ଆମ ଜିଲା ଖବର

ଅଧିକରୁ ଅଧିକ ଗଛ ଲଗାଇବାକୁ ଆହ୍ବାନ

ଅନୁଗୋଳ ଅଫିସ, ୮।୬ – ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କମ୍ପାନୀ କର୍ମଚାରୀ, ସ୍କୁଲ ଛାତ୍ରୀଛାତ୍ର ଏବଂ ପାର୍ଶ୍ୱବର୍ତ୍ତୀ ଗ୍ରାମର ଲୋକମାନେ ଅଂଶଗ୍ରହଣ କରିବା…

ବସ୍ ଯାତ୍ରୀଙ୍କୁ ବିମାନବନ୍ଦର ଭଳି ସୁବିଧା

ଅନୁଗୋଳ ଅଫିସ, ୮।୬ – ବସ୍‌ରେ ଯିବାକୁ ଥିବା ଯାତ୍ରୀ ପାଇବେ ବିମାନବନ୍ଦର ଭଳି ସୁବିଧା। ପାର୍କିଂ, ଶପିଂ, ମେଡିସିନ, ଯାହା ଚାହିଁବେ ତାହା ହାତପାହାନ୍ତାରେ ପାଇପାରିବେ। ବସ୍‌ ଟାଇମିଂ ଜାଣିବାଠାରୁ ଆରମ୍ଭ କରି ଇ-ଟିକେଟ୍‌ ଯାଏ ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା…

ଆଳୁ, ନଡ଼ିଆ ଚାଷୀଙ୍କୁ ମିଳୁନି ସବ୍‌ସିଡି ରାଶି

ରୂପସା,୮।୬(ଡି.ଏନ.ଏ.) – ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଚାଷ ପାଇଁ ଚାଷୀଙ୍କୁ ପ୍ରୋତ୍ସାହନ ଯୋଗାଇଛନ୍ତି। ଚାଷୀଙ୍କ ଆର୍ଥତ୍କ ମାନଦଣ୍ଡ ବୃଦ୍ଧି ପାଇଁ ପର୍ଯ୍ୟାପ୍ତ ସବ୍‌ସିଡ଼ି ବ୍ୟବସ୍ଥା ଥିବାରୁ ଚାଷ କାର୍ଯ୍ୟରେ ଉତ୍ସାହ ଭରିରହିଛି। ହେଲେ ବିଭାଗୀୟ ଅଧିକାରୀଙ୍କ ବେପରୁଆ…

ସହରରେ ବଢ଼ିଚାଲିଛି ଅପରାଧ

ବାଲେଶ୍ୱର ଅଫିସ, ୮।୬ – ବାଲେଶ୍ୱର ସହରରେ ଦିନକୁ ଦିନ ଅପରାଧ ବଢିବାରେ ଲାଗିଛି। ହତ୍ୟା, ଲୁଟ୍‌ତରାଜ ଭଳି ଅପରାଧ ଘଟିଚାଲିଥିଲେ ମଧ୍ୟ ପୋଲିସ ଏହାକୁ ନିୟନ୍ତ୍ରଣ କରିବାରେ ବିଫଳ ହେଇଛି। ଜିଲାରେ କାମ କରୁଥିବା ଦୁଇଟି ମୁଖ୍ୟ ଗୋଇନ୍ଦା ସଂସ୍ଥା…

ଜବରଦଖଲ ଉଚ୍ଛେଦ

ଚମ୍ପୁଆ, ୮।୬(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଭୂଇଁପୁରଠାରେ ମଙ୍ଗଳବାର ରାଜସ୍ବ ବିଭାଗ ଦ୍ୱାରା ଜବରଦଖଲ ଉଚ୍ଛେଦ କରାଯାଇଛି। ଚମ୍ପୁଆ ତହସିଲଦାର ସାଇ ସସ୍ମିତା ହୋତାଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ନାୟକ, ସୁପରଭାଇଜର ଶୁଭକାନ୍ତ କର, ଜ୍ୟୋତିପୁର…

ଜିଲାପାଳଙ୍କ ଅଫିସକୁ ଧସେଇ ପଶିଲେ ମହିଳା

ଭଦ୍ରକ ଅଫିସ, ୮।୬ – ସିଏଲଏଫର ସଭାନେତ୍ରୀ ସମ୍ପାଦିକାଙ୍କୁ ମାସିକ ଭତ୍ତା, ପୋଷାକ ବାବଦରେ ବାର୍ଷିକ ଦୁଇହଜାର ଟଙ୍କା, ପରିଚୟ ପତ୍ର ପ୍ରଦାନ ଆଦି ଦାବି ନେଇ ଭଦ୍ରକ ସହରାଞ୍ଚଳର ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା ମାନେ ମଙ୍ଗଳବାର ଜିଲାପାଳଙ୍କ ଅଫିସ…

ପାଣି ପାଇଁ ରାସ୍ତାରୋକୋ

ଉଦଳା,୮।୬ (ଡି.ଏନ.ଏ.) ପାନୀୟ ଜଳ ପାଇଁ ହୀନସ୍ତା ଭୋଗୁଥିବା ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ବଡ଼ଖମଣ ପଞ୍ଚାୟତ ଅଧୀନ ଅନନ୍ତପୁର ଗ୍ରାମବାସୀ ରାସ୍ତାରୋକୋ କରିଛନ୍ତି। ଶୁଦ୍ଧ ପାନୀୟ ଜଳ ବୁନ୍ଦାଏ ପାଇଁ ପ୍ରଶାସନ ନିକଟରେ ବାରମ୍ବାର ଗୁହାରି କରିଥିଲେ ସୁଦ୍ଧା କେହି…

ରଥଖଳା ଚଳଚଞ୍ଚଳ, ଆଜି କଣ୍ଟା ଅନୁକୂଳ

ପୁରୀ ଅଫିସ,୮।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ସ୍ନାନପୂର୍ଣ୍ଣମୀ ପୂର୍ବରୁ ରଥରେ ଚାରି ନାହାକା ଉଠାଇବାକୁ ଜୋରଦାର ପ୍ରସ୍ତୁତି ଚାଲିଛି। ମଙ୍ଗଳବାର ଅଖ…

ଶତାଧିକ ଶିଳ୍ପସଂସ୍ଥା ବନ୍ଦ

ମାନସ ବିଶ୍ୱାଳ ବାଲେଶ୍ୱର ଅଫିସ, ୮।୬ ବାଲେଶ୍ୱର ଜିଲାରେ ଥିବା ବୃହତ୍‌, ମଧ୍ୟମ ଓ କ୍ଷୁଦ୍ର ଶିଳ୍ପାନୁଷ୍ଠାନଗୁଡ଼ିକ ମଧ୍ୟରୁ ଅଧିକାଂଶ ବନ୍ଦ ହୋଇପଡ଼ିଥିବା ବେଳେ ଅବଶିଷ୍ଟ ଶିଳ୍ପ ରୁଗ୍‌ଣ ଅବସ୍ଥାରେ ଚାଲୁଛି। ଫଳରେ ଏହା ଉପରେ ନିର୍ଭର କରୁଥିବା ଶତାଧିକ ପରିବାର…

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୮।୬: ଜ୍ୟେଷ୍ଠ ଶୁକ୍ଳ ଅଷ୍ଟମୀ ତିଥିରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏ ନେଇ ଅପରାହ୍ନରେ ୪ ଘଣ୍ଟା ପାଇଁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଏହି ସ୍ବତନ୍ତ୍ର…

ପୁଣି ରାଜ୍ୟରେ ୧୫ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ବୁଧବାର ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ଶ୍ରୀକ୍ଷେତ୍ରରେ ପହଞ୍ଚିଲା ପାଟବସ୍ତ୍ର, ସୂତାଲୁଗା

ଖୋର୍ଦ୍ଧା ଅଫିସ, ୮।୬: ଜୁଲାଇ ୧ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ପକ୍ଷରୁ ଚାଲିଛି ପ୍ରସ୍ତୁତି। ରଥଖଳାରେ ରଥ ନିର୍ମାଣ କାମ ଜୋର୍‌ଦାର ଚାଲିଛି। ରଥଯାତ୍ରା ଲାଗି ମହାପ୍ରଭୁଙ୍କ ସୂତା ଓ ପାଟବସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?