କାରାଗାରରେ ଖୁନ୍ଦାଖୁନ୍ଦି କଏଦୀ
କାମାକ୍ଷାନଗର, ୨୯।୫(ଡି.ଏନ୍.ଏ.): ବ୍ରିଟିଶ ଶାସନ ଅମଳର କାମାକ୍ଷାନଗର ଉପକାରାଗାରରେ ସ୍ଥାନ ଅଭାବରୁ ସୃଷ୍ଟି ହୋଇଛି ଅଚଳାବସ୍ଥା। ଏଠାରେ କ୍ଷମତା ତୁଳନାରେ ପ୍ରାୟ ଦେଢ଼ଗୁଣା ଅଧିକ କଏଦୀ ଖୁନ୍ଦାଖୁନ୍ଦି ହୋଇ ରହୁଛନ୍ତି। ଆବଶ୍ୟକ ଅର୍ଥ ଥିଲେ ମଧ୍ୟ ଉପଯୁକ୍ତ ଜମି ମିଳୁ ନ…
ବନ୍ଧୁକ ଚୋରାଚାଲାଣ ଗ୍ୟାଙ୍ଗ୍ର ୭ ଗିରଫ
ପୁରୀ ଅଫିସ,୨୯।୫ ପୁରୀରେ ବନ୍ଧୁକ ଚୋରାଚାଲାଣ ହେଉଥିବାରୁ ଗତ କିଛିଦିନ ମଧ୍ୟରେ ଲଗାତର ହତ୍ୟା, ଲୁଟ୍, ଗୁଳିକାଣ୍ଡ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ପୁରୀ ପୋଲିସ ତତ୍ପରତା ଦେଖାଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ତଦନ୍ତ କରୁଥିବା ବେଳେ ଶନିବାର…
ଅଟୋ ଉପରେ ମାଡ଼ିଗଲା ଟ୍ରକ୍: ୩ ଜଣଙ୍କ ଜୀବନ ଗଲା
କୋରାପୁଟ,୨୮ା୫(ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ଦୟାନିଧିଗୁଡ଼ା ନିକଟରେ ଏକ ଅଟୋ ଉପରେ ଟ୍ରକ୍ ମାଡ଼ିଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ମାଓବାଦୀ ଖଞ୍ଜିଥିଲେ ଟିଫିନ୍ ବୋମା
ବାଲିଗୁଡ଼ା,୨୮ା୫(ଡି.ଏନ୍.ଏ.): କିଛି ଦିନର ବ୍ୟବଧାନ ପରେ କନ୍ଧମାଳରେ ନିଜର ସ୍ଥିତି ଜାହିର କରୁଛି ମାଓବାଦୀ ସଙ୍ଗଠନ । ସେପଟେ ପୋଲିସ ମାଓବାଦୀ ଦମନକୁ ମଧ୍ୟ ଚ୍ୟାଲେଞ୍ଜ କରୁଛି ସଙ୍ଗଠନ। ଏଭଳି ସ୍ଥିତିରେ କନ୍ଧମାଳ ଜିଲା ବାଲିଗୁଡ଼ାରେ ମୁତୟନ ୧୨୭ ବାଟାଲିୟନ ସିଆର୍ପିଏଫ୍…
ପୋତାଗଡ଼ ନିକଟରେ ହରିଣ ମୃତଦେହ
ଗଞ୍ଜାମ,୨୮ା୫(ଡି.ଏନ୍.ଏ.): ଗଞ୍ଜାମ ସହର ପୋତାଗଡ଼ ନିକଟରୁ ଏକ ହରିଣର ମୃତଦେହ ଜବତ କରାଯାଇଛି। ହରିଣଟି ପୋତାଗଡ଼ ଉପରୁ ତଳକୁ ଲମ୍ଫ ମାରିଥିବାରୁ ମୁହଁରେ ଆଘାତ ଲାଗି ଛଟପଟ ହେଉଥିବା ବେଳେ କିଛି ଯୁବକ ହରିଣକୁ ଦେଖି ପାଣି ସିଞ୍ଚି ତା’ ଜୀବନ…
୨୦ ଫୁଟ ତଳକୁ ଖସିଲା ପାର୍ଶଲ ବୋଝେଇ କଣ୍ଟେନର, ୨ ଗୁରୁତର
କେନ୍ଦୁଝର,୨୮ା୫(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଜୁଡିଆ ଘାଟିରେ ଏକ କଣ୍ଟେନର ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡ଼ିବାରୁ ୨ ଜଣ ଗୁରୁତର ହୋଇଛନ୍ତି। ଟ୍ରାନ୍ସ କାରଗୋ ଇଣ୍ଡିଆ ନାମକ ପାର୍ଶଲ ବୋଝେଇ କଣ୍ଟେନର ସୁରତରୁ କୋଲକାତା ଅଭିମୁଖେ ଯାଉଥିବାବେଳେ ଶନିବାର…
ଗୋଟିଏ ଜମିକୁ ଦୁଇଥର ବିକ୍ରି
କେନ୍ଦୁଝର,୨୮ା୫(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ବଡ଼ହଳ ଅଞ୍ଚଳରେ ୧୦ ଡେସିମିଲି ଜମିକୁ ଦୁଇଥର ବିକ୍ରି କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଖାତା ନମ୍ବର ୪୫ର ପ୍ଲଟ୍ ନମ୍ବର ୨୬୩ରେ ଏହି ବେଆଇନ ବିକ୍ରି ହୋଇଥିବା ଅଭିଯୋଗ ହୋଇଛି। ଜାଲ୍ କାଗଜପତ୍ର…
ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ, ଓଡ଼ିଶାରେ ରାଜନୈତିକ ଦଳ କିଏ ଅଛନ୍ତି ବୋଲି ପଚାରିଲେ
ପୁରୀ ଅଫିସ,୨୮।୫: ଏଏସ୍ଆଇର ଅନୁମତି ନ ଥାଇ ବି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମକୁ ସରକାର ବନ୍ଦ କରୁ ନ ଥିବାରୁ ତାଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ଜଗଦଗୁରୁ ଶଙ୍କରାଚାଯର୍ର୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ। ସେ କହିଛନ୍ତି, ତୀର୍ଥଭୂମିକୁ ଭୋଗଭୂମି ଓ…
‘ମହାପ୍ରଭୁଙ୍କ ନାଁରେ ରାଜନୀତି ହେଉଛି’
ପୁରୀ ଅଫିସ,୨୮ା୫: ଶ୍ରୀମନ୍ଦିର ଚାରିପାଖ ସୌନ୍ଦର୍ଯ୍ୟକରଣ ହେଉ ମହାପ୍ରଭୁଙ୍କ ଇଚ୍ଛା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ନେଇ ଶନିବାର ଗଣମାଧ୍ୟମକୁ ଏପରି କହିଛନ୍ତି ପୁରୀ ଏମ୍ପି ପିନାକୀ ମିଶ୍ର। ସେ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀଙ୍କ କାମ ଅଭିଯୋଗ କରିବା…
ମୂଷାପାଲି ପଞ୍ଚାୟତକୁ ମଦମୁକ୍ତ ପାଇଁ ଅଣ୍ଟା ଭିଡ଼ିଲେ ମହିଳା
କୋକସରା,୨୮ା୫(ଡି.ଏନ୍.ଏ.): ଦିନକୁ ଦିନ ଗ୍ରାମାଞ୍ଚଳରେ ଦେଶୀ ମଦଭାଟି ଛତୁ ଫୁଟିଲା ଭଳି ଖୋଲୁଥିବାରୁ ଗାଁ ଗାଁରେ ମଦ୍ୟପଙ୍କ ଦୌରାତ୍ମ୍ୟ ସହ ଗାଁ ପରିବେଶକୁ ଅଶାନ୍ତ କରୁଥିବା ଦେଖିବାକୁ ମିଳୁଛି। ଘରେ ଘରେ ଗଣ୍ଡଗୋଳ ହେଉଛି। ସ୍ତ୍ରୀ-ସ୍ବାମୀ ମଧ୍ୟରେ ମତାନ୍ତର ହୋଇ କଥା…
କଟକରେ ଗୁପ୍ଚୁପ୍ ଖାଉଛନ୍ତି କି? ଚଢ଼ାଉରେ ଜଣାପଡ଼ିଲା ଏପରି…
କଟକ ଅଫିସ,୨୮।୫: ସୁଆଦିଆ ଗୁପଚୁପ୍ ଭାବି ଗ୍ରାହକ ଖାଉଥିଲେ। ହେଲେ ଅସ୍ବାସ୍ଥ୍ୟକର ପରିବେଶରେ ଏସବୁ ତିଆରି ହେଉଥିଲା। ଗୁପଚୁପ୍ପ୍ରେମୀ ଏଗୁଡ଼ିକ ଖାଇ ଝାଡ଼ାବାନ୍ତିରେ ପଡ଼ୁଥିଲେ। ଏନେଇ ଅଭିଯୋଗ ଆସିବା ପରେ ଶନିବାର କଟକ ବାଦାମବାଡ଼ିର ଶଙ୍କରପୁର ଅଞ୍ଚଳର ନାକେଇ ପଡ଼ିଆରେ କଟକ…
ଗଞ୍ଜେଇ ଚୋରାଚାଲାଣ: ୧୦ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ କାଉନସିଲର ପ୍ରାର୍ଥୀ
ଭବାନୀପାଟଣା,୨୮ା୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏସ୍ପି ଅଭିଳାଶଜୀଙ୍କ ନେତୃତ୍ୱରେ ଜୟପାଟଣା ଥାନାଧିକାରୀ ବାସୁଦେବ ଛତ୍ରିଆଙ୍କ ସହ ଏକ ଟିମ୍ ଗଠନ କରି ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ପୋଲିସ। ଏଥିରେ ୧୦ ଜଣ…

