ମେୟରଙ୍କୁ ଘେରିଲେ ଓ୍ବାର୍ଡବାସିନ୍ଦା
କଟକ ଅଫିସ,୮।୬: କଟକ ମହାନଗର ନିଗମ(ସିଏମ୍ସି) ଅଧୀନ ୪୬ ନମ୍ବର ଓ୍ବାର୍ଡ ମଙ୍ଗଳବାର ପରିଦର୍ଶନବେଳେ ମେୟର ସୁବାସ ସିଂଙ୍କୁ ସ୍ଥାନୀୟ ଲୋକେ ଘେରାଉ କରିଥିଲେ। ଏହି ଓ୍ବାର୍ଡରେ ଠିକ୍ ଭାବେ ଡ୍ରେନ୍ ସଫେଇ ହେଉ ନ ଥିବା ସେମାନେ ମେୟରଙ୍କୁ ଅବଗତ…
ଗହୀରମଥାରେ ଦାଆ ବେଣ୍ଟିଆ
ମହାକାଳପଡ଼ା,୭।୬ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ମୌସୁମୀ ବାୟୁ ଆଗମନ ପୂର୍ବରୁ ଦେଶୀ ଓ ବିଦେଶୀ ପକ୍ଷୀମାନଙ୍କର କୋଳାହଳ ହେଉଥିବା ଦେଖିବାକୁ ମିଳୁଛି। ପ୍ରତିବର୍ଷ ଭଳି ମୌସୁମୀ ଆଗମନ ପରେ ବିଭିନ୍ନ ପ୍ରଜାତିର…
ନିର୍ମାଣ ଅପେକ୍ଷାରେ ୯୮୮ ଅଙ୍ଗନୱାଡି କେନ୍ଦ୍ର
କେନ୍ଦ୍ରାପଡ଼ା ଅଫିସ, ୮।୬: ମହିଳା ଓ ଶିଶୁ ବିକାଶରେ ଅଙ୍ଗନୱାଡି କେନ୍ଦ୍ରର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିପାଇଁ ରାଜ୍ୟ ସରକାର ୫-ଟି ଅଧୀନରେ ମିଶନ ଶକ୍ତି ମାଧ୍ୟମରେ ଏହାର ରୂପାନ୍ତରଣ କରୁଛନ୍ତି। ଅପପୁଷ୍ଟି ରୋକିବା, ଟିକାକରଣଠାରୁ ଆରମ୍ଭ କରି ଶିଶୁଙ୍କୁ ପ୍ରାଥମିକ ଶିକ୍ଷା…
ଚାଲିଛି ୨୦ରୁ ଊର୍ଦ୍ଧ୍ୱ ବେଆଇନ ଖାଦାନ
ଯାଜପୁର ଅଫିସ/କବାଟବନ୍ଧ (ଡି.ଏନ.ଏ.), ୮।୬: ଲଘୁ ଖଣିଜ ସମ୍ପଦରେ ଭରପୁର ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ରାଜ୍ୟ ସରକାରଙ୍କ ସ୍ବଚ୍ଛତା, ପ୍ରଯୁକ୍ତି ବିଦ୍ୟା, ସମୟାନୁବର୍ତ୍ତିତା, ସମ୍ମିଳିତ ଉଦ୍ୟମ ଓ ପରିବର୍ତ୍ତନ ଭଳି ୫-ଟି ଆଇନ କାମ କରୁନାହିଁ ା ଏଥିପାଇଁ…
ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ବୁଲିଲେ କେନ୍ଦ୍ରମନ୍ତ୍ରୀ
କଟକ ଅଫିସ, ୮ା୬: କେନ୍ଦ୍ରମନ୍ତ୍ରୀ ଶାନ୍ତନୁ ଠାକୁର ମଙ୍ଗଳବାର କଟକ ଓଡ଼ିଆବଜାରସ୍ଥିତ ନେତାଜୀ ସୁଭାଷ ବୋଷ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି। ସେଠାରେ ସେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଭାଜପା କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ ଓ ଅନ୍ୟ…
ଗ୍ରାମାଞ୍ଚଳରେ ଅବାଧ ଅଶ୍ଳୀଳ ନୃତ୍ୟ
ଗୁଣପୁର,୮।୬(ଡି.ଏନ୍.ଏ.): ଅଶ୍ଲୀଳ ରେକର୍ଡ ଡ୍ୟାନ୍ସ ଉପରେ ଲଗାମ ଲାଗି ପାରୁନାହିଁ । ଯାତ୍ରା ନାମରେ ଚାଲିଛି ଅଙ୍ଗ ପ୍ରଦର୍ଶନ। ରାୟଗଡା ଜିଲା ଗୁଣପୁର ଏବଂ ରାମନାଗୁଡାର ବିଭିନ୍ନ ଗ୍ରାମାଞ୍ଚଳରେ ଏଭଳି ବେଧଡ଼କ କାରବାର ଚାଲିଛି। ବିଭିନ୍ନ ପର୍ବପର୍ବାଣି ଆଳରେ ଗଁା ଗଁାରେ…
‘ମୁଁ ବଞ୍ଚିବାକୁ ଚାହେଁ, ଏହା ମୋର ଶେଷ ଇଚ୍ଛା’
କଟକ ଅଫିସ, ୮ା୬: କେନ୍ଦ୍ରାପଡା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ପୁଣି ଏକ ଭିଡିଓ ନିଜର ୟ୍ୟୁଟୁବ୍ ଚ୍ୟାନେଲରେ ଅପ୍ଲୋଡ କରିଛନ୍ତି। କୋର୍ଟଙ୍କ ବାରଣ ସତ୍ତ୍ୱେ ସେ ଏହି ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଅନୁଭବ ଫ୍ୟାନ୍ସମାନଙ୍କୁ ନିଜେ…
ବନ୍ଦର, ପେଟ୍ରୋକେମିକାଲ୍ସ ପ୍ଲାଣ୍ଟକୁ ବିରୋଧ
ବାଲିଆପାଳ,୮।୬(ସ୍ବ.ପ୍ର.): ବାଲେଶ୍ୱର ଜିଲା ଦକ୍ଷିଣ ବାଲିଆପାଳରେ ପ୍ରସ୍ତାବିତ ବନ୍ଦର ଓ ପେଟ୍ରୋକେମିକାଲ୍ସ ପ୍ଲାଣ୍ଟ ବିରୋଧରେ ଜନଅସନ୍ତୋଷ ଦିନକୁ ଦିନ ତେଜିବାରେ ଲାଗିଛି। ଉପକୂଳ ଭିଟାମାଟି ସୁରକ୍ଷା କମିଟି ଆହ୍ବାନରେ ମଙ୍ଗଳବାର ଦକ୍ଷିଣ ବାଲିଆପାଳର ବେତାଗଡ଼ିଆ ପଞ୍ଚାୟତ ନହରା ଛକରେ ବିଶାଳ ଜନସମାବେଶ…
ଏନ୍ଜିଟି ରାୟ ବିରୋଧରେ ସୁପ୍ରିମକୋର୍ଟ ଯିବେ ରାଜ୍ୟ ସରକାର
ଯାଜପୁର ଅଫିସ,୮ା୬: ଯାଜପୁର ଜିଲା ସୁକିନ୍ଦା ବିହନ ଫାର୍ମରେ ଜଙ୍ଗଲ ଜମିକୁ ଅଣ ଜଙ୍ଗଲ ଜମିରେ ବ୍ୟବହାର ଅନୁମତି ନ ଥିବା ଦର୍ଶାଇ ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି) ପରିବେଶ କ୍ଷତିପୂରଣ ବାବଦକୁ ରାଜ୍ୟ ସରକାରଙ୍କୁ ୧କୋଟି ଟଙ୍କା ଜରିମାନା କରିଛନ୍ତି। ଏପରି…
ମତ ବଦଳାଇଲେ ସଞ୍ଜୟ
ପୁରୀ ଅଫିସ,୮ା୬: ପୁରୀ ପୋଲିସ ଏବଂ ଅବକାରୀ ବିଭାଗ ଅଧୀକ୍ଷକଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ମଙ୍ଗଳବାର ନିଜ ମତ ବଦଳାଇଛନ୍ତି। ସଞ୍ଜୟ ନିଜ ଭୁଲ ସ୍ବୀକାର କରିବା ସହ…
ମହାପ୍ରଭୁଙ୍କ ସ୍ନାନଯାତ୍ରା: ସ୍ନାନବେଦିକୁ ଯାଇପାରିବେ ଭକ୍ତ, ହେଲେ ଛୁଇଁବା ମନା
ପୁରୀ ଅଫିସ,୭।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଜୋରସୋରରେ ଚାଲିଥିବାବେଳେ ସ୍ନାନଯାତ୍ରା ପ୍ରଥମେ ଥିବାରୁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏକ ପରିଚାଳନା…
ଭୁଲିଗଲେ ସମ୍ପର୍କ: ସ୍ତ୍ରୀଙ୍କ ଅଶ୍ଳିଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ସ୍ବାମୀ
ଭୁବନେଶ୍ୱର,୭।୬(ବ୍ୟୁରୋ): ଭୁଲିଗଲେ ସମ୍ପର୍କ। ସ୍ତ୍ରୀଙ୍କ ଅଶ୍ଳୀଳ ଭିଡିିଓ ଭାଇରାଲ କରିବା ଅଭିଯୋଗରେ ବନ୍ଧା ହେଲେ ସ୍ବାମୀ। ଏଭଳି ଏକ ଘଟଣାରେ କମିଶନରେଟ ପୋଲିସର ଭୁବନେଶ୍ୱରସ୍ଥିତ ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନା ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି। ସେ ହେଲେ…

