ଆମ ଜିଲା ଖବର

ଆଖି ବୁଜିଲେ ଥାନା ପରିସରରେ ଆତ୍ମହତ୍ୟା ଉଦ୍ୟମ କରିଥିବା ବ୍ୟକ୍ତି

କଟକ ସଦର,୨୪।୬(ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅନ୍ତର୍ଗତ କିଶନନଗର ଥାନା ପରିସରରେ ଦେହରେ ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ମୃତ୍ୟୁ। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ହେଲେ ଇଷାଣୀ ବରମପୁରର ଗୁଣନିଧି ବିଷୋୟୀ।…

ହାତୀକୁ ଧକ୍କା ଦେବା ପଡ଼ିଲା ମହଙ୍ଗା

ଜମନକିରା,୨୩ା୬(ଡି.ଏନ୍‌.ଏ.): ବାମରା ବନ୍ୟପ୍ରାଣୀ ବନଖଣ୍ଡ ଭୋଜପୁର ବନାଞ୍ଚଳ ସୀମାନ୍ତ ବଞ୍ଜାରି ଗ୍ରାମ ନିକଟ ରାଜପଥରେ ଗତ ୧୯ ତାରିଖରେ ରାସ୍ତା ପାର ହେଉଥିବା ଏକ ମାଈ ହାତୀକୁ ଏକ ପିକଅପ୍‌ ଭ୍ୟାନ ଧକ୍କା ଦେଇଥିଲା। ଫଳରେ ହାତୀ ଗୁରୁତର ଆହତ ହୋଇଥିଲା।…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

କୁଚିଣ୍ଡା,୨୪ା୬(ଡି.ଏନ.ଏ.): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଆଇପିସିର ଦଫା ୩୬୩, ୩୬୬, ୩୭୬(୨)ରେ ଏକ ବଳାତ୍କାର ମାମଲା (ନଂ.୧୧୨/୨୨) ରୁଜୁ କରି ଅଭିଯୁକ୍ତ…

ରଥଯାତ୍ରାରେ ସ୍ବାସ୍ଥ୍ୟ ସେବା ଯୋଗାଇବାକୁ ବାହାର ଜିଲାରୁ ଆସିବେ ୨୨୩ ଡାକ୍ତର

ପୁରୀ ଅଫିସ,୨୪।୬: ଦୀର୍ଘ ଦୁଇ ବର୍ଷ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ। ଏଥିରେ ବହୁ ସଂଖ୍ୟାରେ ଭକ୍ତ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଭକ୍ତଙ୍କୁ ଜରୁରିକାଳୀନ ସ୍ବାସ୍ଥ୍ୟ ସେବା ଯୋଗାଇଦେବା ଏକ ଚ୍ୟାଲେଞ୍ଜ ବୋଲି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ…

ଅସରାଏ ବର୍ଷାରେ ସ୍କୁଲ ପରିସର ଜଳମଗ୍ନ

ଖଣ୍ଡପଡ଼ା,୨୪ା୬ (ସ୍ବ.ପ୍ର.): ଖଣ୍ଡପଡ଼ା ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ଳାଟିନମ ଜୁବୁଲି ଉତ୍ସବ କିଛିଦିନ ତଳେ ପାଳନ କରାଯାଇଥିଲା। ମୋ ସ୍କୁଲ କମିଟି ଏବଂ ପୂର୍ତ୍ତ ବିଭାଗ ପକ୍ଷରୁ ବିଦ୍ୟାଳୟରେ ଅନେକ ଉନ୍ନୟନ ମୂଳକ କାମ ହୋଇଥିଲା। ହେଲେ ଜଳ ନିଷ୍କାସନ ପାଇଁ…

ଲକ୍ଷାଧିକ ଟଙ୍କାର ଶାଳଗଣ୍ଡି ଜବତ

ପାଟଣା,୨୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମାଛଗଡ଼ ଦକ୍ଷିଣ ବିଟ ହରିଡ଼ାଗୋଠ ଜଙ୍ଗଲରୁ ଶୁକ୍ରବାର ୧୫ଟି ଶାଳଗଣ୍ଡିକୁ ବନ ବିଭାଗ ଜବତ କରିଛି। ସୂଚନାଯୋଗ୍ୟ, ଗୁରୁବାର ରାତିରେ ହରିଡ଼ାଗଠ ଗୋଚର ଜମିରେ ମାଫିଆମାନେ କାଠ କାଟୁଥିବା ଖବର ପାଇ ପାଟଣା ରେଞ୍ଜରଟିକେଶ୍ୱର…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଏବିଇଓ ଗିରଫ

ରାଜନଗର, ୨୪ା୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ (ଏବିଇଓ) ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ବିଦ୍ୟାଳୟ ଶ୍ରେଣୀଗୃହରେ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଏବିଇଓ ସୁବାସ ଚନ୍ଦ୍ର ମହାନ୍ତିଙ୍କୁ ଗିରଫ କରିଛି। ଏ…

ଗାଁରେ ପଶିଲା ଦନ୍ତା, ଲୋକେ ଭୟଭୀତ

ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱର ଜିଲାର ନୀଳଗିରି ବ୍ଲକ ଅଯୋଧ୍ୟା ଗାଁରେ ବୁଲୁଛି ଝାଡ଼ଖଣ୍ଡୀ ଦନ୍ତା। ଗୁରୁବାର ମଧ୍ୟରାତିରୁ ଆସିଥିବା ଦନ୍ତାଟି ଗୋଟିଏ ଘର ଭାଙ୍ଗିବା ସହ ଆତଙ୍କ ସୃଷ୍ଟି କରିଛି। ଅଯୋଧ୍ୟା ବଜାରର ମୁଖ୍ୟ ରାସ୍ତାରେ ଯିବା ଆସିବା କରିବା ସହ…

ଗୋପାଳପୁର ବିଜେଡି ବିଧାୟକ ଅଛି: ପ୍ରଦୀପ

ବ୍ରହ୍ମପୁର ଅଫିସ/ଗୋପାଳପୁର,୨୪ା୬: ଦଳରୁ ବହିଷ୍କୃତ ବିଷୟ ଗଣମାଧ୍ୟମରେ ପ୍ରସାରଣ ହୋଇଛି ଓ ନିଜେ ଶୁଣିଛି। ତେବେ ଏବେ ମଧ୍ୟ ମୁଁ ବିଜେଡିର ବିଧାୟକ ଅଛି। ବିଧାନସଭା ୱେବ୍‌ସାଇଟରେ ଶାସକ ଦଳ ତଥା ଟ୍ରେଜେରି ବେଞ୍ଚରେ ୨୬ନଂ. ସିଟ୍‌ ମୋ ପାଇଁ ଉଦ୍ଦିଷ୍ଟ…

କଣ୍ଡରାପାଟିଆରେ ସ୍ବଚ୍ଛ ଭାରତ ମିଶନ ଫେଲ୍‌

କେନ୍ଦ୍ରାପଡା ଅଫିସ, ୨୪ା୬: ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଚ୍ଛ ଭାରତ ମିଶନ ଯୋଜନା ଘୋଷଣା କରିଥିଲେ। ଇତିମଧ୍ୟରେ ଏହି ଘୋଷଣାକୁ ୮ ବର୍ଷ ପୂରିଛି। ତେବେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ପଞ୍ଚାୟତ ଅଧୀନ କଣ୍ଡରାପାଟିଆ ଗ୍ରାମରେ ଏହି…

ଚପିଯାଇଛି ତଦନ୍ତ ରିପୋର୍ଟ, କାର୍ଯ୍ୟାନୁଷ୍ଠାନ ହେଉନି

ଖୋର୍ଦ୍ଧା ଅଫିସ,୨୪ା୬: ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁମାନେ ଚେୟାର ଟେବୁଲରେ ବସି ପାଠ ପଢ଼ିବା ସହ ସ୍ବଚ୍ଛ ପାଣି ପିଇବେ। ଏଥିଲାଗି ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲାକୁ ୮୩ ଲକ୍ଷ ୪୭ ହଜାର ଟଙ୍କା ଅନୁଦାନ…

୩ ଦିନରେ ବିବାଦୀୟ ରାସ୍ତା ନିର୍ମାଣ ଶେଷ

ନୟାଗଡ଼ ଅଫିସ,୨୪।୬: ରାସ୍ତା ନିର୍ମାଣ ପାଇଁ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲର ସବୁଜ ସଙ୍କେତ ପାଇବା ପରେ ନୟାଗଡ଼ ଜିଲା ପ୍ରଶାସନ ୧ ବନାମ ୧୭ ଖଣ୍ଡ ଗାଁ ମଧ୍ୟରେ ଲାଗି ରହିଥିବା ବିବାଦୀୟ ବଳଭଦ୍ରପୁର ଓ ଢ଼ିପମାଳ ୩ କି.ମି. ରାସ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?