ଆମ ଜିଲା ଖବର

ଚିନାବାଦାମର ଅଭାବୀ ବିକ୍ରି

ଜଳେଶ୍ୱର, ୨୮ା୫ ଚିନାବାଦାମ ଚାଷ ଏକ ଅର୍ଥକାରୀ ଫସଲ। ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ଏହା ବ୍ୟାପକ ଚାଷ ହୋଇଥାଏ ା ବିହନ ମିଳିବା ଓ ଅମଳ ପରେ ବିକ୍ରି ସୁବିଧା ନ ଥିବାରୁ ଚାଷୀମାନେ ଅଭାବୀ ବିକ୍ରିର ସମ୍ମୁଖୀନ ହେଉଛନ୍ତି।…

ଆମ୍ବ ଚାଷୀ ହତାଶ

କେନ୍ଦୁଝର,୨୮ା୫(ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଆମ୍ବ ଚାଷୀ ନିରାଶ ହୋଇଛନ୍ତି। ପୂର୍ବ ବର୍ଷ ତୁଳନାରେ ଚଳିତବର୍ଷ ଉତ୍ପାଦନ କମି ଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଛି। ହାଟବଜାର ଓ ରାସ୍ତାକଡ଼ରେ ଆମ୍ବର ଆସର ଦେଖିବାକୁ ମିଳୁନାହିଁ। ସୁସ୍ବାଦୁ ଆମ୍ବ ପାଇଁ କେନ୍ଦୁଝର ଜିଲା…

ବଳାତ୍କାର କରି ବ୍ଲାକମେଲିଂ କରୁଥିଲେ

କୁଚିଣ୍ଡା,୨୮ା୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ୨୦୨୦ ଲକ୍‌ଡାଉନ ସମୟରେ ଟ୍ୟୁଶନରୁ ଫେରିବା ବାଟରେ କିରାଶାସନ ଗ୍ରାମର ବାଦଲ ମିଞ୍ଜ ଓ ନାରେନ ମାଝି ଟେକିନେଇ ବଳାତ୍କାର କରି ଏହାର ଭିଡିଓ ଉତ୍ତୋଳନ କରିଥିଲେ। ସେହିଦିନରୁ ଅଭିଯୁକ୍ତଦ୍ୱୟ…

ଶୀତଳ ଷଷ୍ଠୀ ଲାଗି ୩ ଦିନ ବନ୍ଦ ରହିବ ମଦ ଦୋକାନ

ସମ୍ବଲପୁର,୨୮।୫(ବ୍ୟୁରୋ): ଆଗକୁ ଆସୁଛି ଶୀତଳ ଷଷ୍ଠୀ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପୋଲିସ ପକ୍ଷରୁ ୩ ଦିନ ମଦ ଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୩ ତାରିଖ ରାତି ୧୦.୩୦ରୁ ୬…

ଘରୁ ମିଳିଲା ବିପୁଳ ପରିମାଣର ସାଇଜ କାଠ, ପଟ୍ଟା

କାଶୀପୁର,୨୮।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ବନାଞ୍ଚଳ ପକ୍ଷରୁ ଚଢାଉ କରି ବିପୁଳ ପରିମାଣର ସାଇଜ କାଠ ଏବଂ ପଟ୍ଟା ଜବତ କରାଯାଇଛି। ଟିକିରି ବନାଞ୍ଚଳ ଅଧିକାରୀ ଦିବ୍ୟ ମାଧୁରୀ ସେଠୀଙ୍କ ନେତୃତ୍ୱରେ ବନ ବିଭାଗ କର୍ମଚାରୀ ସ୍ଥାନୀୟ ଏକ…

ଭାଜପା ପ୍ରାର୍ଥିନୀଙ୍କ ପ୍ରଚାରରେ ଭୋଜପୁରୀ ଅଭିନେତା

ଝାରସୁଗୁଡ଼ା ଅଫିସ,୨୮ା୫: ବ୍ରଜରାଜନଗର ଉପନିର୍ବାଚନ ପ୍ରଚାରରେ ଭୋଜପୁରୀ ଅଭିନେତା ତଥା ଉତ୍ତରପ୍ରଦେଶ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦିନେଶ ଲାଲ୍‌ ଯାଦବ ଶୁକ୍ରବାର ଭାଜପା ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ସପକ୍ଷରେ ପ୍ରଚାର କରିଥିଲେ। ଦଳ ତରଫରୁ ବ୍ରଜରାଜନଗର ମଣ୍ଡଳିଆ ଛକରେ ଅଭିନେତା…

ସମ୍ମିଳନୀରେ କର୍ମୀଙ୍କୁ ଗୁରୁମନ୍ତ୍ର

ଝାରସୁଗୁଡ଼ା ଅଫିସ,୨୮ା୫: ବ୍ରଜରାଜନଗର ଉପନିର୍ବାଚନ ପରିପ୍ରେକ୍ଷୀରେ ଲଖନପୁର ବ୍ଲକ୍‌ ଦଳଗାଁ ପଞ୍ଚାୟତ ସେନାମାଲ ଛକ ନିକଟରେ ଶୁକ୍ରବାର ବିଜେଡି କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହାକୁ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଟିକେଶ୍ୱର ସେନାପତି ପରିଚାଳନା କରିଥିଲେ। ଏଥିରେ ଷ୍ଟାର ପ୍ରଚାରକ…

ବିଧାୟକ ମନୋହର ରନ୍ଧାରୀ ନିର୍ଦ୍ଦୋଷ

ନବରଙ୍ଗପୁର/ଜୟପୁର,୨୮ା୫(ବି.ପ୍ର./ନି.ପ୍ର.): ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କ ନାମରେ ଥିବା ଅର୍ଥ ତୋସରପାତ ମାମଲାରେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଜଜ୍‌ ରାଜେଶ ଏକ୍କା ତାଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ବିଧାୟକ ରନ୍ଧାରୀ ନନ୍ଦାହାଣ୍ଡି ବ୍ଲକ କିରାଣି ଥିବା ସମୟରେ ଲୁହାଛଡ଼, ସିମେଣ୍ଟ ଓ…

ପେଡ୍‌ ପିରିୟଡ ଲିଭ୍‌ ଦାବି କଲେ ସମ୍ବଲପୁର ଝିଅ

ସମ୍ବଲପୁର,୨୮ା୫(ବ୍ୟୁରୋ): ଋତୁସ୍ରାବ ସମୟରେ କର୍ମଜୀବୀ ମହିଳା ଅସ୍ବସ୍ତି ଅନୁଭବ କରିଥାନ୍ତି। ଏଥିରୁ ଆଶ୍ୱସ୍ତି ପାଇବା ପାଇଁ ସମ୍ବଲପୁର ଏନ୍‌ଗୁହା ଲାଇନର ଝିଅ ରଞ୍ଜିତା ପ୍ରିୟଦର୍ଶିନୀ ଆଗେଇ ଆସିଛନ୍ତି। ସେ ପେଡ୍‌ ପିରିୟଡ ଲିଭ୍‌ ପାଇଁ କେନ୍ଦ୍ର ଶ୍ରମମନ୍ତ୍ରୀ ଭୂପେନ୍ଦର ଯାଦବଙ୍କୁ ଅନ୍‌ଲାଇନ୍‌ରେ…

୮ ବର୍ଷ ହେଲା ପଢ଼ାଉଥିଲେ ନକଲି ଶିକ୍ଷୟିତ୍ରୀ

ବଲାଙ୍ଗୀର ଅଫିସ,୨୮ା୫: ଜଣେ ଛାତ୍ରୀଙ୍କୁ ମାଡ଼ ମାରିବା ପରେ ଜଣାପଡ଼ିଛି ସତ। ୮ ବର୍ଷ ହେଲା ଏକ ସ୍କୁଲରେ ଦୁଇଜଣ ନକଲି ଶିକ୍ଷୟିତ୍ରୀ ପାଠ ପଢ଼ାଉଥିବା ଘଟଣା ନଜରକୁ ଆସିଛି। ଏହି ଶିକ୍ଷୟିତ୍ରୀଦ୍ୱୟ ଏନ୍‌ଜିଓ ଦ୍ୱାରା ନିଯୁକ୍ତ ହୋଇଥିବା ବେଳେ ଶିକ୍ଷା…

‘ସରକାରଙ୍କ ନିୟନ୍ତ୍ରଣରେ ମନ୍ଦିର ନ ରହୁ’

ପୁରୀ ଅଫିସ,୨୮ା୫: ବରିଷ୍ଠ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ ଶୁକ୍ରବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଗୋବର୍ଦ୍ଧନ ପୀଠାଧୀଶ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛନ୍ତି। ଏହି ଅବସରରେ ଶଙ୍କରାଚାର୍ଯ୍ୟଙ୍କ ସହ ସେ କେତେକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏ…

ସକ୍ରିୟ, ସଜାଗ ରହିବାକୁ ଡିଜିପିଙ୍କ ନିର୍ଦ୍ଦେଶ

କଟକ ଅଫିସ, ୨୮ା୫: ଜୁଲାଇ ୧ ତାରିଖରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ରୀତିନୀତି ବିଭିନ୍ନ ତାରିଖରେ ପାଳନ କରାଯିବ। ଗୁରୁତ୍ୱପୂର୍ଣ୍ଣ ରୀତିନୀତି ମଧ୍ୟରେ ଜୁନ୍‌ ୨୯ ତାରିଖରେ ନବଯୌବନ ଦର୍ଶନ, ଜୁଲାଇ ୧ ତାରିଖରେ ରଥଯାତ୍ରା, ୯ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?