ଆମ ଜିଲା ଖବର

ନୂଆଗାଁ ବ୍ଲକରେ ସାମାଜିକ ସମୀକ୍ଷା ପ୍ରହସନ: ସହଯୋଗ କରୁନାହାନ୍ତି କର୍ମଚାରୀ

ନୂଆଗାଁ,୧ା୧୦(ଡି.ଏନ.ଏ.): ପ୍ରତି ଆର୍ଥତ୍କ ବର୍ଷରେ ପଞ୍ଚାୟତ ସମିତି, ଗ୍ରାମ ପଞ୍ଚାୟତ ଓ ଅନ୍ୟାନ୍ୟ ବିଭାଗ ଦ୍ୱାରା ବିଭିନ୍ନ ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଗୁଡିକ ସାମାଜିକ ସମୀକ୍ଷା ମାଧ୍ୟମରେ ଲୋକାଭିମୁଖୀ କରାଇବା ବ୍ୟବସ୍ଥା ରହିଛି। ହେଲେ ନୟାଗଡ଼ ଜିଲା ନୂଆଗାଁ...

ହସ୍ପିଟାଲ, ଆର୍‌ଟିଓରେ ଚଢ଼ାଉ: ପଞ୍ଚମ ଦିନରେ ୨୬ ଦଲାଲ ଗିରଫ

କଟକ ଅଫିସ/ ଭୁବନେଶ୍ୱର,୧।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ପୋଲିସ ଦଲାଲ ଧରପଗଡ଼ ଅଭିଯାନକୁ ଜୋର୍‌ଦାର କରିଛି। ସ୍ପେଶାଲ ଡ୍ରାଇଭ୍‌ର ୫ମ ଦିନ ସୋମବାରରେ ରାଜ୍ୟର ବିଭିନ୍ନ ହସ୍ପିଟାଲରୁ ୮ ଓ ଆର୍‌ଟିଓରୁ ୧୮ଜଣ ଦଲାଲଙ୍କୁ ପୋଲିସ ଗିରଫ କରିଛି। ଭୁବନେଶ୍ୱର...

ଶୌଚ ପାଇଁ ଯାଇ ହାତୀ ଆକ୍ରମଣର ଶିକାର, ବୃଦ୍ଧ ମୃତ

ବେତନଟୀ, ୧।୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଜାମୁଗଧା ଗ୍ରାମର ଜଣେ ବୃଦ୍ଧଙ୍କର ହାତୀ ଆକ୍ରମଣରେ ମଙ୍ଗଳବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ ଗଜେନ୍ଦ୍ର ମହାନ୍ତ(୭୦)। ପ୍ରକାଶ ଯେ, ଗଜେନ୍ଦ୍ର ଜଣେ ପଡ଼ୋଶୀଙ୍କ ସହ ଶୌଚ ପାଇଁ ଗାଁ...

ତୋରଣରେ ଷ୍ଟାଚ୍ୟୁ ଅଫ ଲିବର୍ଟି

କଟକ ଅଫିସ,୧।୧୦: ଶାରଦୀୟ ପୂଜା ପାଇଁ ଚଳଚଞ୍ଚଳ ହୋଇଛି କଟକର ବିଭିନ୍ନ ପୂଜା ମଣ୍ଡପ। ଦଶହରା ଯେତିକି ପାଖେଇ ଆସୁଛି ପୂଜା ମଣ୍ଡପ କର୍ମକର୍ତ୍ତାଙ୍କ ମଧ୍ୟରେ ସେତିକି ତତ୍ପରତା ଦେଖିବାକୁ ମିଳିଛି। ପୂଜାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତେ...

ଚଳନ୍ତା ଟ୍ରେନ୍‌ରୁ ଅଲଗା ହୋଇଗଲା ବଗି: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ପୁରୀ ଅଫିସ, ୧।୧୦: ପୁରୀ ଜିଲା ଡେଲାଙ୍ଗର ରେଞ୍ଚ ଲେଭଲ କ୍ରସିଂଠାରେ ସୋମବାର ରାତି ପ୍ରାୟ ସାଢେ ୧୦ଟାରେ ଏକ ଚଳନ୍ତା ଟ୍ରେନ୍‌ର ଗୋଟିଏ ବଗି ଅନ୍ୟ ବଗିଠାରୁ ଅଲଗା ହୋଇଯାଇଥିଲା। ଫଳରେ ଉକ୍ତ ବଗିରେ ବସିଥିବା ଯାତ୍ରୀମାନେ ଟ୍ରେନ୍‌...

ବେଆଇନ ନର୍ସିଂ ହୋମ୍‌ ମାମଲା: ହାଇକୋର୍ଟରେ ହାଜର ହେଲେ ସ୍ବାସ୍ଥ୍ୟ ସଚିବ

କଟକ ଅଫିସ,୧।୧୦: ବେଆଇନ ନର୍ସିଂହୋମ୍‌କୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ରାଜ୍ୟ ସରକାରଙ୍କ ପ୍ରମୁଖ ସ୍ବାସ୍ଥ୍ୟ ସଚିବ ପ୍ରମୋଦ ମେହେର୍ଦ୍ଦା ସୋମବାର ବ୍ୟକ୍ତିଗତ ହାଜର ହୋଇଛନ୍ତି। ରାଜ୍ୟରେ କ୍ଲିନିକାଲ ଏଷ୍ଟାବ୍ଲିଶ୍‌ମେଣ୍ଟ ଆକ୍ଟ ଲାଗୁ ପାଇଁ ପ୍ରତି ଜିଲାର ଜିଲାପାଳଙ୍କୁ...

ରାଉରକେଲା ନିର୍ବାଚନକୁ ନେଇ ମାମଲା: ବିଧାୟକ ସାରଦା ନାୟକଙ୍କ ସହ ୯ଜଣଙ୍କୁ ନୋଟିସ୍‌

କଟକ ଅଫିସ, ୧।୧୦: ରାଉରକେଲା ବିଧାନସଭା ନିର୍ବାଚନକୁ ନେଇ ହାଇକୋର୍ଟରେ ହୋଇଥିବା ମାମଲାରେ ବିଧାୟକ ସାରଦା ନାୟକଙ୍କ ସହ ୯ଜଣଙ୍କୁ ନୋଟିସ୍‌ ଜାରି କରାଯାଇଛି। ଭାଜପାର ପରାଜିତ ପ୍ରାର୍ଥୀ ନିହାର ରାୟଙ୍କ ପକ୍ଷରୁ ହାଇକୋର୍ଟରେ ରୁଜୁ ହୋଇଥିବା ଏହି ମାମଲାର...

ଆରମ୍ଭ ହେଲା ଏସ୍‌ଆଇଏ ସର୍ଭେ

ପୁରୀ ଅଫିସ,୧।୧୦: ଶ୍ରୀମନ୍ଦିରର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ମିଟର ପରିଧି ମଧ୍ୟରେ ଥିବା ସବୁ ନିର୍ମାଣ ଉଚ୍ଛେଦ କରାଯିବ। ଏହି ସୁରକ୍ଷା ଜୋନ ମଧ୍ୟରୁ ମଠ, ମନ୍ଦିର, ଦୋକାନ, ଲଜ୍‌, ବାସଗୃହ ଆଦି ଭଙ୍ଗାଯାଇ ଜମି...

ମାଲେସିଆ ଜାହାଜ ଅଟକିବା ପ୍ରସଙ୍ଗ:ଜିଲାପାଳ, ଏସ୍‌ପିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ନୋଟିସ

ପୁରୀ ଅଫିସ, ୧।୧୦: ମାଲେସିଆର ଏକ ପଣ୍ୟବାହୀ ଜାହାଜ ଅଚଳ ହୋଇପଡ଼ିିବାରୁ ଚିଲିକା ମୁହାଣ ନିକଟରେ ଅଟକି ରହିଥିଲା। ଏହି ଘଟଣାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ପୁରୀ ଜିଲାପାଳ, ଏସ୍‌ପି ଏବଂ କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରଣାଳୟକୁ ନୋଟିସ୍‌...

ଶ୍ରୀକ୍ଷେତ୍ରରେ ଗୁପ୍ତ ଗୁଣ୍ଡିଚା: ନାରାୟଣୀ ମନ୍ଦିରକୁ ବିଜେ ହେଲେ ଦୁର୍ଗାମାଧବ

ପୁରୀ ଅଫିସ, ୧।୧୦: ଶ୍ରୀମନ୍ଦିରରେ ଚାଲିଛି ଦୁର୍ଗାମାଧବ ଉପାସନା। ସୋମବାର ମା’ ବିମଳାଙ୍କ ପୀଠରୁ ଦୁର୍ଗାମାଧବ ରଥାକୃତି ବିମାନରେ ବିଜେ ହୋଇ ଦୋଳମଣ୍ଡପ ସାହିସ୍ଥିତ ନାରାୟଣୀ ମନ୍ଦିରକୁ ବିଜେ କରିଥିଲେ। ସେଠାରେ ନୀତି ସମ୍ପନ୍ନ ହୋଇଥିଲା। ଶ୍ରୀମନ୍ଦିରରେ ରାତ୍ର ଚନ୍ଦନ...

ଖଣି ଖାଦାନରେ ୧୪୪ ଧାରା ଜାରିକୁ ବିରୋଧ: ରେଞ୍ଜ କାର୍ଯ୍ୟାଳୟ ଘେରାଉ କଲେ ଗ୍ରାମବାସୀ

ଖୁଣ୍ଟା,୧ା୧୦(ଡି.ଏନ୍‌.ଏ.)-ଖୁଣ୍ଟା ତହସିଲ ଅଧିନ ତଥା ଶିମିଳିପାଳ ପାଦଦେଶରେ ଥିବା ବିଭିନ୍ନ ବେଆଇନ ଖଣି ଖାଦାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସୋମବାର ଏହାକୁ ବିରୋଧ କରି ଶିମିଳିପାଳ ପାଦଦେଶରେ ଥିବା ଗ୍ରାମବାସୀମାନେ ଡୁକୁରା ରେଞ୍ଜ କାର୍ଯ୍ୟାଳୟକୁ ଘେରାଉ...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପାଇଁ ଦାବିପତ୍ର

କପ୍ତିପଦା,୧ା୧୦(ଡ଼ି.ଏନ୍‌.ଏ)- କପ୍ତିପଦା ବ୍ଲକ ଅଧୀନ ବଡ଼ ଗୁଡୁଗୁଡ଼ିଆ ପଞ୍ଚାୟତର ସରପଞ୍ଚ ଦମୟନ୍ତୀ ହାଁସଦା ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ଦାବି ହୋଇଛି। ସୋମବାର ଉକ୍ତ ପଞ୍ଚାୟତର ୧୧ଟି ୱାର୍ଡରୁ ୯ ଜଣ ୱାର୍ଡ ମେମ୍ବର କପ୍ତିପଦା ଉପଜିଲାପାଳଙ୍କ ନିକଟରେ...

ଶିକ୍ଷକ ନିଯୁକ୍ତି ନେଇ ସ୍କୁଲରେ ପଡ଼ିଲା ତାଲା

ବଡ଼ସାହି,୧ା୧୦ (ସ୍ବ.ପ୍ର)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ସୋରିଷକୋଠା ଗ୍ରାମ ଉ.ପ୍ରା ବିଦ୍ୟାଳୟରେ ସୋମବାର ଗ୍ରାମବାସୀ ତାଲା ପକାଇଛନ୍ତି। ୮ଟି ଶ୍ରେଣୀ ପାଇଁ ଆବଶ୍ୟକ ଶିକ୍ଷକ ନ ଥିବାରୁ ଅଭିଭାବକ ଓ ପରିଚାଳନା କମିଟି ସଦସ୍ୟବୃନ୍ଦ ପୂର୍ବାହ୍ନ ୧୦ଟାରେ ସ୍କୁଲରେ ତାଲା...

‘କ୍ଷେତ୍ର ପରିଦର୍ଶନରେ ଯାଇ ବାସ୍ତବ ସ୍ଥିତି ଅନୁଧ୍ୟାନ କର’

ବାଲେଶ୍ୱର ଅଫିସ, ୧।୧୦-ରାଜ୍ୟ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର ବାଲେଶ୍ୱର ଗସ୍ତରେ ଆସି ବାଲେଶ୍ୱର ଓ ଭଦ୍ରକ ଜିଲାର ସମବାୟ ବିଭାଗର କାର୍ଯ୍ୟାବଳୀ ଏବଂ ୫-ଟି କାର୍ଯ୍ୟାନ୍ବୟନ ସମ୍ପର୍କରେ ସମୀକ୍ଷା...

ରଖେ ହରି ତ ମାରେ କିଏ: ନଦୀରେ ୩ କି.ମି. ଭାସି ଯାଇ ବି ବଞ୍ଚିଗଲେ ବୃଦ୍ଧା

ବସ୍ତା, ୧।୧୦(ସ୍ବ.ପ୍ର.)-କଥାରେ ଅଛି ରଖେ ହରି ତ ମାରେ କିଏ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ବାହାର୍ଦ୍ଦା ଗ୍ରାମରେ। ଜଣେ ବୃଦ୍ଧା ନଦୀର ପ୍ରଖରସ୍ରୋତରେ ୩ କି.ମି. ପର୍ଯ୍ୟନ୍ତ ଭାସିଯାଇ ବଞ୍ଚିଯିବା...

ଛାତ୍ରାବାସ ଛାତରୁ ଖସିଲା କଂକ୍ରିଟ

ବାଲେଶ୍ୱର ଅଫିସ, ୧।୧୦-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ରର ଛାତ୍ରାବାସ କୋଠାରୁ ସୋମବାର ମଧ୍ୟାହ୍ନରେ କଂକ୍ରିଟ୍‌ ଖଣ୍ଡ ଖସି ପଡିଥିଲା। ଏଥିରେ ଜଣେ ଛାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ଏହାର ପ୍ରତିବାଦ...

ଖୋଳ ତାଳର ବାଜିଗର ନୟନ

ତେଲକୋଇ, ୧।୧୦(ଡି.ଏନ.ଏ.)-କଳା ସମର୍ପିତ ହୋଇଛନ୍ତି କଳାକାର ବାଜିଗର। ଅପହଞ୍ଚ ଅଞ୍ଚଳରେ ତାଙ୍କର ବେଶ ଆଦୃତ ତାଙ୍କ କଳାକୁ ନେଇ। ଛୋଟ ବୟସରୁ ଏହି କଳାକୁ ନେଇ ମୃଦଙ୍ଗ, ମାଦଳ, ଡୁବି ତବଲା, ଢୋଲ ଆଦି ପ୍ରସ୍ତୁତି କରିବା ସହିତ ଉକ୍ତ...

ନିମ୍ନମାନର କାମ ଯୋଗୁ ରାସ୍ତା ଦୁଇ ଫାଳ

କେନ୍ଦୁଝର, ୧।୧୦ (ସ୍ବ.ପ୍ର.)-ନିମ୍ନମାନର କାମ ଓ ଉପଯୁକ୍ତ ତଦାରଖ ଅଭାବରୁ କେନ୍ଦୁଝର ଜିଲାର ବିଶେଷ କରି ଆଦିବାସୀ ଅଧ୍ୟୁଷିତ ବାଂଶପାଳ ବ୍ଲକରେ ବିଭିନ୍ନ ବିଭାଗ ଦ୍ୱାରା କରାଯାଇଥିବା ରାସ୍ତାଘାଟ ବିପର୍ଯ୍ୟସ୍ତ ହୋଇପଡିଛି। ନୂଆ ରାସ୍ତା କାମଗୁଡିକ ମଧ୍ୟ କମ ଦିନରେ...