ଆମ ଜିଲା ଖବର

ବଖାଣିଲେ ରାହୁଲ ଉଦ୍ଧାର ଅନୁଭୂତି

ଢେଙ୍କାନାଳ ଅଫିସ, ୧୬।୬: ସେପଟେ ଜଗିଥିଲା ମୃତ୍ୟୁ। ଏପଟେ ମୃତ୍ୟୁ ପଞ୍ଝାରୁ ଜୀବନକୁ ଛଡ଼ାଇ ଆଣିବାକୁ ଚାଲିଥିଲା ସଂଘର୍ଷ। ୧୦୬ ଘଣ୍ଟାର କଷ୍ଟକର ସମୟ। ଛତିଶଗଡ଼ ସରକାର, ମାଇନିଂ ଏକ୍ସପର୍ଟ, ଏନ୍‌ଡିଆର୍‌ଏଫ୍‌, ଏସ୍‌ଡିଆର୍‌ଏଫ୍‌, ସେନା ଯବାନ, ସ୍ଥାନୀୟ ପୋଲିସଙ୍କ ସମେତ ୫୦୦ରୁ…

ସଟସର୍କିଟ ଯୋଗୁ ଜଳିଗଲା ଘର

ଗଞ୍ଜାମ,୧୫।୬(ଡି.ଏନ.ଏ.):ଗଞ୍ଜାମ ଜିଲା ରମ୍ଭା ଥାନା ପାଲଙ୍ଗ ପଞ୍ଚାୟତ ନିମୁସୁଲା ଗ୍ରାମରେ ବିଦ୍ୟୁତ ସଟସର୍କିଟ ଯୋଗୁ ବୁଧବାର ଅଗ୍ନିକାଣ୍ଡ ଘଟିଥିବା ଜଣା ପଡିଛି l ଏହି ଅଗ୍ନିକାଣ୍ଡରେ ସେହି ଗ୍ରାମର ବିନୋଦ ପ୍ରଧାନଙ୍କ ଘର ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇ ଯାଇଛି। ଅନ୍ୟ…

ପୃଥ୍ବୀ-୨ର ରାତ୍ରକାଳୀନ ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ଚାନ୍ଦିପୁରସ୍ଥିତ ଆଇଟିଆର ପରିସରରେ ବୁଧବାର ପୃଥ୍ବୀ-୨ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ ସଫଳ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କରିପାରୁଥିବା ଏହି ସ୍ବଳ୍ପ ଦୂରଗାମୀ ବାଲାଷ୍ଟିକ କ୍ଷେପଣାସ୍ତ୍ରର ପରୀକ୍ଷଣ ୩ନଂ ଲଞ୍ଚପ୍ୟାଡରୁ ହୋଇଥିଲା। ଏହାର ଲକ୍ଷ୍ୟଭେଦ କ୍ଷମତା ୨୫୦କି.ମି.…

ଗଛକୁ ପିଟିଲା ବାଇକ୍‌: ଜଣେ ମୃତ, ୨ ଆହତ

କାଶୀପୁର,୧୫।୬: ରାୟଗଡା ଜିଲା କାଶୀପୁର ଥାନା ଅଧିନ ନଳାଚୂଆଁ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହାତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଲାଜ୍ଜିଂଗଡ…

ବଜ୍ରପାତରେ ଜଣେ ମୃତ, ୩ ଆହତ

କାଶୀପୁର,୧୫।୬: ରାୟଗଡା ଜିଲା କାଶିପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ମଙ୍କଡ଼ଝୋଲା ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘଟଣାରେ ଉକ୍ତ ଗ୍ରାମର ଗୋଟିଏ ପରିବାର ୪ ଜଣ ସଦସ୍ୟ ବଜ୍ରପାତର ଶିକାର ହୋଇଛନ୍ତି। ଏଥିରେ ଜଣଙ୍କର ମୃତ୍ୟୁ…

ରଜ ପାଇଁ ବଟେଶ୍ୱର ବେଳାଭୂମିରେ ପ୍ରବଳ ଭିଡ଼

ଗଞ୍ଜାମ,୧୫।୬(ଡି.ଏନ.ଏ.)ଗଞ୍ଜାମ ଜିଲା କଣ୍ଟିଆଗଡ଼ ଗ୍ରାମ ଠାରୁ କିଛି ଦୂରରେ ପ୍ରସିଦ୍ଧ ବାବା ବଟେଶ୍ୱର ଶୈବପୀଠ ଅବସ୍ଥିତ । ଝାଉଁ ବଣ ଜଙ୍ଗଲ ମଧ୍ୟରେ ଥିବା ଏହି ମନ୍ଦିରଠୁ ଅଳ୍ପ ଦୂରରେ ବଟେଶ୍ୱର ସମୁଦ୍ର ବେଳାଭୂମି। ବୁଧବାର ଦ୍ୱିତୀୟ ରଜ ଅବସରରେ ହଜାର…

ଦାଦନ ଖଟିବାକୁ ଯାଇଥିଲେ, ଚାଲିଗଲା ମହିଳାଙ୍କ ଜୀବନ

କୋକସରା,୧୫ା୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକରେ ଦାଦନ ଶ୍ରମିକଙ୍କ ଦୁର୍ଦ୍ଦଶା ଥମିବାର ନା ଧରୁନି। କେତେବେଳେ ଦାଦନ ଶ୍ରମିକମାନେ ଦଲାଲଙ୍କ ଶୋଷଣର ଶିକାର ହେଉଛନ୍ତି ତ ଆଉ କେତେବେଳେ ସେମାନଙ୍କୁ ଠିକାଦାରଙ୍କ ନିର୍ଯାତନାର ଶିକାର ହେବାକୁ ପଡୁଛି। କୋକସରା ବ୍ଲକ କନ୍ଦାବୁଟୁରା…

ଗାଧୋଇଲା ବେଳେ ଟାଣି ନେଲା କୁମ୍ଭୀର

ପଟ୍ଟାମୁଣ୍ଡାଇ,୧୫।୬(ଡି.ଏନ୍‌.ଏ.): କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତ ରାଉଳିଆ ଗାଁରେ । ସୂଚନାଯୋଗ୍ୟ, ରାଉଳିଆ ଗାଁର ମଞ୍ଜୁଲତା ସାମଲ କଣ୍ଠିଆ ନଦୀକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା…

କୁକୁଡ଼ା ଫାର୍ମରେ ଚିଆଁ ଛାଡ଼ିବାକୁ ନେଇ ଗାଁରେ ଉତ୍ତେଜନା

ପାଟଣା,୧୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡା ପଞ୍ଚାୟତ ଅଙ୍କୁରା ଗ୍ରାମର ଝପାସାହିରେ ଏକ ମେଗା ବ୍ରୟେଲର ଫାର୍ମରେ ବୁଧବାର ସକାଳୁ ଫାର୍ମ ମାଲିକ ନିତ୍ୟାନନ୍ଦ ମାହନ୍ତ ଚିଆଁ ଛାଡିବାକୁ ନେଇ ଗାଁରେ ଉତ୍ତେଜନା ଦେଖା ଦେଇଛି। ଏହାକୁ ବିରୋଧ କରି…

ନରେନ୍ଦ୍ର ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ

ପୁରୀ ଅଫିସ, ୧୫।୬: ପୁରୀ ନରେନ୍ଦ୍ର ପୋଖରୀରେ ବୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ସ୍ମୃତିରଞ୍ଜନ ସାହୁ। ତାଙ୍କ ଘର ଯାଜପୁର ଜିଲା ବରୀ ଅଞ୍ଚଳରେ। ସେ ବରୀ କଲେଜର ଛାତ୍ର। ମଙ୍ଗଳବାର ସ୍କୃତିରଞ୍ଜନ ସ୍ନାନ…

ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

ପାଟଣା,୧୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଗୋଧିରାମପଡ଼ା ଗ୍ରାମରେରେ ଭାଲୁ ଆକ୍ରମଣରେ ବୁଧବାର ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଘନଶ୍ୟାମ ମୁଣ୍ଡା। ଗୁରତର ଅବସ୍ଥାରେ ପ୍ରଥମେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ…

ପାରାଦୀପ ବନ୍ଦରରୁ ଉଠିଲା ମାଛଧରା କଟକଣା

ପାରାଦୀପ,୧୫।୬(ସ୍ବ.ପ୍ର.): ଦୀର୍ଘ ୨ ମାସ ପରେ ପାରାଦୀପ ବନ୍ଦରରୁ ଉଠିଛି ମାଛଧରା କଟକଣା। ଫଳରେ ବୁଧବାରଠାରୁ ମତ୍ସ୍ୟଜୀବୀ ସମୁଦ୍ରକୁ ଯିବାକୁ ବାହାରିଛନ୍ତି। ଟ୍ରଲରରେ ବରଫ, ଡିଜେଲ, ପିଇବା ପାଣି ଓ ରାସନ ସାମଗ୍ରୀ ଧରି ସମୁଦ୍ର ମୁହାଁ ହୋଇଛନ୍ତି ମତ୍ସଜୀବୀ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?