ଆମ ଜିଲା ଖବର

ଜଙ୍ଗଲ ଜମିରେ ଅମୃତ ସରୋବର ପୋଖରୀ

କାମାକ୍ଷାନଗର, ୧୩।୭(ଡି.ଏନ୍‌.ଏ) – ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କଣ୍ଟାପାଳ ପଞ୍ଚାୟତ ପକ୍ଷରୁ ଅମୃତ ସରୋବର ଯୋଜନାରେ ଖୋଳାଯାଇଥିବା ପୋଖରୀକୁ ନେଇ ବିବାଦ ସୃଷ୍ଟି ହୋଇଛି। ଶ୍ରମିକ ସହାୟତାରେ ଏହି ଜଳାଶୟ ଖନନ ନିୟମ ରହିଥିଲେ ମଧ୍ୟ ମେଶିନରେ କାମ କରାଯାଇଛି।…

ତହସିଲଦାରଙ୍କ ବଦଳି ଦାବିରେ ରାଜନୀତି ସରଗରମ

ଗଞ୍ଜାମ,୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ତହସିଲଦାରଙ୍କ ଅଶାଳୀନ ବ୍ୟବହାର ଓ କାର୍ଯ୍ୟଶୈଳୀକୁ ନେଇ ଗଞ୍ଜାମ ସହରରେ ରାଜନୀତି ଜୋର ଧରିଛି। ତହସିଲଦାର ହଟାଓ ଏବେ ଭିନ୍ନ ମୋଡ଼ରେ ଥିବା ପରିଲିକ୍ଷିତ ହେଉଛି। ସହରର ଗୋଟିଏ ପକ୍ଷ ତହସିଲଦାରଙ୍କ କାର୍ଯ୍ୟକଳାପ ଭଲ ନୁହେଁ କହି ବଜ଼ାର…

ଯୋକଡ଼ିଆ ବ୍ରିଜ ଉପରେ ସାଇକେଲ୍‌ ପକାଇ ଖରସ୍ରୋତାକୁ ଡେଇଁଲେ ଯୁବତୀ

ଯାଜପୁର ଅଫିସ,୧୩।୭: ଯାଜପୁର ରୋଡ ଥାନା ଯୋକଡ଼ିଆ ପୁରୁଣା ବ୍ରିଜ ଉପରୁ ଖରସ୍ରୋତା ନଦୀକୁ ବୁଧବାର ସକାଳେ ଜଣେ ଯୁବତୀ ଡେଇଁ ଅତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ରିଜ ଉପରୁ ଯୁବତୀଙ୍କ ସାଇକେଲ ଓ ଚପଲ ଜବତ କରାଯାଇଛି। ଏହାର ପଛରେ ଥିବା…

କଠିନ ପରିଶ୍ରମ କେବେ ବୃଥା ଯାଏ ନାହିଁ

ଅନୁଗୋଳ ଅଫିସ,୧୩।୭ – ଅନୁଗୋଳ ଜିଲାର ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟରୁ ଚଳିତ ମାଟ୍ରିକ୍‌ ପରୀକ୍ଷାରେ ଏ-୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଥିବା ଅନୁଗୋଳ ଜିଲାର ୮୬ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ମଙ୍ଗଳବାର ଢେଙ୍କାନାଳ ଏମ୍‌ପି ମହେଶ ସାହୁ ସମ୍ବର୍ଦ୍ଧିତ କରିଛନ୍ତି।…

୫୫ ନମ୍ବର ଜାତୀୟ ରାଜପଥ ଅବରୋଧ

ଢେଙ୍କାନାଳ ଅଫିସ, ୧୩।୭: ଢେଙ୍କାନାଳ ସହର କଲେଜ ବାଇପାସଠାରେ ୫୫ ନମ୍ବର ଜାତୀୟ ରାଜପଥକୁ ବୁଧବାର ସକାଳେ ଅଞ୍ଚଳବାସୀ ଅବରୋଧ କରିଛନ୍ତି। ୫୫ ନମ୍ବର ଜାତୀୟ ରାଜପଥ ମରାମତି କାର୍ଯ୍ୟ ଓ ସଂପ୍ରସାରଣ କାର୍ଯ୍ୟ ବନ୍ଦ ହୋଇ ରାସ୍ତା ବିପଦ ସଙ୍କୁଳ…

କଏଦୀଙ୍କ ଚିକିତ୍ସା ବ୍ୟବସ୍ଥାକୁ କୋଣଠେସା

ଅନୁଗୋଳ ଅଫିସ,୧୩।୭ – ଅନୁଗୋଳ ଜିଲା କାରାଗାର ହେଉ କି ଉପଖଣ୍ଡରେ ଥିବା କାରାଗାର, କୌଣସି ସ୍ଥାନରେ ସ୍ଥାୟୀ ଡାକ୍ତର ନାହାନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ନିକଟକୁ ଚିଠି ଲେଖାଯାଇଥିଲେ ମଧ୍ୟ ଆବଶ୍ୟକ ପଦକ୍ଷେପ ନିଆଯାଉ ନାହିଁ। ଫଳରେ ଏଠାରେ…

ଅଭାବୀ ବର୍ଷାକୁ ନେଇ ଚିନ୍ତାରେ ଚାଷୀ

ଚମ୍ପୁଆ, ୧୩।୭(ଡି.ଏନ.ଏ.) – କେନ୍ଦୁଝର ଜିଲା ଚମ୍ପୁଆ କୃଷି ଜିଲାର ଚଳିତବର୍ଷ ସ୍ବଳ୍ପ ବୃଷ୍ଟିପାତକୁ ନେଇ ଧାନ ଚାଷୀଙ୍କ ଚିନ୍ତା ବଢିବାରେ ଲାଗିଛି। ସ୍ବାଭାବିକ ବର୍ଷାକୁ ଅପେକ୍ଷା କରି ବୁଣା ଜମି ଗୁଡିକ ପଡ଼ିଆ ପଡ଼ିଥିବା ବେଳେ ଚାଷୀ ଚଳିତ ମାସ…

‘ଦିନଟିଏ ଉପାସ ରହିବେ ମା’ ତାରିଣୀ’

ଘଟଗାଁ,୧୩।୭(ଡି.ଏନ.ଏ.) – ଆସନ୍ତା ଗୁରୁବାର ଘଟଗାଁ ମା’ ତାରିଣୀଙ୍କ ଆଷାଢୀ ପର୍ବ ପାଳନ କରାଯିବ। ଏଥିପାଇଁ ଗତ ସୋମବାର ତାରିଣୀ ମନ୍ଦିର ପରିଚାଳନା ବୋର୍ଡ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଏନେଇ ବ୍ୟାପକ ଆଲୋଚନା କରାଯାଇ ମା’ଙ୍କ…

ପୂର୍ବ ଶତ୍ରୁତା ଲାଗି ମହିଳାଙ୍କୁ ଏସିଡ୍‌ ମାଡ

ଆଠଗଡ଼,୧୩।୭(ଡି.ଏନ୍‌.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମହିଳାଙ୍କୁ ଏସିଡ ମାଡ଼ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି। କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଜେମାଦେଇପୁର ସାନପାଟଣାରେ । ବାଇକ୍‌ରେ ଦୁଇ ଦୁର୍ବୃତ୍ତ ଆସି ମହିଳାଙ୍କୁ ଏସିଡ ମାଡ କରି ଫେରାର୍‌ ହୋଇଯାଇଛନ୍ତି।…

ଦାଦନ ଖଟୁଛନ୍ତି ବାଉଁଶ କାରିଗର

ସ୍ମାରକ ମାଜୀ ମୋରଡ଼ା,୧୩।୭ – ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ବିଭିନ୍ନ ଗାଁରେ ବସବାସ କରୁଥିବା ବାଉଁଶ କାରିଗର ଏବେ ସଙ୍କଟ ମଧ୍ୟରେ କାଳାତିପାତ କରୁଛନ୍ତି। ସରକାରୀ ପ୍ରୋତ୍ସାହନ ଓ କଞ୍ଚାମାଲ ଅଭାବରୁ ପୂର୍ବଭଳି ଆଉ ବିକ୍ରିବଟା ହେଉନାହିଁ। ବାଉଁଶରେ ବିଭିନ୍ନ…

୫ ଶ୍ରେଣୀକୁ ଜଣେ ଶିକ୍ଷକ

ଜଳେଶ୍ୱର, ୧୩।୭(ଡି.ଏନ.ଏ.) ଆଦିବାସୀ ଅଧ୍ୟୁଷିତ ବାଲେଶ୍ୱର ଜିଲା ରାଇବଣିଆ ଥାନା ଅଞ୍ଚଳର ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ଜଣେ ଶିକ୍ଷକରେ ୫ଟି ଶ୍ରେଣୀ ଚାଲଛି। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରାଜେଶ ହାଁସଦା ସମସ୍ତ ଶ୍ରେଣୀରେ ଶିକ୍ଷାଦାନ କରିବା ଅସମ୍ଭବ ହୋଇପଡିଛି। ଜୁଲାଇ ୫ତାରିଖରେ…

୧୩୫ ଛାତ୍ରୀଛାତ୍ରଙ୍କୁ ଜଣେ ଶିକ୍ଷକ

ଧାମନଗର, ୧୩।୭ (ଡି.ଏନ.ଏ) – ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତର ଜଗନ୍ନାଥ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଭିନ୍ନ ସମସ୍ୟା ଲାଗିରହିଛି। ଏହି ବିଦ୍ୟାଳୟ ଧାମନଗର ବ୍ଲକରେ ଯେଉଁ ଗୌରବମୟ ଅଧ୍ୟାୟ ସୃଷ୍ଟି କରିଥିଲା ଏବେ ଶିକ୍ଷକ ଅଭାବରୁ ଶ୍ରୀହୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?