ଆମ ଜିଲା ଖବର

ମାଓବାଦୀ ଆକ୍ରମଣରେ ୩ ସିଆର୍‌ପିଏଫ୍‌ ଯବାନ ଶହୀଦ

ନୂଆପଡ଼ା ଅଫିସ,୨୧।୬: ନୂଆପଡ଼ା ଜିଲା ବୋଡେନ୍‌ ବ୍ଲକ ପାଟଧରା ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ମାଓବାଦୀଙ୍କ ଆକ୍ରମଣରେ ୩ ସିଆର୍‌ପିଏଫ୍‌ ଯବାନ ଶହୀଦ ହୋଇଛନ୍ତି। ଶହୀଦ ଯବାନମାନେ ହେଲେ ଶିଶୁପାଳ ସିଂହ, ଶିବଲାଲ ସିଂହ ଏବଂ ଧର୍ମେନ୍ଦ୍ର କୁମାର ସିଂହ। ଏମାନଙ୍କ ବ୍ୟତିତ…

ଲଗାଣ ବର୍ଷାରେ ଭାଙ୍ଗିଲା ଘର; ଆବାସ ଯୋଜନାରେ ଗୃହ ଯୋଗାଇଦେବାକୁ ବିଡିଓଙ୍କୁ ଗୁହାରି

କୋକସରା,୨୧।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ପାଣିଗାଁର ମକରଧଜ ମହାନ୍ତିଙ୍କ ଘରର କାନ୍ଥ ଲଗାଣ ବର୍ଷା କାରଣରୁ ଭାଙ୍ଗି ପଡିଛି। ଫଳରେ ପରିବାର ଅତି ଦୟନୀୟ ଅବସ୍ଥାରେ ଭଙ୍ଗା ଘରେ ଆଶ୍ରୟ ନେଇଛି। ମକରଧଜ ଜଣେ ଗରିବ ଶ୍ରେଣୀର…

କୋକସରାରେ ‘ଯୋଗ ଦିବସ’

କୋକସରା,୨୧।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଅଧୀନ ଲଡୁଗାଁ ଉଚ୍ଚ ବିଦ୍ୟାଳୟ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର କୋକସରା ଓ ଭାଜପା ପକ୍ଷରୁ ମଙ୍ଗଳବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଲଡୁଗାଁ ଉଚ୍ଚ ବିଦ୍ୟାଳୟଠାରେ ମୁଖ୍ୟ ଅତିଥି…

ପାଟକୁରାରେ କଂଗ୍ରେସର ବିକ୍ଷୋଭ

ପାଟକୁରା,୨୧।୬(ଡି.ଏନ୍‌.ଏ.): ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜେରା କରିବା ପ୍ରତିବାଦରେ ମଙ୍ଗଳବାର ପାଟକୁରା କଂଗ୍ରେସ ପକ୍ଷରୁ ଗରଦପୁର ଉପ-ଡାକଘର ସମ୍ମୁଖରେ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପାଟକୁରା କଂଗ୍ରେସ ନେତା ରତିକାନ୍ତ କାନୁନଗୋଙ୍କ…

ଅନୁଭବଙ୍କ ଘରେ ରହିବେ ବର୍ଷା

କଟକ ଅଫିସ,୨୧।୬: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ନୂଆ ମୋଡ଼ ନେଇଛି। ଏଣିକି ଅନୁଭବଙ୍କ ଘରେ ରହିବେ ବର୍ଷା । ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡ଼ି ଅନ୍ୟତ୍ର ରହିବା ନିର୍ଦ୍ଦେଶ ଉପରେ…

ନାବାଳିକାଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଏସ୍‌ପି ଅଫିସ ଦ୍ୱାରସ୍ଥ ମା’-ବାପା

ଛତ୍ରପୁର,୨୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆର୍ଯ୍ୟପଲି ମେରାଇନ ଥାନା ଅଞ୍ଚଳରେ ମେ ୨୦ ତାରିଖରେ ଜଣେ ନାବାଳିକାଙ୍କୁ ତାଙ୍କ ପଡୋଶୀ ବଳାତ୍କାର କରିଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଥିଲେ। ଏ ନେଇ ପୀଡ଼ିତା ଙ୍କ ମା’ଙ୍କ ପକ୍ଷରୁ ୨୪ ତାରିଖରେ ଆର୍ଯ୍ୟପଲି…

ଆଖି ବୁଜିଲା ପୋଖରୀରେ ଫସିଥିବା ହାତୀ

ସମ୍ବଲପୁର,୨୧।୬(ବ୍ୟୁରୋ): ପୋଖରୀରେ ଫସିଥିବା ଅସୁସ୍ଥ ହାତୀର ମଙ୍ଗଳବାର ମୃତ୍ୟୁ ହୋଇଛି। ଏ ନେଇ ସମ୍ବଲପୁର ଡିଏଫଓ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ସମ୍ବଲପୁର ବନଖଣ୍ଡ ପଡ଼ିଆବାହାଲ ରେଞ୍ଜ ସାପଲହରା ଗାଁ ପୋଖରୀରେ ଏକ ଦନ୍ତାହାତୀ ଫସି ରହିଥିଲା । ଫସିଥିବା ହାତୀଟିର…

ମାଛ ମଡ଼କକୁ ନେଇ ଚିନ୍ତାରେ ଚାଷୀ

ନୂଆପଡ଼ା ଅଫିସ,୨୧।୬: ନୂଆପଡ଼ା ଜିଲା କୋମନା ବ୍ଲକ ସିଆଲଲଟି ପଞ୍ଚାୟତ ବେଲରଦାନା ଗାଁରେ ମାଛ ମଡ଼କକୁ ନେଇ ଚାଷୀ ଚିନ୍ତାରେ ପଡିଛନ୍ତି। ବେଲରଦାନ ଗାଁର ଅଧିକାଂଶ ଚାଷୀ ଜମିରେ ପୋଖରୀ ଖୋଲି ମାଛ ଚାଷ ଆରମ୍ଭ କରିଛନ୍ତି। ହେଲେ ପ୍ରାକ୍‌ ମୌସୁମୀ…

ବିଶ୍ବସ୍ତରୀୟ ହେବ ପୁରୀ ଷ୍ଟେଶନ: ରଥଯାତ୍ରା ଲାଗି ଚାଲିବ ୨୦୫ ସ୍ବତନ୍ତ୍ର ଟ୍ରେନ

ପୁରୀ ଅଫିସ,୨୧। ୬: ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ପୁରୀ ବିଶ୍ବସ୍ତରୀୟ ଷ୍ଟେଶନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ୩୬୪ କୋଟି ଟଙ୍କାର ପ୍ରକଳ୍ପ କାମ ଦୁଇ ବର୍ଷ ମଧ୍ୟରେ ଶେଷ ହେବ । ବିଶସ୍ତରୀୟ ଷ୍ଟେଶନ ବିଲ୍‌ଡିଂ…

ସାହାରା ଖୋଜୁଛନ୍ତି ଅନାଥ ଭଉଣୀଭାଇ

ଢେଙ୍କାନାଳ ଅଫିସ,୨୧।୬, ୨ ବର୍ଷ ତଳୁ ମା’ ବାପାଙ୍କ ମୃତ୍ୟୁ ହୋଇଯାଇଛି। ଜେଜେମା ଓ ଜେଜେ ମଧ୍ୟ ନାହାନ୍ତି। ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଦାଦା ସେମାନଙ୍କ ଲାଳନପାଳନ ନିମନ୍ତେ ସକ୍ଷମ ହୋଇପାରୁ ନାହାନ୍ତି। ତେଣୁ ଜିଲା ପ୍ରଶାସନ ସହାୟ ହେଲେ…

ଜମିକୁ ମାଡ଼ିବ ଜଳ

ବଇଣ୍ଡା,୨୧।୬(ଡି.ଏନ.ଏ.) ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ହୋଇ ନ ଥିଲେ ମଧ୍ୟ ଚାଷ ଜମିକୁ ମାଡ଼ୁଥିଲା ଝରଣା ପାଣି। ନିର୍ମାଣ କରାଯାଇଥିବା ୭ କିଲୋମିଟର କେନାଲ ଯୋଗୁ ଶତାଧିକ ଚାଷୀ ଉପକୃତ ହେଉଥିଲେ। ହେଲେ ୨୦୧୧ ଠାରୁ ଏହି କେନାଲ ପ୍ରତି…

ଅସରାଏ ବର୍ଷାରେ ଆଣ୍ଠୁଏ ପାଣି

ଯୋଡ଼ା, ,୨୧।୬ (ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ସହରରେ ରବିବାର ମୌସୁମୀର ପ୍ରଥମ ବର୍ଷା ହୋଇଛି। ଫଳରେ ଲୋକେ ପ୍ରବଳ ଗରମରୁ ତ୍ରାହି ପାଇଥିବା ବେଳେ ଏହି ପହିଲି ବର୍ଷା ଯୋଡା ସହରବାସୀଙ୍କୁ ବେହାଲ କରିଦେଇଛି। ଯୋଡ଼ା ସହରରେ ଜଳ ନିଷ୍କାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?