ଲଗାଣ ବର୍ଷା, ଦୁଇ ନଦୀର ଜଳସ୍ତର ବଢୁଛି
ମାଲକାନଗିରି,୧୨ା୭(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ମୋଟୁ ସୀମାନ୍ତରେ ଥିବା ସାବାରୁ ଓ ସିଲରୁ ନଦୀରେ ଜଳସ୍ତର ବଢୁଛି। ଫଳରେ ଆନ୍ଧ୍ର ଓ ଛତିଶଗଡ଼କୁ ସଂଯୋଗ…
ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ହେଲପର ମୃତ, ୧୫ ଆହତ
ଖୋର୍ଦ୍ଧା ଅଫିସ,୧୨।୭: ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୃର୍ଘଟଣା ଘଟିଛି। ଟ୍ରକକୁ ପଛପଟୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବରୁଣେଇ ଓଭର ବ୍ରିଜ ନିକଟରେ ମଙ୍ଗଳବାର ସକାଳ ପ୍ରାୟ ୮ଟାରେ ଏହି…
ସରକାରୀ ଖାତାକୁ ଫେରିବ ହଜାରେ ଏକର
ଅନୁଗୋଳ ଅଫିସ,୧୨।୭ ସରକାରୀ ଜମିକୁ ପୈତୃକ ସମ୍ପତ୍ତି ଭଳି ବ୍ୟବହାର କରାଯାଉଛି। କେଉଁଠି ବହୁତଳ କୋଠା ତ ଆଉ କେଉଁଠି ବ୍ୟବସାୟିକ ପ୍ରତିଷ୍ଠାନ ଗଢ଼ାଯାଇ ଭଡ଼ାରେ ଦିଆଯାଉଛି। ଅନେକ ସ୍ଥାନରେ ପ୍ଲଟିଂ କରି ବିକ୍ରି ମଧ୍ୟ କରାଯାଉଛି। ଶିଳ୍ପ ସମୃଦ୍ଧ ଅନୁଗୋଳ…
ଅଧ୍ୟୟନ ଜାରି ରଖିଲେ ସୁ ନାଗରିକ ହୋଇପାରିବ
ତାଳଚେର,୧୨।୭(ନି.ପ୍ର.) ତାଳଚେର ପୌରାଞ୍ଚଳରେ ଥିବା ହାଇସ୍କୁଲ, ବିଦ୍ୟାମନ୍ଦିରଗୁଡିକରେ ଚଳିତ ଦଶମ ପରୀକ୍ଷାରେ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ସଫଳତା ହାସଲ କରିଥିବା ୧୭ ଛାତ୍ରୀଛାତ୍ରଙ୍କୁ ସୋମବାର ସମ୍ବର୍ଦ୍ଧନା ଦିଆଯାଇଛି। ‘ଆମ ପ୍ରତିଭା ଆମ ପରିଚୟ’ ଦ୍ୱାରା ଆୟୋଜିତ ଏହି ସମ୍ବର୍ଦ୍ଧନା…
ରନ୍ଧନ ଗ୍ୟାସ, ଦରବୃଦ୍ଧିର ପ୍ରତିବାଦ
ଢେଙ୍କାନାଳ ଅଫିସ,୧୨।୭ ହୁ ହୁ ହୋଇ ବଢ଼ି ଚାଲିଥିବା ରନ୍ଧନ ଗ୍ୟାସ୍ ଦର ଏବଂ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଛି ଢେଙ୍କାନାଳ ମହିଳା କଂଗ୍ରେସ। ଏହାର ପ୍ରତିବାଦରେ ସଭାନେତ୍ରୀ ସ୍ମିତାରାଣୀ ସାମଲଙ୍କ ନେତୃତ୍ୱରେ ଜିଲା କାର୍ଯ୍ୟାଳୟ ସମ୍ମୁଖରେ…
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ଢେଙ୍କାନାଳ ଅଫିସ,୧୨।୭: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ନିମାପଡ଼ା ସବ ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଢ଼େଙ୍କାନାଳସ୍ଥିତ ମୋଟଙ୍ଗା ଥାନା ଅନ୍ତର୍ଗତ…
ଆଜି ରତ୍ନ ସିଂହାସନକୁ ବିଜେ କରିବେ ଚତୂର୍ଦ୍ଧାମୂର୍ତ୍ତି
ପୁରୀ ଅଫିସ,୧୨।୭: ଆଜି ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ । ଚତୂର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନ ସିଂହାସନରେ ବିଜେ କରିବେ। ତିନି ଠାକୁରଙ୍କ ଗୋଟି ପହଣ୍ଡି ସନ୍ଧ୍ୟାରେ ଅନୁଷ୍ଠିତ ହେବ। ହେଲେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ନ ନେଇ ତିନି ଭାଇ ଭଉଣୀ ଗୁଣ୍ଡିଚା ଯାତ୍ରା…
ପକ୍ଷୀକୁ ସୁରକ୍ଷା ଦେଉଛନ୍ତି ଗ୍ରାମବାସୀ
କେନ୍ଦୁଝର, ୧୨।୭(ସ୍ବ.ପ୍ର.) କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଏନ୍ଏଚ୍ ୨୦ କଡ଼ରେ ଥିବା ବଡପଶି ଗ୍ରାମରେ ଶହ ଶହ ବଗ, ଗେଣ୍ତlଳିଆ ଆଦି ଚଢ଼େଇ ଦୁଇଟି ଗଛରେ ବସବାସ କରୁଛନ୍ତି। ମୌସୁମୀ ଆସିଲେ ସେମାନେ ଆସିଥାନ୍ତି। ଗଛରେ ବସା ବାନ୍ଧି ରୁହନ୍ତି।…
ବାଲିଯୋଡ଼ା ସ୍ବାସ୍ଥ୍ୟ ଉପକେନ୍ଦ୍ର ପାଲଟିଛି ଭୂତକୋଠି
କୁଆମରା,୧୨।୭(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ଶିଳଘାଟୀ ପଞ୍ଚାୟତରେ ସ୍ଥାପିତ ବାଲିଯୋଡ଼ା ସ୍ବାସ୍ଥ୍ୟଉପକେନ୍ଦ୍ର ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠି ପାଲଟିଛି। ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଏହି ଉପକେନ୍ଦ୍ର କାର୍ଯ୍ୟ କରୁଛି। ବାଲିଯୋଡ଼ା, ଗୁରଡିହା, ଅତାନଟୀ, ଖଡିଆବସା, କେନ୍ଦୁଆମୁଣ୍ଡି, ନବକିଶୋରପୁର…
‘ଭାରତୀୟ ପୁରାଣଶାସ୍ତ୍ର ମୌଳିକ ଶିକ୍ଷାର ଆଧାର ହେବା ଉଚିତ୍’
ବାଲେଶ୍ୱର ଅଫିସ, ୧୨।୭ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ୨୪ତମ ପ୍ରତିଷ୍ଠା ଦିବସ ସୋମବାର ପାଳିତ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏହି ପ୍ରାକ୍-ରଜତ ଜୟନ୍ତୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ଭାରତବର୍ଷର ପୁରାଣ, ଶାସ୍ତ୍ର ବିଶ୍ୱକୁ ଦୃଷ୍ଟାନ୍ତ…
ପେନ୍ସନ୍ ଅର୍ଥରେ ପରିବେଶ ସୁରକ୍ଷା
କେନ୍ଦୁଝର, ୧୨।୭ (ସ୍ବ.ପ୍ର.) ବର୍ତ୍ତମାନ ସମୟରେ ପରିବେଶର ସୁରକ୍ଷା ଜୀବନ ରକ୍ଷାର ସ୍ଲୋଗାନ ସମସ୍ତଙ୍କୁ ଛୁଇଁଛି। ଯେତେବେଳେ ସମସ୍ତେ ପରିବେଶ ସୁରକ୍ଷା କରିବାକୁ ଯାଇ ନିଜକୁ ପ୍ରଚାର ପ୍ରସାର କରୁଛନ୍ତି ସେତେବେଳେ ଜଣେ ନିଆରା ମଣିଷ ବିନା ସ୍ବାର୍ଥରେ ନିଜର ପେନସନ…
ବେଲ୍ରେ ଆସି ବାହୁଡ଼ାରେ ସାମିଲ ହୋଇଥିଲେ ଗୋବିନ୍ଦ: ସାକ୍ଷ୍ୟ ପ୍ରମାଣ ପ୍ରଭାବିତ ସନ୍ଦେହ
ଭବାନୀପାଟଣା,୧୨।୭(ସ୍ବ.ପ୍ର): ବେଲ୍ରେ ଆସି ଗାଁ ବାହୁଡ଼ା ଯାତ୍ରାରେ ସାମିଲ ହେଲେ ବହୁ ଚର୍ଚ୍ଚିତ କଳାହାଣ୍ଡି ଜିଲା ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ। ସ୍ତ୍ରୀ ଓ ଝିଅର ଚିକିତ୍ସା ପାଇଁ ଗୋବିନ୍ଦଙ୍କୁ ଗତ ୮ ତାରିଖରେ ହାଇକୋର୍ଟ ୧୪…

