ଆମ ଜିଲା ଖବର

ଓଡ଼ିଶା ଟିମ୍‌ରେ ମୁମ୍ବାଇ ଯିବେ ରାୟଗଡ଼ାର ଛାତ୍ର ଅଂଶୁମାନ

ରାୟଗଡ଼ା ଅଫିସ,୨୬।୬: ଆଜାଦୀ କା ଅମୃତ ମହୋତ୍ସବ ପାଳନ ଉପଲକ୍ଷେ ଦେଶରେ ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ଭାଷା ଓ ସଂସ୍କୃତିର ଆଦାନ ପ୍ରଦାନ ନିମନ୍ତେ କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଥିପାଇଁ ଓଡ଼ିଶାରୁ…

ବିହାରରେ ୮ ଶ୍ରମିକଙ୍କୁ ନିର୍ଯାତନା

ତେନ୍ତୁଳିଖୁଣ୍ଟି,୨୬।୬(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ବଙ୍ଗଳାଗୁଡ଼ା ଗ୍ରାମରୁ ୮ ଶ୍ରମିକଙ୍କୁ ବିହାରରେ କାମ କରିବାକୁ ନେଇ ନିର୍ଯାତନା ଦିଆଯାଉଛି। ସେମାନଙ୍କ ଠାରୁ ମୋବାଇଲ ଛଡ଼ାଇ ନେବାସହ ବିନା ପାରିଶ୍ରମିକରେ ଜୋର ଜବରଦସ୍ତ କାମ କରିବାକୁ ବାଧ୍ୟ କରାଯାଉଛି।…

‘ମୋ ସ୍ବାମୀଙ୍କୁ ବଞ୍ଚାଇ ଦିଅ’

ଧାମନଗର, ୨୬।୬(ସ୍ବ.ପ୍ର.): ସ୍ବାମୀ କାମଳ ରୋଗରେ ଆକ୍ରାନ୍ତ ହୋଇ ଲିଭର ଓ କିଡ୍‌ନୀ ନଷ୍ଟ ହୋଇଯାଇଛି। ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି। ଡାକ୍ତରଙ୍କ କହିବା ମୁତାବକ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ତୁରନ୍ତ ସ୍ଥାନାନ୍ତର କରିବାକୁ ପଡ଼ିବ।…

ଆରମ୍ଭ ପୂର୍ବରୁ ଅକଳରେ

ଢେଙ୍କାନାଳ ଅଫିସ୍‌,୨୬।୬: ଶିଳ୍ପ ଜିଲା ଢେଙ୍କାନାଳ ହେବ କ୍ରୀଡ଼ାର ପେଣ୍ଠସ୍ଥଳ। କେବଳ ହକି, ଫୁଟ୍‌ବଲ୍‌ କିମ୍ବା କ୍ରିକେଟ୍‌ ମଧ୍ୟରେ ସୀମିତ ନ ରହି ଆନୁଷଙ୍ଗିକ କ୍ରୀଡ଼ା ଭିତ୍ତିଭୂମିର ବିକାଶ କରାଯିବ। ବ୍ୟାଣ୍ଟମିଣ୍ଟନ୍‌ ଭଳି ଖେଳ ଏବଂ ଖେଳାଳିଙ୍କୁ ପ୍ରୋତ୍ସାହିତ କରାଯିବ। ଏଭଳି…

ବର୍ଷା ହେଲେ ବଦଳେ ରାସ୍ତା

ବଇଣ୍ଡା, ୨୬।୬: ପକ୍କା ହୋଇଛି କଚ୍ଚା ରାସ୍ତା। ଯାତ୍ରୀ ଏବଂ ଯାନବାହନ ଗମନାଗମନ ପାଇଁ ପ୍ରସ୍ତୁତ ପିଚୁ ସଡ଼କରେ ଯାତାୟାତ କରିବା ଅଧିକ ସୁଗମ ହୋଇଛି। ହେଲେ ଏହାକୁ ନେଇ ବର୍ଷସାରା ଖୁସି ହୋଇପାରୁନାହାନ୍ତି ଅନୁଗୋଳ ଜିଲା କିଶୋରନଗର ବ୍ଲକର ୫…

ଏଟିଏମ୍‌ ଭାଙ୍ଗି ଲୁଟିନେଲେ ୩୨ଲକ୍ଷ

ବାଲେଶ୍ୱର ଅଫିସ, ୨୬।୬: ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅଧୀନ ଜାତୀୟ ରାଜପଥ ପଦ୍ମପୁର ହାଟରେ ଥିବା ଏକ ଏସ୍‌ବିଆଇ ଏଟିଏମ୍‌ରୁ ୩ଦୁର୍ବୃତ୍ତ ୩୨ଲକ୍ଷ ୨୬ହଜାର ଟଙ୍କା ଲୁଟି ନେଇଛନ୍ତି। ସିସିଟିଭି ଫୁଟେଜ୍‌ରୁ ମିଳିଥିବା ତଥ୍ୟ ଅନୁସାରେ ଗତ ଶୁକ୍ରବାର…

ରକ୍ଷିତା ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ୨ ଅଟକ

ପୁରୁଷୋତ୍ତମପୁର, ୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳାଙ୍କୁ ରକ୍ଷିତା ଭାବେ ରଖିଥିବା ଯୁବକ ଅନ୍ୟ ଜଣେ ପୁରୁଷଙ୍କ ସହ ଶାରୀରିକ ସମ୍ପର୍କ ଲାଗି ବାଧ୍ୟ କରିଥିଲେ। ଏଥିରେ ସେ ରାଜି ନ ହେବାରୁ…

ପ୍ରଧାନ ଶିକ୍ଷକଙ୍କ ମନମୁଖି କାର୍ଯ୍ୟକଳାପ: ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରାମବାସୀ

ଫୁଲବାଣୀ ଅଫିସ/ତୁମୁଡିବନ୍ଧ, ୨୬।୬: ତୁମୁଡିବନ୍ଧ ବ୍ଲକ ବେଲଘର ପଞ୍ଚାୟତ ବେଲଘର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗ୍ରାମବାସୀ ଶନିବାର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ତାଲା ପକାଇଛନ୍ତି। ପ୍ରଧାନଶିକ୍ଷକଙ୍କ ମନମୁଖି କାର୍ଯ୍ୟକଳାପ, ବିଦ୍ୟାଳୟରେ ପିଲମାନଙ୍କୁ ପାଠ ନ ପଢ଼ାଇବା, ବିଦ୍ୟାଳୟକୁ ଠିକ ଭାବେ ନ ଯିବା…

ହାଇଜେନିକ୍‌ ମାଛ ବଜାରରେ ରହୁନି ସ୍ବଚ୍ଛତା

ବ୍ରହ୍ମପୁର ଅଫିସ,୨୬।୬: ବ୍ରହ୍ମପୁର ସହରବାସୀଙ୍କୁ ସ୍ବଚ୍ଛତା ବାତାବରଣ ମଧ୍ୟରେ ଆମିଷ ଦ୍ରବ୍ୟ ଯୋଗାଇବା ଲକ୍ଷ୍ୟରେ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ମର୍ଦ୍ଦରାଜ ଭେଣ୍ଡିଂ ଜୋନ ପରିସରରେ ହାଇଜେନିକ୍‌ ମାଛ ବଜାର ନିର୍ମାଣ କରାଯାଇଛି। ଯେଉଁଠାରେ ମାଛ ବ୍ୟବସାୟୀଙ୍କ ନିମନ୍ତେ ପାନୀୟ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା

ପାଟଣା,୨୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେତାଙ୍ଗ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ରବିବାର ଘରର ଲୁହା କବାଟ ବନ୍ଦ କରୁଥିବା ସମୟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେତାଙ୍ଗ ଗ୍ରାମର କବିବର ନାଏକ(୪୨)।…

ବିରଞ୍ଚି ନାରାୟଣ ବାଳିକା ବିଦ୍ୟାଳୟରେ ଶିକ୍ଷକ ଅଭାବ

ବୁଗୁଡ଼ା,୨୬।୬(ଡି.ଏନ୍‌.ଏ.): ୧୯୬୪ରେ ସ୍ଥାପିତ ବୁଗୁଡ଼ା ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ମରୁଡ଼ି ଯୋଗୁ ପିଲାଙ୍କ ପାଠପଡ଼ା ଏବେ ସଙ୍କଟଜନକ ପରିସ୍ଥିତି ଦେଇ ଗତି କରୁଥିବାରୁ ପିଲାଙ୍କ ଭବିଷ୍ୟତକୁ ନେଇ ଅଭିଭାବକଙ୍କ ମନରେ ଚିନ୍ତା ଘାରିଛି। ଏହି ବିଦ୍ୟାଳୟରେ…

ବିପଜ୍ଜନକ ସ୍ଥିତିରେ ମୁଣ୍ଡମରାଇ ସେବା ସମବାୟ ସମିତି

ଧରାକୋଟ,୨୬।୬(ଡି.ଏନ୍‌.ଏ.): ଚାଷୀର ଆର୍ଥିକ ମାନଦଣ୍ଡର ବିକାଶରେ ସେବା ସମବାୟ ସମିତିର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ। ବିହନ, ସାର ଯୋଗାଣଠାରୁ କୃଷି ଋଣ ପର୍ଯ୍ୟନ୍ତ ସବୁଥିରେ କୃଷକ ପଛରେ ଠିଆ ହୋଇଥାଏ ସେବା ସମବାୟ ସମିତି । ହେଲେ ସମବାୟ କେନ୍ଦ୍ର ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?