ଆମ ଜିଲା ଖବର

ବର୍ଷାଦିନେ ପୋଖରୀ ଖୋଳା

କେନ୍ଦୁଝର,୯।୮(ସ୍ବ.ପ୍ର.):କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ଅଞ୍ଚଳରେ ପୋଖରୀ ଖୋଳାରେ ମେଶିନ ବ୍ୟବହାର କରାଯିବା ସହ ବର୍ଷା ଦିନରେ ପୋଖରୀ ଖୋଳା ନେଇ ଅସନ୍ତୋଷ ଦେଖାଦେଇଛି। ଫଳରେ ବ୍ୟାପକ ଦୁର୍ନୀତି ଓ ଅନିୟିତତା ହୋଇଥିବା ଅଭିଯୋଗ ହେଉଛି। ଯେ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌…

ସିବିଆଇ ତଦନ୍ତ ଦାବିରେ ଧାରଣାରେ ବସିଲେ ପିହୁଙ୍କ ମା’

ଯାଜପୁର ଟାଉନ,୯ା୮(ଡି.ଏନ.ଏ.):୪ବର୍ଷର ଶିଶୁକନ୍ୟା ପିହୁ ନିଖୋଜ ହେବାର ୨ବର୍ଷ ବିତି ଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ତାଙ୍କର କୌଣସି ସନ୍ଧାନ ମିଳିପାରିନାହିଁ। ପିହୁଙ୍କ ମା’ ମୋନାଲିସା ସିବିଆଇ ତଦନ୍ତ ଦାବିରେ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ବିଂଝାରପୁର ଥାନା…

୬ ମୌଜାର ଚାଷୀ ଖୁସି

ବାଲିଚନ୍ଦ୍ରପୁର,୯ା୮(ସ୍ବ.ପ୍ର.):ସ୍ବାଧୀନତାର ୭୫ ବର୍ଷ ପରେ ଯାଜପୁର ଜିଲା ବଡ଼ଚଣା ବ୍ଲକ ଦର୍ପଣ ତହସିଲ ଅନ୍ତର୍ଗତ ୬ ରାଜସ୍ବ ମୌଜାର ଜମିଜମା ବନ୍ଦୋବସ୍ତ ସଂକ୍ରାନ୍ତିୟ ସଂଶୋଧନ ନିମନ୍ତେ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ସମସ୍ୟା ଯୋଗୁ କଳାଶ୍ରୀ, ଚାରିନଙ୍ଗଳ, ପଲେଇ,…

ବିହନ, ବର୍ଷା ପରେ ସାର ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୯ା୮:୨୦୨୧ ଅର୍ଥନୈତିକ ସର୍ଭେରେ ରାଜ୍ୟର ୨୯ତମ ଖରିଫ ଧାନ ଉପତ୍ାଦନକାରୀ ଭାବେ କେନ୍ଦ୍ରାପଡ଼ା ଜିଲା ଅଛି। ଜଳ ପରିଚାଳନା ଏହାର ମୁଖ୍ୟ କାରଣ ହୋଇଥିବା ବେଳେ ଚଳିତ ଖରିଫ ଋତୁରେ ପ୍ରଥମେ ବିହନ ଓ ବର୍ଷା ସମସ୍ୟା ହୋଇଥିଲା।…

ବର୍ଷାଙ୍କ ଅନ୍ତରୀଣ ଜାମିନ ୧୭ ଯାଏ ବୃଦ୍ଧି

କଟକ ଅଫିସ, ୯ା୮:ଜାତିଆଣ ଆକ୍ଷେପ ମାମଲାରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ମିଳିଥିବା ଅନ୍ତରୀଣ ଜାମିନ ଅବଧିକୁ ସୋମବାର ହାଇକୋର୍ଟ ଆଗାମୀ ୧୭ ତାରିଖ ଯାଏ ବୃଦ୍ଧି କରିଛନ୍ତି। ଦିଲ୍ଲୀ ପୋଲିସ ଏସ୍‌ସି-ଏସ୍‌ଟି ଆକ୍ଟରେ ରୁଜୁ କରିଥିବା ଏହି ମାମଲାରେ ବର୍ଷା, ତାଙ୍କ…

ଓଡ଼ିଶାରେ ‘ଅଚ୍ଛେଦିନ୍‌’: ଶାହା

କଟକ ଅଫିସ,୯/୮:୨୦୧୯ ସାଧାରଣ ନିର୍ବାଚନ ସମୟରେ ଭାଜପାର ତତ୍‌କାଳୀନ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଏବେକାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ନବୀନ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। ପୋଡ଼ା ଟ୍ରାନ୍ସଫର୍ମର କହି ବଙ୍ଗୋପସାଗରରେ ଫିଙ୍ଗି ଦେବାକୁ ରାଜ୍ୟବାସୀଙ୍କୁ…

ଝିଙ୍କପାହାଡ଼ି ସ୍କୁଲର ୬ ଛାତ୍ରୀ ଅସୁସ୍ଥ

ବାଙ୍ଗିରିପୋଷି,୮ା୮(ଡି.ଏନ.ଏ.): ବାଙ୍ଗିରିପୋଷି ବ୍ଲକ ନାଫ୍ରି ପଞ୍ଚାୟତ ଅନ୍ତର୍ଗତ ଝିଙ୍କପାହାଡ଼ି ସରକାରୀ ପ୍ରାଥମିକ ବିଦ୍ୟାଳୟର ୬ ଛାତ୍ରୀ ସୋମବାର ହାଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ଚିକିତ୍ସାପାଇଁ ସେମାନଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସେମାନେ ସୁସ୍ଥ ହୋଇ ଫେରି ଆସିଥିବା…

ଆତ୍ମହତ୍ୟା ଉଦ୍ୟମ କରିଥିବା କଏଦୀ ଗୁରୁତର

ଝାରସୁଗୁଡ଼ା ଅଫିସ,୮ା୮: ଝାରସୁଗୁଡ଼ା ଉପକାରାଗାରରେ ବିଚାରାଧୀନ କଏଦୀ ସୁରଜ କର(୨୫) ଗଳା ଓ ହାତକାଟି ଆମତ୍ହତ୍ୟା ଉଦ୍ୟମ କରିଥିଲେ। ଏହା ଜଣାପଡିବା ପରେ ଉପକାରାଗାର କର୍ତ୍ତୃପକ୍ଷ ତାଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସା ପରେ ଗଳାରେ…

ଗାଡ଼ି ଜାଳିଦେଲେ ମାଓବାଦୀ

ମାଲକାନଗିରି,୮ା୮(ଡି.ଏନ.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲାରେ ନିର୍ମାଣ କାର୍ଯ୍ୟ ପାଇଁ ଯାଉଥିବା ୨ଟି ଗାଡ଼ିକୁ ମାଓବାଦୀ ଜାଳି ଦେଇଛନ୍ତି। ସୂଚନା ଅନୁଯାୟୀ ଛତିଶଗଡ଼ର କିଷ୍ଟାରାମ ଥାନା ଅଧୀନ ସିନ୍ଧୁରଗୁଡ଼ା ଅଞ୍ଚଳରେ ଜଣେ ଠିକାଦାର ନିର୍ମାଣ କାର୍ଯ୍ୟ ଚଳାଇଥିବା ବେଳେ ଏଥିରେ…

ବାପ ପୁଅଙ୍କ ଆକ୍ରମଣରେ ଚାଲିଗଲା ପଡ଼ୋଶୀଙ୍କ ଜୀବନ

ପୋଲସରା,୮ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ପାଣ୍ଡିରିପଡ଼ା ପଞ୍ଚାୟତ ପାତାଳସିଙ୍ଗି ଗ୍ରାମରେ ଜମିବାଡ଼ିକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗାଁର ପଞ୍ଚୁ ସାହୁ (୫୫)। ମୃତକଙ୍କ ଭାଇ ବିଦ୍ୟାଧରଙ୍କ କହିବା ମୁତାବକ, ପଞ୍ଚୁଙ୍କ…

ଟ୍ରାକ୍ଟରରେ କରୁଥିଲେ ହଳ, ପଡ଼ିଗଲେ କୂଅରେ

ଟିଟିଲାଗଡ଼,୮ା୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବ୍ଲକ ଅଧୀନ ଦେସିଲଠାରେ ସୋମବାର ଏକ ଅଘଟଣ ଘଟିଛି। ଜମିରେ ହଳ କରୁଥିବା ବେଳେ ଏକ ଟ୍ରାକ୍ଟର ପରିତ୍ୟକ୍ତ ଅବସ୍ଥାରେ ଥିବା ଏକ କୂଅରେ ଗଳି ପଡିଥିଲା। ଫଳରେ ଟ୍ରାକ୍ଟର ତଳେ ଚାପି ହୋଇ ଡ୍ରାଇଭରଙ୍କ…

ଅସ୍ତ୍ରୋପଚାର ପାଇଁ ପଶ୍ଚିମବଙ୍ଗ ଗଲେ ୭ ଶିଶୁ

କେନ୍ଦୁଝର,୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଜାତୀୟ ସ୍ବାସ୍ଥ୍ୟ ମିଶନ ଅନ୍ତର୍ଗତ ରାଷ୍ଟ୍ରୀୟ ବାଲ୍‌ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ମାଧ୍ୟମରେ ହୃଦ୍‌ରୋଗରେ ପୀଡିତ ଥିବା ଶିଶୁଙ୍କ ଚିକିତ୍ସା ପାଇଁ ପଦକ୍ଷେପ ନିଆଯାଇଛି। ରବିବାର ରାତିରେ ଜିଲାର ୭ ଶିଶୁଙ୍କ ମାଗଣା ଅସ୍ତ୍ରୋପଚାର ନିମନ୍ତେ ପଶ୍ଚିମବଙ୍ଗର ହାୱଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?