କୁଲଡ଼ିହା ଅଭୟାରଣ୍ୟରେ ହାତୀମଡ଼କ
ସଜନାଗଡ଼,୨୨ ।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ କୁଲଡ଼ିହା ଅଭୟାରଣ୍ୟ ଏବେ ବନ୍ୟଜନ୍ତୁଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି। ଗତ ୩ମାସ ମଧ୍ୟରେ ୩ ମାଈହାତୀଙ୍କ ମୃତଦେହ ଉଦ୍ଧାର ପରେ ହାତୀମଡ଼କ ନେଇ ଚର୍ଚ୍ଚା ଜୋର୍ ଧରିଛି। କ୍ରମାଗତ ଭାବେ ହାତୀ…
ପ୍ରାର୍ଥୀନୀଙ୍କ ରୋଡ୍ ଶୋ’ରେ ଟେଲି କଳାକାର
ଧାମନଗର, ୨୨ ।୩ (ଡି.ଏନ.ଏ) ଭଦ୍ରକ ଜିଲା ଧାମନଗର ଏନ୍ଏସିରେ ଚଳିତବର୍ଷ ପ୍ରଥମଥର ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ଭୋଟରଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳୁଛି। ସୋମବାର ସାରେ ଭାଜପା ଅଧ୍ୟକ୍ଷା ପ୍ରାର୍ଥୀ ପୁଷ୍ପଶ୍ରୀ ମହାନ୍ତି ଧାମନଗରରେ ରୋଡ଼ଶୋ କରିଛନ୍ତି।…
ସବୁ ନେତାଙ୍କ ମୁହଁରେ ଯୋଡ଼ାର ବିକାଶ
ଯୋଡ଼ା,୨୨ ।୩(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ଅପରାହ୍ନରେ ଯୋଡ଼ା କେନ୍ଦ୍ରୀୟ ଖେଳ ପଡିଆ ଠାରେ ଗୋଟିଏ ମଞ୍ଚରେ ହେଭିଓ୍ବେଟ ନେତାଙ୍କ ସମାଗମ ହୋଇଥିଲା। ପୂର୍ବତନ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼, ଜିତୁ ପଟ୍ଟନାୟକ, ଧନୁର୍ଜୟ ସିଦ୍ଧୁଙ୍କ ସମେତ…
ଜମୁଛି ପ୍ରଚାର,ଚାଲିଛି ଅଙ୍କକଷା
ବାରିପଦା ଅଫିସ,୨୨ ।୩ ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ନିର୍ବାଚନ ଲାଗି ସହର ଦୁଲୁକୁଛି। ପ୍ରାର୍ଥୀଙ୍କ ମାରାଥନ ପ୍ରଚାର ଜମୁଥିବା ବେଳେ ହାରଜିତ୍କୁ ନେଇ ଜୋରସୋର ଅଙ୍କକଷା ଚାଲିଛି। ସହରର କୋଣ ଅନୁକୋଣରେ ପୋଷ୍ଟର ଓ ହୋଡିଂରେ ପ୍ରାର୍ଥୀମାନଙ୍କ ଭୋଟ…
ଏଏପିର ଗ୍ୟାରେଣ୍ଟି କାର୍ଡ
ବାଲେଶ୍ୱର ଅଫିସ, ୨୨।୩: ବାଲେଶ୍ୱର ପୌର ନିର୍ବାଚନ ପରିପ୍ରେକ୍ଷୀରେ ଆମ୍ ଆଦ୍ମୀ ପାର୍ଟି (ଏଏପି) ପକ୍ଷରୁ ସୋମବାର ଏକ ଖବରଦାତା ସମ୍ମିଳନୀ କରାଯାଇ ନିର୍ବାଚନୀ ଇସ୍ତାହାର ପରିପ୍ରେକ୍ଷୀରେ ୧୩ ପ୍ରସଙ୍ଗ ନେଇ ଜିଲା ସଭାପତି ସ୍ବର୍ଣ୍ଣ ଭାରତ ମଲ୍ଲିକ ଗ୍ୟାରେଣ୍ଟି କାର୍ଡ଼…
ଅନ୍ତିମ ରଣକୌଶଳ ଉପରେ ଭରସା
ଯାଜପୁର ଅଫିସ/ଯାଜପୁର ଟାଉନ (ଡି.ଏନ.ଏ.),୨୨ା୩:ଯାଜପୁର ଜିଲାର ବ୍ୟାସନଗର ଓ ଯାଜପୁର ପୌର ନିର୍ବାଚନକୁ ଆଉ ମାତ୍ର ୨ ଦିନ ବାକି । ସେଥିପାଇଁ ସହରର ୩ ପ୍ରମୁଖ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବିଜେଡି, ଭାଜପା ଓ କଂଗ୍ରେସ ସେମାନଙ୍କ ପ୍ରଚାର ଅଭିଯାନର ଅନ୍ତିମ…
ମୃତ୍ୟୁ ପାଖରେ ହାର୍ ମାନିଲା ୫୦ ବର୍ଷର ଅଭିଜ୍ଞତା
କେନ୍ଦ୍ରାପଡ଼ା ଅଫିସ,୨୨ା୩:ମୃତ୍ୟୁ କାହା ପାଖକୁ କେତେବେଳେ ଆସେ ସେ କଥା କହିବା ଅସମ୍ଭବ। ରଥୀ ମହାରଥୀ ହୁଅନ୍ତୁ କି ସାଧାରଣ ମଣିଷ, ସବୁ କାଳ ହାତରେ ବନ୍ଧା। ଏପରି କି ମୃତ୍ୟୁ ପାଖରେ ନାନା କୌଶଳ ଓ ଅଭିଜ୍ଞତା ବି ହାରମାନେ…
ପ୍ରଚାରରେ ହେଭିଓ୍ବେଟ୍ଙ୍କ ଦେଖା ମିଳିଲାନି
ପଟ୍ଟାମୁଣ୍ଡାଇ ୨୨ା୩(ସ୍ବ.ପ୍ର.):ପଟ୍ଟମୁଣ୍ଡାଇ ପୌର ପରିଷଦ ପାଇଁ ୩ ପ୍ରମୁଖ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବିଜେଡି, ଭାଜପା ଓ କଂଗ୍ରେସ ନେତୃବୃନ୍ଦ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ଅଭିଯାନର ଅନ୍ତିମ ପର୍ଯ୍ୟାୟରେ ପୂରା ଦମ୍ ଲଗାଇ ଦେଇଛନ୍ତି। ପଞ୍ଚାୟତ ନିର୍ବାଚନରେ ପଟ୍ଟାମୁଣ୍ଡାଇ ବ୍ଲକରେ ସମସ୍ତ ଜିଲା…
କଂଗ୍ରେସ କ୍ୟାମ୍ପକୁ ପୋଡ଼ିଦେଲେ
ପିପିଲି,୨୨।୩(ସ୍ବ.ପ୍ର.): ପୌର ନିର୍ବାଚନକୁ ଆଉ ଦିନ କେଇଟା ପରେ ହେବାକୁ ଥିବାବେଳେ ପିପିଲିରେ ଦେଖାଦେଇଛି ନିର୍ବାଚନୀ ହିଂସା। ପିପିଲି ପୌରାଞ୍ଚଳର ୭ନଂ. ୱାର୍ଡରେ ନିର୍ବାଚନ ପ୍ରଚାର ପାଇଁ ହୋଇଥିବା କଂଗ୍ରେସ ଦଳର କ୍ୟାମ୍ପ ଅଫିସକୁ ରବିବାର ବିଳମ୍ବିତ ରାତିରେ କେହି ନିଆଁ…
ମହାପ୍ରଭୁଙ୍କୁ ଦର୍ଶନ କଲେ କପିଲ
ପୁରୀ ଅଫିସ, ୨୨ା୩:କମେଡ଼ି କିଙ୍ଗ୍ ଭାବେ ପରିଚିତ ହାସ୍ୟ ଅଭିନେତା କପିଲ ଶର୍ମା ସୋମବାର ସନ୍ଧ୍ୟାରେ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ତାଙ୍କୁ ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା। କପିଲ ବାଇଶିପାହାଚ ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ଭିତର…
ଶ୍ରୀମନ୍ଦିର ନାଟମଣ୍ଡପରେ ଫାଟ
ପୁରୀ ଅଫିସ,୨୨।୩:ଶ୍ରୀମନ୍ଦିର ନାଟମଣ୍ଡପରେ ଫାଟ ହୋଇଛି। ସୋମବାର ନାଟମଣ୍ଡପ କାନ୍ଥରେ ୪ଟି ଫାଟ ଦେଖିବାକୁ ମିଳିଛି। ଏଥିମଧ୍ୟରେ ୩ଟି ଛୋଟ ଓ ଗୋଟିଏ ବଡ଼ ଫାଟ ରହିଛି। ବଡ଼ଫାଟର ଲମ୍ବ ୨ଫୁଟ୍ରୁ ଅଢ଼େଇ ଫୁଟ୍ ହୋଇଥିବାବେଳେ ଓସାର ୧ଫୁଟ୍ରୁ ଅଧିକ ରହିଛି।…
ଟ୍ରକ୍କୁ ଧକ୍କା ଦେଇ ବାଇକ୍ ଆରୋହୀ ମୃତ
ମାଲକାନଗିରି,୨୧ା୩(ଡି.ଏନ୍.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତୁମୁକିମାଡକା ଗ୍ରାମ ନିକଟରେ ଜଣେ ବାଇକ୍ ଆରୋହୀ ଏକ ଟ୍ରକ୍ ପଛକୁ ଧକ୍କା ଦେଇ ଘଟଣା ସ୍ଥଳରେ ମୃତ୍ୟୁବରଣ କରିଛନ୍ତି। ରବିବାର ରାତିରେ କେନାଲ କାମରେ ନିୟୋଜିତ ଏକ ଟ୍ରକ୍ କାମ ସାରି…
Archives


