ଆମ ଜିଲା ଖବର

ବାସନ୍ଦ ଘଟଣା: ପୂର୍ବତନ ସରପଞ୍ଚ-ଗ୍ରାମବାସୀ ଟଣାଓଟରା

ଗଞ୍ଜାମ,୩।୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଡି.ନିରଞ୍ଜନ ରେଡ୍ଡୀଙ୍କ ସମେତ ୪ ପରିବାରଙ୍କୁ ଗ୍ରାମରୁ ବାସନ୍ଦ କରାଯିବା ଘଟଣା ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି । ଏନେଇ ପୂର୍ବତନ ସରପଞ୍ଚ ରମ୍ଭା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।…

ପାଳନ ହେଉନି ସରକାରୀ ପ୍ରତିଶ୍ରୁତି

ବଇଣ୍ଡା,୩।୬(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକରେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ନିମନ୍ତେ ୧୭ ବର୍ଷ ତଳେ ସରକାର ଶୁଭ ଦେଇଥିଲେ। ଏପରି କି ୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଘୋଷଣା କରିଥିଲେ। ହେଲେ ବାରମ୍ବାର ଦିଆଯାଉଥିବା ପ୍ରତିଶ୍ରୁତି…

ସୁସ୍ଥ ରଖିଛି ଶୂନଗାଡ଼ି

ଭୁବନ, ୩।୬ ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅଧୀନ ୧୫ନଂ. ଓ୍ବାର୍ଡରେ ରୁହନ୍ତି ରଥ ସେଠୀ। ଜଣେ ନିଷ୍ଠାପର ସ୍ବାସ୍ଥ୍ୟକର୍ମୀ ଭାବେ ସେ ଯେତିକି ପରିଚିତ, ସେତିକି ଜଣାଶୁଣା ସାଇକେଲ ପ୍ରେମୀ ଭାବରେ। ୧୯୫୮ରେ ଜନ୍ମିତ ରଥଙ୍କୁ ଏବେ ୬୪ ବର୍ଷ…

ଜେଲ ଗଲେ ହିନ୍ଦୋଳ ଏସ୍‌ଡିପିଓ

ଢେଙ୍କାନାଳ ଅଫିସ୍‌, ୩।୬ ବିଭିନ୍ନ ମାମଲାରେ ଅଭିଯୁକ୍ତଙ୍କୁ ବାନ୍ଧି ହାଜତ ଠିକଣା ଦେଖାଉଥିଲେ। ଏବେ ଜଣେ ପଥର କ୍ୱାରି ଲିଜ୍‌ଧାରୀଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇ ଜେଲ ଯାଇଛନ୍ତି ଢେଙ୍କାନାଳ ଜିଲା ହିନ୍ଦୋଳ ଏସ୍‌ଡିପିଓ…

୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ଦୁର୍ନୀତି ଅଭିଯୋଗ

ବାହାନଗା, ୩।୬(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ଉଚ୍ଚ ବିଦ୍ୟାଳୟରେ ୫ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ଦୁର୍ନୀତି ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ୫ଟି ଅଧୀନରେ ଯେଉଁ ବିଦ୍ୟାଳୟଗୁଡିକ ସାମିଲ ହେଉଛି ସେହି ବିଦ୍ୟାଳୟଗୁଡିକର ରୂପରେଖ ବଦଳିଯାଉଛି। ସମସ୍ତ କାର୍ଯ୍ୟକ୍ରମ ବିଡିଓ,…

କ୍ରୀଡ଼ା ଶିକ୍ଷକ ଚଳାଉଛନ୍ତି ବିଦ୍ୟାଳୟ

ଆରଡ଼ି, ୩।୬(ଡି.ଏନ.ଏ.) ଗଁାରେ ଶିକ୍ଷାରେ ବିକାଶ ହେବ। ଏହି ଲକ୍ଷ୍ୟ ନେଇ ଗ୍ରାମବାସୀ ୧୯୮୧ରେ ଖୋଲିଥିଲେ ଏକ ଉଚ୍ଚ ବିଦ୍ୟାଳୟ। ସ୍ଥାନୀୟ ଅଞ୍ଚଳ ତଥା ଜିଲାର ବାସୁଦେବପୁର ଅଞ୍ଚଳର ଶିକ୍ଷିତ ଯୁବକମାନେ ଏଠାରେ ନିଯୁକ୍ତି ପାଇ ଶିକ୍ଷାଦାନ କରୁଥିଲେ। ବହୁ ମେଧାବୀ…

ଗୋଲ୍‌ଡ ପାଇ ମା’ବାପାଙ୍କୁ ଶ୍ରେୟ ଦେଲେ ମୁକେଶ

ଗଞ୍ଜାମ,୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରରେ ଚାଲିଥିବା ୧୦ରୁ ୧୫ ବର୍ଷ ବୟସ ଟାଏକୋଣ୍ଡୋ ପ୍ରତିଯୋଗିତାରେ ଗଞ୍ଜାମ ଓଡ଼ିଆ ଢାମଣା ସାହିର ମନୋରଞ୍ଜନ ସାହୁଙ୍କ ପୁଅ ମୁକେଶ କୁମାର ସାହୁ (ରାଜ) ଗୋଲ୍‌ଡ ମେଡାଲ ହାସଲ କରି ଗଞ୍ଜାମ ସହର…

ପାଇଲଟ୍‌ ପ୍ରକଳ୍ପ ବାଟବଣା

ଜଳେଶ୍ୱର, ୩।୬(ଡି.ଏନ.ଏ.) ଦୁଇବର୍ଷ ତଳେ ବାଲେଶ୍ୱର ଜିଲାର କ୍ଲଷ୍ଟର ରୁରାଲ ହାଉସିଂ କଲୋନୀ ଜଳେଶ୍ୱର ବ୍ଲକରେ ପାଇଲଟ ପ୍ରକଳ୍ପ ଭାବେ କାର୍ଯ୍ୟ ଆରମ୍ଭ କରିଥିଲା ା ଅଦ୍ୟାବଧି କାର୍ଯ୍ୟ ଶେଷ ହେବାର ନାମ ଧରୁନାହିଁ। ସେଠାରେ ୬୦ପରିବାର ରହିବାକୁ ଥିବା ବେଳେ…

‘ମାସକ ମଧ୍ୟରେ ରିପୋର୍ଟ ଦିଅ’

ବାରିପଦା ଅଫିସ,୩।୬ ବିଶ୍ୱପ୍ରସିଦ୍ଧ ମୟୂରଭଞ୍ଜ ଛଉ ନୃତ୍ୟର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମୟୂରଭଞ୍ଜ ଛଉ ନୃତ୍ୟ ପ୍ରତିଷ୍ଠାନ ଅଧୀନରେ ଛଉ ତାଲିମ କେନ୍ଦ୍ର ପ୍ରତିଷ୍ଠା ହେବା ନେଇ ଆଶା ସଞ୍ଚାର ହୋଇଛି। ଓଡ଼ିଆ ଭାଷା…

୬୫ ହଜାରରୁ ଅଧିକ ଭୋଟ୍‌ରେ ଅଳକା ବିଜୟୀ

ଝାରସୁଗୁଡ଼ା ଅଫିସ,୩।୬: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ବାଜିମାତ୍‌ କରିଛି। ଭୋଟ୍‌ ଗଣତିର ୨୦ ରାଉଣ୍ଡ ତଥା ଅନ୍ତିମ ରାଉଣ୍ଡରେ ଭାଜପା ଓ କଂଗ୍ରେସକୁ ପଛରେ ପକାଇ ବିଜେଡି ନିର୍ବାଚନରେ ବିଜୟୀ ହୋଇଛି। ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ତାଙ୍କ ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ…

୧୯ ରାଉଣ୍ଡ: ୬୨ ହଜାର ଭୋଟରେ ବିଜେଡି ଆଗରେ

ଝାରସୁଗୁଡ଼ା ଅଫିସ,୩।୬: ବ୍ରଜରାଜନଗର ଉପନିର୍ବାଚନର ଭୋଟ ଗଣତିର ୧୯ରାଉଣ୍ଡ ଫଳାଫଳ ଆସିଯାଇଛି। ଭାଜପା ଓ କଂଗ୍ରେସକୁ ପଛରେ ପକାଇ ବିଜେଡି ଆଗୁଆ ମାଡ଼ି ଚାଲିଛି। ୧୯ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ…

୧୦ ରାଉଣ୍ଡ: ବିଜେଡି ଆଗରେ

ଝାରସୁଗୁଡ଼ା ଅଫିସ,୩।୬: ବ୍ରଜରାଜନଗର ଉପନିର୍ବାଚନର ଭୋଟ ଗଣତି ଜାରି ରହିଛି। ୨୦ ରାଉଣ୍ଡ ଭୋଟ ଗଣତି ହେବାକୁ ଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦ ରାଉଣ୍ଡ ଭୋଟ ଗଣତି ଫଳାଫଳ ଆସିଯାଇଛି। ବିଜେଡି ଆଗୁଆ ଚାଳିଥିବା ବେଳେ ଭାଜପା ଓ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?