ଆମ ଜିଲା ଖବର

ଧାନ ମିଲ୍‌ର ଧୂଳି, କୁଣ୍ଡା କରୁଛି ଗାଁକୁ ପ୍ରଦୂଷଣ

ପାତ୍ରପୁର,୨।୬(ଡି.ଏନ୍‌.ଏ.): ସୂର୍ଯ୍ୟ ଉଦୟ ହେଲେ ଗ୍ରମାବାସୀଙ୍କ ଚିନ୍ତା ବଢୁଛି, ଭୋରରୁ ରାତି ୯ଟା ଯାଏ ଘରର ଦାଣ୍ଡ ଦୂଆର ଓ ବାଡ଼ି କବାଟ ଦେଇ ରହିବାକୁ ପଡୁଛି। ଘରୁ ବାହାରକୁ ବାହାରିଲେ ଚୋରଙ୍କ ଭଳି ମୁଣ୍ଡରେ ଗାମୁଛା ଘୋଡ଼େଇ ଆସିବାକୁ ପଡୁଛି।…

୧୦୦ ପୋଖରୀ ପାଇଁ ଜଳ ସମୃଦ୍ଧି ଆରମ୍ଭ

ଛତ୍ରପୁର,୨।୬ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପ୍ରଶାସନ ବିଭିନ୍ନ ସମୟରେ ତାରା, ସ୍ବଂୟସିଦ୍ଧା, ନିର୍ଭୟ କଢି, ମୋ ଗେହ୍ଲା ଝିଅ ଭଳି ନିଜସ୍ବ ଯୋଜନା ଓ କାର୍ଯ୍ୟକ୍ରମ ଆରମ୍ଭ କରି ସେଥିରେ ସଫଳ ହୋଇଛି। ଏହାକୁ ରାଜ୍ୟ ସରକାର ମଧ୍ୟ ପ୍ରଶଂସା କରିଛନ୍ତି।…

ଗଞ୍ଜାମରୁ କୃଷ୍ଣପ୍ରସାଦକୁ ଯୋଗାଣ ହେବ ପାଣି

ଛତ୍ରପୁର,୨।୬ (ଡି.ଏନ.ଏ.): ଗଞ୍ଜାମ ଜିଲା ଋଷିକୁଲ୍ୟା ନଦୀରୁ ଗଞ୍ଜାମ ବ୍ଲକ ଓ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକକୁ ପାଇପ ଯୋଗେ ପାଣି ଯୋଗାଣ ପାଇଁ ମେଗା ପ୍ରକଳ୍ପ ଲାଗି ପରିକଳ୍ପନା କରାଯାଇଛି। ବୁଧବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ ଡିଆରଡିଏର ଜଉଗଡ଼ ସମ୍ମିଳନୀ କକ୍ଷରେ…

୫୬ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାରରେ

ଯୋଡ଼ା,୨।୬(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଓ ପୌରପାଳିକା ଅଧୀନରେ ଥିବା ସରକାରୀ ବିଦ୍ୟାଳୟ ଗୁଡିକରେ ନବମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୫୬ ଛାତ୍ରୀଛାତ୍ର ନାମ ଲେଖାରୁ ବଞ୍ଚିତ ହୋଇଛନ୍ତି। ଖବର ନେବାରୁ ଜଣାପଡିଛି ଯେ, ଯୋଡ଼ା ବ୍ଲକରୁ ୨୮୬ ଓ…

୭ ପରିବାରକୁ ହାଇକୋର୍ଟଙ୍କ ଉଚ୍ଛେଦ ନୋଟିସ

ରୂପସା,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ରଘୁନାଥପୁର ପଞ୍ଚାୟତର ଚକଅର୍ଜୁନି ଗ୍ରାମର ଗୋଚର ଜମିରେ ୨୧ବର୍ଷ ହେଲା ବସବାସ କରି ଆସୁଥିବା ୭ ପରିବାରଙ୍କୁ ଉଚ୍ଛେଦ ଲାଗି ହାଇକୋର୍ଟ ନୋଟିସ୍‌ ଦେଇଛନ୍ତି। ରାଜସ୍ବ ବିଭାଗ ପକ୍ଷରୁ ଏହି ନୋଟିସ ମିଳିବା ପରେ…

ଖରିଫ ଧାନ ବିହନ ବିକ୍ରି ମନ୍ଥର

ଭୋଗରାଇ, ୨।୬(ଡ଼ି. ଏନ. ଏ.): ରାଜ୍ୟ ସରକାର ଚଳିତ ଖରିଫଋତୁରେ ଧାନ ବିହନର କୁଇଣ୍ଟାଲ ପିଛା ୧ଶହ ଟଙ୍କା ମୂଲ୍ୟ ବୃଦ୍ଧି କରିଥିବା ବେଳେ କୃଷିନୀତିରେ ବ୍ୟାପକ ପରିବର୍ତ୍ତନ କରିଥିବାରୁ ଚାଷୀକୁଳ ମୁଣ୍ଡରେ ହାତ ଦେଇ ବସିଛନ୍ତି। କୃଷିବିଭାଗ ଚାଷୀଙ୍କୁ ପୁରା…

ଯୋଡ଼ା ଡାକଘରେ ଇଣ୍ଟରନେଟ୍‌ ସେବା ଠପ୍‌

ଯୋଡ଼ା, ୨।୬(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାରେ ଥିବା ମୁଖ୍ୟ ଡାକ ଘରେ ଇଣ୍ଟରନେଟ୍‌ ସେବା ବ୍ୟାହତ ହୋଇଛି। ଏଥିପାଇଁ ଗ୍ରାହକ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଖବର ନେବାରୁ ଜଣା ପଡ଼ିଛି ଯେ, ଆଜକୁ ପାଞ୍ଚ ଦିନ ହେବ…

ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି: ଶିକ୍ଷକଙ୍କ ବିରୋଧରେ ମାମଲା

ପାଟଣା, ୨।୬( ସ୍ବ. ପ୍ର.): ଚାକିରିରେ ଜାଲ ବିଏଡ୍‌ ସାର୍ଟିଫିକେଟ ଦେଇ ସରକାରୀ ଚାକିରି ହାତେଇ ଥିବା ଜଣେ ପ୍ରଧାନଶିକ୍ଷକଙ୍କୁ ହରଡ଼ଘଣାରେ ପଡିବାକୁ ପଡିଛି। ଉକ୍ତ ପ୍ରଧାନ ଶିକ୍ଷକଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ନିଲମ୍ବିତ କରିଛନ୍ତି। ନିଲମ୍ବିତ ଶିକ୍ଷକ ହେଲେ…

ବ୍ୟାନର ଟାଙ୍ଗିଲେ ମାଓବାଦୀ, ରାଶନ ଦୋକାନୀଙ୍କୁ ଦେଲେ ଚେତାବନୀ

ପାଇକମାଳ,୨ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ପୁଣି ମାଓବାଦୀ ନିଜର ସ୍ଥିତି ଜାହିର କରିଛନ୍ତି। ବୁଧବାର ବିଳମ୍ବିତ ରାତିରେ ପାଇକମାଳ ଥାନା ଅନ୍ତର୍ଗତ ଭୁଲିଆବନ୍ଧ ନିକଟରେ ମାଓବାଦୀମାନେ ବ୍ୟାନର ଟାଙ୍ଗିଛନ୍ତି। ଏଥିରେ କିଛି ରାଶନ ଦୋକାନୀ ପୋଲିସ ଇନ୍‌ଫର୍ମର ସାଜିଥିବା ତଥା…

ପ୍ରଶାନ୍ତଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ରାହାମା, ୨ା୬(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅନ୍ତର୍ଗତ ପଣ୍ଡୁଆ ପଞ୍ଚାୟତ ହାତୀକେନା ଗଁାର ପ୍ରଶାନ୍ତ କୁମାର ସାହୁ (୪୭) କର୍କଟ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ଡାକ୍ତରଖାନା ଧାଇଁ ଧାଇଁ ନୟାନ୍ତ ହୋଇପଡିଲେଣି। ପ୍ରଶାନ୍ତ ଜଣେ ଗରିବ ବ୍ୟକ୍ତି। ସେ ମୂଲ…

ପାରାଦୀପ: ଘୋଷଣାରେ ଅଟକିଛି ବହୁ ପ୍ରକଳ୍ପ

ପାରାଦୀପ,୨ା୬(ସ୍ବ.ପ୍ର.): ଓଡ଼ିଶାର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳରେ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ନୂତନ ପ୍ରକଳ୍ପ କରିବେ ବୋଲି ଘୋଷଣା କରୁଛନ୍ତି। ଏହି ଧାରା ୨୦୦୮ରୁ ଏ ପର୍ଯ୍ୟନ୍ତ ଚାଲିଛି। ପରିତାପର ବିଷୟ ହେଲା, ଉକ୍ତ…

ଜଳାଶୟ ଶୁଖୁଛି, ବଢୁଛି ଜଳ ସଙ୍କଟ ସମସ୍ୟା

ଜଗତ୍‌ସିଂହପୁର ଅଫିସ, ୨।୬: ଚଳିତବର୍ଷ ମଧ୍ୟ ପ୍ରବଳ ଗ୍ରୀଷ୍ମ ଯୋଗୁ ଲୋକେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ହେଲେ ପ୍ରତିକାର ପାଇଁ ଚିନ୍ତା କରାଯାଉନାହିଁ। ଅର୍ଥାତ୍‌ ପ୍ରାକୃତିକ ମାଧ୍ୟମରେ ତାପମାତ୍ର କିପରି କମାଯାଇ ପାରିବ ସେ ଉପରେ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?