ଆମ ଜିଲା ଖବର

ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟକୁ ଛାଡ଼ିଲେନି ଅଭିଭାବକ

ଅନୁଗୋଳ ଅଫିସ,୫।୬: ଅନୁଗୋଳ ବ୍ଲକ ବାରସିଂହା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକମାତ୍ର ଗଣିତ ଶିକ୍ଷକଙ୍କ ବଦଳି ଘଟଣା ଧୀରେ ଧୀରେ ଅଧିକ ଜଟିଳ ରୂପ ନେଉଛି। ଶୁକ୍ରବାର ବଦଳି ବାତିଲ ଦାବିରେ ଗ୍ରାମବାସୀ ଓ ଛାତ୍ରୀଛାତ୍ର ବିଦ୍ୟାଳୟ ମୁଖ୍ୟ ଫାଟକରେ…

ରଥଖଳା ଚଳଚଞ୍ଚଳ, କାମରେ ଲାଗିପଡ଼ିଛନ୍ତି ମହାରଣା ସେବାୟତ

ପୁରୀ ଅଫିସ,୫।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ରଥ ଦଣ୍ଡାର ଫ୍ରେମ ପ୍ରସ୍ତୁତି ସରିଛି । ଶନିବାର ଦଣ୍ଡାରେ ଆଗ-ପଛ ମୁହାଁଟି ଲାଗିଥିଲା…

ବେଧଡ଼କ ଚାଲିଛି ଚୋରା ମଦ ବ୍ୟବସାୟ

ଦିଗପହଣ୍ଡି,୫।୬(ଡି.ଏନ.ଏ.): ଦିଗପହଣ୍ଡି ଥାନା ଇଲାକାର ମଧ୍ୟସ୍ଥଳ ଡେଙ୍ଗାଓସ୍ତା – ସିଙ୍ଗପୁର ଛକ ଚୋରା ମଦ ବ୍ୟବସାୟୀଙ୍କ ଅମରାବତୀ ପାଲଟିଛି। ଚୋରା ବିଦେଶୀ ମଦ କାରବାରର ମୁଖ୍ୟ ବ୍ୟକ୍ତି ଜଣକ ଏହି ଅଞ୍ଚଳ ପାଇଁ ଦେଶୀ ମଦ ବିକ୍ରି ପାଇଁ ଲାଇସେନ୍ସ ହାସଲ…

ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟ

ବଅଁରପାଳ,୫।୬(ଡି.ଏନ.ଏ.)- ବଅଁରପାଳ ବ୍ଲକ କୁଲାଡ଼ ଆଞ୍ଚଳିକ କଲେଜକୁ ଯାଇଥିବା ରାସ୍ତା ପାର୍ଶ୍ୱରେ ଏକ ବିଦ୍ୟୁତ୍‌ ଖୁଣ୍ଟ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଖୁଣ୍ଟଟି ବଙ୍କ ହୋଇଯାଇଥିବାବେଳେ ଏକ ଲୁହା ତାର ସହାୟତାରେ ତାହାକୁ ନିକଟସ୍ଥ ଶୁଖିଲା ଗଛରେ ବନ୍ଧାଯାଇଛି। ଉକ୍ତ ଖୁଣ୍ଟଟି ଢଳି…

ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ଅଭିଯୋଗ

ଅନୁଗୋଳ ଅଫିସ,୫।୬: ୨ ଲକ୍ଷ ଟଙ୍କା ଅଧିକ ଯୌତୁକ ପାଇଁ ଜଣେ ୮ ମାସର ଗର୍ଭବତୀଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ଶନିବାର ଅନୁଗୋଳ ସଦର ଥାନାରେ ଅଭିଯୋଗ ହୋଇଛି। ମୃତ ମହିଳା ହେଲେ ଅନୁଗୋଳ ବ୍ଲକ ବେନ୍ତପୁର ଗ୍ରାମର ଚିତ୍ତରଞ୍ଜନ…

ଆକାଉଣ୍ଟରୁ ୯୨ ହଜାର ଟଙ୍କା ଗାଏବ

ଅନୁଗୋଳ ଅଫିସ,୫।୬- ଅନୁଗୋଳ ଜିଲାରେ ସାଇବର ଠକେଇ ବଢ଼ିବାରେ ଲାଗିଛି। ଜଣଙ୍କ ପରେ ଜଣେ ବ୍ୟକ୍ତି ଠକେଇର ଶିକାର ହେଉଥିଲେ ମଧ୍ୟ ସଚେତନତା ଅଭାବରୁ ଏହି ଘଟଣା ବୃଦ୍ଧି ପାଉଛି। ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ କେଉଁଠି ଉପଲବ୍ଧ ହେଉଛି ଓ…

ଆମ୍ବପୁଆରେ ସବୁ ବର୍ଗଙ୍କ ନିମନ୍ତେ ବାସଗୃହ

ବ୍ରହ୍ମପୁର ଅଫିସ,୫।୬: ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଶନିବାର ବିଡିଏ ସମ୍ମିଳନୀ କକ୍ଷରେ ୪୪ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଡିଏ ଉପାଧ୍ୟକ୍ଷ ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ଅଧ୍ୟକ୍ଷତା କରିଥିଲେ। ବୈଠକରେ ବ୍ରହ୍ମପୁର, ଗୋପାଳପୁର ଓ ଛତ୍ରପୁରଠାରେ ହେବାକୁ ଥିବା…

ପରିତ୍ୟକ୍ତ ଖଣି ଅଞ୍ଚଳରେ ଖେଳିବ ସବୁଜିମା

ଅନୁଗୋଳ ଅଫିସ, ୫।୬: ଖଣିଜ ଖନନ ପରେ ପରିତ୍ୟକ୍ତ ହୋଇପଡ଼ୁଥିବା ଅନୁଗୋଳର ଖଣି ଅଞ୍ଚଳରେ ଖେଳିବ ସବୁଜିମା। ଦୁର୍ଘଟଣା ଆଶଙ୍କାରେ ସେଠାକୁ ଯାଉ ନ ଥିବା ଲୋକଙ୍କ ପାଇଁ ଆକର୍ଷଣୀୟ ସାଜିବ ଉକ୍ତ ସବୁଜ ପରିବେଶ। ଜିଲାରେ ନିଶ୍ଚିହ୍ନ ହୋଇଯାଉଥିବା ଜଳଉତ୍ସଗୁଡ଼ିକର…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ଆବର୍ଜନାରେ ଭର୍ତ୍ତି

ଫୁଲବାଣୀ ଅଫିସ,୫।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଫୁଲବାଣୀ ସହର ଦିନକୁ ଦିନ ଅସ୍ବଚ୍ଛ ହେବାରେ ଲାଗିଛି ା ସହରର ଅନେକ ସ୍ଥାନ ଅଳିଆ ଆବର୍ଜନାରେ ଭର୍ତ୍ତି ହୋଇ ରହିଛି। ବ୍ଲକ ଓ ତହସିଲ କାର୍ଯ୍ୟାଳୟ ସମ୍ମୁଖକୁ ଦେଖିଲେ କେହି ବିଶ୍ୱାସ କରିପାରିବ ନାହିଁ।…

ନୋ-ପାର୍କିଂରୁ ଗାଡ଼ି ଉଠାଇଲା ପୋଲିସ

ବ୍ରହ୍ମପୁର ଅଫିସ,୫।୬: ବ୍ରହ୍ମପୁର ସହରର ବିଭିନ୍ନ ଥାନା ଅଞ୍ଚଳର ନୋ-ପାର୍କିଂରେ ରଖାଯାଉଥିବା ଗାଡ଼ି ହଟାଇବା ଅଭିଯାନ ଟ୍ରାଫିକ୍‌ ପୋଲିସ ଆରମ୍ଭ କରିଛି। ଏଣୁ ଟ୍ରାଫିକ୍‌ ପୋଲିସ ନୋ-ପାର୍କିଂରେ ଥିବା ଗାଡ଼ି ଉଠାଇବା ସହ ଖିଲାପକାରୀ ମାନଙ୍କଠାରୁ ଜରିମାନା ଆଦାୟ କରିଛି। ନିର୍ଦ୍ଧାରିତ…

ଭୂଇଁଚଣା ଚାଷୀଙ୍କୁ ମିଳୁନି ପ୍ରୋତ୍ସାହନ

ଗଞ୍ଜାମ,୫।୬(ଡି.ଏନ.ଏ.): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନରେ ରହିଛି ଲାଉପୁଟୁ ଗ୍ରାମ। ଉକ୍ତ ଗ୍ରାମର ପ୍ରାୟ ଅଧିକାଂଶ ପରିବାର ଧାନ, ମୁଗ, ବିରି ସହ ଭୂଇଁଚଣା ଚାଷକୁ ଅଧିକ ପ୍ରାଧାନ୍ୟ ଦେଇଥାନ୍ତି। ଉକ୍ତ ଗ୍ରାମର ସତ୍ୟଭାମା ଜେନା(୮୦) କିନ୍ତୁ ପରିଣତ ବୟସରେ…

ଆଖଣ୍ଡଳମଣି ପୀଠରେ ଦେବଦମ୍ପତିଙ୍କ ବିବାହ

ଆରଡ଼ି, ୫।୬ (ଡି.ଏନ.ଏ.): ପବିତ୍ର ଶୀତଳଷଷ୍ଠୀରେ ଶନିବାର ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଦେବ ଦେବ ମହାଦେବ ଓ ମାତା ପାର୍ବତୀ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରତିବର୍ଷ ଏହି ପୀଠରେ ଶିବବିବାହ ଅନୁଷ୍ଠିତ ହୋଇଆସୁଛି। ବାବା ଆଖଣ୍ଡଳମଣି ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?