ଆମ ଜିଲା ଖବର

ପାଜିମାହା ରାସ୍ତା ନିର୍ମାଣ ଦାବିକଲେ ଗ୍ରାମବାସୀ

ଜି.ଉଦୟଗିରି,୨୬।୬ (ଡି.ଏନ.ଏ.): ଜି.ଉଦୟଗିରି ଏନ୍‌ଏସିଠାରୁ ମାତ୍ର ଏକ କି.ମି.ଦୂରରେ ଥିବା ପାଜିମାହା ଗଁାକୁ ବର୍ତ୍ତମାନ ସୁଦ୍ଧା ରାସ୍ତା ନିର୍ମାଣ ହୋଇନଥିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଦୀର୍ଘ ବର୍ଷ ହେଲା ରାସ୍ତା ନିର୍ମାଣ ପାଇଁ ଗଁା ଲୋକ ଦାବିକରି ଆସୁଥିଲ ମଧ୍ୟ ସେମାନଙ୍କ…

ନକ୍ସା ନ ଥାଇ ମନଇଚ୍ଛା ଚାଲିଛି କୋଠା ନିର୍ମାଣ

ଭଞ୍ଜନଗର, ୨୬।୬(ଡି.ଏନ.ଏ): ଭଞ୍ଜନଗର ସହର ଅଞ୍ଚଳ ଦିନକୁ ଦିନ ବଢୁଛି। ଜନସଂଖ୍ୟା ବୃଦ୍ଧି ଯୋଗୁ ନୂତନ ଘରର ଆବଶ୍ୟକତା ପଡୁଛି। ତେଣୁ ସହରରେ ଘର ସଂଖ୍ୟା ମଧ୍ୟ ସେହି ଅନୁପାତରେ ବଢୁଛି। କିନ୍ତୁ ଯେଉଁମାନେ ନୂତନ ଘର ନିର୍ମାଣ କରୁଛନ୍ତି ସେଥିମଧ୍ୟରୁ…

କେବଳ ପୂଜାପର୍ବ ପାଇଁ ଘୂରୁଛି କୁମ୍ଭାର ଚକ

ଆରଡ଼ି,୨୬।୬(ଡି.ଏନ.ଏ.): ଦିନ ଥିଲା ହାଣ୍ଡି ମାଠିଆ ଗଢ଼ି ଚଳୁଥିଲା ପରିବାର। ଗଁାରେ ରହିଥିଲା ଏହାର ଚାହିଦା। ମାଟିରେ ତିଆରି ହାଣ୍ଡି, ମାଠିଆ, ସୁରେଇ, ପଲମ, ମାଢିଆ, ଉଠାଚୁଲି, ପୂଜା କଳସ, ସରା ଆଦି ଦୈନନ୍ଦିନ ଜୀବନରେ ଦରକାରୀ ଥିଲା। ଏସବୁ ଗଢ଼ି…

୨ଘଣ୍ଟା ବର୍ଷା: ଯୋଡ଼ାରେ କୃତ୍ରିମ ବନ୍ୟା

ଯୋଡ଼ା,୨୬।୬(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରରେ ଶନିବାର ପୂର୍ବାହ୍ନରେ ଦୁଇ ଘଣ୍ଟା ଧରି ପ୍ରବଳ ବର୍ଷା ହେବାରୁ ଯୋଡ଼ାରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ଜନସାଧାରଣ । ବର୍ଷା ଜଳ ନିଷ୍କାସନ ହୋଇ ନ ପାରି ସମଗ୍ର ରାସ୍ତା,ଜଳମଗ୍ନ…

ଖତ ଖାଉଛି ୨୦୦ କୁଇଣ୍ଟାଲ ଫାଇଲିନ ଚାଉଳ

ବାହାନଗା, ୨୬।୬(ଡି.ଏନ.ଏ.) ଫାଇଲିନ ବାତ୍ୟାକୁ ପୂରିଲାଣି ୮ବର୍ଷ ୬ମାସ। ହେଲେ ଫାଇଲିନରେ କ୍ଷତିଗ୍ରସ୍ତ ପରିବାର ଲାଗି ରିଲିଫ୍‌ ବାବଦକୁ ଆସିଥିବା ୨ଶହରୁ ଊର୍ଦ୍ଧ୍ୱ କୁଇଣ୍ଟାଲ ଚାଉଳ ଏବେ ବି ପଞ୍ଚାୟତ ଗୋଦାମରେ ପଡିରହିଛି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ବାହାନଗା…

୨ ଗୃହରକ୍ଷୀଙ୍କ ନାଁରେ ଏସ୍‌ପିଙ୍କୁ ଅଭିଯୋଗ

ବ୍ରହ୍ମପୁର ଅଫିସ,୨୬।୬: ବ୍ରହ୍ମପୁର ବୈଦ୍ୟନାଥପୁର ଥାନାରେ କାର୍ଯ୍ୟରତ ୨ ଗୃହରକ୍ଷୀଙ୍କ ଦାଦାଗିରି ନେଇ ଅଭିଯୋଗ ହୋଇଛି। ଉକ୍ତ ଗୃହରକ୍ଷୀ ଦ୍ୱୟ ଗତ ୧୬ ତାରିଖ ବିଳମ୍ବିତ ରାତିରେ ଜୟଦୁର୍ଗାନଗରରେ ରହୁଥିବା ଜନୈକା ବିଧବା ମହିଳା ରଜନୀ ନାୟକଙ୍କ କବାଟ ଭାଙ୍ଗି ପଶି…

କୁଖ୍ୟାତ ଅପରାଧୀ ଶଙ୍କର ଗିରଫ

ଜଗନ୍ନାଥ ପ୍ରସାଦ,୨୬।୬(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ପୋଲିସକୁ ବର୍ଷ ବର୍ଷ ଧରି ଚକ୍‌ମା ଦେଇ ଖସି ପଳାଉଥିବା କୁଖ୍ୟାତ ଅପରାଧୀ ଶଙ୍କର ନାଇକଙ୍କୁ ଶନିବାର ରାଉତି ଛକରୁ ପୋଲିସ ଗିରଫ କରିଛି। ଏ ନେଇ ନଂ.୨୦୧/୨୨ରେ ମାମଲା ରୁଜୁ କରି କୋର୍ଟଚାଲାଣ…

ଅବ୍ୟବସ୍ଥା ଘେରରେ ଛେଳିଗଡ଼ ସ୍ମାର୍ଟ ବିଦ୍ୟାଳୟ

ଆର.ଉଦୟଗିରି,୨୬।୬(ଡି.ଏନ୍‌.ଏ.): ୫-ଟି ବିଦ୍ୟାଳୟ ନାମରେ ରାଜ୍ୟ ସରକାର ବିଦ୍ୟାଳୟଗୁଡିକୁ ରୂପାନ୍ତରିତ କରି ଛାତ୍ରୀଛାତ୍ରଙ୍କ ବିକାଶ ଉଦ୍ଦେଶ୍ୟରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ମନୋବୃତ୍ତି ଯୋଗୁ ଅବ୍ୟବସ୍ଥା ମଧ୍ୟରେ ବିଦ୍ୟାଳୟ ଚାଲୁଥିବା ବେଳେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ…

ଛାତ୍ରଙ୍କ ଆକାଉଣ୍ଟରୁ ୩୨ ହଜାର ଗାଏବ

ଭଞ୍ଜନଗର,୨୬।୬(ଡି.ଏନ.ଏ): ଭଞ୍ଜନଗର ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାରେ ଅନ୍‌ଲାଇନ ଠକେଇ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ପୂର୍ବାହ୍ନରେ ସ୍ଥାନୀୟ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଛାତ୍ର ରବି ଜେନାଙ୍କ ପାଖକୁ ଏକ ଫୋନ୍‌ କଲ୍‌ ଆସିଥିଲା। ରବି ଫୋନ୍‌ ଉଠାଇ…

ମାଟିତଳୁ ହାତୀ କଙ୍କାଳ ଉଦ୍ଧାର, ୨ ଫରେଷ୍ଟର ନିଲମ୍ବିତ

ଅନୁଗୋଳ ଅଫିସ, ୨୬।୬: ଅନୁଗୁଳ ସାତକୋଶିଆ ବନଖଣ୍ଡ ଅଧୀନ କଟକ ଜିଲା ଜିଲିଣ୍ଡା ରେଞ୍ଜ ସତ୍ୟଜୟପୁର ପତ୍ରା ଜଙ୍ଗଲରୁ ଏକ ଦନ୍ତା ହାତୀର କଙ୍କାଳ ଉଦ୍ଧାର ହୋଇଛି। ଦନ୍ତାହାତୀର ଦାନ୍ତ କଟାଯାଇଥିବା ଜଣାପଡ଼ିଛି। ଏହି ଘଟଣାରେ ବନ ବିଭାଗର ୨ ଜଣ…

ରଥଖଳା ଚଳଚଞ୍ଚଳ: ଲାଗିଲା ଧ୍ୱଜବତା

ପୁରୀ ଅଫିସ,୨୬।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଶନିବାର ରଥରେ ଦୁଆରଘ ମଜଭୁତ କରିବାକୁ ଧ୍ୱଜବତା ଲଗାଯାଇଛି। ଏଥିରେ ମହାପ୍ରଭୁଙ୍କ ଆଜ୍ଞାମାଳ ସ୍ଥାପନ…

ମହିଳାଙ୍କୁ ଭୁଜାଲିରେ ହାଣି ଲୁଟ୍‌

ପଦ୍ମପୁର,୨୬ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ପଞ୍ଚାୟତର ଗୋକୁଳପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ରେବତୀ ମହାକୁଡ଼ଙ୍କ ବାପଘରୁ ନଗଦ ୨ଲକ୍ଷ ୫୦ହଜାର ଟଙ୍କା, ୫ ଭରି ସୁନା- ରୁପା ଅଳଙ୍କାର ସହ ମୂଲ୍ୟବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?