ଆମପାଣି ଘାଟିରେ ଓଲଟିଲା ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ
କୋକସରା,୭।୬(ଡି.ଏନ୍.ଏ.): ନବରଙ୍ଗପୁରରୁ କଳାହାଣ୍ଡି ଆସୁଥିବା ଏକ ସାର ବୋଝେଇ ଟ୍ରକ ସୋମବାର ରାତିରେ ଆମପାଣି ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଟ୍ରକ ତଳେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ତେଲେଙ୍ଗାନା ରାଜ୍ୟ ରାଙ୍ଗାରେଡି ଜିଲାର ନାଲ୍ଲା ଶ୍ରୀ…
ମୟୂରଭଞ୍ଜରେ ମହିଳା କାର୍ଡ
ବାରିପଦା ଅଫିସ,୭ା୬: ଇତି ମଧ୍ୟରେ ରାଜ୍ୟ ମନ୍ତ୍ରିମଣ୍ଡଳର ପରିବର୍ତ୍ତନ ହୋଇଛି। ମୟୂରଭଞ୍ଜ ଜିଲାରୁ କ୍ୟାବିନେଟ ମନ୍ତ୍ରୀ ଭାବେ ପ୍ରତିନିଧିତ୍ୱ କରୁଥିବା ସୁଦାମ ମାରାଣ୍ଡିଙ୍କୁ ବାଦ୍ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇଛନ୍ତି। ବାସନ୍ତୀଙ୍କୁ ମହିଳା…
ଭତ୍ତାକୁ ଅପେକ୍ଷା କରି ଆଖି ବୁଝିଲେ ଭ୍ରମର
ବରୀ,୭।୬(ଡି.ଏନ.ଏ.):ସରକାର ଗରୀବ ଲୋକଙ୍କ ପାଇଁ ବିଭିନ୍ନ କଲ୍ୟାଣମୂଳକ ଯୋଜନା ପ୍ରଣୟନ କରିଛନ୍ତି ା ହେଲେ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ନୀତିଯୋଗୁ ବହୁ ଗରୀବ ନୀରହି ମଣିଷ ସେହି ସୁବିଧାରୁ ବଞ୍ଚତ୍ତ ହେଉଥିବା ଅଭିଯୋଗ ହୋଇଛି ା ଏମିତି ଏକ ଘଟଣା ବରୀ…
‘ପଛୁଆବର୍ଗଙ୍କ ଅଧିକାର ଛଡ଼ାଇ ଦିଆ ନ ଯାଉ’
ଜଗତ୍ସିଂହପୁର ଅଫିସ, ୭ା୬:ପଛୁଆବର୍ଗଙ୍କ ଅଧିକାର ଛଡ଼ାଇ ନିଆ ନ ଯାଉ। ଜାତିଭିତ୍ତିକ ଜନଗଣନା କରାଯାଉ। ଯଦ୍ଦାରା ପ୍ରତ୍ୟେକ ଜାତିର ଅର୍ଥନୈତିକ, ସାମାଜିକ ଓ ଶିକ୍ଷାଗତ ଯୋଗ୍ୟତା ଠିକ ଭାବରେ ଚିହ୍ନଟ ହୋଇପାରିବ। ମହାରାଷ୍ଟ୍ର, ହରୟଆଣା ଏବଂ ଓଡ଼ିଶା ଭଳି ରାଜ୍ୟରେ ଏହି…
ଢିଙ୍କିଆ ଗାଁ ମୁଣ୍ଡରୁ ଫେରିଲେ ମେଧା ପାଟେକର
କୁଜଙ୍ଗ,୭ା୬ (ଡି.ଏନ୍.ଏ.):ଜଗତ୍ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ପ୍ରସ୍ତାବିତ ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପ ଅଞ୍ଚଳର ଢିଙ୍କିଆ ଗ୍ରାମକୁ ସୋମବାର ନର୍ମଦା ବଞ୍ଚାଅ ଆନ୍ଦୋଳନର ନେତ୍ରୀ ମେଧା ପାଟେକର ଆସିଥିଲେ। ଏହି ସମୟରେ ପ୍ରକଳ୍ପ ସପକ୍ଷବାଦୀଙ୍କ ବିରୋଧ ଯୋଗୁ ସେ ଗଁା ମୁଣ୍ଡରୁ ଫେରିଯିବାକୁ…
ଶ୍ରଦ୍ଧାଳୁଙ୍କ ସୁରକ୍ଷା ଉପରେ ଗୁରୁତ୍ୱ
ପୁରୀ ଅଫିସ,୭ା୬:ଦେବସ୍ନାନ ପୂର୍ଣ୍ଣିମାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ସୋମବାର ପୁରୀ ସର୍କିଟ ହାଉସ୍ରେ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବାକୁ ଥିବାରୁ ବ୍ୟାପକ ପ୍ରସ୍ତୁତି ନେଇ…
ଦୋଷ ଢାଙ୍କିଲେ ଅବକାରୀ ଅଧୀକ୍ଷକ
ପୁରୀ ଅଫିସ,୭ା୬:ପୁରୀ ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାଡ୍ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଉଭୟ ପୁରୀ ପୋଲିସ ଓ ଜିଲା ଅବକାରୀ ଅଧୀକ୍ଷକଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିବା ପରେ ଏହି ଦୁଇ ବିଭାଗର ଭୂମିକା ସନ୍ଦେହ ଘେରକୁ ଆସିଛି।…
ଅଗ୍ନି-୪ର ରାତ୍ରକାଳୀନ ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ, ୬ା୬: ଆଣବିକ ଶକ୍ତିସମ୍ପନ୍ନ ଅଗ୍ନି-୪ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ କରାଯାଇଛି। ଏହି ପରୀକ୍ଷଣ ସଫଳ ହୋଇଥିବା ନେଇ ଡିଆରଡିଓ(ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ) ପକ୍ଷରୁ କୁହାଯାଇଛି। ସୋମବାର ସନ୍ଧ୍ୟା ୭ଟା ୨୫ ମିନିଟ୍ରେ ଭଦ୍ରକ ଅବଦୁଲ କଲାମ…
ସ୍ତ୍ରୀଙ୍କୁ ଫେରିପାଇଲେ ସ୍ବାମୀ
ଧାମନଗର,୬।୬(ସ୍ବ.ପ୍ର.):ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅଞ୍ଚଳର ଜଣେ ମହିଳା ପରୀକ୍ଷା ଦେବାକୁ ଯାଇ ଗତମାସ ୩୦ ତାରିଖରୁ ନିଖୋଜ ଥିଲେ। ଏପଟେ ସ୍ତ୍ରୀଙ୍କୁ ଝୁରି ଝୁରି କାନ୍ଦୁଥିଲେ ସ୍ବାମୀ। ସୋମବାର ବାଲେଶ୍ୱର ଜିଲା ସାହାଡ଼ା ଅଣ୍ଡରାଇ ଅଞ୍ଚଳରୁ ତାଙ୍କ…
ଅନ୍ୟ ଜାତିରେ ବିବାହ କରିବାରୁ ବାସନ୍ଦ : ନ୍ୟାୟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ପରିବାର
ଛତ୍ରପୁର,୬ା୬(ଡି.ଏନ୍.ଏ.): ପୋଲସରା ଥାନା ଅନ୍ତର୍ଗତ କଳମ୍ବ ଗାଁରେ ଜଣେ ଯୁବକ ଅନ୍ୟ ଜାତିରେ ବିବାହ କରିବାରୁ ତାଙ୍କ ପରିବାରକୁ ସାମାଜିକ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି । ନ୍ୟାୟ ପାଇଁ ସମ୍ପୃକ୍ତ ପରିବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। କଳମ୍ବ ଗାଁର ଅରୁଣ…
୨୦ ମେଣ୍ଢାକୁ ମାରି ଖାଇଲେ କୁକୁରପଲ
କୋକସରା,୬ା୬,(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରିଗୁଡା ଗ୍ରାମରେ ସୋମବାର କୁକୁରପଲ ଆକ୍ରମଣରେ ୨୦ ମେଣ୍ଢା ମୃତ୍ୟୁ ଘଟିଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ସୋମବାର ସକାଳେ ଗମ୍ଭାରିଗୁଡା ଗ୍ରାମର ମେଣ୍ଢା ଚରାଳି ସୋମେଶ୍ୱର ଶବର ପ୍ରତିଦିନ ଭଳି ନିଜ ମେଣ୍ଢା…
କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ
ଖୋର୍ଦ୍ଧା ଅଫିସ,୬।୬: ପୂର୍ବତଟ ରେଳବାଇ କାଳୁପଡ଼ାଘାଟ ରେଳ ଷ୍ଟେଶନର ୪ ନମ୍ବର ଟ୍ରାକରେ ଅଟକି ରହିଥିବା ଏକ କୋଇଲା ବୋଝେଇ ମାଲଗାଡିରେ ଅଗ୍ନିକାଣ୍ଡ ଘଟିଛି। ଟ୍ରେନ୍ର ଗୋଟିଏ ବଗିରେ ନିଆଁ ଲାଗି ଯାଇଥିଲା। ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ କୋଇଲା ବଗିରେ ନିଆଁ…

