ଉପକୂଳ ପାଲଟିଛି ନିଶା ବ୍ୟବସାୟୀଙ୍କ ଚାରଣ ଭୂଇଁ
ମହାକାଳପଡ଼ା,୩ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦିନକୁଦିନ ବୃଦ୍ଧି ପାଉଛି ବେଆଇନ ନିଶା ବ୍ୟବସାୟ। ସ୍ଥାନୀୟ ବ୍ୟବସାୟୀମାନେ ବେଆଇନ ଭାବେ ଖୁଲମ୍ଖୁଲା ଦେଶୀ ରନ୍ଧା ମଦ ପ୍ରସ୍ତୁତ କରୁଥିବା ଦେଖିବାକୁ ମିଳିଛି। ଏମାନେ ଦେଶୀ ମଦ ମଧ୍ୟରେ ହାଣ୍ଡିଆ,…
ବନ୍ଧରାସ୍ତା ପାଲଟିଛି ମରଣଯନ୍ତା
ବ୍ରହ୍ମବରଦା,୩ା୬(ଡି.ଏନ.ଏ.): ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତର ସ୍ବାଇଁସାହିଠାରେ ଥିବା ବନ୍ଧ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଫଳରେ ଅସରାଏ ବର୍ଷା ହେଲେ ଏହି ରାସ୍ତାରେ ଯାତାୟାତ ଠପ୍ ହୋଇପଡ଼ୁଛି। ଉକ୍ତ ରାସ୍ତାଦେଇ ଆଖପାଖ ପ୍ରାୟ ୫ଟି ପଞ୍ଚାୟତର ଶତାଧିକ ଲୋକ ଦୈନିକ…
ମିଳୁନି ନିରନ୍ତର ବିଦ୍ୟୁତ୍ ସେବା
ରସୁଲପୁର,୩ା୬(ଡି.ଏନ.ଏ.): କୁଆଖିଆ ବିଦ୍ୟୁତ୍ ସେକ୍ସନ ଅଧୀନ ଉପଭୋକ୍ତାଙ୍କୁ ନିରନ୍ତର ବିଦ୍ୟୁତ୍ ସେବା ମିଳୁନାହିଁ। ବିଦ୍ୟୁତ୍ ମରାମତି ଓ ସରବରାହ ଦାୟିତ୍ୱରେ ଥିବା ଟାଟା ପାୱାର କମ୍ପାନୀ ଗ୍ରାହକଙ୍କୁ ମୌଳିକ ସେବା ପ୍ରଦାନରେ ବିଫଳ ବୋଲି ଅଭିଯୋଗ ହେଉଛି। ପ୍ରତ୍ୟେକ ଦିନ ୮ରୁ୧୦ଥର…
୧୦୦୦ ପୁଅରେ ୮୯୮ ଝିଅ ଜନ୍ମ
ଯାଜପୁର ଅଫିସ,୩ା୬: ଯାଜପୁର ଜିଲାରେ ପୁଅଙ୍କ ତୁଳନାରେ ଝିଅ ଜନ୍ମ ଅନୁପାତ ହ୍ରାସ ଉଦବେଗଜନକ ହୋଇଛି। ୨୦୧୫-୧୬ ବର୍ଷରେ ଯାଜପୁର ଜିଲାରେ ୧୦୦୦ ପୁଅ ତୁଳନାରେ ଝିଅ ଜନ୍ମହାର ୭୨୫ ରହିିଥିଲା। ଏହି ସମୟରେ ଭାରତରେ ୯୨୯ ଏବଂ ଓଡିଶାରେ ୯୩୨…
ନନ୍ଦନକାନନ: ଗାଇଡ୍ଙ୍କ ଟିକେଟ କାଟିବା ଉପରେ କଟକଣା
ବାରଙ୍ଗ,୩।୬(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ପ୍ରବେଶ ଟିକେଟ ଗାଇଡ୍ମାନେ କାଟିପାରିବେନି। ଏନେଇ ଗୁରୁବାର ଗାଇଡ୍ମାନଙ୍କ ଟିକେଟ୍ କାଟିବା ଉପରେ ରୋକ ଲଗାଇଛି ନନ୍ଦନକାନନ କର୍ତ୍ତୃପକ୍ଷ। ଗୁରୁବାର ଅପରାହ୍ନରେ ରାଜସ୍ବ ବିଭାଗ ରେଞ୍ଜର ସ୍ବାଗତିକା ସାହୁ ଅଚାନକ ଟିକେଟ କାଉଣ୍ଟରରେ ପହଞ୍ଚି ଗାଇଡ୍ମାନଙ୍କୁ…
ସିଦ୍ଧେଶ୍ୱର ପାହାଡ଼ରେ ଦନ୍ତା
ବାରଙ୍ଗ,୩।୬(ଡି.ଏନ୍.ଏ.): ନରାଜ ସିଦ୍ଧେଶ୍ୱର ପାହାଡ଼ରେ ଏକ ବଣୁଆ ଦନ୍ତାହାତୀ ଦେଖିବାକୁ ମିଳିଛି। ଗୁରୁବାର ସକାଳେ ସ୍ଥାନୀୟ ଲୋକେ ଦନ୍ତାକୁ ଦେଖିବା ପରେ ଭଗିପୁର ବନଖଣ୍ଡକୁ ଖବର ଦେବାରୁ ବନଖଣ୍ଡ ଅଧିକାରୀ ଓ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ବଣୁଆ ଦନ୍ତାର ଗତିବିଧି…
ବ୍ରଜରାଜନଗର ଉପନିର୍ବାଚନ: ଫଳାଫଳ ନେଇ ପ୍ରାର୍ଥୀଙ୍କ ଉତ୍କଣ୍ଠା
ଝାରସୁଗୁଡ଼ା ଅଫିସ,୩ା୬: ବ୍ରଜରାଜନଗର ଉପନିର୍ବାଚନ ଶେଷ ହୋଇଥିବାବେଳେ ଫଳାଫଳକୁ ନେଇ ପ୍ରାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଦେଇଛି। ହାତୀ କାହା ମୁଣ୍ଡରେ ସୁନାକଳସ ଢାଳିବ ତାହା ଜାଣିବା ପାଇଁ ଆଉ ମାତ୍ର କେଇଘଣ୍ଟାର ଅପେକ୍ଷା। ଶୁକ୍ରବାର ସକାଳ ୮ଟାରୁ ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ୍…
ବିଧାୟକଙ୍କ କ୍ବାର୍ଟର୍ସ ନିର୍ମାଣ ପ୍ରସଙ୍ଗ: ସତ୍ୟପାଠରେ ତଥ୍ୟ ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ
କଟକ ଅଫିସ,୩ା୬: ଉଚ୍ଚ ନ୍ୟାୟାଳୟରେ ସାମାଜିକ କର୍ମୀ ଜୟନ୍ତୀ ଦାସଙ୍କ ଦ୍ୱାରା କରାଯାଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ଜଷ୍ଟିସ ସଙ୍ଗମ କୁମାର ରାଉତ ଓ ଜଷ୍ଟିସ ବି.ପି. ଶତପଥିଙ୍କ ଖଣ୍ଡପୀଠରେ ହୋଇଥିଲା। ବିଧାୟକଙ୍କ ଲାଗି ଆପାର୍ଟମେଣ୍ଟ ନିର୍ମାଣ, ଏଥିନିମନ୍ତେ ହେଉଥିବା ଗଛକଟା…
ଆଜି ବ୍ରଜରାଜନଗର ଉପନିର୍ବାଚନ ଫଳାଫଳ
ଭୁବନେଶ୍ୱର,୩।୬(ବ୍ୟୁରୋ): ଝାରସୁଗୁଡ଼ା ବଢ଼େଇମୁଣ୍ଡାସ୍ଥିତ ଇଞ୍ଜିନିୟରିଂ ସ୍କୁଲ ପରିସରରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ନିମନ୍ତେ ଶୁକ୍ରବାର ପୂର୍ବାହ୍ନ ୮ଟାରେ ଭୋଟ ଗଣନା କରାଯିବ। ଗୁରୁବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟ ନିର୍ବାଚନ ଅଧିତ୍କାରୀ ସୁଶୀଲ…
ଯୋଶେଫ ହତ୍ୟା ମାମଲା: ୨ ଭାଇଙ୍କୁ ଆଜୀବନ ଜେଲ
ଭଞ୍ଜନଗର,୨।୬(ଡି.ଏନ.ଏ): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଗୌଡ଼ଗୋଠ ପଞ୍ଚାୟତ ଅଧୀନ ଦୁଦୁବୁରୀ ଗ୍ରାମରେ ୨୦୧୬ ଅଗଷ୍ଟ ୨୬ରେ ଘଟିଥିବା ଯୋଶେଫ ପାଟ୍ଟମାଝୀ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଭଞ୍ଜନଗର ଏଡିଜେ ଡ. ଅରୁଣ କୁମାର ସାହୁ ସାକ୍ଷୀଙ୍କ ବୟାନକୁ…
ଜଣେ ଯୁବ ସଂଗଠକଙ୍କୁ ହରାଇଲା ଭାଜପା
କୋକସରା,୨।୬(ଡି.ଏନ୍.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଭାଜପା କୋକସରା ମଣ୍ଡଳର ଯୁବ ମୋର୍ଚ୍ଚା ସଭାପତି ବିନୋଦ ନାଏକଙ୍କ ଗୁରୁବାର ପରଲୋକ ଘଟିଛି। ତାଙ୍କ ବିୟୋଗରେ କଳାହାଣ୍ଡି ଭାଜପା କର୍ମକର୍ତ୍ତା ଶୋକ ବ୍ୟକ୍ତ କରିଛନ୍ତି । ବିନୋଦ ଜଣେ ଯୁବ ସଂଗଠକ ଭାବେ…
ଜାଲ୍ ସାର୍ଟିଫିକେଟରେ ଚାକିରି କରି ଜେଲ୍ ଗଲେ ଶିକ୍ଷକ
କୋକସରା,୨ା୬(ଡି.ଏନ.ଏ): ନକଲି ସାର୍ଟିଫିକେଟ ଦେଇ ଚାକିରି ହାତେଇଥିବା ଶିକ୍ଷକ ଏବେ ଜେଲରେ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କୋକସରା ଥାନା ଅଞ୍ଚଳରେ। ମିଳିଥିବା ସୂଚନା ମୁତାବକ, କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଞ୍ଚଳର ସାହାଜପତି ଗ୍ରାମର ସୁବାସ ଚନ୍ଦ୍ର ଚୌଧୁରୀ(୩୫)…

