ଆମ ଜିଲା ଖବର

କଳାକନା ବୁଲାଇଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି:୨୨।୬(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଶ୍ୟାମ ନଗରରେ ମଙ୍ଗଳବାର ରାତିରେ ଚୋରି ହୋଇଛି। ପ୍ରକାଶ ଚୌଧୁରୀଙ୍କ ଘରେ କେହି ନ ଥିବା ସୁଯୋଗ ନେଇ ତାଲା ଭାଙ୍ଗି ସୁନାଗହଣା, ଟଙ୍କା ସହ ମୂଲ୍ୟବାନ ଇଲେଟ୍ରୋନିକ୍‌ ସାମଗ୍ରୀ ଦୁର୍ବୃତ୍ତ ଲୁଟି ନେଇଥିବା ଅଭିଯୋଗ…

ମନ୍ଦିରରେ ପୂଜାର୍ଚ୍ଚନା କଲେ ଦ୍ରୌପଦୀ

ବାରିପଦା ଅଫିସ,୨୨।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ଝାଡ଼ଖଣ୍ଡ ରାଜ୍ୟର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‌ଡିଏ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ନାମ ଘୋଷଣା ପରେ ଦ୍ରୌପଦୀ ବୁଧବାର ସକାଳୁ କଡ଼ା ସୁରକ୍ଷା ମଧ୍ୟରେ ବାସଭବନରୁ ବାହାରି ସ୍ଥାନୀୟ ଜଗନ୍ନାଥ ମନ୍ଦିର,…

ନଈ, ପୋଖରୀକୁ ଗିଳୁଛି ବର୍ଦ୍ଧିତ ସହର

କେନ୍ଦ୍ରାପଡ଼ା ଅଫିସ, ୨୨।୬: ଓଡ଼ିଶାର ପ୍ରଥମ ମ୍ୟୁନିସିପାଲିଟି ଭାବେ ୧୮୬୯ ମାର୍ଚ୍ଚ ୧୦ରେ କେନ୍ଦ୍ରାପଡ଼ାକୁ ଘୋଷଣା କରାଯାଇଥିଲା। ଇତିମଧ୍ୟରେ ଏହି ମ୍ୟୁନିସିପାଲିଟି ଘୋଷଣାକୁ ୧୫୩ ବର୍ଷ ପୂରିଛି। କ୍ରମବଦ୍ଧିଷ୍ଣୁ ସହର ଏବେ ନଈ, ନାଳ, ପୋଖରୀକୁ ଗିଳି ଦେଇଛି। ଜବରଦଖଲ ଏକ…

ମୌସୁମୀର ଲୁଚକାଳି ଖେଳ: ଗଜା ମରୁଡ଼ି ଆଶଙ୍କା

ପଟ୍ଟାମୁଣ୍ଡାଇ, ୨୨।୬(ସ୍ବ.ପ୍ର.) ପାଣିପାଗ ବିଭାଗଜୁନ ପ୍ରଥମ ସପ୍ତାହରେ ମୌସୁମୀ ଓଡ଼ିଶା ଛୁଇଁବାର ସମ୍ଭାବନା ଥିବା ଓ ଏହାର ପ୍ରଭାବରେ ଭଲ ବର୍ଷା ହେବାର ଆକଳନ କରିଥିଲା। ଓଡ଼ିଶା ଛୁଇଁବା ପରେ ଦୁର୍ବଳ ହୋଇଗଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ରାଜ୍ୟର ବିଭିନ୍ନ…

ଧାନକିଣାରେ ସ୍ବଚ୍ଛତା ଉପରେ ଗୁରୁତ୍ୱ

ଖୋର୍ଦ୍ଧା ଅଫିସ,୨୨।୬: ଓଡ଼ିଶା ବିଧାନସଭା ଷ୍ଟାଣ୍ଡିଂ କମିଟିର ଏକ ଦୁଇ ଜଣିଆ ପ୍ରତିନିଧି ଦଳ ଖୋର୍ଦ୍ଧା ଗସ୍ତରେ ଆସି ଯୋଗାଣ, ସମବାୟ ସଂସ୍ଥା ଏବଂ ହସ୍ତଶିଳ୍ପ ଓ ହସ୍ତତନ୍ତ ବିଭାଗର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ମଙ୍ଗଳବାର ଜିଲା ପରିଷଦ…

ମୟୂରଭଞ୍ଜରେ ଖୁସିର ଲହରି

ବାରିପଦା ଅଫିସ୍‌, ୨୨।୬: ଏନଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯିବା ପରେ ସମଗ୍ର ମୟୂରଭଞ୍ଜ ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଜିଲାର ବିଭିନ୍ନ ରାଜନୈତିକ ନେତା, ବୁଦ୍ଧିଜୀବୀ, ସାଧାରଣ ଜନତା ତାଙ୍କ ପ୍ରାର୍ଥତ୍ତ୍ୱକୁ ସ୍ବାଗତ ଜଣାଇଛନ୍ତି।…

ପୂର୍ବତନ ବାଚସ୍ପତିଙ୍କ ପରବର୍ତ୍ତୀ ରାଜନୀତି

ବ୍ରହ୍ମପୁର ଅଫିସ,୨୨ା୬: ଅତୀତରେ ଗଞ୍ଜାମ ଜିଲାରୁ ହୋଇଥିବା ପୂର୍ବତନ ବାଚସ୍ପତିମାନଙ୍କ ପରବର୍ତ୍ତୀ ରାଜନୀତି ଓଲଟପାଲଟ ହୋଇଯାଇଛି। ଏହି ଜିଲାର ଲାଲ ମୋହନ ପଟ୍ଟନାୟକ ୧୯୪୬ରୁ ୫୨ ପର୍ଯ୍ୟନ୍ତ ପ୍ରଥମ ବାଚସ୍ପତି ହୋଇଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ସେ ରାଜନୈତିକ ଚିତ୍ରପଟ୍ଟରୁ ଅଦୃଶ୍ୟ ହେଲେ।…

ଭାଲୁ ଆକ୍ରମଣରେ ୨ ମୃତ, ୫ ଗୁରୁତର

ପାରଳାଖେମୁଣ୍ଡି,୨୨ା୬(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ସୀମାନ୍ତରେ ଭାଲୁ ଆକ୍ରମଣରେ ଦୁଇ ଦିନରେ ୨ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଆହତ ହୋଇଛନ୍ତି। ମୃତକମାନଙ୍କ ପରିଚୟ ମିଳିନଥିବା ବେଳେ ସେମାନେ ପଲାସା ଅଞ୍ଚଳର ବୋଲି ଜଣାପଡ଼ିଛି। ଆନ୍ଧ୍ର ବନ ବିଭାଗ…

ମୋବାଇଲ୍‌ରେ ଗେମ୍‌ ଖେଳୁଥିବା ବେଳେ ଫାଟିଲା ବ୍ୟାଟେରୀ

ଗଞ୍ଜାମ,୨୧।୬(ଡି.ଏନ୍‌.ଏ.): ମୋବାଇଲରେ ଗେମ୍‌ ଖେଳୁଥିବା ବେଳେ ବ୍ୟାଟେରୀ ଫାଟି ଆହତ ହୋଇଛନ୍ତି ଜଣେ ଯୁବକ। ଘଟଣାଟି ଘଟିଛି ଗଞ୍ଜାମ ବ୍ଲକ ଅଧିନସ୍ଥ ରମ୍ଭା ଥାନା ଝାଟି ପଦର ଗ୍ରାମରେ। ଉକ୍ତ ଗ୍ରାମର ଯୁବକ ରଞ୍ଜନ ସାହୁ ମଙ୍ଗଳବାର ସକାଳେ ମୋବାଇଲରେ ଗେମ୍‌…

ମାଓବାଦୀ ଆକ୍ରମଣରେ ୩ ସିଆର୍‌ପିଏଫ୍‌ ଯବାନ ଶହୀଦ

ନୂଆପଡ଼ା ଅଫିସ,୨୧।୬: ନୂଆପଡ଼ା ଜିଲା ବୋଡେନ୍‌ ବ୍ଲକ ପାଟଧରା ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ମାଓବାଦୀଙ୍କ ଆକ୍ରମଣରେ ୩ ସିଆର୍‌ପିଏଫ୍‌ ଯବାନ ଶହୀଦ ହୋଇଛନ୍ତି। ଶହୀଦ ଯବାନମାନେ ହେଲେ ଶିଶୁପାଳ ସିଂହ, ଶିବଲାଲ ସିଂହ ଏବଂ ଧର୍ମେନ୍ଦ୍ର କୁମାର ସିଂହ। ଏମାନଙ୍କ ବ୍ୟତିତ…

ଲଗାଣ ବର୍ଷାରେ ଭାଙ୍ଗିଲା ଘର; ଆବାସ ଯୋଜନାରେ ଗୃହ ଯୋଗାଇଦେବାକୁ ବିଡିଓଙ୍କୁ ଗୁହାରି

କୋକସରା,୨୧।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ପାଣିଗାଁର ମକରଧଜ ମହାନ୍ତିଙ୍କ ଘରର କାନ୍ଥ ଲଗାଣ ବର୍ଷା କାରଣରୁ ଭାଙ୍ଗି ପଡିଛି। ଫଳରେ ପରିବାର ଅତି ଦୟନୀୟ ଅବସ୍ଥାରେ ଭଙ୍ଗା ଘରେ ଆଶ୍ରୟ ନେଇଛି। ମକରଧଜ ଜଣେ ଗରିବ ଶ୍ରେଣୀର…

କୋକସରାରେ ‘ଯୋଗ ଦିବସ’

କୋକସରା,୨୧।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଅଧୀନ ଲଡୁଗାଁ ଉଚ୍ଚ ବିଦ୍ୟାଳୟ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର କୋକସରା ଓ ଭାଜପା ପକ୍ଷରୁ ମଙ୍ଗଳବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଲଡୁଗାଁ ଉଚ୍ଚ ବିଦ୍ୟାଳୟଠାରେ ମୁଖ୍ୟ ଅତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?