ଆମ ଜିଲା ଖବର

ରାହୁଲଙ୍କ ଉଦ୍ଧାର କାର୍ଯ୍ୟରେ ସାମିଲ ଥିଲେ ଓଡ଼ିଆ ଇଞ୍ଜିନିୟର

ପାଟଣା,୧୭ା୬(ସ୍ବ.ପ୍ର.):ଛତିଶଗଡ଼ର ଜାହାଙ୍ଗିର ଚମ୍ପା ଜିଲା ପିହରିଡ଼ ଗ୍ରାମରେ ୮୦ ଫୁଟ ଗଭୀର ବୋରୱେଲରେ ଫସି ରହିଥିବା ଦିବ୍ୟାଙ୍ଗ ବାଳକ ରାହୁଲଙ୍କ ଉଦ୍ଧାର କାର୍ଯ୍ୟରେ ସାମିଲ ଥିଲେ ଜଣେ ଓଡ଼ିଆ ଯୁବ ଇଞ୍ଜିନିୟର। ସେ ହେଲେ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅଧୀନ…

ବଳାତ୍କାର ପୀଡ଼ିତାଙ୍କ ସନ୍ଦେହଜନକ ମୃତ୍ୟୁ

କୁତ୍ରା, ୧୬।୬(ଡି.ଏନ୍‌.ଏ)-ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ନୂଆଗାଁ ଅଞ୍ଚଳରେ ବଳାତ୍କାର ଶିକାର ହୋଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ବୁଧବାର ରାତି ପ୍ରାୟ ୧୨ଟାବେଳେ ଅସୁସ୍ଥତା ଅନୁଭବ କରିବା ସହିତ ମୁହଁରୁ ଫେଣ ବାହାରୁଥିବା ନେଇ ତାଙ୍କ ବାପାଙ୍କୁ ଜଣାଇଥିଲେ।…

ପ୍ରେମିକାଙ୍କ ଘର ପଛରୁ ମିଳିଲା ପ୍ରେମିକଙ୍କ ମୃତଦେହ

ସମ୍ବଲପୁର,୧୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଖଇରମାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜୁନ ୧୯ରେ ବିବାହ ସ୍ଥିର ହୋଇଥିବା ବେଳେ ଏହାର ଦୁଇଦିନ ପୂର୍ବରୁ ଗୁରୁବାର ପ୍ରେମିକ ଅଶୋକ ସାହୁ(୩୨)ଙ୍କ ମୃତଦେହ ପ୍ରେମିକାଙ୍କ ଘର ବାରିପଟୁ ପୋଲିସ ଜବତ…

ଲୁଣରେ ଲୁଚାଇ ନେଉଥିଲେ ଗଞ୍ଜେଇ

ଚିତ୍ରକୋଣ୍ଡା,୧୬ା୬(ଡି.ଏନ୍‌.ଏ.): ଆନ୍ଧ୍ର ପ୍ରଦେଶର ଦାରାକୋଣ୍ଡା ଅଞ୍ଚଳରୁ ଛତିଶଗଡ଼ ରାୟପୁରକୁ ଏକ ଲୁଣ ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ କରାଯାଉଥିବା ବେଳେ ଧରାପଡିଛି। ବୁଧବାର ରାତିରେ ପାଟ୍ରୋଲିଂ ବେଳେ ରାଜଲକୋଣ୍ଡା ଛକଠାରେ ପୋଲିସ ଏକ ଟ୍ରକକୁ(ନଂ.ଓଡ଼ି ୦୭ ଏଲ୍‌-୯୧୭୪) ଅଟକାଇ ଯାଞ୍ଚ କରିଥିଲା।…

କୋଠରୀରୁ ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ

ଉମରକୋଟ, ୧୬।୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଭାମୀନ ପଞ୍ଚାୟତ ବାଟିବେଡା ଗ୍ରାମରେ ୨ଜଣ ପ୍ରେମୀ ଯୁଗଳଙ୍କ ମୃତଦେହ ଏକ ବନ୍ଦ କୋଠରୀରୁ ମିଳିଛି। ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ ଦେହ ମିଳିଥିବା ବେଳେ ଯୁବତୀଙ୍କ ମୃତଦେହ ଚଟାଣରେ ପଡିଥିଲା। ଉମରକୋଟ…

ସମବାୟ ନିର୍ବାଚନ: ୪ ପ୍ରାର୍ଥୀଙ୍କୁ ଜଣେ ଭୋଟର

ପଦ୍ମପୁର, ୧୬ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ବ୍ଲକରେ ଏବେ ସମବାୟ ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ବ୍ଲକର ଦହିଗାଁ ପ୍ରାଥମିକ ସେବା ସମବାୟ ସମିତିରେ ଚଳିତ ଥର ଏକ ରୋଚକ ସ୍ଥିତି ସୃଷ୍ଟି ହୋଇଛି । ଆଗାମୀ ୨୬ ତାରିଖରେ…

କୋଟିଏ ଟଙ୍କାର ଗଞ୍ଜେଇ ଛାଡି ବ୍ୟବସାୟୀ ଚମ୍ପଟ

ଆର.ଉଦୟଗିରି,୧୬।୬(ଡି.ଏନ.ଏ.): ଗଜପତି ଏସ୍‌ପି ଜୟରାମ ଶତପଥୀଙ୍କ ନିର୍ଦ୍ଦେଶ କ୍ରମେ ଅଡବା ଥାନା ଅଧିକାରୀ ଏବଂ ତାଙ୍କ ଟିମ୍‌ ରାତିରେ ପାଟ୍ରୋଲିଂ କରୁଥିବା ବେଳେ ୧୦ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛନ୍ତି। ପାଟ୍ରୋଲିଂ ଟିମ୍‌ ଝରଣପୁର ଛକ ନିକଟରେ ଏକ ଗାଡ଼ି (ନଂ.ଓଡ଼ି୦୭ପି୩୪୫୧)କୁ…

ରାସ୍ତା ବିପର୍ଯ୍ୟସ୍ତ, ୭୫ ଲକ୍ଷ ପଇଠ ପାଇଁ କମ୍ପାନୀକୁ ନୋଟିସ୍‌

କେନ୍ଦୁଝର,୧୬ା୬(ସ୍ବ.ପ୍ର.): ଲୋକଙ୍କ ସୁରକ୍ଷିତ ଯାତାୟାତ ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ତିଆରି କରାଯାଇଛି। ତେବେ ଉକ୍ତ ରାସ୍ତାରେ ଭାରିଯାନ ଚଳାଚଳ କରିବାରୁ ସଦର ବ୍ଲକ ଅନ୍ତର୍ଗତ ପଳାଶପଙ୍ଗା ପଚାୟତ ଜାମୁଡିହାଠାରୁ ବିସ୍ତାପାଳ ପର୍ଯ୍ୟନ୍ତ ପ୍ରାୟ ୧.୪୨ କୋଟି ଟଙ୍କା ବ୍ୟୟରେ ଦୀର୍ଘ…

ଚୋରି ହୋଇଗଲା ବିବାହ ପାଇଁ ରଖିଥିବା ପିତଳ, କଂସା ବାସନ

ବ୍ରହ୍ମପୁର ଅଫିସ,୧୬।୬: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅଧୀନ ରାମନଗର ତୃତୀୟ ଲାଇନରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଘରୁ ୩ ବସ୍ତା ପିତଳ ଓ କଂସା ବାସନ ଚୋରି ହୋଇଛି। ଏନେଇ ବୈଦ୍ୟନାଥପୁର ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି…

ଭୁଲ୍‌ ଇଞ୍ଜେକ୍‌ସନ ନେଲା ନାବାଳିକାଙ୍କ ଜୀବନ, ଅଭିଯୋଗ ଆଣିଲେ ପରିବାର ଲୋକେ

ଝାରସୁଗୁଡ଼ା ଅଫିସ,୧୬ା୬: ଡାକ୍ତରଙ୍କ ଭୁଲ୍‌ ଇଞ୍ଜେକସନ ଯୋଗୁ ଜଣେ ନାବାଳିକାଙ୍କ ଜୀବନ ଯାଇଛି। ଏନେଇ ଅଭିଯୋଗ ଆଣିଛନ୍ତି ମୃତ ଝିଅର ମାଆ। ଡାକ୍ତରଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରି ଥାନା ଘେରାଉ କରିଛନ୍ତି ପରିବାରବର୍ଗ ଏବଂ ଗ୍ରାମବାସୀ। ଝାରସୁଗୁଡ଼ା ଜିଲା…

ରଥଯାତ୍ରା ପ୍ରସ୍ତୁତି: ନିୟୋଜିତ ହେବେ ବରିଷ୍ଠ ପଦାଧିକାରୀ

ପୁରୀ ଅଫିସ,୧୬।୬: ଜୁଲାଇ ୧ରେ ଅନୁଷ୍ଠିତ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ରଥଯାତ୍ରା କିପରି ଶୃଙ୍ଖଳିତ ଭାବେ ହୋଇପାରିବ ସେନେଇ ଘନ ଘନ ବୈଠକ ବସୁଛି। ଟ୍ରାଫିକ ବ୍ୟବସ୍ଥା ପାଇଁ ସ୍ବତନ୍ତ୍ର ପ୍ଲାନ କରାଯିବ। ସେହିପରି…

ଆଧ୍ୟାତ୍ମିକ ସ୍ତମ୍ଭକାର ଶ୍ରୀସନ୍ନ୍ୟାସୀ ଜୀ ସମ୍ବର୍ଦ୍ଧିତ

କଟକ ଅଫିସ,୧୬ା୬: ଆଧ୍ୟାତ୍ମିକ ସ୍ତମ୍ଭକାର, ପ୍ରବକ୍ତା, ଜଗନ୍ନାଥ ସଂସ୍କୃତି ଗବେଷକ ତଥା ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ’ ସମ୍ପାଦକ ଶ୍ରୀସନ୍ନ୍ୟାସୀ ଜୀଙ୍କୁ ହାପି ଲିଭିଂ ଫାଉଣ୍ଡେଶନ ପକ୍ଷରୁ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ସମ୍ବର୍ଦ୍ଧନା ସଭାରେ ଫାଉଣ୍ଡେଶନର ଅଧ୍ୟକ୍ଷ ତଥା ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?