ଆମ ଜିଲା ଖବର

ତାରାତାରିଣୀଙ୍କ ଦର୍ଶନକରି ପୂଜାକଲେ ୩ ଅଧିକାରୀ

ପୁରୁଷୋତ୍ତମପୁର,୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ନୂତନ ଭାବେ ଯୋଗଦେଇଥିବା ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ପିଡି ଭି.କୀର୍ତ୍ତିଭାସନ ଏବଂ ବ୍ରହ୍ମପୁର ମହାନଗର ନିଗମର କମିଶନର ଜେ. ସୋନାଲ ସୋମବାର ମା’ତାରା ତାରିଣୀଙ୍କ ଦର୍ଶନକରି ପୂଜାର୍ଚ୍ଚନା କରିଛନ୍ତି। ଏହି ଅବସରରେ ଜିଲାପାଳ ମନ୍ଦିରର ସମସ୍ତ କାର୍ଯ୍ୟ…

ଦିବ୍ୟାଙ୍ଗ ଶିକ୍ଷକ ପରିବାରକୁ ବାସନ୍ଦ

ଛତ୍ରପୁର,୨୦।୬(ଡି.ଏନ.ଏ): ଗଞ୍ଜାମ ବ୍ଲକରେ ପୁଣି ଏକ ବାସନ୍ଦ ଘଟଣା ସାମନାକୁ ଆସିଛି। ଗାଁରେ ସାମାଜିକ ବାସନ୍ଦ ହୋଇଥିବା ଜଣେ ଦିବ୍ୟାଙ୍ଗ ଶିକ୍ଷକ ନ୍ୟାୟ ପାଇଁ ରବିବାର ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ହେଉଛନ୍ତି ରମ୍ଭା ଥାନା ଅଧୀନ ତାରିଣୀପଲ୍ଲୀ ଗାଁର…

ଲୋକଙ୍କ ସେବାରେ ଆସୁନି ସ୍ବଚ୍ଛ ପାନୀୟ ଜଳ ଯୋଗାଣ

ନୂଆଗଡ଼,୨୦।୬: ନୂଆଗଡ଼ ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଥିବା ବେଳେ ଏଠାରେ ବିଭିନ୍ନ ସ୍ଥାନରେ ମେଶିନ ଲଗାଇ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ସେବା ସ୍ଥାପନ କରାଯାଇଥିଲା। ବର୍ତ୍ତମାନ ରକ୍ଷଣାବେକ୍ଷଣ ଅଭାବରୁ ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ଅଚଳ ଅବସ୍ଥାରେ…

ଅନ୍‌ଲାଇନରେ ଔଷଧ ବିକ୍ରି ନିଷେଧ, ୦% ଜିଏସ୍‌ଟି ଦାବି

ବ୍ରହ୍ମପୁର ଅଫିସ,୨୦।୬: ଓଡ଼ିଶା ସେଲ୍‌ସ ରିପ୍ରେଜେଣ୍ଟିଭ ୟୁନିୟନ ପକ୍ଷରୁ ବିଭିନ୍ନ ଦାବିକୁ ନେଇ ରବିବାର ବ୍ରହ୍ମପୁର ସହରରେ ଏକ ବାଇକ୍‌ ଶୋଭାଯାତ୍ରା ହୋଇଥିଲା। ଏଥିରେ ଶହୀଦ ଲକ୍ଷ୍ମଣ ନାୟକ କମ୍ୟୁନିଟି ହଲ୍‌ଠାରୁ ବାହାରି ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଏକ ପଥପ୍ରାନ୍ତ ସଭା ଆୟୋଜିତ…

୩ ପ୍ରାଣୀ ଚିକିତ୍ସାଳୟରେ ଝୁଲୁଛି ତାଲା

କୁଆମରା,୨୦।୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟରେ ଚିକିତ୍ସକ ନ ଥିବାରୁ ଗୋ-ଚିକିତ୍ସା ସେବା ବାଧାପ୍ରାପ୍ତ ହୋଇଛି। ବ୍ଲକ ପ୍ରାଣୀ ଚିକିତ୍ସାଳୟ ଅଧୀନରେ କୁଶଳଦା, ଜୟୀଦା, ପଶୁଦା, ବରଡିହି ଓ ଆରପଟାରେ ଏଲ୍‌ଆଇ ସେଣ୍ଟର କାର୍ଯ୍ୟ…

ବିନା ସୂଚନାଫଳକରେ ଚାଲିଛି ନିର୍ମାଣ

ଚମ୍ପୁଆ, ୨୦।୬(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଏନ୍‌ଏସିରେ ନିର୍ମାଣ ନିୟମ ବାଟବଣା ହୋଇଛି। ଆବଶ୍ୟକ ସୂଚନା ନ ଦେଇ କରାଯାଉଛି ଲକ୍ଷ ଲକ୍ଷ ଟଙ୍କାର ନିର୍ମାଣ କାର୍ଯ୍ୟ। ଠିକାଦାର ଠାରୁ ପେଟି ଠିକାଦାରମାନେ କାମ ନେଇ କାମର ମାନ ଓ ନିୟମ…

ବିଦ୍ୟୁତ୍‌ ଖୁଣ୍ଟ ପଡ଼ି ୬ ଗୋରୁଙ୍କ ଜୀବନ ଗଲା

ବୌଦ୍ଧ/ବଘିଆପଡ଼ା,୨୦ା୬(ସ୍ବ.ପ୍ର./ଡି.ଏନ୍‌.ଏ.): ବୌଦ୍ଧ ଜିଲା ବଘିଆପଡ଼ା ଅଞ୍ଚଳରେ ସୋମବାର ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ୬ ଗୋରୁଙ୍କର ମୃତ୍ୟୁ ଘଟିଥିଛି। ୨ ଆହତ ହୋଇଛନ୍ତି। ବଘିଆପଡ଼ାସ୍ଥିତ ପାଲଝାର କୃଷି ଫାର୍ମରେ ବିଦ୍ୟୁତ୍‌ ଖୁଣ୍ଟ ପଡ଼ିଯିବାରୁ ଏହି ଅଘଟଣ ଘଟିଛି। ତେବେ ଫାର୍ମର ୨ କର୍ମଚାରୀ…

ବାପା ତାଗିଦା କରିବାରୁ ଘର ଛାଡ଼ି ଚାଲିଆସିଲେ

ବାଲେଶ୍ୱର ଅଫିସ/ରୂପ୍‌ସା, ୨୦।୬(ଡି.ଏନ.ଏ.): ବାପା ପାଠ ପଢିବାକୁ ତାଗିଦ୍‌ କରିବାରୁ ନାବାଳକ ପୁଅ ଘର ଛାଡି ପଳାଇଆସିଲେ। ଶନିବାର ମଧ୍ୟରାତ୍ରରେ ବାଲେଶ୍ୱର ଜିଲା ରୂପ୍‌ସା ରେଳଷ୍ଟେଶନରେ ସେ ଅସହାୟ ଅବସ୍ଥାରେ ବୁଲୁଥିବା ବେଳେ ଆର୍‌ପିଏଫ୍‌ ପୋଲିସ ଉଦ୍ଧାର କରି ଚାଇଲ୍ଡଲାଇନ୍‌ ସହାୟତାରେ…

ହାଟରେ ଗଣ୍ଡଗୋଳ କରି ବନ୍ଧା ହେଲେ

ଲହୁଣୀପଡ଼ା,୨୦।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ରାଜାମୁଣ୍ଡା ପଞ୍ଚାୟତ ଗମଲେଇ ସାପ୍ତାହିକ ହାଟରେ ବନ୍ଧୁକ ଦେଖାଇ ଡକାୟତି କରୁଥିବା ଅଭିଯୋଗରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ପୋଲିସ ତାଙ୍କ ପାଖରୁ ଗୋଟିଏ ପିସ୍ତଲ, ୬ଟି ଜୀବନ୍ତ ଗୁଳି, ଗୋଟିଏ…

ଖଣିକୁ ଅଡ଼ୁଆ ରପ୍ତାନି ଶୁଳ୍କ

ଯୋଡ଼ା,୨୦।୬(ଡି.ଏନ.ଏ.): ଖଣିଜ ସମ୍ପଦ ରପ୍ତାନି କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବର୍ଦ୍ଧିତ ଶୁଳ୍କ ଓଡ଼ିଶାର ଖଣି ସମୃଦ୍ଧ ଅଞ୍ଚଳ ପାଇଁ ଅଭିଶାପ ସଦୃଶ ହୋଇଛି। ଗତ ମେ ମାସରେ କେନ୍ଦ୍ର ସରକାର ଲୁହାପଥର ରପ୍ତାନି ଉପରେ ୪୯% ଏବଂ ଲୁହାପଥର ଗୁଣ୍ଡ ବ୍ୟବହାର…

ପ୍ରତିଶୋଧ ପାଇଁ ପ୍ରେମିକଙ୍କ ତଣ୍ଟି କାଟିଥିଲେ

ଖୋର୍ଦ୍ଧା ଅଫିସ,୨୦ା୬: ଖୋର୍ଦ୍ଧା ଟାଉନ ଥାନା ଅଧୀନ ମଲ୍ଲିପୁର ପଞ୍ଚାୟତ ନିଆଳ ଗ୍ରାମର ପଥରଖଣିରୁ ଅତାଉଲ୍ଲା ଖାଁଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ପ୍ରେମରେ ପ୍ରତାରଣା ପରେ ପ୍ରତିଶୋଧ ପରାୟଣ ହୋଇ ଅତାଉଲ୍ଲାଙ୍କୁ ହତ୍ୟା କରାଯାଇଥିବା ଖୋର୍ଦ୍ଧା ଡିଏସ୍‌ପି…

ଗଞ୍ଜାମରେ ଯୋଗଦେଲେ ନୂଆ ଜିଲାପାଳ

ଛତ୍ରପୁର,୨୦ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ନୂତନ ଜିଲାପାଳ ଭାବେ ଦିବ୍ୟଜ୍ୟୋତି ପରିଡ଼ା ସୋମବାର ଯୋଗ ଦେଇଛନ୍ତି। ପୂର୍ବତନ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କଠାରୁ ଆଜି ଦାୟିତ୍ୱ ନେଇଛନ୍ତି ଦିବ୍ୟଜ୍ୟୋତି। ସେ ୨୦୧୬ ଆଇଏଏସ୍‌ ବ୍ୟାଚର ଏବଂ ଏହା ପୂର୍ବରୁ ସେ ସମ୍ବଲପୁରର ଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?