ଆମ ଜିଲା ଖବର

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର ରୋଗୀଙ୍କୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ ଡାକ୍ତର ପରାମର୍ଶ ଦେଇଥିବା ବେଳେ…

ଥୁଆମୂଳ ରାମପୁରରେ ବିଭାଗୀୟ ଅପାରଗତାର ଚରମ ସୀମା: ନବନିର୍ମିତ କୋଠା ଏବେ ‘ମଦ୍ୟପଙ୍କ ସ୍ଵର୍ଗ’

ଥୁଆମୂଳ ରାମପୁର, ୯ା୫ (ଦୁର୍ଗା କୀର୍ତ୍ତି): କୃଷି ଓ କୃଷକର ଉନ୍ନତି ପାଇଁ ସରକାରୀ ସ୍ତରରେ ଯୋଜନାର ଅଭାବ ନାହିଁ, ମାତ୍ର କ୍ଷେତ୍ର ସ୍ତରରେ ଏହାର ରୂପାୟନ କେତେ ପ୍ରହସନମୂଳକ, ତାହାର ଜ୍ଵଳନ୍ତ ଉଦାହରଣ ସାଜିଛି କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର…

ପାରଳାଖେମୁଣ୍ଡିରେ ବଢୁଛି ପାଇପ ମିଟର ଚୋରି ଘଟଣା: ସିସିଟିଭିରେ କଏଦ ହେଲା ଚୋରୀ ସମୟର ଦୃଶ୍ୟ, ଚିନ୍ତାରେ…

ପାରଳାଖେମୁଣ୍ଡି, ୯।୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଏବେ ପାଇପ ମିଟର ଚୋରଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି । ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘରକୁ ଘର ଲଗାଯାଇଥିବା ପାନୀୟ ଜଳ ମିଟରଗୁଡ଼ିକୁ ଦୁର୍ବୃତ୍ତମାନେ କାଟି ନେଇ…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ ଟ୍ରକ ଦୁଇଟି ବାଇକ୍‌ ଉପରେ ଚଢ଼ିଯାଇଥିଲା। ଦୁର୍ଘଟଣା ଘଟାଇ ଟ୍ରକଟି ଫେରାର ହୋଇଯାଇଥିବା…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ ଯାଉଥିବା ବେଳେ ଆନନ୍ଦପୁର ପୋଲିସ ଚଢ଼ାଉ କରି ଅପହୃତ ବ୍ୟକ୍ତିଙ୍କୁ ଉଦ୍ଧାର କରିବା…

ବମକୋଇ ଠାକୁରାଣୀ ଯାତ୍ରାରେ ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ଼; ପଦ୍ମଶ୍ରୀ ସିମାଞ୍ଚଳ ପାତ୍ରଙ୍କୁ ସମ୍ବର୍ଦ୍ଧିତ କଲା ଯାତ୍ରା କମିଟି

ଦିଗପହଣ୍ଡି, ୯।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବମକୋଇ ଗ୍ରାମର ଆରାଧ୍ୟ ଦେବୀ ମା’ ବାମଦେଇ ଠାକୁରାଣୀଙ୍କ ପ୍ରସିଦ୍ଧ ଯାତ୍ରା ମହୋତ୍ସବ ଏବେ ଶୀର୍ଷରେ। ଶନିବାର ଯାତ୍ରାର ଦ୍ୱିତୀୟ ଦିନରେ ମା’ଙ୍କ ଦର୍ଶନ ପାଇଁ ଯାତ୍ରାପୀଠରେ ଶ୍ରଦ୍ଧାଳୁଙ୍କ…

ବଟେଶ୍ୱର ପୀଠ ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ: ବିଧାୟକଙ୍କ ହସ୍ତକ୍ଷେପ ପରେ ତଦନ୍ତ, ଶ୍ରାବଣ ସୁଦ୍ଧା…

ଗଞ୍ଜାମ, ୯।୫(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ବ୍ଲକର ପ୍ରସିଦ୍ଧ ଶୈବପୀଠ ବଟେଶ୍ୱର ମନ୍ଦିରକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବକୁ ନେଇ ଶେଷରେ ପ୍ରଶାସନ ଓ ଜନପ୍ରତିନିଧି ତତ୍ପରତା ପ୍ରକାଶ କରିଛନ୍ତି। ବିଧାୟକଙ୍କ ହସ୍ତକ୍ଷେପ ପରେ ବିଭାଗୀୟ ଅଧିକାରୀମାନେ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ. ଏପିଜେ ଅବଦୁଲ କଲାମ ଦୀପରୁ ମଲ୍ଟିପଲ୍‌ ଇଣ୍ଡିପେଣ୍ଡେଣ୍ଟଲି ଟାର୍ଗେଟେଡ୍‌ ରି-ଏଣ୍ଟ୍ରି ଭେହିକଲ୍‌ (ଏମ୍‌ଆଇଆରଭି)…

ଚାର ଫଳ ଗୋଟାଇବାକୁ ଜଙ୍ଗଲକୁ ଯାଇଥିଲେ, ଭାଲୁର ଅତର୍କିତ ଆକ୍ରମଣରେ ଗୁରୁତର… 

ବଲାଙ୍ଗୀର,୯।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ଗୁଡିଘାଟ ପଞ୍ଚାୟତର କୁଟୁନିଝରନ ଗାଁରେ ଭାଲୁ ଆକ୍ରମଣରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ କୁଟୁନିଝରନ ଗାଁର କର ନାଗ (୩୪ ) ଓ ରାଣୀସିଲେଟ ଗାଁର…

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ: ୫୭ ମାମଲାର ଫଇସଲା

ଦିଗପହଣ୍ଡି,୯|୫(ଅଶେଷ ନାଥ ମିଶ୍ର) ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷ ଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି।କମିଟି ଅଧ୍ଯକ୍ଷା ତଥା ସିଭିଲ କୋର୍ଟ ସିନିୟର…

ସର୍ବସାଧାରଣ ପୋଖରୀ ଜବରଦଖଲ, ଆନ୍ଦୋଳନ ନିଷ୍ପତ୍ତି

ନୂଆପଡ଼ା,୯ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଚୁଳାଭାଟ ପଞ୍ଚାୟତ ଭଏଁଷାଦାଦର ଗଁାରେ ଥିବା ସର୍ବସାଧାରଣ ପୋଖରୀକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିବାରୁ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ଜିଲା ପ୍ରଶାସନକୁ ଅନେକ ଥର ଲିଖିତ ଜଣାଇଥିଲେ ମଧ୍ୟ କୌଣସି ସୁଫଳ…

କେସିଙ୍ଗାରେ ରାଷ୍ଟ୍ରୀୟ ଲୋକ ଅଦାଲତ: ଚେକ ବାଉନ୍ସ ମାମଲାରେ …

କେସିଙ୍ଗା,୯।୫(ତୁମେଶ୍ୱର ସାହୁ,): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅଦାଲତ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅଧ୍ୟକ୍ଷା ଦୀପ୍ତି ସେଠଙ୍କ ନେତୃତ୍ୱରେ ଶନିବାର ଅନୁଷ୍ଠିତ ହୋଇ ଯାଇଛି। ଏହି ଲୋକ ଅଦାଲତରେ ଦୁଇଟି ଚେକ ବାଉନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?