ଆମ ଜିଲା ଖବର

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ ଫୁଟବଲ ଖେଳ ଚାଲିଥିବା ବେଳେ ହଠାତ୍‌ ବଜ୍ରପାତ ଘଟିଥିଲା। ଏଥିରେ ଖେଳ ଦେଖୁଥିବା…

ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ଉନ୍ନତି, ଶୃଙ୍ଖଳା ଉପରେ ଗୁରୁତ୍ୱ

କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରସ୍ବତୀ ଶିଶୁମନ୍ଦିର ପରିସରରେ ଶିକ୍ଷା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ମାର୍କଣ୍ଡ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ସମ୍ପାଦକ କୁଞ୍ଜ ସାହୁ, ସଂକୁଳ ସଂଯୋଜକ ପ୍ରବୀଣ ବେହେରା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ ମଧ୍ୟରେ ବୁଲିବା ସହ ମାଙ୍କଡ଼ଟି ଲୋକଙ୍କୁ ଆକ୍ରମଣ କରୁଥିବା ଅଭିଯୋଗ ହୋଇଛି। ଇତିମଧ୍ୟରେ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର ଦିବସ ପାଳନ ନେଇ ଆଲୋଚନା କରାଯାଇଥିଲା। ସାରା ଓଡ଼ିଶାରେ ଘୁମୁସର ଦିବସ ରାଜ୍ୟ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି। ପ୍ରଫୁଲ୍ଲ ପୂର୍ବରୁ ପ୍ରଦେଶ କଂଗ୍ରେସ କମିଟିର ସଦସ୍ୟ ଭାବେ କାର୍ଯ୍ୟ କରି ଆସୁଥିବା…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ ଦାବି କରିଆସୁଛନ୍ତି। ଏହି ଉପଲକ୍ଷେ ପ୍ରତିବର୍ଷ ସେପ୍ଟେମ୍ବର ୬ ତାରିଖରେ ବଲାଙ୍ଗୀରରେ ହାଇକୋର୍ଟ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ଘଟଣା ସମୟରେ ବସ୍‌ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ।…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ଚିଣ୍ଟୁ ସାହୁ ଓ ସିତୁ ସ୍ବାଇଁ। ଘଟଣା ଅନୁଯାୟୀ, ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ମୁଖ୍ୟ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର ଅନୁମୋଦନ ପରେ ସାଧାରଣ ସମ୍ପାଦକ କେସି ବେନୁଗୋପାଳ ଏହି ପିସିସି ତାଲିକାକୁ ପ୍ରକାଶ…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ନେଇ ସମ୍ବଲପୁର ଆରକ୍ଷୀ ଅଧୀକ୍ଷକ(ଏସ୍‌ପି) ମୁକେଶ କୁମାର ଭାମୁ ଗଣମାଧ୍ୟମକୁ ବିସ୍ତୃତ ସୂଚନା…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ ପରେ ଅର୍ଥାତ୍‌ ୧୫ ତାରିଖ ମଙ୍ଗଳବାର ପାହାନ୍ତିଆ ହେବା ପୂର୍ବରୁ ଏକ ଶୂନ୍‌ଶାନ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ ସନ୍ଦେହ କରି ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?