ବିଦ୍ୟୁତ୍ ଖୁଣ୍ଟ ପଡ଼ି ୬ ଗୋରୁଙ୍କ ଜୀବନ ଗଲା
ବୌଦ୍ଧ/ବଘିଆପଡ଼ା,୨୦ା୬(ସ୍ବ.ପ୍ର./ଡି.ଏନ୍.ଏ.): ବୌଦ୍ଧ ଜିଲା ବଘିଆପଡ଼ା ଅଞ୍ଚଳରେ ସୋମବାର ବିଦ୍ୟୁତ୍ତାର ସଂସ୍ପର୍ଶରେ ଆସି ୬ ଗୋରୁଙ୍କର ମୃତ୍ୟୁ ଘଟିଥିଛି। ୨ ଆହତ ହୋଇଛନ୍ତି। ବଘିଆପଡ଼ାସ୍ଥିତ ପାଲଝାର କୃଷି ଫାର୍ମରେ ବିଦ୍ୟୁତ୍ ଖୁଣ୍ଟ ପଡ଼ିଯିବାରୁ ଏହି ଅଘଟଣ ଘଟିଛି। ତେବେ ଫାର୍ମର ୨ କର୍ମଚାରୀ…
ବାପା ତାଗିଦା କରିବାରୁ ଘର ଛାଡ଼ି ଚାଲିଆସିଲେ
ବାଲେଶ୍ୱର ଅଫିସ/ରୂପ୍ସା, ୨୦।୬(ଡି.ଏନ.ଏ.): ବାପା ପାଠ ପଢିବାକୁ ତାଗିଦ୍ କରିବାରୁ ନାବାଳକ ପୁଅ ଘର ଛାଡି ପଳାଇଆସିଲେ। ଶନିବାର ମଧ୍ୟରାତ୍ରରେ ବାଲେଶ୍ୱର ଜିଲା ରୂପ୍ସା ରେଳଷ୍ଟେଶନରେ ସେ ଅସହାୟ ଅବସ୍ଥାରେ ବୁଲୁଥିବା ବେଳେ ଆର୍ପିଏଫ୍ ପୋଲିସ ଉଦ୍ଧାର କରି ଚାଇଲ୍ଡଲାଇନ୍ ସହାୟତାରେ…
ହାଟରେ ଗଣ୍ଡଗୋଳ କରି ବନ୍ଧା ହେଲେ
ଲହୁଣୀପଡ଼ା,୨୦।୬(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ରାଜାମୁଣ୍ଡା ପଞ୍ଚାୟତ ଗମଲେଇ ସାପ୍ତାହିକ ହାଟରେ ବନ୍ଧୁକ ଦେଖାଇ ଡକାୟତି କରୁଥିବା ଅଭିଯୋଗରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ପୋଲିସ ତାଙ୍କ ପାଖରୁ ଗୋଟିଏ ପିସ୍ତଲ, ୬ଟି ଜୀବନ୍ତ ଗୁଳି, ଗୋଟିଏ…
ଖଣିକୁ ଅଡ଼ୁଆ ରପ୍ତାନି ଶୁଳ୍କ
ଯୋଡ଼ା,୨୦।୬(ଡି.ଏନ.ଏ.): ଖଣିଜ ସମ୍ପଦ ରପ୍ତାନି କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବର୍ଦ୍ଧିତ ଶୁଳ୍କ ଓଡ଼ିଶାର ଖଣି ସମୃଦ୍ଧ ଅଞ୍ଚଳ ପାଇଁ ଅଭିଶାପ ସଦୃଶ ହୋଇଛି। ଗତ ମେ ମାସରେ କେନ୍ଦ୍ର ସରକାର ଲୁହାପଥର ରପ୍ତାନି ଉପରେ ୪୯% ଏବଂ ଲୁହାପଥର ଗୁଣ୍ଡ ବ୍ୟବହାର…
ପ୍ରତିଶୋଧ ପାଇଁ ପ୍ରେମିକଙ୍କ ତଣ୍ଟି କାଟିଥିଲେ
ଖୋର୍ଦ୍ଧା ଅଫିସ,୨୦ା୬: ଖୋର୍ଦ୍ଧା ଟାଉନ ଥାନା ଅଧୀନ ମଲ୍ଲିପୁର ପଞ୍ଚାୟତ ନିଆଳ ଗ୍ରାମର ପଥରଖଣିରୁ ଅତାଉଲ୍ଲା ଖାଁଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ପ୍ରେମରେ ପ୍ରତାରଣା ପରେ ପ୍ରତିଶୋଧ ପରାୟଣ ହୋଇ ଅତାଉଲ୍ଲାଙ୍କୁ ହତ୍ୟା କରାଯାଇଥିବା ଖୋର୍ଦ୍ଧା ଡିଏସ୍ପି…
ଗଞ୍ଜାମରେ ଯୋଗଦେଲେ ନୂଆ ଜିଲାପାଳ
ଛତ୍ରପୁର,୨୦ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ନୂତନ ଜିଲାପାଳ ଭାବେ ଦିବ୍ୟଜ୍ୟୋତି ପରିଡ଼ା ସୋମବାର ଯୋଗ ଦେଇଛନ୍ତି। ପୂର୍ବତନ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କଠାରୁ ଆଜି ଦାୟିତ୍ୱ ନେଇଛନ୍ତି ଦିବ୍ୟଜ୍ୟୋତି। ସେ ୨୦୧୬ ଆଇଏଏସ୍ ବ୍ୟାଚର ଏବଂ ଏହା ପୂର୍ବରୁ ସେ ସମ୍ବଲପୁରର ଜିଲାପାଳ…
୨ମାସର ଗହମ ପାଇନାହାନ୍ତି ରାଶନକାର୍ଡଧାରୀ
ରସୁଲପୁର,୨୦ା୬(ଡି.ଏନ୍.ଏ.): ରସୁଲପୁର ବ୍ଲକରେ ରାଶନକାର୍ଡଧାରୀଙ୍କୁ ଗହମ ମିଳୁନି। ଗତ ଏପ୍ରିଲ ଓ ମେ’ରେ ବ୍ଲକର ଅଧିକାଂଶ କାର୍ଡଧାରୀ ଗହମ ପାଇବାରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ରାଶନକାର୍ଡରେ ପଞ୍ଜୀକୃତ ହିତାଧିକାରୀଙ୍କୁ ଜୁନ୍ ମାସରୁ ଗହମ ମିଳିବ ନାହିଁ ବୋଲି ସରକାରୀସ୍ତରରେ…
ଯୁବକଙ୍କ ପ୍ରାଣ ନେଲା ହାତୀ
ବାରିପଦା ଅଫିସ,୨୦ା୬: ରାଜ୍ୟ ସୀମାନ୍ତବର୍ତ୍ତୀ ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ତଥା ବାଙ୍ଗିରିପୋଷି ବନାଞ୍ଚଳରେ ରବିବାର ରାତିରେ ପୁଣି ଜଣେ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ ହେଲେ ଦୀଗାରିଶୋଳ ଗ୍ରାମର ବୁଧିଆ ମୁଣ୍ଡା (୩୮)। ଗାଁ ଦୋକାନରୁ ଚା’…
କମ୍ ବର୍ଷା ଯୋଗୁ ଚିନ୍ତାରେ ଚାଷୀ
ଜଗତ୍ସିଂହପୁର ଅଫିସ,୨୦ା୬: କମ୍ ବର୍ଷା ଯୋଗୁ ଜଗତ୍ସିଂହପୁର ଜିଲାର ଚାଷୀ ଚିନ୍ତାରେ ପଡିଛନ୍ତି। କାରଣ ବର୍ଷା ହେଲେ ରଜ ପରେ ଚାଷୀ ବିଲରେ ବିହନ ବୁଣିବା କଥା। ବିଳମ୍ବ କଲେ ଅଗଷ୍ଟ ବେଳକୁ ପୋକ ଲାଗିବା ସମ୍ଭାବନା ଅଧିକ। ତେଣୁ ସାମାନ୍ୟ…
ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗକୁ ମିଳୁନି ଋଣ
କେନ୍ଦ୍ରାପଡ଼ା ଅଫିସ/ ପଟ୍ଟାମୁଣ୍ଡାଇ,୨୦ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବହିରାଗତ ଶିଳ୍ପ ଉପତ୍ାଦ ଅର୍ଥ ଅଞ୍ଚଳକୁ ବିକଶିତ କରେ। ଏଥିତ୍ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଧରଣର ଶିଳ୍ପ ପାଇଁ ପ୍ରତ୍ୟେକ ଜିଲାରେ ପ୍ରଧାନମନ୍ତ୍ରୀ…
ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଜବତ
ବିନିକା,୨୦ା୬(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ଥାନା ବାଉଁଶୁଣି ଡୁଗୁମାଳି ଜଙ୍ଗଲରୁ ସୋମବାର ଭୋର୍ରୁ ୨୨ ବର୍ଷୀୟ ଜଣେ ଯୁବକଙ୍କ ଗଳିତ ମୃତଦେହ ଜବତ କରିଛି ବିନିକା ପୋଲିସ। ସୂଚନାନୁଯାୟୀ, ମୃତ ଯୁବକ ଜଣକ ହେଉଛନ୍ତି ବାଉଁଶୁଣି ଗ୍ରାମର ନେତ୍ର ଭୋଇଙ୍କ ପୁଅ…
ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବ୍ରହ୍ମପୁର ଅଫିସ,୨୦ା୬: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ଙ୍କ ସର୍ଚ୍ଚ ଓ୍ବାରେଣ୍ଟ ବଳରେ ଭୁବନେଶ୍ୱର ହେଡ୍ କ୍ୱାର୍ଟରରେ ଥିବା ଯୋଗାଣ ଅଧିକାରୀ ଅନାଦି ଚରଣ ସେଠୀ୍ଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ସୋମବାର ସକାଳୁ ଚଢ଼ାଉ…

