ଯୋଶେଫ ହତ୍ୟା ମାମଲା: ୨ ଭାଇଙ୍କୁ ଆଜୀବନ ଜେଲ
ଭଞ୍ଜନଗର,୨।୬(ଡି.ଏନ.ଏ): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଗୌଡ଼ଗୋଠ ପଞ୍ଚାୟତ ଅଧୀନ ଦୁଦୁବୁରୀ ଗ୍ରାମରେ ୨୦୧୬ ଅଗଷ୍ଟ ୨୬ରେ ଘଟିଥିବା ଯୋଶେଫ ପାଟ୍ଟମାଝୀ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଭଞ୍ଜନଗର ଏଡିଜେ ଡ. ଅରୁଣ କୁମାର ସାହୁ ସାକ୍ଷୀଙ୍କ ବୟାନକୁ…
ଜଣେ ଯୁବ ସଂଗଠକଙ୍କୁ ହରାଇଲା ଭାଜପା
କୋକସରା,୨।୬(ଡି.ଏନ୍.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଭାଜପା କୋକସରା ମଣ୍ଡଳର ଯୁବ ମୋର୍ଚ୍ଚା ସଭାପତି ବିନୋଦ ନାଏକଙ୍କ ଗୁରୁବାର ପରଲୋକ ଘଟିଛି। ତାଙ୍କ ବିୟୋଗରେ କଳାହାଣ୍ଡି ଭାଜପା କର୍ମକର୍ତ୍ତା ଶୋକ ବ୍ୟକ୍ତ କରିଛନ୍ତି । ବିନୋଦ ଜଣେ ଯୁବ ସଂଗଠକ ଭାବେ…
ଜାଲ୍ ସାର୍ଟିଫିକେଟରେ ଚାକିରି କରି ଜେଲ୍ ଗଲେ ଶିକ୍ଷକ
କୋକସରା,୨ା୬(ଡି.ଏନ.ଏ): ନକଲି ସାର୍ଟିଫିକେଟ ଦେଇ ଚାକିରି ହାତେଇଥିବା ଶିକ୍ଷକ ଏବେ ଜେଲରେ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କୋକସରା ଥାନା ଅଞ୍ଚଳରେ। ମିଳିଥିବା ସୂଚନା ମୁତାବକ, କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଞ୍ଚଳର ସାହାଜପତି ଗ୍ରାମର ସୁବାସ ଚନ୍ଦ୍ର ଚୌଧୁରୀ(୩୫)…
୬୨୭ ନାମାଙ୍କନ ପତ୍ର ଦାଖଲ
ବାରିପଦା ଅଫିସ,୧ା୬: ମୟୂରଭଞ୍ଜ ଜିଲାରେ ହେବାକୁ ଥିବା ସମବାୟ ନିର୍ବାଚନ-୨୦୨୨ର ପ୍ରଥମ ପର୍ଯ୍ୟାୟ ନାମାଙ୍କନ ପତ୍ର ଦାଖଲ ୩୧ ତାରିଖରେ ଶେଷ ହୋଇଛି। ଚଳିତ ୧୯ ଓ ୨୬ ତାରିଖରେ ୨ଟି ପର୍ଯ୍ୟାୟରେ ଏହି ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ…
ଧାନ ଚାଲାଣ ବେଳେ ୨ ଟ୍ରକ୍ରୁ ୧୧ଶହ ଧାନ ବସ୍ତା ଜବତ
କୋକସରା,୨।୬ (ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପୋଲିସ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ଧାନ ଚାଲାଣ ହେଉଥିବା ୨ଟି ଟ୍ରକକୁ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ବ୍ଲକର ମୋଟେର ଏବଂ ଜୟପାଟଣା ବ୍ଲକ ବାନେର ଅଞ୍ଚଳରୁ ୨ଟି ଟ୍ରକ…
ଜେଲ୍ ଗଲେ ହିନ୍ଦୋଳ ଏସ୍ଡିପିଓ
ଢେଙ୍କାନାଳ ଅଫିସ,୨।୬: ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ୩୦ହଜାର ଟଙ୍କା ଲାଞ୍ଚ ନେଇ ବୁଧବାର ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଢେଙ୍କାନାଳ ଜିଲା ହିନ୍ଦୋଳ ଏସ୍ଡିପିଓ ମଳୟ କିଶୋର ନାୟକଙ୍କୁ ଗୁରୁବାର ମଧ୍ୟାହ୍ନରେ ଢେଙ୍କାନାଳ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଛି।…
ଅନୁଭବଙ୍କ ଘର ଛାଡ଼ିବେ ବର୍ଷା !
କଟକ ଅଫିସ,୨ା୬: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତିଙ୍କ ବିବାଦ ତୁଟିବାର ନାଁ ଧରୁନି। ବର୍ଷା ଅନୁଭବଙ୍କ ପୈତୃକ ଘର ଛାଡ଼ିବାକୁ ଅନୁଭବ କୋର୍ଟରେ ଆବେଦନ କରିଥିଲେ। ତାଙ୍କ ବାପା, ମାଆ ଅସୁସ୍ଥ ଥିବାରୁ…
ରାତି ପାହିଲେ ଭୋଟ ଗଣତି
ଝାରସୁଗୁଡ଼ା ଅଫିସ,୨।୬: ବ୍ରଜରାଜନଗର ଉପନିର୍ବାଚନ ଶୁକ୍ରବାର ଭୋଟ ଗଣତି ହେବ।ଝାରସୁଗୁଡ଼ା ଇନ୍ଞ୍ଜିୟରିଂ ସ୍କୁଲ୍ରେ ଭୋଟ ଗଣତି ହେବ। ଏ ନେଇ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ। ଏଥିପାଇଁ ୧୪ଟି ଟେବୁଲ କରାଯାଇଛି। ୨୦ ରାଉଣ୍ଡ…
ବିଧାୟକଙ୍କ ଲାଗି ନୂତନ କ୍ୱାର୍ଟର୍ସ ନିର୍ମାଣ ମାମଲାରେ ହାଇକୋର୍ଟରେ ଶୁଣାଣି
କଟକ ଅଫିସ,୨।୬: ବିଧାୟକଙ୍କ ନିମନ୍ତେ ନୂତନ କ୍ୱାର୍ଟର୍ସ ଲାଗି ରବିନ୍ଦ୍ର ମଣ୍ଡପଠାରୁ କମିଶନରେଟ କାର୍ଯ୍ୟାଳୟ ମଧ୍ୟରେ ଆଖିବୁଜା ଗଛ କଟା ଚାଲିଛି। ଏଯାବତ ୩ଶହରୁ ଊର୍ଦ୍ଧ୍ୱ ଗଛ କଟାଯାଇଥିବା ବେଳେ ୮୦୦ ଗଛ କଟାଯିବାକୁ ଲକ୍ଷ୍ୟ ରଖାଯାଇଛି। ବିକାଶ ନାମରେ ବର୍ଷ…
ରସିଦ ନକଲ କରି ବାଲିଚାଲାଣ
କାମାକ୍ଷାନଗର, ୨।୬(ଡି.ଏନ୍.ଏ.): ତହସିଲ ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଥିବା ରସିଦ ବହି (ଓ୍ବାଇ-ଫର୍ମ) ନକଲ କରି ବାଲିଘାଟରୁ ବାଲି ଚାଲାଣ କରିବା ମହଙ୍ଗା ପଡ଼ିଛି। ଏଭଳି ବାଲି ଚାଲାଣ କରୁଥିବା ଦୁଇଟି ଟ୍ରକ୍ (ନଂ. ଓଆର୍ ୦୪ ଇ ୦୦୯୭ ଏବଂ…
ବାଲିମେଳା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବାସଭବନ ଉପରେ ମରଣାନ୍ତକ ଆକ୍ରମଣ
କୋରୁକୋଣ୍ଡା,୨ା୬(ଡି.ଏନ୍.ଏ.): ବାଲିମେଳା କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ବାସଭବନ ଉପରେ ମରଣାନ୍ତକ ଆକ୍ରମଣ। ଗୁରୁବାର ଏପରି ଏକ ଅଭାବନୀୟ ଘଟଣା ମାଲକାନଗିରି ଜିଲା ବାଲିମେଳା ଏନ୍ଏସିରେ ଦେଖିବାକୁ ମିଳିଛି। ଗତ କିଛିଦିନ ଧରି ବାଲିମେଳାକୁ ଆସିଥିବା ବିକାଶମୂଳକ କାର୍ଯ୍ୟ ତଥା ଇଣ୍ଡୋର ଷ୍ଟାଡିୟମ…
ହାତୀ ଆତଙ୍କ ମଧ୍ୟରେ ହଣ୍ଡପାବାସୀ
ବଇଣ୍ଡା,୨।୬: ବଢ଼ୁଛି ହାତୀ ଉପଦ୍ରବ। ଦଳ ଦଳ ହୋଇ ଆସୁଥିବା ହାତୀ ଫସଲ ନଷ୍ଟ କରିବା ସହ ଘର ଭାଙ୍ଗି ଦେଉଛନ୍ତି। ସମ୍ମୁଖରେ ପଡ଼ୁଥିବା ଲୋକଙ୍କ ଜୀବନ ନେଉଛନ୍ତି। ୨୦୧୪ରୁ ୨୦୨୧ ମଧ୍ୟରେ ୭ ଜଣଙ୍କ ଜୀବନ ନେଇଥିବା ହାତୀ ପଲ…

