ଆମ ଜିଲା ଖବର

୧୧ରୁ କେନାଲ ପାଣି ବନ୍ଦ, ତେଜିଲା ଅସନ୍ତୋଷ: ଗର୍ଭଣୀ ଅବସ୍ଥାରେ…

ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ମୁଖ୍ୟ କେନାଲରେ ଆଉ ମାତ୍ର ୩ଦିନ କେନାଲ ପାଣି ଆସିବ। ଆସନ୍ତା ୧୧ତାରିଖରୁ ଏହି କେନାଲରେ ପାଣି ଯୋଗାଣ ବନ୍ଦ ରହିବ। ବରଗଡ଼ ଜଳସେଚନ ବିଭାଜନ ପକ୍ଷରୁ ଏହା ଘୋଷଣା କରାଯିବା ପରେ କେନାଲ ତଳମୁଣ୍ଡରେ ରହିଥିବା ଚାଷୀଙ୍କୁ…

୭୭ ବର୍ଷ ପରେ ବିକାଶର ନୂଆ ସୂର୍ଯ୍ୟୋଦୟ: କେନ୍ଦୁଗୁଡ଼ା-କନ୍ଦାଗୁଡ଼ା ଗ୍ରାମବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଥୁଆମୁଳ ରାମପୁର,୮।୫(ଦୁର୍ଗା କୀର୍ତ୍ତି): ଦେଶ ସ୍ବାଧୀନତାର ୭୭ ବର୍ଷ ପରେ ବି ଯେଉଁଠି ଶିକ୍ଷା, ସୱାସ୍ଥ୍ୟ ଓ ରାସ୍ତା ସାତସପନ ଥିଲା, ସେଠାରେ ଆଜି ବିକାଶର ନୂଆ ସୂର୍ଯ୍ୟୋଦୟ ହୋଇଛି। କଳାହାଣ୍ଡି ଜିଲ୍ଲା ଥୁଆମୁଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତର ଅତି…

କେସିଙ୍ଗା ଭାଜପା ମହିଳା ମୋର୍ଚ୍ଚା ତରଫରୁ ଜନ-ଆକ୍ରୋଶ ମହିଳା ସମାବେଶ

କେସିଙ୍ଗା,୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଭାଜପାର ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ ପାଳିତ ହୋଇଯାଇଛି । ଭାଜପା ନଗର ସଭାପତି ପିଙ୍କୁ ପରିଡାଙ୍କ ନେତୃତ୍ୱରେ ଏହା ଆୟୋଜିତ ହୋଇଥିଲା । ନାରୀ ଶକ୍ତି ବନ୍ଦନ ଅଧିନିୟମ…

ଗୋତସ୍କରଙ୍କ ଗୁଳିମାଡ଼ ଘଟଣା, ପୋଖରୀ ଭିତରୁ ଡାକ୍ତରଙ୍କୁ ବାନ୍ଧିଲା ପୋଲିସ

ବୈଶିଙ୍ଗା,୮।୫(ରତନ ଦାଶ ): ମୟୂରଭଞ୍ଜ-ବାଲେଶ୍ୱର ସୀମାବର୍ତ୍ତୀ ବୈଶିଙ୍ଗା ଥାନା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଥିବା ଗୋମାଫିଆଙ୍କ ଗୁଳିମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଥିବା ସୂଚନା ମିଳିଛି । ଗତ ମଙ୍ଗଳବାର ରାତିରେ ଗୋମାଫିଆଙ୍କ ଗୁଳିମାଡ଼ର ଶିକାର ହୋଇ ଗୋରକ୍ଷକ ଯୁଗପୁରା…

କାର୍ଯ୍ୟରୁ ଛଟେଇ, ଧାରଣାରେ ବସିଲେ

ଛତ୍ରପୁର,୭ା୫(ଦିଲୀପ ସାମଲ): ଛତ୍ରପୁର ବ୍ଲକ ବଡ଼ ମାଧପୁର ପଞ୍ଚାୟତରେ ଏମ୍‌ବିକେ ଭାବେ କାର୍ଯ୍ୟରତ ମଞ୍ଜୁ ବେହେରାଙ୍କୁ କାର୍ଯ୍ୟରୁ ଛଟେଇ କରାଯାଇଛି। ବିନା କାରଣରେ ତାଙ୍କୁ ବହିଷ୍କାର କରାଯାଇଥିବା ଅଭିଯୋଗ କରି ନ୍ୟାୟ ପାଇଁ ସେ ଗୁରୁବାର ଛତ୍ରପୁର ବ୍ଲକ କାର୍ଯ୍ୟାଳୟରେ ଧାରଣାରେ…

ପୁଣି କୋଟିଆ ବିବାଦ: ଜନଗଣନା କରୁଛନ୍ତି ଓଡ଼ିଶା, ଆନ୍ଧ୍ର

ପଟ୍ଟାଙ୍ଗି,୭।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ବିବାଦ ଥମିବାର ନା ଧରୁନାହିଁ। ଅନ୍ୟପକ୍ଷେ ଓଡ଼ିଶାକୁ ଚେକ୍‌ ଦେବାରେ ପଛଘୁଞ୍ଚା ଦେଉନାହିଁ ପଡୋଶୀ ଆନ୍ଧ୍ରପ୍ରଦେଶ। ଏପରି କିଛି ଘଟଣା ଆହୁରି ବିବାଦ ଆଡକୁ ଟାଣି…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ରାମଗଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। ଏପରିକି ପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଦାରଖ କରିଛନ୍ତି। ବିଧାୟକ ପ୍ରଥମେ ଗଜପତି ନଗର ଯାଇ ସେଠାରେ ୨ଟି କଲ୍ୟାଣ ମଣ୍ଡପ…

ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଓ ବର୍ଷକର ଶିଶୁ ପୁତ୍ର ଆହତ ହୋଇଛନ୍ତି। ମୃତକ…

ରାସ୍ତା ପାର ହେଉଥିଲେ ହରିଣ, ଦ୍ରୁତ ଗତିରେ ଆସି ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥର ସୋରାଦେବୀ ମନ୍ଦିର ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଏକ ମାଈ ହରିଣ ଛୁଆ ଗୁରୁତର ଆହତ ହୋଇଛି। ଖବର ପାଇ ମୁଜାଗଡ ରେଞ୍ଜ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି…

ଆବାସ ଯୋଜନାରୁ ବଞ୍ଚିତ ଦାଶକାଠିଆ କଳାକାରଙ୍କ ପରିବାର

ରିଷିଡ଼ା,୭ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରାଜପୁର ପଞ୍ଚାୟତ ଗ୍ରାମର ଲୋକପ୍ରିୟ ଦାଶକାଠିଆ କଳାକାର ସ୍ୱର୍ଗତ ଇନ୍ଦ୍ରମଣି ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ପରିବାର କହିଲେ ତାଙ୍କ ଝିଅ ଜାମା ଭୋଇ…

୪ ଦିନ ହେଲା ଜଳବନ୍ଦୀ: ତହସିଲଦାରଙ୍କୁ ଦାବିପତ୍ର, ରାସ୍ତାରୋକୋ ଚେତାବନୀ

ଦିଗପହଣ୍ଡି,୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ ନଂ. ୱାର୍ଡ ବସଷ୍ଟାଣ୍ଡ ଅଞ୍ଚଳର ଉତ୍ତର ଓ ଦକ୍ଷିଣ ସାହିରେ ଘରକରି ରହୁଥିବା ବାସିନ୍ଦା ଓ ଦୋକାନ କରି ବ୍ୟବସାୟ କରୁଥିବା ଲୋକେ ଦୀର୍ଘ ୪ ଦିନ ହେଲା ଜଳବନ୍ଦୀ…

ଭୋଜି ହେଲା କାଳ: ନଦୀକୁ ଖସି ପଡ଼ି ଫାର୍ମାସିଷ୍ଟ ଛାତ୍ରଙ୍କ ମୃତ୍ୟୁ

ହାଟଡିହୀ/ଛେନାପଦୀ,୭।୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହଦଗଡ଼ ସାଳନ୍ଦୀ ନଦୀକୁ ଖସି ପଡି ଜଣେ ଫାର୍ମାସିଷ୍ଟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା ବନ୍ତ ଥାନା ନିଳୋକ ପଞ୍ଚାୟତ ନୁଣୀପଦା ଗ୍ରାମର ଶାନ୍ତନୁ ନାୟକଙ୍କ ପୁଅ ଦେବାଶିଷ(୨୬ )।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?