ଆମ ଜିଲା ଖବର

ମାଙ୍କଡ଼ଙ୍କ ପାଇଁ ଝୁଲନ୍ତା ଚଲାପଥ

କେନ୍ଦୁଝର,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜୁଡିଆ, କାଞ୍ଜିପାଣି ଘାଟିରେ ମାଙ୍କଡ଼ମାନେ ଖାଦ୍ୟ ପାଇଁ ବୁଲୁଥିବା ବେଳେ ଅସୁରକ୍ଷିତ ଭାବେ ଗୋଟିଏ ପାର୍ଶ୍ୱ ଜଙ୍ଗଲରୁ ଅନ୍ୟ ପାର୍ଶ୍ୱକୁ ଜାତୀୟ ରାଜପଥ ୪୯ ଦେଇ ଅତିକ୍ରମ କରିଥାନ୍ତି। ବ୍ୟସ୍ତବହୁଳ ଜାତୀୟ ରାଜପଥରେ ଦୈନିକ ହଜାର ହଜାର…

ଆଉ ଏକ ଗୁଳିିବିଦ୍ଧ ଦନ୍ତା ଗୁରୁତର

ଭୁବନେଶ୍ୱର(ବ୍ୟୁରୋ)/ନରସିଂହପୁର (ସ୍ବ.ପ୍ର.)୨୯।୭: ଆଠଗଡ଼ ବନଖଣ୍ଡ ନରସିଂହପୁର ଜଙ୍ଗଲରେ ଗତ ୬ଦିନ ହେଲା ବୁଲୁଥିବା ଗୁଳିବିଦ୍ଧ ଦନ୍ତାକୁ ବନ ବିଭାଗ ଗୁରୁବାର ଠାବ କରି ଚିକିତ୍ସା ଆରମ୍ଭ କରିଛି। ନରସିଂହପୁର ପ୍ରାଣୀଧନ ଚିକିତ୍ସକ ବିଜୟ କୁମାର ସେନାପତି, ନନ୍ଦନକାନନ ଏବଂ ସାତକୋଶିଆର ବନ୍ୟପ୍ରାଣୀର…

କମ୍‌ ମାର୍କ ରଖିବାରୁ ଛାତ୍ର ନେଲେ ଚରମ ନିଷ୍ପତ୍ତି

ସମ୍ବଲପୁର,୨୮ା୭(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଡିହପଡ଼ାରେ ଏକ ଅଘଟଣ ଘଟିଛି। ଯୁକ୍ତ ଦୁଇ ପରୀକ୍ଷାରେ କମ୍‌ ମାର୍କ ରହିବାରୁ ଛାତ୍ର ରୋହନ ଗୌରାଙ୍ଗ(୧୮) ଆତ୍ମହତ୍ୟା କରିଥିବା ଜଣାପଡିଛି। ବୁର୍ଲା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ଅଧିକ…

ଏମ୍‌ଟେକ୍‌ ବାୟୋ ଟେକ୍ନୋଲୋଜିରେ ଟପ୍ପର ହେଲେ ଝାରସୁଗୁଡ଼ା ଝିଅ

ଝାରସୁଗୁଡା ଅଫିସ୍‌,୨୮।୭: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)୨୦୨୨ ଫଳ ପ୍ରକାଶ ପାଇଛି । ଏଥିରେ ଝାରସୁଗୁଡ଼ା ସହର ପୁରୁଣାବସ୍ତିର ଛାତ୍ରୀ ଶୁଭଶ୍ରୀ ହୋତା ଏମ୍‌ଟେକ୍‌ ବାୟୋ ଟେକ୍ନୋଲୋଜିରେ ଟପ୍ପର ହୋଇଛନ୍ତି। ଏହା ଜଣାପଡିବା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ…

ମାଙ୍କଡଙ୍କ ପାଇଁ ହେଲା ଝୁଲନ୍ତା ଚଲାପଥ

କେନ୍ଦୁଝର,୨୮।୭(ସ୍ବ.ପ୍ର.) : କେନ୍ଦୁଝର ଜିଲାର ଜୁଡିଆ, କାଞ୍ଜିପାଣି ଘାଟିରେ ବନ ବିଭାଗ ପକ୍ଷରୁ ମାଙ୍କଡଙ୍କ ରାସ୍ତା ପାର ହେବା ପାଇଁ ଦୁଇଟି ଝୁଲନ୍ତା ଚଲାପଥ ନିର୍ମାଣ କରାଯାଇଛି। ଏହି ଚଲାପଥ ଦ୍ୱାରା ମାଙ୍କଡମାନେ ସୁବିଧାରେ ଜାତୀୟ ରାଜପଥ ଅତିକ୍ରମ କରିପାରିବେ। ମାଙ୍କଡମାନେ…

ମନ୍ଦିର କମିଟି ଗଠନକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ମାରପିଟ୍‌

ବ୍ରହ୍ମପୁର ଅଫିସ,୨୮ା୭: ଶିବମନ୍ଦିର କମିଟି ଗଠନକୁ କେନ୍ଦ୍ରକରି ବ୍ରହ୍ମପୁର ଜଗଦଳପୁର ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଛି। ଏହି ଘଟଣାରେ ସଦର ଥାନା ପୋଲିସ ଦୁଇଟି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି। ଜଗଦଳପୁର ଗ୍ରାମର କେ.ବିନୋଦ କୁମାରଙ୍କ ଅଭିଯୋଗ…

ଡକାୟତି ବେଳେ ଗୁଳିମାଡ଼ରେ ଘର ମାଲିକଙ୍କ ପୁଅ ଗୁରୁତର

କୋକସରା,୨୮।୭(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ଥାନା କାଶିବାହଲ ଗାଁ ଚଞ୍ଚରାପଡାରେ ଏକ ଲୁଟ୍‌ ହୋଇଛି। ଗାଁରେ ରହୁଥିବା ଋଷିମଣି ପୂଝାରି (୪୫)ଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ୧୦ରୁ ୧୨ ମୁଖାପିନ୍ଧା ଦୁବୃର୍ତ୍ତ ଘର କବାଟ ଭାଙ୍ଗି ଘରେ ପଶି ପରିବାରଲୋକଙ୍କୁ…

ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ସାରସକଣା,୨୮।୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଜୋକା ପଞ୍ଚାାୟତ ଛକଠାରୁ ପ୍ରାୟ ୩୦୦ ମିଟର ଦୂର ଏକ ସ୍ବୟଂ ସହାୟକ ଗୋଷ୍ଠୀ ଘର ପଛପଟ ପଡ଼ିଆରୁ ଉଲଗ୍ନ ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହକୁ ପୋଲିସ ଗୁରୁବାର ଉଦ୍ଧାର କରିଛି। ପୁଅ ବାବଲୁ…

ନାବାଳିକା ବଳାତ୍କାରୀଙ୍କୁ ସଶ୍ରମ କାରାଦଣ୍ଡ

ଝାରସୁଗୁଡ଼ା ଅଫିସ୍‌,୨୮।୭: ନାବାଳିକାଙ୍କୁ ବଳାତ୍କାର ମାମଲାର ବିଚାର କରି ଝାରସୁଗୁଡ଼ା ଅତିରିକ୍ତ ଜିଲା ସେସନ୍‌ ଜର୍ଜ ମଦନଲାଲ ଖେଡିଆ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ଝାରସୁଗୁଡ଼ା ସରବାହାଲ ହରିଜନପଡ଼ାର ରିଙ୍କୁ ମଗର(୨୭)। କୋର୍ଟ ରାୟରେ…

୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଢେଙ୍କାନାଳ ଅଫିସ,୨୮ା୭: ଢେଙ୍କାନାଳ ସହର ରାଧାକୃଷ୍ଣ ବଜାର ଅଞ୍ଚଳରୁ ଗୁରୁବାର ସମ୍ବଲପୁର ଅବକାରୀ ଗୋଇନ୍ଦା ବିଭାଗ, ଢେଙ୍କାନାଳ ଅବକାରୀ ବିଭାଗ ସହାୟତାରେ ଚଢ଼ାଉ କରାଯାଇ ୪୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। ଘଟଣାରେ ସଂପୃକ୍ତ ଉକ୍ତ ଅଞ୍ଚଳର ରାହୁଲ ସାହୁ ଗିରଫ…

ମାଓବାଦୀଙ୍କ ଶହୀଦ ସପ୍ତାହ: ବ୍ରହ୍ମପୁରରୁ ୪ ରୁଟ୍‌ରେ ବସ୍‌ ଚଳାଚଳ ବନ୍ଦ

ବ୍ରହ୍ମପୁର ଅଫିସ,୨୮।୭: ଗୁରୁବାରଠାରୁ ଅଗଷ୍ଟ ୩ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ଶହୀଦ ସପ୍ତାହ ପାଳନ କରାଯାଉଛି। ଏହି ସମୟରେ ମାଓବାଦୀମାନେ ସରକାରୀ ଗାଡ଼ିଗୁଡ଼ିକୁ ଟାର୍ଗେଟ କରି ପୋଡି ଦେଉଥିବା ନଜିର ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ…

ବରଗଡ଼ ଜିଲାପାଳଙ୍କ ନିର୍ଦ୍ଦେଶ: ନୂଆ ବସ୍‌ଷ୍ଟାଣ୍ଡରେ ଯାତ୍ରୀଗାଡ଼ି ରଖ, ଅନ୍ୟତ୍ର ପାର୍କିଂ କଲେ କାର୍ଯ୍ୟାନୁଷ୍ଠାନ

ବରଗଡ଼ ଅଫିସ, ୨୮।୭- ବରଗଡ଼ ସହରରେ ଘରୋଇ ବସଷ୍ଟାଣ୍ଡ ବିବାଦ ତୀବ୍ର ହେବାରେ ଲାଗିଛି। ନିର୍ମାଣ କାର୍ଯ୍ୟରେ ତୃଟି ଅଭିଯୋଗ କରି ସ୍ଥାନୀୟ ଘରୋଇ ବସ ମାଲିକ ସଂଘ ସେଠାକୁ ଯାତ୍ରୀବାହୀ ବସ ନେଉ ନାହିଁ । ପୁରୁଣା ବସଷ୍ଟାଣ୍ଡରେ ପୂର୍ବଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?