ଆମ ଜିଲା ଖବର

ଅସୁରଗଡ଼ରେ ୨ ହଜାର ବର୍ଷ ସଭ୍ୟତାର ସନ୍ଧାନ

ବରଗଡ଼ ଅଫିସ୍‌/ବରପାଲି,୧୩ା୬: ବରଗଡ଼ ଜିଲା ବରପାଲି ବ୍ଲକ ଅସୁରଗଡ଼ ଅଞ୍ଚଳରେ ୨ହଜାର ବର୍ଷ ତଳେ ମାନବ ସଭ୍ୟତା ଗଢ଼ି ଉଠିଥିଲା। ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଇତିହାସ ବିଭାଗ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ମାଟି ଖନନ, ପ୍ରାଚୀନ ସାମଗ୍ରୀର ସନ୍ଧାନ ଏବଂ…

ପ୍ରକଳ୍ପ ପାଇଁ ସିଧା କିଣାଯିବ ଜମି

ଯାଜପୁର ଅଫିସ,୧୩ା୬: ଜମି ଅଧିଗ୍ରହଣରେ ତପତ୍ରତା ଅଭାବରୁ ରାଜ୍ୟରେ ଏକାଧିକ ନୂଆ ରେଳ ଲାଇନ ଏବଂ ସମ୍ପ୍ରସାରଣ ପ୍ରକଳ୍ପର ଅଗ୍ରଗତି ନୈରାଶ୍ୟଜନକ ରହିଛି। ସେଥିମଧ୍ୟରୁ ଯାଜପୁର, ଅନୁଗୋଳ ଏବଂ ଢେଙ୍କାନାଳ ଜିଲା ଦେଇ ନିର୍ମାଣାଧୀନ ନୂତନ ରେଳ ଲିଙ୍କ୍‌ ଅନୁଗୋଳ-ଡୁବୁରୀ-ସୁକିନ୍ଦା ପ୍ରକଳ୍ପ…

ଭାଜପାରୁ କୌଶଲ୍ୟାଗଙ୍ଗ ମଣ୍ଡଳ ସଭାପତିଙ୍କ ଇସ୍ତଫା

ପିପିଲି,୧୩ା୬(ଡି.ଏନ୍‌.ଏ.): ପୁରୀ ଜିଲା ପିପିଲି ବ୍ଲକ କୌଶଲ୍ୟାଗଙ୍ଗ ଭାଜପା ମଣ୍ଡଳ ସଭାପତି ପର୍ଶୁରାମ ମହାପାତ୍ର ପ୍ରାଥମିକ ସଦସ୍ୟ ଓ ମଣ୍ଡଳ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ରବିବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର…

ବିସ୍କୁଟ ଖାଇବା ପାଇଁ ଅଳି କରିବାରୁ ୮ ବର୍ଷର ଝିଅଙ୍କୁ ଚେଙ୍କ

ବ୍ରହ୍ମପୁର ଅଫିସ,୧୩ା୬: ବ୍ରହ୍ମପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାବତ ମା’ ନିଜ ମାନବିକତା ଭୁଲିଯାଇ ୮ବର୍ଷର ଶିଶୁକନ୍ୟାଙ୍କୁ ଅମାନବୀୟ ଦଣ୍ଡ ଦେଇଛନ୍ତି। ଶିଶୁଟିର ପିଠି, ବେକ, ଗାଲରେ ଗରମ ଚେଙ୍କ ମାରିଛନ୍ତି। ଏପରି କି ଏନେଇ କାହାକୁ ନ…

ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀଙ୍କୁ ଭେଟିଲେ କେନ୍ଦ୍ର ମନ୍ତ୍ରୀ

ଭବାନୀପାଟଣା/କେସିଙ୍ଗା,୧୨।୬(ଡି.ଏନ.ଏ.): କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ରବିବାର ୨ ଦିନିଆ କଳାହାଣ୍ଡି ଜିଲା ଗସ୍ତରେ ଆସିଛନ୍ତି। ପୂର୍ବାହ୍ନ ସାଢ଼େ ୧୧ଟାରେ ଉତ୍କେଲା ଏୟାର ଷ୍ଟ୍ରିପରେ ଅବତରଣ କରିଥିଲେ। ରାଷ୍ଟ୍ର ଅତିଥି ଭାବେ କେନ୍ଦ୍ରମନ୍ତ୍ରୀଙ୍କୁ କଳାହାଣ୍ଡି ଏମ୍‌ପି ବସନ୍ତ କୁମାର…

ବାଇକ୍‌ ଉପରେ ମାଡ଼ିଗଲା ଲୁହା ବୋଝେଇ ଟ୍ରକ୍‌

ଛତ୍ରପୁର,୧୨ା୬(ଡି.ଏନ.ଏ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଆଇଆର୍‌ଇ ଆବାସିକ କଲୋନୀ ସମ୍ମୁଖ ରାସ୍ତାରେ ରବିବାର ଲୁହା ବୋଝେଇ ଟ୍ରକ୍‌ ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି ା ସେ ହେଲେ ଛତ୍ରପୁର ବ୍ଲକ କଣମଣା ପଞ୍ଚାୟତ ଚନ୍ଦ୍ରପଦା ଗାଁର…

ମାଓବାଦୀ କ୍ୟାମ୍ପ ଠାବ, ମିଳିଲା ଗର୍ଭ ନିରୋଧକ ବଟିକା, କିଟ୍‌

ବଟିକା ଫୁଲବାଣୀ ଅଫିସ,୧୨।୬: କନ୍ଧମାଳ ଜିଲା ଗୋଚ୍ଛାପଡା ଥାନା ଅନ୍ତର୍ଗତ ସଶୀକେତା ଗ୍ରାମ ନିକଟ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବ କରାଯାଇଛି। ଜିଲା ପୋଲିସ ଏବଂ ଯବାନମାନେ କୋମ୍ବିଂ ଅପରେଶନ ଚଳାଇଥିବା ବେଳେ ଉକ୍ତ କ୍ୟାମ୍ପ ଠାବ କରିଥିଲେ। ସେଠାରୁ ବିପୁଳ…

ଗୋଟିଏ ରାତିରେ ଏକାଧିକ ଦୋକାନ, ଘରୁ ଚୋରି

ବ୍ରହ୍ମପୁର ଅଫିସ,୧୨।୬: କିଛି ଦିନର ନୀରବତା ପରେ ସହରରେ ପୁଣି ଚୋରଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଏକ ଚୋର ଗ୍ୟାଙ୍ଗ ଶନିବାର ରାତିରେ ଇଞ୍ଜିନିୟରିଂ ସ୍କୁଲ ଛକଠାରେ ଥିବା ଏକାଧିକ ଦୋକାନରୁ ଚୋରି କରି ପୋଲିସକୁ ଖୋଲା ଚାଲେଞ୍ଜ ଦେଇଛନ୍ତି। ଚୋରମାନେ…

ବାରବାଟୀ ଲଢେଇ: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା

କଟକ ଅଫିସ୍‌,୧୨।୬: ଭାରତ ଏବଂ ଦକ୍ଷିଣ ଆଫିକା ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ରବିବାର କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ…

ବାରବାଟୀ ଷ୍ଟାଡିୟମରେ ପହଞ୍ଚିଲେ ୨ ଦଳର ଖେଳାଳି

କଟକ ଅଫିସ୍‌,୧୨।୫: କଟକର ବାରବାଟୀ ଷ୍ଟାଡିୟମରେ ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ ଖେଳାଯିବ। ଏଥିପାଇଁ ଉଭୟ ଦଳର ଖେଳାଳି ମେ’ ଫେୟାର ହୋଟେଲୁ ବାହାରି ଷ୍ଟାଡିୟମରେ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଉଭୟ ଦଳର…

କେସିଙ୍ଗାରେ କେନ୍ଦ୍ରମନ୍ତ୍ରୀ

କେସିଙ୍ଗା,୧୨ା୬(ଡି.ଏନ୍‌.ଏ.): କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଅର୍ଜ୍ଜୁନ ମୁଣ୍ଡା ରବିବାର କେସିଙ୍ଗା ପରିଦର୍ଶନରେ ଆସିଛନ୍ତି। ମନ୍ତ୍ରୀ ଉତ୍‌କେଲା ଏରୋଡ୍ରମ ଫିଲ୍ଡ ପଡ଼ିଆରେ ଓହ୍ଲାଇ ଏକ କାର୍‌ରେ ପ୍ରଥମେ କେସିଙ୍ଗାସ୍ଥିତ ଆଦର୍ଶ କଲୋନୀ ପରିଦର୍ଶନରେ ଯାଇଥିଲେ। କଲୋନୀବାସୀ କଳସ ସ୍ଥାପନ କରି ସ୍ବାଗତ…

ରଶି ଲଗାଇ ଝୁଲି ପଡ଼ିଲେ ନବବଧୂ, ସ୍ବାମୀଙ୍କ ଆତ୍ମହତ୍ୟା ଉଦ୍ୟମ

ଖଇରା,୧୨ା୬(ଡି.ଏନ୍‌.ଏ.): ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ଉଗ୍ର ରୂପ ନେବାରୁ ସ୍ତ୍ରୀ ଜୀବନ ହାରିଥିବା ବେଳେ ସ୍ବାମୀ ଆତ୍ମହତ୍ୟା ଉଦ୍ୟମ କରି ଏବେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ରଇଁତରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?