ଆମ ଜିଲା ଖବର

ମାଛ ଭାଗବଣ୍ଟାକୁ ନେଇ ଅସନ୍ତୋଷ, ପୋଖରୀ କୂଳରେ ପଡ଼ିରହିଲା ୫୦ କିଲୋ ମାଛ

ଛେଣ୍ଡିପଦା,୩୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା କୋରଡା ଗ୍ରାମରେ ବଡ଼ବନ୍ଧ ପୋଖରୀ ମାଛ ଭାଗବଣ୍ଟାକୁ କେନ୍ଦ୍ରକରି ରବିବାର ତୀବ୍ର ଅସନ୍ତୋଷ ଦେଖାଦେଇଛି। ଫଳରେ ବଡବନ୍ଧ ପୋଖରୀ କୂଳରେ ୫୦ କିଲୋରୁ ଊର୍ଦ୍ଧ୍ୱ ମାଛ ପଡ଼ି ରହିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, କୋରଡା…

ଜୁନ ୧ରୁ ଅର୍ଥନୈତିକ ଅବରୋଧ ଆନ୍ଦୋଳନ

ତାଳଚେର,୩୦ା୫(ନି.ପ୍ର.): ତାଳଚେର ସରକାରୀ ମେଡିକାଲ କଲେଜ ପରିଚାଳନା ନେଇ ରାଜ୍ୟ ସରକାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରୁ ନ ଥିବାରୁ ପୂର୍ବ ଘୋଷଣା ଅନୁଯାୟୀ ତାଳଚେର ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଜୁନ ୧ ତାରିଖଠାରୁ ତାଳଚେରରେ ୭୨…

ସମସ୍ୟାରେ ଗୋଲିଆ ଆଦର୍ଶ ବିଦ୍ୟାଳୟ

ବୁଗୁଡ଼ା,୩୦ା୫(ଡି.ଏନ୍‌.ଏ.): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ଗ୍ରାମସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ପ୍ରତି ସ୍ମାର୍ଟ ସ୍କୁଲ୍‌ର ମାନ୍ୟତା ପାଇଥିଲେ ସୁଦ୍ଧା ବିଭିନ୍ନ ସମସ୍ୟାଘେରରେ ରହି ତା’ର ଆଦର୍ଶତା ହରାଉଥିବା ନେଇ ସାଧାରଣରେ ଚର୍ଚ୍ଚା ଜୋର୍‌ ଧରିଛି। ଦୀର୍ଘଦିନ ହେଲା ବିଦ୍ୟାଳୟରେ ସ୍ଥାୟୀ…

ଅଚଳାବସ୍ଥାରେ ଆମ ପୋଲିସ ସମିତି

ବଅଁରପାଳ,୩୦ା୫(ଡି.ଏନ.ଏ.): ଜନସାଧାରଣ ଓ ପୋଲିସ ମଧ୍ୟରେ ସୁସମ୍ପର୍କ ସ୍ଥାପନ ସହ ଅପରାଧ ହ୍ରାସ କରିବା ଉଦ୍ଦେଶ୍ୟରେ ୨୦୧୩ ମସିହାରେ ସରକାରଙ୍କ ପକ୍ଷରୁ ଆମ ପୋଲିସ ସମିତି ବ୍ୟବସ୍ଥା ଆରମ୍ଭ କରାଯାଇଥିଲା। ଏହା ପ୍ରଥମେ ଅନୁଗୋଳ ଜିଲା ନାଲ୍‌କୋ ଥାନାରେ କାର୍ଯ୍ୟକ୍ଷମ ହୋଇଥିଲା।…

ପ୍ରାର୍ଥୀଙ୍କୁ ନେଇ ଛକାପଞ୍ଝା, ଆଜି ନାମାଙ୍କନ

ଦିଗପହଣ୍ଡି,୩୦ା୫(ଡି.ଏନ୍‌.ଏ.): ଦିଗପହଣ୍ଡିରେ ପ୍ରାଥମିକ ସେବା ସମବାୟ ସମିତି ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ସୋମବାର ୧୫ ନିର୍ଦ୍ଦେଶକ ପଦବୀ ପାଇଁ ନାମାଙ୍କନ ଦାଖଲ ଲାଗି ପ୍ରଶାସନିକ ସ୍ତରରେ ପୂର୍ବରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦଳୀୟ ସଙ୍କେତରେ ନିର୍ବାଚନ ହେଉ…

ମୁକ୍ତାଦେବୀ ଠାକୁରାଣୀ ଯାତ୍ରା ଆରମ୍ଭ

ଚିକିଟି,୩୦ା୫(ଡି.ଏନ.ଏ.): ଗଞ୍ଜାମ ଜିଲା ଚିକିଟିପେଣ୍ଠର ଅଧିଷ୍ଠାତ୍ରୀ ଦେବୀ ମା’ ମୁକ୍ତାଦେବୀ ଠାକୁରାଣୀଙ୍କ ଯାତ୍ରା ଶନିବାରରୁ ଆରମ୍ଭ ହୋଇଛି। ସକାଳେ ମା’ଙ୍କୁ ପଞ୍ଚାମୃତ ଜଳରେ ମହାସ୍ନାନ, ମାର୍ଜନା ପୂଜାର୍ଚ୍ଚନା କରାଯାଇଥିଲା। ପ୍ରଚଳିତ ପ୍ରଥା ଅନୁଯାୟୀ ଶୁକ୍ରବାର ଅପରାହ୍ନରେ ମା’ଘର ପରିବାର ବନ୍ଧୁ ବର୍ଗ…

ପ୍ରଥମ ହରିଶ୍ଚନ୍ଦ୍ର ସହାୟତା ଦେଲେ ସରପଞ୍ଚ

ଫୁଲବାଣୀ ଅଫିସ, ୩୦ା୫: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକର ଦୁର୍ଗମ କୋଏରମାଣ୍ଡୁ ପଞ୍ଚାୟତରେ ଏ ପର୍ଯ୍ୟନ୍ତ କୌଣସି ହିତାଧିକାରୀ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ପାଇ ନ ଥିଲେ ା ନବ ନିର୍ବାଚିତ ସରପଞ୍ଚ ମାଧବ କହଁର ଜଣେ ହିତାଧିକାରୀଙ୍କୁ ଏହି ସହାୟତା…

ଅଙ୍ଗନୱାଡି କେନ୍ଦ୍ର, ଛତୁଆ ୟୁନିଟ୍‌ରେ ଚଢ଼ାଉ

ବାଲେଶ୍ୱର ଅଫିସ,୩୦ା୫: ବାଲେଶ୍ୱର ଜିଲାପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନ ଶନିବାର ସଦର ବ୍ଲକ ଅଧୀନ ବିଭିନ୍ନ ଅଙ୍ଗନୱାଡ଼ି କେନ୍ଦ୍ର ପରିଦର୍ଶନ କରିବା ସହ ପରିଖି ପଞ୍ଚାୟତରେ ଥିବା ମା’ ବନବିବି ଛତୁଆ ୟୁନିଟ୍‌ ଉପରେ ଅଚାନକ ଚଢ଼ାଉ କରିଥିଲେ। ଅଙ୍ଗନୱାଡ଼ି କେନ୍ଦ୍ରରେ…

୬ ଦିବ୍ୟାଙ୍ଗଙ୍କୁ ସହାୟତାର ହାତ

ସିମୁଳିଆ, ୩୦ା୫(ଡି.ଏନ.ଏ.): ନିର୍ବାଚନ ବେଳେ ନେତା ପ୍ରତିଶ୍ରୁତି ଦେଇ ପରେ ଭୁଲି ଯାଆନ୍ତି। ହେଲେ ଦେଇଥିବା ପ୍ରତିଶ୍ରୁତିକୁ ପାଳନ କରିଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ସମିତିସଭ୍ୟ ମୁକ୍ତିକାନ୍ତ ପାଣିଗ୍ରାହୀ। ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ସମ୍ପେଇ ଗ୍ରାମର ୨ନଂ.…

ଭିତ୍ତିପ୍ରସ୍ତରକୁ ୫ ବର୍ଷ ବିତିଲା, ଇଟା ଖଣ୍ଡେ ପଡ଼ିଲାନି

ଧାମନଗର, ୩୦ା୫ (ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ମୁସ୍ତାଫାପୁର ପଞ୍ଚାୟତ ଦୋବଲ କାଳୀପଡ଼ିଆଠାରେ କଲ୍ୟାଣ ମଣ୍ଡପ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଗ୍ରାମାଞ୍ଚଳରେ କଲ୍ୟାଣ ମଣ୍ଡପ ନିର୍ମାଣ ହେବ ଶୁଣି ସ୍ଥାନୀୟ ଲୋକଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଯାଇଥିଲା। ଏହା…

ଜାମୁକୋଳି ଖାଇବାକୁ ଯାଇ ଚାଲିଗଲା ବାଳକଙ୍କ ଜୀବନ

ଛେଣ୍ଡିପଦା,୩୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଜାମ୍ବୁନାଳି ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ରଞ୍ଜନ କୁମାର ମାଝିଙ୍କ ୧୦ ବର୍ଷର ପୁଅ ନିରାକାର ସାଙ୍ଗମାନଙ୍କ ସହ ଜାମୁକୋଳି ଖାଇବାକୁ ଯାଇଥିଲେ। ପରେ ଗ୍ରାମ ନିକଟରେ ଥିବା ଜିରାବାହାଳି…

ସୂଚନା ଫଳକରେ ଅଟକିଛି ରାସ୍ତା କାମ

ଯୋଡ଼ା, ୩୦ା୫(ଡି.ଏନ.ଏ.): ରାଜ୍ୟର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଗଣିତ କେନ୍ଦୁଝର ଜିଲାର ଯୋଡ଼ା ବ୍ଲକରେ ଅବସ୍ଥିତ ହାଣ୍ଡିଭଙ୍ଗା ଜଳପ୍ରପାତକୁ ରାସ୍ତା ନ ଥିବାରୁ ପର୍ଯ୍ୟଟକମାନେ ଆସିଲେ ଦୁର୍ଦ୍ଦଶା ଭୋଗୁଛନ୍ତି। ଏହି ପର୍ଯ୍ୟଟନସ୍ଥଳୀକୁ ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ପ୍ରଭୃତି ପଡ଼ୋଶୀ ରାଜ୍ୟରୁ ଦୈନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?