ଆମ ଜିଲା ଖବର

ଅନ୍ତେବାସୀ ଛାତ୍ରଙ୍କ ମୃତ୍ୟୁ, ଚିକିତ୍ସା ଅଭିଯୋଗ ଆଣିଲେ ପରିବାର ଲୋକେ

ନୀଳଗିରି,୫ା୮(ଡି.ଏନ୍‌.ଏ): ହଷ୍ଟେଲରେ ରହୁଥିବା ଆଦିବାସୀ ଛାତ୍ରଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତମ ଚିକିତ୍ସା ଯୋଗାଇବା ବଦଳରେ ଗୁରୁତର ଛାତ୍ରଙ୍କୁ ଘରକୁ ପଠାଇ ଦେଇଥିଲେ ଶିକ୍ଷକ। ଶୁକ୍ରବାର ଚିକତ୍ସା ହେଉଥିବା ବେଳେ ଆଖି ବୁଜିଛନ୍ତି। ଏଭଳି ଘଟଣା ବାଲେଶ୍ୱର ଜିଲା…

ଓଲିଟିଲା ପିକ୍‌ଅପ୍‌ ଭ୍ୟାନ୍‌, ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ

ଭବାନୀପାଟଣା,୫।୮(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ପିପଲା ଗ୍ରାମ ନିକଟରେ ଶୁକ୍ରବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ ୩୦ରୁ ଊଦ୍ଧର୍‌ବ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କୁ ଧର୍ମଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ୮ ଜଣ ଶ୍ରମିକଙ୍କ…

ଗୁଣିଗାରେଡ଼ିକୁ ନେଇ ପୋଲିସକୁ ହତ୍ୟା ଧମକ

ଗଞ୍ଜାମ,୫ା୮(ଡି.ଏନ୍‌.ଏ.): କିଛି ମାସ ତଳେ ଗଞ୍ଜାମ ଜିଲା ରମ୍ଭା ଥାନା ଅଧିନସ୍ଥ ଗଡ଼ହୁମା ଗ୍ରାମରେ ଗୁଣିଗାରେଡ଼ିକୁ ନେଇ ଦିଅର ଓ ଭାଇଜଙ୍କୁ ବାନ୍ଧି ଗ୍ରାମବାସୀ ମାଡ଼ ମାରିଥିବା ହୁମା ଫାଣ୍ଡିରେ ଅଭିଯୋଗ ହୋଇଥିଲା l ଅଭିଯୋଗ ପରେ ହୁମା ପୋଲିସ ଯାଇ…

ସ୍ବାଧୀନତା ଦିବସରେ ଆତ୍ମାହୁତି ପାଇଁ ରାଷ୍ଟ୍ରପତିଙ୍କୁ ଚିଠି

ଖୁଣ୍ଟୁଣୀ,୫।୮(ଡି.ଏନ୍‌.ଏ.): ଖୁଣ୍ଟୁଣୀର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବାକୁ ୧୯୯୪ ମସିହାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଦେଇଥିବା ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ କରିବାରେ ସରକାର ଓ ପ୍ରଶାସନ ଅବହେଳା କରିଆସୁଛନ୍ତି। ଏହାର ପ୍ରତିବାଦରେ ସ୍ବାଧୀନତା ଦିବସରେ ଡାକ୍ତରଖାନା…

ସହଜ ହେଉନି ସମ୍ପର୍କ

ବଇଣ୍ଡା,୫ା୮:ପ୍ରଶାସନ ବୁଝୁନି ପଞ୍ଚାୟତର ଗୁରୁତ୍ୱ। ସେଥିପାଇଁ ଦୂରୀଭୂତ ହେଉନି ପାଞ୍ଚଟି ଗଁାର ଦୁଃସ୍ଥିତି। ବଦଳୁନି ଶୋଚନୀୟ ସଡ଼କ ଓ ଏହା ଉପରେ ଥିବା ନାଳର ଭାଗ୍ୟ। ପରିବର୍ତ୍ତନ ଆସୁନି ଏହି ଦୁଇ ପ୍ରମୁଖ ପ୍ରତିବନ୍ଧକରେ। ଏହି କାରଣରୁ ୩ ହଜାର ଲୋକ…

ଡାକ୍ତର ଅଭାବରୁ ଚନ୍ଦାହାଣ୍ଡିରେ ଭୁଶୁଡ଼ିପଡିଛି ସ୍ବାସ୍ଥ୍ୟସେବା

ଚନ୍ଦାହାଣ୍ଡି, ୫।୮(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲାର ଶେଷମୁଣ୍ଡରେ ତଥା ଜିଲା ମୁଖ୍ୟାଳୟରୁ ୧୨୨ କିମି ଦୂରରେ ଅବସ୍ଥିତ ଚନ୍ଦାହାଣ୍ଡି ବ୍ଲକ ପ୍ରତି ଜିଲା ସ୍ବାସ୍ଥ୍ୟ ବିଭାଗର ଅବହେଳା ଚରମ ସୀମାରେ ପହଞ୍ଚତ୍ଛି। ଏଠାରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ୪ଟି ପିଏଚ୍‌ସିରେ ଆବଶ୍ୟକ ସଂଖ୍ୟକ…

ସୁବର୍ଣ୍ଣଗିରି ଉଚ୍ଚ ବିଦ୍ୟାଳୟ କାମ ନିମ୍ନମାନର ଅଭିଯୋଗ

କୋଟଗଡ, ୫/୮(ଡି.ଏନ.ଏ.):ରାଜ୍ୟ ସରକାର ବିଦ୍ୟାଳୟ ଭିତ୍ତିଭୂମି ସଜାଡିବା ସହ ପ୍ରାଥମିକ ଶିକ୍ଷାକୁ ନୂଆ ରୂପ ଦେବାକୁ ଯୋଜନା କରୁଛନ୍ତି ା ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମମାନ ହାତକୁ ନିଆଯାଇ ତାର ଭିତ୍ତିଭୂମି ସଜାଡିବା ଦିଗରେ ବହୁ ଟଙ୍କା ଖର୍ଚ୍ଚ କରାଯାଉଛି। କିନ୍ତୁ କେତେକ…

ଭିଜିଲାନ୍ସ ଜାଲରେ କନିଷ୍ଠଯନ୍ତ୍ରୀ, ଚଢ଼ାଉ ଜାରି

ଝାରସୁଗୁଡ଼ା ଅଫିସ,୫।୮: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍‌ରେ କାର୍ଯ୍ୟରତ କନିଷ୍ଠଯନ୍ତ୍ରୀ ଟିକନାଥ ଭଇଁସାଲ ଜଣେ ଭେଣ୍ଡରଙ୍କ ନିକଟରୁ ୨୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଏ ନେଇ ଭିଜିଲାନ୍ସ ଟିମ୍‌ ଏକ ମାମଲା (ନଂ.୧୫/୨୨) ରୁଜୁକରି…

ମୁଖ୍ୟ ରାସ୍ତା ସହ ସଂଯୋଗ ହୋଇପାରୁନି ବିଜୁ ସେତୁ

ନୀଳଗିରି,୫।୮(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୋଟାପ ଗ୍ରାମରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ସୋନ ନଦୀ ଉପରେ ୧୧କୋଟି ଟଙ୍କା ବ୍ୟୟରେ ନିର୍ମାଣ ସରିଥିବା ବିଜୁ ସେତୁ ୨ ବର୍ଷ ହେବ ମୁଖ୍ୟରାସ୍ତାକୁ ସଂଯୋଗ ହୋଇପାରିନି।…

ଏକ ମାସ ଜେଲରେ ରହିବା ପରେ ଜଣାଗଲା ନାବାଳକ

ବ୍ରହ୍ମପୁର ଅଫିସ,୫ା୮:ବେଆଇନ ଭାବେ ମଦ ଚାଲାଣ କରୁଥିବା ଅଭିଯୋଗରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳକାରାଗାରରେ ଏକ ମାସ ବିଚାରାଧୀନ ବନ୍ଦୀ ଭାବେ ରହିବା ପରେ ଜଣେ ଅଭିଯୁକ୍ତ ନାବାଳକ ବୋଲି ପ୍ରମାଣିତ ହୋଇଛି। କୋର୍ଟ ନିର୍ଦ୍ଦେଶ ପ୍ରକାରେ ତାଙ୍କୁ ମଣ୍ଡଳ କାରାଗାରରୁ…

ଇଞ୍ଜିନିୟରିଂ ପାଠୁଆ ହାଇଟେକ ଚାଷୀ

ସୁନ୍ଦରଗଡ଼,୫।୮(ଡି.ଏନ୍‌.ଏ.):ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ପଞ୍ଚାୟତ ସମିତି ଅନ୍ତର୍ଗତ ସାନପତ୍ରାପାଲି ରାଜସ ଗ୍ରାମର ଜଣେ ସଫଳ ଚାଷୀ ହେଉଛନ୍ତି ମହେଶ୍ୱର ନାଏକ(୩୨)। ଶ୍ରୀୟା ନାଏକ ଓ ସ୍ବର୍ଗତ ଶୁକୃ ନାଏକଙ୍କ ମଝିଆ ପୁଅ ମହେଶ୍ୱର। ପିଲାଟି ଦିନରୁ ପାଠପଢାରେ ଭାରି ଆଗ୍ରହ। ପିଲାଟି…

କେ.ଏସ. ସୁନ୍ଦରାମ ଏନ୍‌ଟିପିସି ପ୍ରକଳ୍ପର ନୂତନ ମୁଖ୍ୟ

କଣିହାଁ,୫।୮(ଡି.ଏନ.ଏ.): କଣିହାଁ ଏନ୍‌ଟିପିସି ପ୍ରକଳ୍ପର ନୂତନ ମୁଖ୍ୟ ଭାବେ କେ.ଏସ. ସୁନ୍ଦରାମ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୁନ୍ଦରାମ ୧୯୮୮ରେ ଏନ୍‌ଟିପିସିରେ ଯୋଗଦେଇ ବଦରପୁରରୁ କାର୍ଯ୍ୟନିର୍ବାହୀ ପ୍ରଶିକ୍ଷକ ଭାବେ ତାଙ୍କ କ୍ୟାରିୟର୍‌ ଆରମ୍ଭ କରିଥିଲେ। ଦୀର୍ଘ ୩୩ ବର୍ଷ ଧରି ସେ ଏନ୍‌ଟିପିସିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?