ପାଚିକା ସହାୟିକା ସଂଘର ବିକ୍ଷୋଭ
ବ୍ରହ୍ମପୁର ଅଫିସ୍,୨୭ା୫: ଓଡ଼ିଶା ମିଳିତ ବିଦ୍ୟାଳୟ ପାଚିକା ସହାୟିକା ସଂଘ ଗଞ୍ଜାମ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ଶୁକ୍ରବାର ଜିଲା ଶିକ୍ଷା ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସହାୟିକା ସଂଘର ଏକ ରାଲି ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରୁ ବାହାରି ଗିରିରୋଡ଼…
ଧାନମଣ୍ଡଳ ପଞ୍ଚାୟତରେ ସରିଲା ଭୋଟ ଗ୍ରହଣ
ଚଣ୍ଡିଖୋଲ,୨୭।୫(ଡି.ଏନ୍.ଏ.): ଯାଜପୁର ଜିଲା ବଡଚଣା ନିର୍ବାଚନମଣ୍ଡଳୀର ଧାନମଣ୍ଡଳ ପଞ୍ଚାୟତରେ ଶୁକ୍ରବାର ଉପନିର୍ବାଚନ ହୋଇଯାଇଛି। ଶହଶହ ଭୋଟର ମତଦାନ କେନ୍ଦ୍ରକୁ ଆସି ନିଜର ମତାଧିକାର ସାବ୍ୟସ୍ତ କରିଥିଲେ । ଶୁକ୍ରବାର ବିଭିନ୍ନ ପଞ୍ଚାୟତରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଧାନମଣ୍ଡଳ ସରପଞ୍ଚ ପ୍ରାର୍ଥୀଙ୍କ…
କଟକରେ ପୁଣି ନକଲ କୋଲ୍ଡଡ୍ରିଙ୍କ୍ସ
କଟକ ଅଫିସ, ୨୭।୮: କଟକରେ ପୁଣି ନକଲି ଜିନିଷ ଜବତ କରାଯାଇଛି। କଟକ ଜଗତପୁରରେ ନକଲି କୋଲ୍ଡଡ୍ରିଙ୍କ୍ସ ଫ୍ୟାକ୍ଟ୍ରି ଠାବ ହୋଇଛି। ସିଏମ୍ସି ସ୍ବାସ୍ଥ୍ୟ ବିଭାଗ ଓ ଜଗତପୁର ପୋଲିସ ପକ୍ଷରୁ ମିଳିତ ଭାବେ ଫ୍ୟାକ୍ଟ୍ରି ଉପରେ ଚଢ଼ାଉ କରାଯାଇଥିଲା। ସେଠାରେ…
ଅଟୋ ଉପରେ ପଡ଼ିଲା ଗଛ: ଚାଲିଗଲା ମହିଳାଙ୍କ ଜୀବନ
ଖମାର,୨୭।୫(ଡି.ଏନ୍.ଏ.): ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଖମାର ଥାନା ଅଧୀନ ବାଲିପଶି ଗ୍ରାମ ନିକଟ ୧୪୯ ନଂ. ଜାତୀୟ ରାଜପଥରେ ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି। ଚଳନ୍ତା ଅଟୋ ଉପରେ ରାସ୍ତା କଡରେ ଥିବା ଏକ ଗଛ ପଡି ଦୁର୍ଘଟଣା ଘଟିଛି।…
ଓଡ଼ିଶା ସମେତ ୬ ହାଇକୋର୍ଟର ବିଚାରପତିଙ୍କ ବଦଳି
ନୂଆଦିଲ୍ଲୀ/କଟକ ଅଫିସ,୨୭।୫: ୬ ହାଇକୋର୍ଟର ବିଚାରପତିଙ୍କ ବଦଳି କରାଯାଇଛି। ସୁପ୍ରିମକୋର୍ଟଙ୍କ କଲେଜିୟମଙ୍କ ନିଷ୍ପତି କ୍ରମେ ଶୁକ୍ରବାର ଏହି ଅଦଳବଦଳ ହୋଇଛି। ଏ ନେଇ ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କୋଲକାତା ହାଇକୋର୍ଟକୁ ଓଡିଶା ହାଇକୋର୍ଟର ବିଚାରପତି ଜଷ୍ଟିସ…
ଆର୍ଡି ରାସ୍ତାରୁ ହଟିବ ଟୋଲଗେଟ୍
ବରଗଡ଼ ଅଫିସ,୨୭।୫: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା-ନନ୍ଦଟିକ୍ରା ଗ୍ରାମ୍ୟ ଉନ୍ନୟନ(ଆର୍ଡି) ରାସ୍ତାରେ ଅଶୋକା ବିଲ୍ଡକନ ବସାଇଥିବା ବେଆଇନ ଟୋଲଗେଟ୍ ହଟିବ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଟୋଲଗେଟ୍କୁ ହଟା ନ ଗଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ…
ବୁଲିବାକୁ ଆସିଥିଲେ ମାମୁଁ ଘର, ଚାଲିଗଲା ଜୀବନ
ଫୁଲବାଣୀ ଅଫିସ,୨୭।୫: ଏକ ବିଷଧର ସାପ କାମୁଡ଼ାରେ ୩୩ ବର୍ଷର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଲେ କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାରବଗିଚା ପଡ଼ାର ପବିତ୍ର କୁମାର ସିଂଙ୍କ ସ୍ତ୍ରୀ ମନସ୍ବନୀ ସିଂ। ମିଳିଥିବା ସୂଚନା…
ପୁଅର ବର୍ବର କାଣ୍ଡ: କାଠଫାଳିଆରେ ପିଟି ମା’ଙ୍କୁ ହତ୍ୟା
ଫୁଲବାଣୀ ଅଫିସ,୨୭।୫: କନ୍ଧମାଳ ଜିଲା ଫୁଲବାଣୀ ସହରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଟାଉନ ଥାନା ଅଞ୍ଚଳର ଜଣେ ଯୁବକ ନିଜ ମା’ଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଛନ୍ତି। ମୃତକ ମା’ ହେଲେ କସ୍ତୁରୀ କହଁର(୬୦)। ପୋଲିସ ହତ୍ୟାକାରୀ…
ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସ ହ୍ରାସ ଦାବିରେ ଅନଶନ
ଦେବଗଡ଼,୨୭ା୫(ଡି.ଏନ୍.ଏ.): ଦେବଗଡ଼ ପୌରପରିଷଦ ପକ୍ଷରୁ ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସ ପ୍ରତ୍ୟାହାର ସହ ୫ ଦଫା ଦାବିରେ ଶୁକ୍ରବାର ସକାଳୁ ପୌର ପରିଷଦ ସମ୍ମୁଖରେ ପୌର ପରିଷଦର ୭ କାଉନସିଲର ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଅନଶନ ଆରମ୍ଭ କରିଛନ୍ତି। ଶୁକ୍ରବାର ସକାଳୁ…
କୂଅରେ ପଡ଼ିଛି ହାତୀଛୁଆ, ଉଦ୍ଧାର କାର୍ଯ୍ୟ ଜାରି
ରାଇକିଆ,୨୭ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକର ବାରବା ରେଞ୍ଜର ପଳାଶପଲ୍ଲୀ ଗ୍ରାମର ଏକ ପରିତ୍ୟକ୍ତ କୂଅରେ ଗୁରୁବାର ରାତିରୁ ଏକ ୪/୫ ବର୍ଷ ର ହାତୀଛୁଆ ଖସି ପଡ଼ିଛି। ଏହି ଅଞ୍ଚଳରେ ହାତୀପଲଙ୍କର ନିୟମିତ ଚଳପ୍ରଚଳ ରହିଛି। କାଲି ସନ୍ଧ୍ୟାରୁ ହାତୀପଲ…
ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା
ବରଗଡ଼ ଅଫିସ,୨୭ା୫: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ସପ୍ତାହ ବିତି ଯାଇଛି। ହେଲେ ଧାନ କିଣାବିକାରେ ଅବ୍ୟବସ୍ଥା ଲାଗି ରହିଛି। ଧାନ ମଣ୍ଡିଗୁଡ଼ିକ ମିଲର୍ସଙ୍କ ମର୍ଜିରେ ଚାଲିଛି। କଟ୍ନିଛଟ୍ନି ନ ହେଲେ ଧାନ ଉଠାଇବାକୁ ସିଧାସଳଖ ମିଲର୍ସଙ୍କ ଏଜେଣ୍ଟମାନେ…
ଫସଲ ବୀମା ପ୍ରଦାନରେ ବିଳମ୍ବ, ରାଜପଥକୁ ଓହ୍ଲାଇଲେ ଚାଷୀ
ସୋହେଲା,୨୭ା୫(ଡି.ଏନ୍.ଏ.): ମରୁଡ଼ି କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମା ସହାୟତା ପ୍ରଦାନରେ ଅହେତୁକ ବିଳମ୍ବ ହୋଇଛି। ଚାଷୀମାନେ ବୀମା କମ୍ପାନୀ ଏବଂ ପ୍ରଶାସନକୁ ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ବେ କିଛି ସୁଫଳ ମିଳି ନାହିଁ। ଏହାର ପ୍ରତିବାଦରେ ବରଗଡ଼…

