ଆମ ଜିଲା ଖବର

ବେଶ ଆଗରେ ରହିବେନି ସେବାୟତ

ପୁରୀ ଅଫିସ,୧୧ା୬: ସ୍ନାନଯାତ୍ରାଠାରୁ ସୁନାବେଶ ପର୍ଯ୍ୟନ୍ତ ସମସ୍ତ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ଶୁକ୍ରବାର ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନ ଏବଂ ପରିଚାଳନା କମିଟି ଆଲୋଚନା କରିଛି। ରଥ ଉପରକୁ ମୋବାଇଲ ଫୋନ୍‌ ନେବା ବାରଣଠାରୁ ଆରମ୍ଭ କରି ହାତୀବେଶ…

କମ୍ପାନୀ ଅଧିକାରୀଙ୍କୁ ଗୋଡ଼ାଇ ପିଟିଲେ

ଝାରସୁଗୁଡ଼ା ଅଫିସ,୧୧ା୬: ଝାରସୁଗୁଡ଼ା ଜିଲା ଲଖନପୁର ତହସିଲ ଅଞ୍ଚଳରେ ଶୁକ୍ରବାର ଏକ କମ୍ପାନୀର ପ୍ରକଳ୍ପ ନିର୍ମାଣ ପାଇଁ ପ୍ରଶାସନ ପକ୍ଷରୁ ଜନଶୁଣାଣି ଆୟୋଜନ କରାଯାଇଥିଲା। ହେଲେ ସ୍ଥାନୀୟ ଲୋକେ ଏହାକୁ ବିରୋଧ କରିବା ସହ କମ୍ପାନୀ ଅଧିକାରୀଙ୍କୁ ମାଡ଼ ମାରିବାକୁ ପଛାଇ…

ବ୍ୟବସାୟୀଙ୍କ ଘରେ ଜିଏସ୍‌ଟି ଚଢ଼ାଉ

କେନ୍ଦୁଝର,୧୦ା୬(ସ୍ବ.ପ୍ର.): କେନ୍ଦୁଝରଗଡ଼ ପାୈରପାଳିକାର ପୂର୍ବତନ ଅଧ୍ୟକ୍ଷ ତଥା ବ୍ୟବସାୟୀ ସରୋଜ କୁମାର ସାହୁଙ୍କ ରିଦ୍ଧିସିଦ୍ଧି ଅଫିସ ଓ ଅନ୍ୟାନ୍ୟ ସ୍ଥାନରେ ଶୁକ୍ରବାର କେନ୍ଦ୍ରୀୟ ଜିଏସ୍‌ଟି (ଇଣ୍ଟେଲିଜେନ୍ସ) ପକ୍ଷରୁ ଚଢାଉ ଜାରି ରହିଛି। ସେ ଜଣେ ପୂର୍ବତନ ବିଧାୟକଙ୍କ ଅନୁଗତ। ପୋଲିସ ସୁରକ୍ଷା…

ମାସ୍କ ନ ଥିଲେ ଦର୍ଶକଙ୍କୁ ବାରବାଟୀ ଷ୍ଟାଡିୟମ ମନା

କଟକ ଅଫିସ, ୧୦।୬: କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଟି-୨୦ ମ୍ୟାଚ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ତେବେ ମାସ୍କ ନ ଥିଲେ ମ୍ୟାଚ…

ଶିମିଳିପାଳରୁ ହରିଣ ମାଂସ ଜବତ, ୪ ଗିରଫ

ବାରିପଦା ଅଫିସ,୧୦।୬: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କେନ୍ଦୁମୁଣ୍ଡି ରେଞ୍ଜ ଅଞ୍ଚଳରୁ ବନ କର୍ମଚାରୀ ୪ଜଣ ଶିକାରୀଙ୍କୁ ଧରିବାରେ ସଫଳ ହୋଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ବାସୁଦେବ ନାୟକ, ଚକ୍ରଧର ଗାଗରାଇ, ସୁଦର୍ଶନ ନାୟକ ଏବଂ କେରସେ…

ରଥଖଳା ଚଳଚଞ୍ଚଳ: ଉଠିଲା ଚାରି ନାହାକା

ପୁରୀ ଅଫିସ,୧୦।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଗୁରୁବାର ରଥର ଦଣ୍ଡା ଉପରେ କଣ୍ଟା ବାଡ଼ିଆ ପରେ ଗରଗରା ଓ ପୋଲଗୟଳ ପଡିଥିଲା ।…

ଦେବସ୍ନାନ ପୂର୍ଣ୍ଣିମା: ବିଗ୍ରହଙ୍କ ଆଗରେ ଛିଡାହୋଇ ରହିବେ ନାହିଁ ସେବାୟତ

ପୁରୀ ଅଫିସ, ୧୦।୬: ଆଉ ଦିନ ୩ଟା ପରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ଚଳିତବର୍ଷ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ । ଏ ନେଇ ଜିଲା, ପୋଲିସ ସହ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି…

ବେଆଇନ୍‌ ଚିକିତ୍ସାଳୟ ଚିହ୍ନଟ ପାଇଁ ନିର୍ଦ୍ଦେଶ

ଛତ୍ରପୁର,୧୦ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଅନେକ ବେଆଇନ ଚିକିତ୍ସାଳୟ ଥିବା ଜିଲା ପ୍ରଶାସନର ନଜରକୁ ଆସିଛି। କେତେକ ଚିକିତ୍ସାଳୟରେ ଭ୍ରୁଣ ନିରୂପଣ କରି ଗର୍ଭପାତ ଭଳି ଜଘନ୍ୟ କାର୍ଯ୍ୟ କରାଯାଉଥିବା ମଧ୍ୟ ଜଣାପଡ଼ିଛି। ଅନେକ ଗୁଡିଏ ଚିକିତ୍ସାଳୟ ଗୋଟିଏ ପ୍ରକାର ସେବା ନିମନ୍ତେ…

ବଦଳିବ ନନ୍ଦିଘୋଷ ରଥର ପଛ ବ୍ରେଗ ଅଖ

ପୁରୀ ଅଫିସ,୧୦।୬: ନନ୍ଦିଘୋଷ ରଥର ସାନ ଉଛଳା ତଥା ପଛ ବ୍ରେଗ ଅଖ ବଦଳିବ । ଅଖରେ ଫାଟ ଥିବା ଯୋଗୁ ଏହାକୁ ବଦଳଇବା ପାଇଁ ନିଷ୍ପତ୍ତି ନିଆଯାଇଛି। ଅଖରେ ଫାଟ ଥିବାରୁ ଓଝା ସେବକମାନେ ଗୁରୁବାର ଅଖ, ଦଣ୍ଡା, କୁଡୁକାକୁ…

ବହିଷ୍କୃତ ହେଲେ ଭିଜିଲାନ୍ସ ଇନ୍ସପେକ୍ଟର

କଟକ ଅଫିସ,୧୦।୬: ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନାଙ୍କୁ ଶୁକ୍ରବାର ଚାକିରିରୁ ବହିଷ୍କାର କରାଯାଇଛି । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ମାନସୀଙ୍କୁ ଚାକିରିରୁ ବହିଷ୍କୃତ କରିଛନ୍ତି । ଲାଞ୍ଚ ନେବା ମାମଲାରେ ଗିରଫ ହୋଇ ବର୍ତ୍ତମାନ ସେ ଜେଲରେ ଅଛନ୍ତି…

ମାମଲାରେ କୋହଳ ଦଫା ଲଗାଇବାକୁ ନେଉଥିଲେ ଲାଞ୍ଚ: ଏଏସ୍‌ଆଇଙ୍କୁ ଧରିଲା ଭିଜିଲାନ୍ସ

ଖୋର୍ଦ୍ଧା ଅଫିସ,୧୦।୬: ଏକ ମାମଲାରେ କୋହଳ ଦଫା ଲଗାଇବା ପାଇଁ ଜଣେ ମହିଳାଙ୍କଠାରୁ ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୋଲଗଡ ଥାନା ଏଏସ୍‌ଆଇ ଭଗବାନ ସ୍ବାଇଁ ଖୋର୍ଦ୍ଧା ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଭିଜିଲାନ୍ସ ଟିମ୍‌ ତାଙ୍କଠାରୁ ଲାଞ୍ଚ ଟଙ୍କା…

୧ ଲକ୍ଷ ୭୦ ହଜାର ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ଢେଙ୍କାନାଳ ଅଫିସ,୧୦।୬: ଢେଙ୍କାନାଳ ସହର ରାମେଶ୍ୱରପୁର ରେଳଧାରଣା ନିକଟରୁ ଶୁକ୍ରବାର ଟାଉନ ଥାନା ପୋଲିସ ୧୬ ଗ୍ରାମ୍‌ ୭୦୦ ମିଲିଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଥିବା ବେଳେ ତାଙ୍କଠାରୁ ନଗଦ ୪୦ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?