ଆମ ଜିଲା ଖବର

ବ୍ୟବସାୟୀଙ୍କ ଘରୁ ଡକାୟତି: ଜବତ ହେଲା ଚୋରି ୩୧ ଲକ୍ଷ ଟଙ୍କା

ଭବାନୀପାଟଣା/ଧର୍ମଗଡ଼,୯।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ସହରରେ ଗତ ୩୦ ତାରିଖ ରାତିରେ ହୋଇଥିବା ଡକାୟତି ଘଟଣାରେ କଳାହାଣ୍ଡି ପୋଲିସ ୪ଜଣଙ୍କୁ ଗିରଫ କରିଛି। ସେମାନେ ଟିଟିଲାଗଡ଼ ଅଞ୍ଚଳର ବାସୁ ପୁଟେଲ, ନେପାଳ ଆଡ଼ଜୁଆଡ଼, ଯୁଗେନ ପଟେଲ ଓ କୈଳାସ ହାତୀ। ପୋଲିସ…

ନବରଙ୍ଗପୁରରୁ କଳାହାଣ୍ଡି ଚାଲାଣ ହେଉଥିଲା ମଦ

କୋକସରା,୯।୬(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ମୈଦଳପୁରରୁ ଆମପାଣି ଘାଟି ରାସ୍ତା ଦେଇ କଳାହାଣ୍ଡି ଜିଲାକୁ ଚାଲାଣ ହେଉଥିବା ୫ ପେଟି ବିଦେଶୀ ମଦ ସହ ଏକ ବାଇକ ଜବତ ହୋଇଛି। ଏଥିସହ ଚାଲାଣ କରୁଥିବା ୨ ଅଭିଯୁକ୍ତକୁ ଅଟକ ରଖି ତଦନ୍ତ ଜାରି…

ଗାଁ ସାଥୀ ସଂଘ ପକ୍ଷରୁ ବିଡିଓଙ୍କୁ ଦାବିପତ୍ର

ସୋରଡ଼ା,୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗାଁ ସାଥୀ ସଂଘର ୪ ଦଫା ଦାବିପତ୍ର ବିଡିଓ ସୀମାଞ୍ଚଳ ମଣ୍ଡଳଙ୍କୁ ଗୁରୁବାର ପ୍ରଦାନ କରାଯାଇଛି। ସଂଘ ସଭାନେତ୍ରୀ କୁମାରୀ ତୁନି ବେହେରାଙ୍କ ସଭାପତିତ୍ୱରେ ବଡ଼କାଳୀମନ୍ଦିର ପରିସରରେ ଆୟୋଜିତ ବୈଠକରେ ଗ୍ରାମସାଥୀମାନଙ୍କ ବିକାଶ ଓ…

ମହିଳାଙ୍କ ଆକାଉଣ୍ଟରୁ ୪୦ ହଜାରରୁ ଅଧିକ ଟଙ୍କା ଗାଏବ

ସୋରଡ଼ା,୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅମୃତୁଳୁ ପଞ୍ଚାୟତ ବାଲିଘାଇ ଗ୍ରାମର ଗରିବ ଦିନମଜୁରିଆ ତଥା ଗାଁକୁ ଗାଁ ବୁଲି ମାଛ ବିକି ପେଟ ପୋଷୁଥିବା ପ୍ରତିମା ବେହେରାଙ୍କ ସୋରଡ଼ା ଶାଖା ଏସ୍‌ବିଆଇ ଆକାଉଣ୍ଟ ନଂ. (୩୦୩୩୧୧୯୫୪୯୯)ରୁ ୪୦୦୦୦ରୁ ଅଧିକ ଟଙ୍କା…

ନରସିଂହପୁରରେ ଦନ୍ତାକୁ ଗୁଳିମାଡ଼ ଘଟଣା: ହାଇକୋର୍ଟରେ ମାମଲା ରୁଜୁ

କଟକ ଅଫିସ,୯।୬: ନରସିଂହପୁରରେ ହାତୀକୁ ଗୁଳିମାଡ଼ ଘଟଣାକୁ ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି । ଆଇନରେ ଶିକାରୀଙ୍କୁ କଠୋର ଦଣ୍ଡ ଦେବାର ବ୍ୟବସ୍ଥା ନ ଥିବାରୁ ଦିନକୁ ଦିନ ହାତୀ ଶିକାର ବଢି ଚାଲିଛି । ତେଣୁ ହାତୀଙ୍କ ସୁରକ୍ଷା…

ପୁଣି ବଢ଼ିଲାଣି କରୋନା, ଘରୋଇ ହଷ୍ଟେଲର ୧୩ ଅନ୍ତେବାସୀ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୯ା୬: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଲାଣି। ଗୁରୁବାର କଟକ ବମ୍ଫକୁଦର ଏକ ଆବାସିକ ଛାତ୍ରାବାସରୁ ୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ପୁଣି କରୋନା ଚିନ୍ତା ଘାରିଛି। ହଷ୍ଟେଲର ମୋଟ୍‌ ୫୭…

ଐତିହ୍ୟକୁ ଅଣଦେଖା

ଢେଙ୍କାନାଳ ଅଫିସ, ୯।୬: ସୌଧ ଉପରେ ଶାଖାପ୍ରଶାଖା ମେଲାଇଛି ବିରାଟକାୟ ବରଗଛ। କୋଠା ଫଟାଇ ଗହୀରକୁ ମାଡ଼ିଯାଇଛି ଚେର। କେଉଁଠି ପଲସ୍ତରା ଛାଡ଼ି ଗଲାଣି ତ ଆଉ କେଉଁଠି ଇଟାକାନ୍ଥ ଫାଟି ଅଁା କରିଛି। ଲଟାବୁଦାରେ ପରିପୂର୍ଣ୍ଣ ହୋଇ ଅରଣ୍ୟର ଭ୍ରମ…

ବ୍ଲକ ପ୍ରଶାସନ ଅଜାଣତରେ ନିର୍ମାଣ ହେଉଛି କମ୍ପୋଷ୍ଟ କୁଣ୍ଡ

ନବରଙ୍ଗପୁର,୯।୬(ବି.ପ୍ର.): ସରକାରଙ୍କ ଯୋଜନା ଓ କାର୍ଯ୍ୟକ୍ରମ ଫସର ଫାଟି ଯାଉଛି। ସରକାରୀ ବାବୁଙ୍କ ଅଜାଣତରେ ହୋଇଯାଉଛି ଅନେକ କାର୍ଯ୍ୟ। ଅଭିଯୋଗ ହେଲେ ତଦନ୍ତ ନାଁରେ ଘଟଣା ଚପାଇ ଦିଆଯାଉଛି। ଏହିଭଳି ଏକ ଘଟଣା ଘଟିଛି ପଣ୍ଡିକୋଟ ପଞ୍ଚାୟତରେ। ନବରଙ୍ଗପୁର ଜିଲା ପାପଡାହାଣ୍ଡି…

‘ତମ୍ବୁ ତଳେ ରହୁଛି, ଘର ଦିଅ’

ଢେଙ୍କାନାଳ ଅଫିସ, ୯।୬: ଆବାସ ଯୋଜନାରେ ଘର ଖଣ୍ଡିଏ ପାଇଁ ପ୍ରଶାସନ ନିକଟକୁ ଧାଇଁ ଧାଇଁ ଥକି ପଡ଼ିଥିବା ଜଣେ ମହିଳା ବୁଧବାର ଢେଙ୍କାନାଳ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଠିକ୍‌ ସମୟରେ ପୋଲିସ ପହଞ୍ଚତ୍ୟିବାରୁ ଏକ ବଡ଼…

ବିଷମକଟକରେ ପ୍ରଥମ ଥର ବାୟୋଫ୍ଲକ୍‌ ମାଛଚାଷ

ବିଷମକଟକ,୯।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଛି ବାୟୋଫ୍ଲକ୍‌ ମାଛଚାଷ। ଏଥିରେ ପୋଖରୀ ବଦଳରେ ବିରାଟ ପାଣି ଟ୍ୟାଙ୍କ ମାଧ୍ୟମରେ ନୂତନ ପ୍ରଣାଳୀରେ ମାଛଚାଷ କରାଯାଉଛି। ରାଜ୍ୟ ସରକାରଙ୍କ ପକ୍ଷରୁ ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ…

ମହିଳାଙ୍କୁ ଘରୁ ଡାକି ପୋଲିସ ମାଡ଼ ମାରିଥିବା ଅଭିଯୋଗ

ଚିତ୍ରକୋଣ୍ଡା,୯।୬(ଡି.ଏନ୍‌.ଏ.): ଗଞ୍ଜେଇ ଚାଲାଣ ସୂଚନା ପାଇ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ପୋଲିସ ସୋମବାର ରାତିରେ ନୂଆଗୁଡ଼ା ପଞ୍ଚାୟତର ଆର୍‌ଏସସି ୧୩, ଆର୍‌ଏସି ୧୦, ଆର୍‌ଏସି ୧୧ ଗ୍ରାମରେ ଯାନବାହନ ଯାଞ୍ଚ ସମୟରେ ୧୫୯୬ କେଜି ୩୦୦ ଗ୍ରାମ ଗଞ୍ଜେଇ ଜବତ…

୧୦ ବର୍ଷ ହେବ ସଫା ହେଉନି ନାଳ, ଗାଁରେ ପଶୁଛି ଡ୍ରେନ୍‌ ପାଣି

ନନ୍ଦାହାଣ୍ଡି,୯।୬(ଡି.ଏନ୍‌.ଏ.): ରାସ୍ତାରେ ଭାସୁଛି ଡ୍ରେନ୍‌ ପାଣି। ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡା ପଞ୍ଚାୟତ ସଦର ଗାଁରେ ଥିବା ଡ୍ରେନ୍‌ ୧୦ ବର୍ଷ ହେବ ସଫା ହେଉନାହିଁ। ନବରଙ୍ଗପୁରଠାରୁ ଇନ୍ଦ୍ରାବତୀ ଯିବା ମୁଖ୍ୟ ରାସ୍ତା ପାଶର୍‌ବରେ ପୋଡ଼ାଲଗୁଡ଼ାରେ ଥିବା ଡ୍ରେନ୍‌ ପୋତିହୋଇଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?