ଆମ ଜିଲା ଖବର

ଗାଁକୁ ଆସି ପଡ଼ିଲେ ଧରା: ୧୦ ମାସ ହେଲା କେଟିଏମ୍‌ ଚଢ଼ି ବୁଲୁଥିଲେ, ଧରିପକାଇଲା… 

ଦିଗପହଣ୍ଡି,୯।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁ ଛକରୁ ଗତ ୨୦୨୫ ଜୁଲାଇ ୩୧ ତାରିଖରେ ଏକ କେଟିଏମ ବାଇକ ଚୋରି ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ୧୦ ମାସ ପରେ ଗିରଫ କରିଥିବା ଜଣାପଡିଛି । ଗିରଫ…

୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ସିଜିଏସଟି ସୁପରିଟେଣ୍ଡେଣ୍ଟ, ବାନ୍ଧିଲା CBI

ବାଲେଶ୍ବର,୯।୫ ବାଞ୍ଛାନିଧି ଦେ): ଲାଞ୍ଚ ନେଉଥିବାବେଳେ କେନ୍ଦ୍ରୀୟ ଦ୍ରବ୍ୟ ଓ ସେବାକର (ସିଜିଏସଟି)ବିଭାଗର ବାଲେଶ୍ବର ଆଞ୍ଚଳିକ ଅଧୀକ୍ଷକ (ଟେକ୍ନିକାଲ ସୁପରିଟେଣ୍ଡେଣ୍ଟ) ଓମ ପ୍ରକାଶ ନାୟକଙ୍କୁ ସିବିଆଇ ଟିମ ଶୁକ୍ରବାର ସନ୍ଧ୍ୟାରେ ଗିରଫ କରିଛି । ଜଣେ ବ୍ୟବସାୟୀଙ୍କୁ ୧୬ ଲକ୍ଷ ଟଙ୍କାର…

ସୌମ୍ୟଙ୍କ ମୃତ୍ୟୁକୁ ନେଇ ସାଂଘାତିକ କଥା କହିଲେ ସାଙ୍ଗ ଓମ୍‌, ଯୁବତୀଙ୍କୁ ମାଡ଼ ମାରିଥିଲେ ହେଲେ…

ଭୁବନେଶ୍ୱର,୯।୫: GRP କନଷ୍ଟେବଲ ସୌମ୍ୟଙ୍କ ମୃତ୍ୟୁକୁ ନେଇ ସାଂଘାତିକ ଖୁଲାସ କଲେ ସାଙ୍ଗ ଓମ ପ୍ରକାଶ। ଦୁଇ ଯୁବତୀ ଆଣିଥିବା ଅଭିଯୋଗକୁ ଓମ୍‌ ଖଣ୍ଡନ କରିଛନ୍ତି। ତେବେ ସୌମ୍ୟ ଯୁବତୀଙ୍କୁ ମାଡ଼ ମାରିଥିବା ଘଟଣାକୁ ସେ ସୱୀକାର କରିଛନ୍ତି। ଅସଦାଚରଣ ଘଟଣାକୁ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର ଥାନା ସୋଗର ଗାଁର ଯୁବକ ରୁଦ୍ର ନାରାୟଣ ଦାସ ୨୦୧୮ ମସିହାରେ ଢେଙ୍କାନାଳ…

ଭୋଜି ଖାଇ ବର୍ତ୍ତିଆ ଗାଁରେ ଝାଡାବାନ୍ତି; ୮୦ରୁ ଅଧିକ ଆକ୍ରାନ୍ତ, ଗାଁରେ ଡାକ୍ତରୀ ଦଳ

ଖପ୍ରାଖୋଲ, ୯।୫(ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ବର୍ତ୍ତିଆ ଗାଁରେ ବାହା ଭୋଜି ଖାଇ ୮୦ରୁ ଅଧିକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କୁ ଚିକିତ୍ସା ପାଇଁ ପାଟଣାଗଡ ରେଫର ହୋଇଥିବା ଜଣାଯାଇଛି । ସୂଚନା ଅନୁସାରେ…

ଭାଜପା ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ହେଲେ ସୌଦାମିନୀ ଦେହୁରୀ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦେବଗଡ,୯।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଭାଜପାର ଜିଲା ମହିଳା ମୋର୍ଚ୍ଚା ସଭା ନେତ୍ରୀ ସୌଦାମିନୀ ଦେହୁରୀଙ୍କୁ ଦେବଗଡ଼ ଜିଲା ପାଇଁ ଦାୟିତ୍ୱ ମିଳିଛି। ଦାୟିତ୍ୱ ଦେଇ ଥିବାରୁ ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ତଥା ରାଜ୍ୟ ସଂଗଠନରେ ଥିବା ସମସ୍ତ ପଦାଧିକାରୀମାନଙ୍କୁ…

ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ନାଁ ଘୋଷଣା କଲା ଭାଜପା: ଭୋଳି ସାହୁଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା ଐଶ୍ୱର୍ଯ୍ୟା ବିଶ୍ୱାଳ ରାଜ୍ୟର ବିଭିନ୍ନ ସାଙ୍ଗଠନିକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ନାମ ଶୁକ୍ରବାର ଘୋଷଣା କରିଛନ୍ତି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା ମହିଳା ମୋର୍ଚ୍ଚା…

ଅବିନାଶ ନନ୍ଦଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ଯୁବ ମୋର୍ଚ୍ଚା ଜିଲା ସଭାପତିଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଏହି ତାଲିକାରେ କଳାହାଣ୍ଡି ଜିଲା ଯୁବ ମୋର୍ଚ୍ଚାର…

ହାତୀଙ୍କୁ ଠେଙ୍ଗାରେ ପିଟିବା ସହ ହାତୀପଲଙ୍କ ଭିଡିଓ କରି ସୋସିଆଲ ମିଡିଆରେ ଛାଡିବା ପଡିଲା ମହଙ୍ଗା: ବିଳମ୍ବିତ ରାତିରେ ୨ ନାବାଳକ ଗିରଫ

ପାଟଣା, ୯।୫(ବୀର କିଶୋର ଦାଶ): ଗତ ୪/୫ଦିନ ତଳେ ୪ଟି ଦନ୍ତା ହାତୀପାଟଣା ରେଞ୍ଜ ମଲ୍ଲିପଶି ବିଟରେ ଡେରା ପକାଇ ଥିବାବେଳେ ହାତୀଙ୍କୁ ଠେଙ୍ଗାରେ ପିଟିବା, ଲାଞ୍ଜ ଟାଣିବା, ଡ୍ରୋନ ସାହାଯ୍ୟରେ ହାତୀପଲଙ୍କ ଭିଡିଓ ଉତ୍ତୋଳନ କରି ସାମାଜିକ ଗଣମାଧ୍ୟମରେ ଛାଡିବା…

ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା: କାଞ୍ଚନ ବାଗଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା.ଐଶ୍ବର୍ଯ୍ୟା ବିଶାଳ ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଏହି ତାଲିକାରେ କଳାହାଣ୍ଡି ଜିଲା ଭାଜପା ମହିଳା…

ଗଞ୍ଜାମ ପୋଲିସ ପକ୍ଷରୁ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ: ଯୋଗ ଦେଲେ ବହୁ ସଂଖ୍ୟକ ଛାତ୍ରୀ

ଗଞ୍ଜାମ,୯।୫(ଅନାଥ ତରାଇ): ଗଞ୍ଜାମ ଥାନା ପକ୍ଷରୁ ପୋଲିସ ଓ ଜନସାଧାରଣ ବିଶେଷକରି କିଶୋର କିଶୋରୀଙ୍କ ମଧ୍ୟରେ ଥିବା ଦୂରତାକୁ ହ୍ରାସ କରିବା ଲକ୍ଷ୍ୟରେ ‘ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ପୋଲିସ ଏବଂ ୟୁନିସେଫ୍‌ର ମିଳିତ ସହଯୋଗରେ ଆରମ୍ଭ…

ରେଲୱେ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ଯାତ୍ରୀ ହନ୍ତସନ୍ତ: ଯଥାଶୀଘ୍ର ସମାଧାନ ପାଇଁ ଡିଆରଏମ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୯।୫(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ଼ ଷ୍ଟେଶନରେ ବିଭିନ୍ନ ସମସ୍ୟା ରହିଥିବାରୁ ଯାତ୍ରୀମାନେ ନାହିଁ ନ ଥିବାର ସମ୍ମୁଖୀନ ହେଉଛନ୍ତି।ଏହି ଷ୍ଟେଶନର ପ୍ଲାଟ ଫର୍ମ ୧,୨,୩,ଓ ୪ରେ ପାନୀୟଜଳର ଷ୍ଟାଣ୍ଡ ପୋଷ୍ଟ ଗୁଡ଼ିକ ଭଗ୍ନ ଅବସ୍ଥାରେ ପଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?