ କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଥିପାଇଁ ଓଡ଼ିଶାରୁ…

ବିହାରରେ ୮ ଶ୍ରମିକଙ୍କୁ ନିର୍ଯାତନା

ତେନ୍ତୁଳିଖୁଣ୍ଟି,୨୬।୬(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ବଙ୍ଗଳାଗୁଡ଼ା ଗ୍ରାମରୁ ୮ ଶ୍ରମିକଙ୍କୁ ବିହାରରେ କାମ କରିବାକୁ ନେଇ ନିର୍ଯାତନା ଦିଆଯାଉଛି। ସେମାନଙ୍କ ଠାରୁ ମୋବାଇଲ ଛଡ଼ାଇ ନେବାସହ ବିନା ପାରିଶ୍ରମିକରେ ଜୋର ଜବରଦସ୍ତ କାମ କରିବାକୁ ବାଧ୍ୟ କରାଯାଉଛି।…

‘ମୋ ସ୍ବାମୀଙ୍କୁ ବଞ୍ଚାଇ ଦିଅ’

ଧାମନଗର, ୨୬।୬(ସ୍ବ.ପ୍ର.): ସ୍ବାମୀ କାମଳ ରୋଗରେ ଆକ୍ରାନ୍ତ ହୋଇ ଲିଭର ଓ କିଡ୍‌ନୀ ନଷ୍ଟ ହୋଇଯାଇଛି। ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି। ଡାକ୍ତରଙ୍କ କହିବା ମୁତାବକ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ତୁରନ୍ତ ସ୍ଥାନାନ୍ତର କରିବାକୁ ପଡ଼ିବ।…

ଆରମ୍ଭ ପୂର୍ବରୁ ଅକଳରେ

ଢେଙ୍କାନାଳ ଅଫିସ୍‌,୨୬।୬: ଶିଳ୍ପ ଜିଲା ଢେଙ୍କାନାଳ ହେବ କ୍ରୀଡ଼ାର ପେଣ୍ଠସ୍ଥଳ। କେବଳ ହକି, ଫୁଟ୍‌ବଲ୍‌ କିମ୍ବା କ୍ରିକେଟ୍‌ ମଧ୍ୟରେ ସୀମିତ ନ ରହି ଆନୁଷଙ୍ଗିକ କ୍ରୀଡ଼ା ଭିତ୍ତିଭୂମିର ବିକାଶ କରାଯିବ। ବ୍ୟାଣ୍ଟମିଣ୍ଟନ୍‌ ଭଳି ଖେଳ ଏବଂ ଖେଳାଳିଙ୍କୁ ପ୍ରୋତ୍ସାହିତ କରାଯିବ। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?