ଆମ ଜିଲା ଖବର

ଭଗ୍ନାବସ୍ଥାରେ ପଡ଼ିରହିଛି ବୌଦ୍ଧ ମୂର୍ତ୍ତି: ସୌନ୍ଦର୍ଯ୍ୟକରଣ ପୁନରୁଦ୍ଧାର ଅପେକ୍ଷାରେ ଛତ୍ରପୁର ପୌରପରିଷଦ

ଛତ୍ରପୁର,୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରମୁଖ ସହର ତଥା ସଦରମହକୁମା ଛତ୍ରପୁରଠାରେ ଦୀର୍ଘବର୍ଷ ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିଲା ଅନେକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ। ୨୦୧୩ ‘ଫାଇଲିନ’ ମହାବାତ୍ୟା ପରଠାରୁ ସହରକୁ ଏକ ନୂତନ ଚେହେରା ଦେବା ପାଇଁ ଅଣ୍ଟା ଭିଡ଼ିଥିଲେ ଜିଲା…

ବିପୁଳ ପରିମାଣର ଗଞ୍ଜେଇ ଜବତ: ଏକାବେଳକେ ସ୍ବାମୀଙ୍କ ସହ ୨ ସ୍ତ୍ରୀଙ୍କୁ ମାଡ଼ିବସିଲା ପୋଲିସ…

ପଦ୍ମପୁର ,୮।୫ (ପ୍ରଦୀପ୍ତ ଦାଶ ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଜଗଦଳପୁର ଥାନା ପୋଲିସକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଗତ ୪ଦିନ ତଲେ ନିକଟସ୍ଥ ଝାରବନ୍ଦ ଥାନା ଅଞ୍ଚଳରେ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ…

ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ, ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ/ଛେନାପଦୀ,୯ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ ଏବଂ ଧମକ ଦେବା ଘଟଣାରେ ପୋଲିସ ଶନିବାର ଜଣକୁ ଗିରଫ କରିଛି l ଘଟଣା ସମ୍ପର୍କରେ ଆନନ୍ଦପୁର ଏସ୍‌ଡିପିଓ କମଳ କୁମାର ପଣ୍ଡା କହିଛନ୍ତି ଯେ, ଗତ…

ଭଞ୍ଜନଗରରେ ଜାତୀୟ ଲୋକ ଅଦାଲତ: ୧୯୮ ମାମଲାର ସମାଧାନ, ଆଦାୟ ହେଲା ଏତିକି ଟଙ୍କା…

ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପରିସରରେ ଶନିବାର ଚଳିତ ବର୍ଷର ଦ୍ୱିତୀୟ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗରର ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ତାଲୁକ ଆଇନ ସେବା ସମିତି ଚେୟାରମ୍ୟାନ ଶେଖ୍‌ ମହମ୍ମଦ କଏସଙ୍କ…

ବାଣନଇରେ ପିଇବାକୁ ନାହିଁ ପାଣି; ରାସ୍ତାରୋକୋ କହିଲେ ମହିଳା, ବୋରୱେଲ ଖୋଳିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ

ପୁରୁଷୋତ୍ତମପୁର,୯।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଗ୍ରାମ୍ଯ ଜଳଯୋଗାଣ ବିଭାଗୀୟ ଅଧିକାରୀଙ୍କ ଖେଳ ଲୋକଙ୍କ ପାଇଁ କାଳ ସାଜିଛି । ଫଳରେ ବଡଖରିଡା ପଞ୍ଚାୟତର ବାଣନଇରେ ପାଣିଟୋପାଏ ପିଇବା ପାଇଁ ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଗୁହାରୀ…

ଜାହାଜରୁ ତେଲ ନେଇ ସମୁଦ୍ରରେ ଯାଉଥିଲା ଡଙ୍ଗା, ଧରିଲା ପାଟ୍ରୋଲିଂ ପୋଲିସ, ଡଙ୍ଗାରୁ ଡେଇଁ…

ପାରାଦୀପ,୯ା୫(ଶରତ ରାଉତ): ପାରାଦୀପ ସାମୁଦ୍ରିକ ଥାନା ପୋଲିସ ଶନିବାର ଏକ ଚୋରା ତେଲ ଡଙ୍ଗା ଜବତ କରିଛି। ଉକ୍ତ ଡଙ୍ଗାରେ ପ୍ରାୟ ୫ ହଜାରରୁ ଅଧିକ ଲିଟର ହାଇସ୍ପିଡ ଡିଜେଲ ଜବତ କରାଯାଇଛି। ଏଥିରେ ଜଡ଼ିତ ଜଣେ ଆନ୍ଧ୍ରପ୍ରଦେଶ ନାଗରିକଙ୍କୁ ଅଟକ…

ଚେକ୍‌ ବାଉନ୍ସ ମାମଲା: ଦୁଇଗୁଣା ଅର୍ଥ ଦେବାକୁ ନିର୍ଦ୍ଦେଶ ଦେଇ କୋର୍ଟ କହିଲେ ଅଭିଯୁକ୍ତଙ୍କୁ…

ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି ଭିୟେନା ନାୟକ ଏକ ଚେକ୍‌ ବାଉନ୍ସ ମାମଲା ବିଚାର କରି ଅଭିଯୁକ୍ତ ରଞ୍ଜନ ସ୍ବାଇଁଙ୍କୁ ଏକ ବର୍ଷ କାରାଦଣ୍ଡ ସହ ୪ ଲକ୍ଷ ୫୦ ହଜାର ଟଙ୍କା ଫାଇନାନ୍ସ କମ୍ପାନୀକୁ ଦେବାକୁ ନିର୍ଦ୍ଦେଶ…

ଜନଗଣନାକୁ ନେଇ ବିବାଦରେ ନୂଆମୋଡ଼, ସପକ୍ଷବାଦୀ-ବିପକ୍ଷବାଦୀ ମୁହାଁମୁହିଁ

ଗଜପତି,୯ା୫(ଗିରିଧାରୀ ପରିଚ୍ଛା): ସୀମାନ୍ତ ଗଙ୍ଗାବାଡ଼ ପଞ୍ଚାୟତରେ ଜନଗଣନାକୁ ନେଇ ବିବାଦରେ ନୂଆମୋଡ଼ ଆସିଛି। ଓଡ଼ିଶା ଜନଗଣନା ଅଧିକାରୀଙ୍କୁ ବିରୋଧ କରୁଛନ୍ତି ଆନ୍ଧ୍ର ସପକ୍ଷବାଦୀ ଲୋକ। ଗାଁରେ ରହୁଥିବା ଆନ୍ଧ୍ର ସପକ୍ଷବାଦୀ ଓ ବିପକ୍ଷବାଦୀ ମୁହାଁମୁହିଁ ସ୍ଥିତିରେ ପହଞ୍ଚିଛନ୍ତି। ଘଟଣାସ୍ଥଳରେ ତହସିଲଦାର ,…

କୋଦଳା ବାଲି ଢ଼ାବା ନିକଟରେ ବଡ଼ ଦୁର୍ଘଟଣା; ଯାତ୍ରୀବାହୀ ବସ୍- ଟ୍ରକ ମୁହାମୁହିଁ ଧକ୍କା, ୧୫…

ଖଲ୍ଲିକୋଟ,୯ା୫(ପ୍ରଶାନ୍ତ କୁମାର ମିଶ୍ର): କୋଦଳା ଥାନା ବାଲି ଢ଼ାବା ନିକଟରେ ଏକ ଯାତ୍ରୀବାହୀ ବସ୍ ସହ ଟ୍ରକ ମୁହାମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା…

ସ୍ତ୍ରୀ-ସ୍ବାମୀଙ୍କୁ ଧକ୍କା ଦେଇ ଫେରାର ମାରୁଥିଲା କାର୍‌, ବାଟରେ ହେଲା ଚକା ପଙ୍କଚର, ଆଉ ତା’ ପରେ…

କଲ୍ୟାଣସିଂହପୁର,୯ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗର ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦ୍ରୁତଗତିରେ ଆସୁଥିବା ଏକ କାର୍‌ ବାଇକ୍‌କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଦେବ ଭତ୍ରା…

ବିଜେଡି ଉପାଧ୍ୟକ୍ଷଙ୍କ ଅଶାଳୀନ ମନ୍ତବ୍ୟର ଅଡ଼ିଓ ଭାଇରାଲ: ଭାଜପା ମହଲରେ ଅସନ୍ତୋଷ

ହାଟଡିହୀ,୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ୍‌ ବିଜେଡି ଉପାଧ୍ୟକ୍ଷ ଭାଜପା ଦଳ ବିରୋଧରେ ଅଶାଳୀନ ମନ୍ତ୍ରବ୍ୟ ଦେବା ତଥା ଅଶ୍ଳୀଳ ଭାଷାରେ ଗାଳି ଦେବା ନେଇ ଏକ ଅଡିଓ ଭାଇରାଲ ହେଉଛି। ଫଳରେ ଭାଜପା ମହଲରେ ଅସନ୍ତୋଷ ଏବଂ ଉତ୍ତେଜନା…

ରାଷ୍ଟ୍ରୀୟ ଲୋକଅଦାଲତରେ ସମାଧାନ ହେଲା ୪୯ ମାମଲା

ପୁରୁଷୋତ୍ତମପୁର,୯ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତ ପରିସରରେ ତାଲୁକ ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ସିନିୟର ସିଭିଲଜଜ୍‌ ସୁମିତା ଆଚାର୍ଯ୍ୟ ଓ ଜେଏମ୍‌ଏଫ୍‌ସି ବିଚାରପତି ଅନନ୍ୟା ଅପର୍ମିତା ୪୯ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?