ଆଜି ସାନି ମତଦାନ
ପାରଳାଖେମୁଣ୍ଡି,୨୫ା୨(ଡି.ଏନ୍.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଉନ୍ନୟନ ଅଧିକାରୀ ତଥା ବ୍ଲକ ନିର୍ବାଚନ ଅଧିକାରୀଙ୍କ ରିପୋର୍ଟ ଅନୁସାରେ ପୁନଃ ମତଦାନ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଲିଙ୍ଗରାଜ ପଣ୍ଡା। ଆଜି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା…
ଘରୋଇକରଣ ପରେ ବି ସୁଧାର ନାହିଁ
ନୟାଗଡ଼ ଅଫିସ,୨୫।୨: ନୟାଗଡ଼ ମ୍ୟୁନିସିପାଲିଟିର ପରିମଳ ବ୍ୟବସ୍ଥା ଘରୋଇକରଣ ହେଲା ପରେ ବି ଉପଯୁକ୍ତ ସେବା ମିଳୁନାହିଁ। ପରିମଳ ବ୍ୟବସ୍ଥାରେ ଯେଉଁ ସୁଧାର ଆସିବ ବୋଲି କୁହାଯାଉଥିଲା ତାହା ଫଳପ୍ରଦ ହୋଇନାହିଁ। ୧୪ ଓ ୧୫ ନଂ. ୱାର୍ଡରେ ଆବର୍ଜନା ପାଇଁ…
ପଦା ହେଲାଣି ମୟୂରଝାଲିଆ କାଜୁ ଜଙ୍ଗଲ
ନୟାଗଡ଼ ଅଫିସ/ରଣପୁର,୨୫।୨(ସ୍ବ.ପ୍ର.): କାଜୁ ନିଗମ ଅଧୀନରେ ଥିବା ନୟାଗଡ଼ ଜିଲା ରଣପୁର ତହସିଲ ମୟୁରଝାଲିଆ ଗାଁରେ ଗୋଚର ଓ କାଜୁ ଜଙ୍ଗଲରୁ ବେଆଇନ ଭାବେ ମାଙ୍କଡା ପଥର ଓ ମୋରମ ଖନନ ଚାଲିଛି । ପ୍ରାୟ ଦେଢ଼ ବର୍ଷ ଭିତରେ କାଜୁ…
ସହର ତାଲିକାରେ ଗାଁ ଭୋଟରଙ୍କ ନାମ
ନୟାଗଡ଼ ଅଫିସ,୨୫।୨: ନୟାଗଡ଼ ମ୍ୟୁନିସିପାଲିଟିର ଡ୍ରାଫ୍ଟ ଭୋଟର ତାଲିକାରେ ଚଞ୍ଚକତା କରାଯାଇଥିବା ଅଭିଯୋଗ ହୋଇଛି । ଏଥିରେ ୨ହଜାର ଭୋଟରଙ୍କ ନାମ ଗାଁ ଓ ସହରରେ ରହିବା, ପୁଣି ଚଞ୍ଚକତା କରାଯାଇ ନୂଆ ୮୬୮ ଭୋଟରଙ୍କ ନାମ ନୟାଗଡ଼ ପୌରାଞ୍ଚଳ ତାଲିକାରେ…
ହିତାଧିକାରୀଙ୍କ ଜମାଖାତାକୁ ସିଧାସଳଖ ଯିବ ଭତ୍ତା
କଟକ ଅଫିସ,୨୫ା୨: ସହରରେ ୫୯ଟି ୱାର୍ଡରେ ନିର୍ଦ୍ଧାରିତ କେନ୍ଦ୍ରରେ ବୃଦ୍ଧ, ବିଧବା ଓ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଉଛି। ଏହି ବଣ୍ଟନ ବ୍ୟବସ୍ଥାକୁ ସ୍ବଚ୍ଛ ଓ ବୃଦ୍ଧାବୃଦ୍ଧଙ୍କ ପଥକଷ୍ଟ ଦୂର କରିବା ପାଇଁ ହିତାଧିକାରୀଙ୍କ ଜମାଖାତା ଜରିଆରେ ସିଧାସଳଖ ଭତ୍ତା…
କଟକ ମହାନଗର ନିଗମ: ୫୧୭୪ ବଢ଼ିଲା ଭୋଟର ସଂଖ୍ୟା
କଟକ ଅଫିସ,୨୫ା୨: କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ଚୂଡାନ୍ତ ଭୋଟର ତାଲିକା ବୁଧବାର ପ୍ରକାଶ ପାଇଛି। ପ୍ରାଥମିକ ଭୋଟର ତାଲିକାଠାରୁ ଚୂଡ଼ାନ୍ତ ତାଲିକାରେ ଭୋଟର ସଂଖ୍ୟା ୫୧୭୪ ବୃଦ୍ଧି ପାଇଛି। ସହରରେ ମୋଟ ୪ଲକ୍ଷ ୫୦ ହଜାର ୭୫୯ ଭୋଟର…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨୦ ବୋମାମାଡ଼
ବ୍ରହ୍ମଗିରି,୨୫।୨(ଡି.ଏନ୍.ଏ.): ରାଜନୈତିକ ବିବାଦ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବ୍ରହ୍ମଗିରି ଥାନା ଅନ୍ତର୍ଗତ ଦଣ୍ଡୁଆସିପଡ଼ା ଗ୍ରାମରେ ଗୁରୁବାର ପୁଣିଥରେ ଗୋଷ୍ଠୀ ସଂଘର୍ଷ ସହ ୨୦ରୁ ଊର୍ଦ୍ଧ୍ୱ ବୋମା ମାଡ଼ ହୋଇଛି। ଏହି ବୋମାମାଡ଼ରେ ଆହତ ଓ କ୍ଷୟକ୍ଷତି ଜଣାପଡି ନ ଥିବାବେଳେ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ପୂର୍ବତନ ଏଏସ୍ପି ତ୍ରିନାଥ ମିଶ୍ରଙ୍କ ଜାମିନ ଖାରଜ
କଟକ ଅଫିସ,୨୫ା୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ବତନ ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ଜାମିନ ଆବେଦନ ଗୁରୁବାର ଭିଜିଲାନ୍ସ କୋର୍ଟରେ ଖାରଜ ହୋଇଯାଇଛି। ଫଳରେ ତ୍ରିନାଥଙ୍କୁ ଜେଲ୍ରେ ରହିବାକୁ ପଡ଼ିବ। ସୂଚନାଯୋଗ୍ୟ, ଗତ ୧୫ତାରିଖରେ ଆୟ ବହିର୍ଭୂତ ସମ୍ପତ୍ତି…
ଫସିିଛନ୍ତି ପଶ୍ଚିମ ଓଡ଼ିଶାର ୩୦ ଡାକ୍ତରୀ ଛାତ୍ରୀଛାତ୍ର
ସମ୍ବଲପୁର(ବ୍ୟୁରୋ)/ରାଉରକେଲା ଅଫିସ/ ଝାରସୁଗୁଡ଼ା ଅଫିସ/ଟିଟିଲାଗଡ଼, ୨୪ା୨(ଡି.ଏନ.ଏ.): ରୁଷିଆ ଓ ୟୁକ୍ରେନ ଭିତରେ ଆରମ୍ଭ ହୋଇଯାଇଛି ଯୁଦ୍ଧ। ୟୁକ୍ରେନରେ ଫସିରହିଥିବା ଭାରତୀୟଙ୍କ ପାଇଁ ବଢିଛି ଚିନ୍ତା। ଏହିକ୍ରମରେ ପଶ୍ଚିମ ଓଡିଶାର ସମ୍ବଲପୁର, ରାଉରକେଲା, ଝାରସୁଗୁଡା ଓ ବଲାଙ୍ଗୀର ଜିଲାର ୩୦ରୁ ଊର୍ଦ୍ଧ୍ୱ ଡାକ୍ତରୀ…
ଭୋଜିଭାତ ହେଲା କାଳ
ମହାକାଳପଡ଼ା, ୨୪ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ଲୁଣିମାଠିଆ ଶବରପଡ଼ା ଗାଁରେ ଭୋଟ ଦେବା ପୂର୍ବରୁ ଜଣେ ଯୁବ ଭୋଟରଙ୍କ ମୃତ୍ୟୁ ଘଟିଛି। ରାତିରେ ଏକ ରାଜନୈତିକ ଦଳ ପକ୍ଷରୁ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଭୋଜିଭାତ ଓ ମଦ୍ୟପାନର…
ଗାଧେଇବାକୁ ଯାଇ ଫେରିଲେନି ଆଈ-ନାତୁଣୀ
କେନ୍ଦୁଝର,୨୪।୨ (ସ୍ବ.ପ୍ର.) କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ନୟାକୋଟ ଥାନା ଅନ୍ତର୍ଗତ ଭେଜିଡିହି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଆଈ ଓ ନାତୁଣୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଅମୃତ ଡାଙ୍ଗୁଆ…
ପୁଣେରେ ଓଡ଼ିଆ ଯୁବକଙ୍କ ଜୀବନ ଗଲା
ଭଦ୍ରକ ଅଫିସ, ୨୪ା୨: ପୁଣେରେ କାର୍ଯ୍ୟରତ ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଅନଳଡିହ ଗ୍ରାମର ବାସୁଦେବ ନାୟକ ନାମକ ଯୁବକଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ବାସୁଦେବ ପୁନେରେ ଏକ ଘରୋଇ କମ୍ପାନୀରେ ୧୦ବର୍ଷରୁ ଊଦ୍ଧର୍ବ ହେଲା…
Archives


