ଆମ ଜିଲା ଖବର

ଦୁର୍ଘଟଣାରେ ଜଣେ ମୃତ, ୪ ଘଣ୍ଟା ରାସ୍ତା ଅବରୋଧ

ଅନୁଗୋଳ ଅଫିସ,୬।୬ ଅନୁଗୋଳ ଜିଲା ମହୀଧରପୁର ଫାଣ୍ଡି ଫୁଲପଡା ପାୱାର ଗ୍ରୀଡ୍‌ କମାର ସାହି ନିକଟରେ ରବିବାର ସକାଳେ ଏକ ପରିବା ବୋଝେଇ ଟାଟା ଏସିଇ ଓ ବାଇକ୍‌ ମଧ୍ୟରେ ଧକ୍କା ଲାଗିବାରୁ ଜଣଙ୍କର ମୃତ୍ୟୁ ହୋଇଛି। ୨ ଜଣ ଆହତ…

ନାଚ,ଗୀତରେ ଝୁମିଲେ ବରଯାତ୍ରୀ

ବାହାନଗା,୬।୬(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଜି ପଞ୍ଚାୟତର ଖରିଦା ଓ ଖନ୍ତାପଡ଼ା ପଞ୍ଚାୟତର ଚିତାପଦା ଗ୍ରାମରେ ଦେବଦମ୍ପତିଙ୍କ ବିବାହ ଉତ୍ସବ ଶେଷ ହୋଇଛି। ଚିତାପଦା ଗ୍ରାମସ୍ଥିତ ବାବା ଚିତ୍ରେଶ୍ୱରଙ୍କ ବିବାହ ନିମନ୍ତେ ମନ୍ଦିର ପରିସରରୁ ବରଯାତ୍ରୀ ଶୋଭାଯାତ୍ରାରେ ବାହାରି ଖନ୍ତାପଡ଼ା…

ବିମୋହିତ କରୁଛି ‘କୁରୁସି’

କେନ୍ଦୁଝର, ୬।୬ କେନ୍ଦୁଝର ବଣ ପାହାଡ଼ରେ ବିଭିନ୍ନ ଜାତିର ଓ ରଙ୍ଗର ଫୁଲ ବିଭିନ୍ନ ଋତୁରେ ଶୋଭାବର୍ଦ୍ଧନ କରିଥାଏ। ସେଥିମଧ୍ୟରୁ କୁରୁସି ବା କୁରେଇ ଫୁଲ ଅନ୍ୟତମ। ବିଶେଷ କରି ଏହି ଋତୁରେ ଧଳା ରଙ୍ଗର ଏହି ଫୁଲ ସମସ୍ତଙ୍କୁ ବିମୋହିତ…

ହଟୁନି ଅଚଳାବସ୍ଥା, ଖାଦ୍ୟରୁ ବଞ୍ଚିତ ପିଲା

ଖଇରା,୬।୬(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ବର୍ତ୍ତନା ଗ୍ରାମ ପଞ୍ଚାୟତ ଅଧୀନ ପଦୁନା ଅଙ୍ଗନୱାଡି କେନ୍ଦ୍ରରେ କର୍ମୀ ଓ ଲୋକପ୍ରତିନିଧିଙ୍କ ମଧ୍ୟରେ ସମନ୍ବୟ ଅଭାବରୁ ୨୦୧୪ରୁ ଲାଗି ରହିଥିବା ଅଚଳାବସ୍ଥା ଜିଲାପାଳଙ୍କ ହସ୍ତକ୍ଷେପ ପରେ ମଧ୍ୟ ହଟିପାରୁନି। ଯାହାର ପରିଣାମ କେନ୍ଦ୍ରରେ…

ସନ୍ଦେହରେ ପୋଲିସ ଭୂମିକା

ଯାଜପୁର ଅଫିସ,୬ା୬: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଅନ୍ଧାରି ପଞ୍ଚାୟତର ରଗଡ଼ିଠାରୁ କୋରେଇଗଡ଼ିଆ ରାସ୍ତା କାର୍ଯ୍ୟରେ ମେଶିନ ଲଗାଯାଇ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଏହି ମର୍ମରେ…

ସବୁ ଅଟୋ ପଛରେ ଲାଗିବ ଦର ସାରଣୀ

ପୁରୀ ଅଫିସ,୬।୬: ଅଟୋରେ ଲାଗିବ ଦର ତାଲିକା। ଅଟୋ ଚାଳକମାନେ ମନମୁତାବକ ଦର ନେଇପାରିବେ ନାହିଁ। ଗୋଟିଏ ସ୍ଥାନରୁ ଅନ୍ୟ ଏକ ସ୍ଥାନକୁ ଭିନ୍ନ ଭିନ୍ନ ଅଟୋ ଚାଳକ ଭିନ୍ନ ଭିନ୍ନ ଦର ନେଉଥିବା ବେଳେ ଯାତ୍ରୀମାନେ ଶୋଷଣର ଶିକାର ହେଉଥିଲେ।…

ସହର, ଉପାନ୍ତ ଅଞ୍ଚଳରେ ବଢୁଛି ଅପରାଧ

କେନ୍ଦ୍ରାପଡ଼ା ଅଫିସ,୬ା୬: କେନ୍ଦ୍ରାପଡ଼ା ଜିଲା ଦୀର୍ଘ ଦୁଇ ଦଶନ୍ଧି ଧରି ଅପରାଧ ପ୍ରବଣ ହେବାରେ ଲାଗିଛି। ଏହି ସମୟ ଅବଧିରେ ଜିଲାକୁ ବାଂଲାଦେଶୀ ଅନୁପ୍ରବେଶ ଉତ୍କଟରୂପ ଧାରଣ କରିଥିବା ବେଳେ ସହର ଓ ଉପାନ୍ତ ଅଞ୍ଚଳ ଅପରାଧୀଙ୍କ ଚରାଭୂଇଁ ପାଲଟିଛି। କ୍ରମାଗତ…

ପନ୍ଦରମାଇଲି ଗାଁକୁ ସୁରକ୍ଷା ଦେଉଛି ହେନ୍ତାଳବଣ

ମହାକାଳପଡ଼ା,୬ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବିଶାଳ ହେନ୍ତାଳ ଜଙ୍ଗଲ ବିପର୍ଯ୍ୟୟର ସୁରକ୍ଷା ପାଚେରୀ ଭାବେ ଛିଡ଼ା ହୋଇଛି। ଏହାର ସୁରକ୍ଷା ଜରୁରୀ ହୋଇପଡ଼ିଛି। ରବିବାର ବିଶ୍ୱ ପରିବେଶ ଦିବସ ଅବସରରେ ପରିବେଶବିତ୍‌ ସମରେନ୍ଦ୍ର ମାହାଳିଙ୍କ ଦ୍ୱାରା ବ୍ଲକର…

ଶ୍ରମିକ ବଦଳରେ ମେଶିନ କରୁଛି କାମ

ଆଳି,୬ା୬(ଡି.ଏନ.ଏ.): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌) ମାଧ୍ୟମରେ ଜବ୍‌କାର୍ଡଧାରୀ ଶ୍ରମିକମାନଙ୍କୁ ୧୦୦ ଦିନର କାମ ଯୋଗାଇ ଦେବାକୁ ସରକାର ଘୋଷଣା କରିଛନ୍ତି। ସେମାନେ ଯେପରି ଅନ୍ୟ ରାଜ୍ୟକୁ ଶ୍ରମିକ ଭାବେ କାର୍ଯ୍ୟ କରିବାକୁ ଯିବେ ନାହିଁ…

ବାଉଁଶ ଖୁଣ୍ଟ ଭରସାରେ ବିଦ୍ୟୁତ୍‌ ତାର

ପଟ୍ଟାମୁଣ୍ଡାଇ,୬ା୬(ସ୍ବ.ପ୍ର.): ବିଦ୍ୟୁତ୍‌ ପରିଚାଳନା ଦାୟିତ୍ୱ ଟାଟା କମ୍ପାନୀକୁ ଦିଆଯିବା ପରେ ପୂର୍ବ ଅବସ୍ଥାରେ ସୁଧାର ଆସିବ ବୋଲି ଆଶା କରାଯାଉଥିଲା। ଏନ୍‌ଜେନ୍‌ ହାତରୁ ଦାୟିତ୍ୱ କାଢ଼ି ରାଜ୍ୟ ସରକାର ଟାଟା କମ୍ପାନୀକୁ ଦାୟିତ୍ୱ ଦେବା ପରେ ପରିସ୍ଥିତି ସୁଧୁରିବା ବଦଳରେ ଅଧିକ…

ସିଆରସିସି ନିଯୁକ୍ତିରେ ବିଳମ୍ବ: ପିଲାଙ୍କ ପାଠପଢ଼ା ଦିଗହରା

ନାଉଗାଁ,୬ା୬(ସ୍ବ.ପ୍ର): ବ୍ଲକ ଗୁଡ଼ିକରେ ଥିବା ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଓ ଶିକ୍ଷାଦାନ ଆଦିକୁ ସୁଚାରୁ ରୂପେ ସମ୍ପାଦନ କରିବା ପାଇଁ ବିଭନ୍ନ କ୍ଲଷ୍ଟରରେ ବିଭକ୍ତ କରାଯାଇ ସିଆର୍‌ସିସିମାନଙ୍କୁ ନିଯୁକ୍ତି କରାଯାଇଛି। ନାଉଗାଁ ବ୍ଲକରେ ୨୦୨୧ରୁ ୫…

ଶିକ୍ଷକତା ଜାଲିଆତି ଅଣାୟତ୍ତ

ଯାଜପୁର ଅଫିସ,୬ା୬: ଜାତିଗତ ଏବଂ ଶିକ୍ଷାଗତ ପ୍ରମାଣପତ୍ରକୁ ଜାଲିଆତି କରି ସରକାରଙ୍କ ବିଭିନ୍ନ ସୁବିଧାସୁଯୋଗ ହାସଲ କରିବା ଏବେ ସାଧାରଣ ବିଷୟ ହୋଇଛି। ବିଶେଷକରି ଶିକ୍ଷା ବିଭାଗରେ ଏହି ଜାଲିଆତି ଅଣାୟତ୍ତ ହୋଇଛି। ନକଲି ଶିକ୍ଷକଙ୍କୁ ଠାବ କରି ସେମାନଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?