ଆମ ଜିଲା ଖବର

ଖାଦ୍ୟ ଖାଉନି ଦନ୍ତା, ବିଗୁଡୁଛି ଅବସ୍ଥା

ସମ୍ବଲପୁର,୧୯।୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡ଼ିଆବାହାଲ ରେଞ୍ଜ ଅଧୀନ ସାପଲହରା ଗ୍ରାମର ଏକ ପୋଖରୀରେ ୪ ଦିନ ହେଲା ଏକ ଆହତ ଦନ୍ତାହାତୀ ମୃତ୍ୟୁ ସହ ସଂଗ୍ରାମ କରୁଛି। ରବିବାର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଛି। ପୋଖରୀ ଭିତରୁ ବାହାରିବାକୁ ଆଉ ଚେଷ୍ଟା କରିପାରୁନାହିଁ…

ରଥଯାତ୍ରା ପୂର୍ବରୁ ବ୍ରହ୍ମପୁର-ପୁରୀ ଟ୍ରେନ ଚଳାଚଳ ଦାବି

ବ୍ରହ୍ମପୁର ଅଫିସ୍‌,୧୯।୬: ବିଭିନ୍ନ ଦାବି ନେଇ ସଂସ୍କାରବାଦୀ ଅନୁଷ୍ଠାନ ପକ୍ଷରୁ ରବିବାର ବ୍ରହ୍ମପୁର ରେଳ ଷ୍ଟେଶନରେ ଧାରଣା ଦିଆଯାଇଛି। ଏଥିସହ ସଂଘ ପକ୍ଷରୁ ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ ଡିଭିଜନ ଡିଆର୍‌ଏମ୍‌ଙ୍କ ଉଦ୍ଦେଶ୍ୟରେ ବ୍ରହ୍ମପୁର ରେଳ ପ୍ରବନ୍ଧକ ଦୁର୍ଗା ପ୍ରସାଦ ବ୍ରହ୍ମାଙ୍କୁ…

ମାମୁ ବାହାଘରକୁ ଆସି ପୋଖରୀରେ ବୁଡ଼ିଗଲେ ୩ ଭାଣିଜୀ

ବାଲେଶ୍ୱର ଅଫିସ,୧୯ା୬: ବାଲେଶ୍ୱର ଜିଲା ବାଲିଆପାଳ ରେମୁ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ପୋଖରୀରେ ବୁଡ଼ି ଦୁଇ ନାବାଳିକା ଗୁରୁତର ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ରେମୁ ଗ୍ରାମର ଗଦାଧର ଜେନାଙ୍କ ବିବାହ ପାଇଁ ଆସିଥିଲେ ତିନି…

ବୃଦ୍ଧାଙ୍କୁ ନ୍ୟାୟ: ମିଳିଲା ଘର ତିଆରି ଅନୁମତି, ଝିଅ ଦେବେ ଭରଣପୋଷଣ ଖର୍ଚ୍ଚ

ନବରଙ୍ଗପୁର,୧୯ ।୬(ବି.ପ୍ର.): ଭାଇ ଭାଉଜ ଓ ସେମାନଙ୍କ ପିଲାମାନେ ଘର ତିଆରି କରାଇ ଦେଉ ନ ଥିବା ଅଭିଯୋଗ ନେଇ ନବରଙ୍ଗପୁର ସହରର ୧ ନମ୍ବର ୱାର୍ଡର ଚାଉଁରିଆଗୁଡ଼ାରେ ରହୁଥିବା ଦୟାମଣି ହରିଜନ ଉପଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କୁ ଭେଟିଥିଲେ। ବରିଷ୍ଠ…

ଗ୍ରାହକଙ୍କ ଅଜାଣତରେ ୭୦ ଲକ୍ଷ ଋଣ ଉଠାଣ

ବ୍ରହ୍ମପୁର ଅଫିସ,୧୯ ।୬: ବ୍ୟାଙ୍କର ଜଣେ ଗ୍ରାହକଙ୍କ ଅଜାଣତରେ ତାଙ୍କ ନାଁରେ ୭୦ ଲକ୍ଷ ଟଙ୍କାର ଋଣ ଉଠାଣ ହୋଇଛି। ବ୍ରହ୍ମପୁର ନୀଳକଣ୍ଠନଗର ସ୍ଥିତ ଆନ୍ଧ୍ର ବ୍ୟାଙ୍କରେ ଏହି ଘୋଟାଲା ହୋଇଛି। ଏସଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶ ପରେ ବୈଦ୍ୟନାଥପୁର ଥାନା ପୋଲିସ…

ଡେଙ୍ଗୁ କବଳରେ ଲକ୍ଷ୍ମୀପୁର, ୩ ଦିନରେ ୧୫ ଚିହ୍ନଟ

କୋରାପୁଟ,୧୯ା୬(ସ୍ବ.ପ୍ର.): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଏବେ ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଡାକ୍ତରଖାନାରେ ସବୁବେଳେ ରୋଗୀଙ୍କ ଭିଡ଼ ଜମୁଛି। କିଛିଦିନ ତଳେ କେତେକ ଲୋକ ଜ୍ୱରରେ ଆକ୍ରାନ୍ତ ଥିଲା ସମୟରେ ଜଣେ ଯୁବତୀ ଓ ଜଣେ ମହିଳାଙ୍କ…

ପାଇପ ପାଣିରେ ଆସୁଛି ସାଲୁବାଲୁ ପୋକ

ନବରଙ୍ଗପୁର, ୧୯ ।୬(ବି.ପ୍ର.): ସହରର ପାଇପ ପାଣିରେ ଆସୁଛି ପୋକ। ଜନସାଧାରଣଙ୍କ ପାଇଁ ପିଇବା ପାଣି ଯୋଗାଣର ଲକ୍ଷ୍ୟ ମଉଳି ଯାଉଛି। ନିମ୍ନମାନର ପାଇପ ବିଛାଯିବା କାମ ଏହାର ଏକ ନମୁନା ବୋଲି ଲୋକେ ଅଭିଯୋଗ କରିଛନ୍ତି। ନବରଙ୍ଗପୁର ପୌରାଞ୍ଚଳର ୧୩…

ସିଲାବସ୍‌ ସରିନାହିଁ, ୨୨ ରେ କେମିତି ପରୀକ୍ଷା ଦେବୁ

ରାୟଗଡ଼ା ଅଫିସ,୧୯ ।୬: ଫାଇନାଲ ସେମିଷ୍ଟର ପରୀକ୍ଷା ଜୁନ୍‌ ୨୨ରେ ହେବ ବୋଲି ସୂଚନା ଦିଆଯାଇଛି। ମାତ୍ର ୫୦ ପ୍ରତିଶତ ସିଲାବସ୍‌ ଏ ପର୍ଯ୍ୟନ୍ତ ସରିଛି। ତେଣୁ ପାଠ ନ ପଢ଼ି ପରୀକ୍ଷା କେମିତି ଦେବୁ ବୋଲି ରାୟଗଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟର…

କ୍ଷତି ସହୁଛନ୍ତି ସ୍ବୟଂ ସହାୟକ ଗୋଷ୍ଠୀ

ବ୍ରହ୍ମପୁର ଅଫିସ,୧୯ ।୬: ବ୍ରହ୍ମପୁର ମହାନଗର ନିଗମ (ବିଏମସି) ପକ୍ଷରୁ ୫୦ ଲକ୍ଷ ଟଙ୍କା ବ୍ୟୟରେ ମିନାକ୍ଷୀ ନଗରଠାରେ ମିଶନ ଶକ୍ତି ମଲ ନିର୍ମାଣ କରାଯାଇଛି। ଯେଉଁଠାର ଆଚାର ପ୍ରସ୍ତୁତ କରିବା ନିମନ୍ତେ ବିଘ୍ନେଶ୍ୱର ସ୍ବୟଂ ସହାୟକ ଗୋଷ୍ଠୀ-୨କୁ ଦାୟିତ୍ୱ ପ୍ରଦାନ…

କୃଷି କାର୍ଯ୍ୟ, ଜରୁରିକାଳୀନ ସେବା ଉପରେ ପଡ଼ୁଛି ପ୍ରଭାବ

ନବରଙ୍ଗପୁର,୧୯ ।୬(ବି.ପ୍ର.): ଗୋଟିଏ ପଟେ ବିଳମ୍ବିତ ମୌସୁମୀ ଓ ଧାନ ବିହନ ଅଭାବ। ଅନ୍ୟ ପକ୍ଷରେ ନବରଙ୍ଗପୁର ଜିଲାରେ ଡିଜେଲ ମିଳୁନାହିଁ । କୃଷି କାର୍ଯ୍ୟରେ ବ୍ୟବହୃତ ଟ୍ରାକ୍ଟର ଓ ଡିଜେଲ ଚଳିତ ଯନ୍ତ୍ରାଂଶ ପାଇଁ ଚାଷୀ ଡିଜେଲ ଖୋଜିଲେ ମିଳୁ…

କାର୍‌ରେ ଢେଙ୍କାନାଳରୁ ଲଦାଖ

ଢେଙ୍କାନାଳ ଅଫିସ, ୧୯ ।୬: କାର୍‌ରେ ଢେଙ୍କାନାଳରୁ ଲଦାଖ। ଲଦାଖରୁ ପୁଣି ଢେଙ୍କାନାଳ। ମୋଟ ୪,୭୫୦ କିଲୋମିଟରର ଯାତ୍ରା। ବରଫାବୃତ୍ତ ପାହାଡ଼, ସଂକୀର୍ଣ୍ଣ ରାସ୍ତା, ଅକ୍ସିଜେନ ସମସ୍ୟା ମଧ୍ୟରେ ପାଦେ ପାଦେ ମୃତ୍ୟୁର ଭୟ। ଏଭଳି ଏକ ଦୁଃସାହସିକ ଯାତ୍ରା କରି…

ଜବରଦଖଲ କରି ରହୁଥିବା ୨୬ ବ୍ୟକ୍ତିଙ୍କୁ ମିଳିଲା ପଟ୍ଟା

ମାଲକାନଗିରି,୧୯ ।୬ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ୫୦୦ରୁ ଊର୍ଦ୍ଧ୍ୱ ପରିବାର ଦୀର୍ଘ ବର୍ଷ ଧରି ଗ୍ରାମକଣ୍ଠ ପରମବୋକ କିସମ ଜମିରେ ଘର କରି ବସବାସ କରି ଆସୁଥିଲେ। ସେମାନଙ୍କୁ ସ୍ଥାୟୀ ପଟ୍ଟା ଦେବାକୁ ବିଭିନ୍ନ ସମୟରେ ଜିଲାପାଳ, ଦକ୍ଷିଣାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?