ରଗଡ଼ି ଅଞ୍ଚଳରେ ମୋରମ ଲୁଟ ଅଣାୟତ୍ତ
ଯାଜପୁର ଅଫିସ/ରଗଡ଼ି (ଡି.ଏନ୍.ଏ.),୧୫ା୬: ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନରେ ମୋରମ ଚୋରି ବଢ଼ିବାରେ ଲାଗିଛି। ରାଜସ୍ବ କର୍ମଚାରୀମାନଙ୍କ ଦାୟିତ୍ୱହୀନତା ଏବଂ ଅର୍ଥ ଲୋଭ ପାଇଁ ସରକାର ବିପୁଳ ଟଙ୍କାର ରାଜସ୍ବ ହରାଉଥିଲେ ହେଁ ଏହି ଚୋରିକୁ ରୋକିବା ବ୍ୟାସନଗର ତହସିଲ…
ଜମି ନେଇ କମ୍ପାନୀ ନୀରବ
ଯାଜପୁର ଅଫିସ,୧୫ା୬: ରାଜ୍ୟ ସରକାର ଶିଳ୍ପ ସହ ନିଯୁକ୍ତିକୁ ଗୁରୁତ୍ୱ ଦେଇ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ସ୍ବତନ୍ତ୍ର ଶିଳ୍ପ ଜୋନ ଭାବେ ପରିଗଣିତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଏଥିପାଇଁ ଡାଉନ୍ଷ୍ଟ୍ରିମ୍ ଶିଳ୍ପକୁ ମଧ୍ୟ ପ୍ରାଧାନ୍ୟ ଦିଆଯାଉଛି। କିନ୍ତୁ ‘ଗୋ ସୁଇଫ୍ଟ’ ପୋର୍ଟାଲ ଜରିଆରେ…
ଯୌତୁକ ଦାବିରେ ମହିଳାଙ୍କୁ ହତ୍ୟା
ଜଗତସିଂହପୁର ଅଫିସ, ୧୫ା୬: ଜଗତ୍ସିଂହପୁର ଥାନା ଅନ୍ତର୍ଗତ ମଙ୍ଗଳପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଅଭୟଚାନ୍ଦପୁର ଥାନା ଢ଼ିଙ୍କିଆ ତ୍ରିଲୋଚନପୁର ଗ୍ରାମର ପ୍ରଦୀପ ଘଡେଇଙ୍କ ଝିଅ ସଂଯୁକ୍ତା ଓରଫ ଶ୍ରୀୟାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପ୍ରଦୀପଙ୍କ ଅଭିଯୋଗ ଆଧାରରେ…
ଜବ୍କାର୍ଡଧାରୀଙ୍କ କାମ ମେଶିନ କରୁଛି
କୁଜଙ୍ଗ,୧୫ା୬ (ଡି.ଏନ୍.ଏ.): ଗ୍ରାମାଞ୍ଚଳରେ କାମ ଧନ୍ଦା ଯୋଗାଇଦେବା ଲକ୍ଷ୍ୟରେ ଏମ୍ଜିଏନ୍ଆର୍ଇଜିଏସ୍ (ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିନ୍ତ କର୍ମନିଯୁକ୍ତି ଯୋଜନା) ପ୍ରଣୟନ କରାଯାଇଥିଲା। ମାତ୍ର କୁଜଙ୍ଗ ବ୍ଲକରେ ଏହି ଯୋଜନା ପ୍ରହସନ ପାଲଟିଛି। ଏହି ବ୍ଲକର ୨୮ ପଞ୍ଚାୟତରେ ଏମ୍ଜିଏନ୍ଆରଇଜିଏସ୍ କାମ ଚାଲିଛି। କିନ୍ତୁ…
ଭିତରକନିକାରେ ଶୁଭିଲାଣି ଦେଶୀୟ ପକ୍ଷୀଙ୍କ କାକଳି
ରାଜନଗର, ୧୫ା୬(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ ବଢିବାରେ ଲାଗିଛି। ଭିତରକନିକାର ମଠଆଡିଆ, ଭିତରକନିକାପାଟିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଦେଶୀୟ ପକ୍ଷୀ ଭିଡ ଜମାଇଲେଣି। ଦେଶୀୟ ପକ୍ଷୀଙ୍କ କାକଳିରେ ଭିତରକନିକା ଏବେ କୋଳାହଳମୟ ହୋଇ ଉଠିଛି। ଭିତରକନିକାକୁ ଜୁନ୍ରୁ ଦେଶୀୟ ପକ୍ଷୀମାନଙ୍କର…
ଚିଲିକାରୁ ୫ ଫୁଟର ମୃତ ଡଲଫିନ୍ ଜବତ
ବାଲୁଗଁା,୧୫।୬(ଡି.ଏନ୍.ଏ.): ଚିଲିକାରେ ‘ଇରାୱାଡ଼ି’ ପ୍ରଜାତିର ଡଲଫିନ୍ ଏବେ ଅସୁରକ୍ଷିତ। ଗତ କିଛି ବର୍ଷ ହେବ ବିଭିନ୍ନ କାରଣ ଯୋଗୁ ଏହି ଡଲଫିନଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବାଲୁଗଁା ବନ୍ୟପ୍ରାଣୀ ବିଭାଗ ଅଧୀନ ଚିଲିକାର କଳିଯୁଗେଶ୍ୱର ପାହାଡ଼…
ନବ ସଂକଳ୍ପ ଶିବିରରେ ବିଶୃଙ୍ଖଳା
ଜଗତ୍ସିଂହପୁର ଅଫିସ, ୧୫ା୬: ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଉଦୟପୁର ନବ ସଂକଳ୍ପ ଶିବିର ନିଷ୍ପତ୍ତି ଅନୁଯାୟୀ ପ୍ରତି ଜିଲାରେ ଦଳୀୟ କାର୍ଯ୍ୟକ୍ରମକୁ କ୍ରିୟାଶୀଳ କରିବା ଉଦ୍ୟମ ଆରମ୍ଭ ହୋଇଛି। ଏହି ଅନୁଯାୟୀ ଜଗତ୍ସିଂହପୁର ଜିଲା କଂଗ୍ରେସ କମିଟି ପକ୍ଷରୁ…
୩ ରଥର ପ୍ରଥମ ଭୂଇଁ ନିର୍ମାଣ ଶେଷ
ପୁରୀ ଅଫିସ ୧୫।୬: ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ ଚାଲିଥିବାବେଳେ ୪୪ଟି ଯୋଖା ତିନିରଥର ଚାରିପାଶର୍ବ କୋଣରେ ଫିଟିଙ୍ଗ ସମ୍ପୂର୍ଣ୍ଣ ହେବାପରେ ମଙ୍ଗଳାବାର ପ୍ରଥମ ଭୂଇଁ ନିର୍ମାଣ ସରିଛି। ପ୍ରଥମ ଭୂଇଁ ନମ୍ବରିଂ ପରେ ଖୋଲାଯାଇ ସାଇତା ଯିବ। ପରେ ୪-…
ମା’କୁ ବିଲରୁ ଡ଼ାକିବାକୁ ଯାଇ ଟଳିପଡ଼ିଲେ ପୁଅ
ଅନୁଗୋଳ ଅଫିସ,୧୪।୬: ବଜ୍ରାଘାତରେ ନାବାଳକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ବଡ଼କେରେଜାଙ୍ଗରେ। ମୃତକ ହେଲେ ବଡ଼କେରେଜାଙ୍ଗ ଗାଁର ୧୭ ବର୍ଷର ନାବାଳକ ଦୁଷ୍ମନ୍ତ ସାହୁ। ଦୁଷ୍ମନ୍ତ ବିଲରୁିରୁ ମା’କୁ ଡାକିବାକୁ ଯାଇଥିବା ସମୟରେ ବଜ୍ରପାତ ହୋଇ ସେଠାରେ…
ଦିବ୍ୟ ହାତୀବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି
ପୁରୀ ଅଫିସ, ୧୪।୬: ଆଜି ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ପରେ ଦୁର୍ଲଭ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏହି ଦେବଦୁର୍ଲଭ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଲାଗିଛି। ଆଜି ଭୋର…
ଛେରାପହଁରା କଲେ ଗଜପତି
ପୁରୀ ଅଫିସ,୧୪ା୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସେବାୟତଙ୍କ ଦ୍ୱାରା ନୀତିକାନ୍ତି ଶେଷ ପରେ ଶ୍ରୀଜୀଉ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଥିଲେ। ସ୍ନାନନୀତି ସମାପନ ପରେ ଛେରାପହଁରା କାର୍ଯ୍ୟ ଆରମ୍ଭ…
କଳାପାଟ ଜଙ୍ଗଲରୁ ଗିରଫ ହେଲେ ୪ ଶିକାରୀ
କେନ୍ଦୁଝର,୧୪।୬(ସ୍ବ.ପ୍ର): କେନ୍ଦୁଝର ଜିଲା ବନଖଣ୍ଡ ତେଲକୋଇ ବନାଞ୍ଚଳ ତାଳପଦା କଳାପାଟ ସଂରକ୍ଷିତ ଜଙ୍ଗଲରେ ବିଦ୍ୟୁତ୍ ତାର ହୁକିଂ କରି ଶିକାର କରିବା ବେଳେ ୪ ଜଣ ଶିକାରୀଙ୍କୁ ବନ ବିଭାଗ ଧରିବାରେ ସଫଳ ହୋଇଛି। ସେମାନେ ହେଲେ ଶିବନାରାୟଣପୁର ଗୋଡ଼ା ଗାଁର…

