ଆମ ଜିଲା ଖବର

ଆଜି ବର୍ଷାଙ୍କ ଆବେଦନ ଶୁଣାଣି

କଟକ ଅଫିସ,୨୭ା୫: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ଅନୁଭବ ମହାନ୍ତିଙ୍କ ବିବାଦ ତୁଟୁନି। ଶୁକ୍ରବାର ବର୍ଷାଙ୍କ ଆବେଦନର ଶୁଣାଣି କରିବେ ହାଇକୋର୍ଟ। ସୋସିଆଲ ମିଡିଆରେ ବର୍ଷାଙ୍କ ସମ୍ମାନ ହାନି ହେଉଥିବା ନେଇ ଅଭିଯୋଗ ଆଣିଛନ୍ତି ବର୍ଷା। ସୂଚନାଯୋଗ୍ୟ, ପୁରୀଘାଟ ଥାନାରେ…

ପୁଣି ହାଇକୋର୍ଟ ଗଲେ ବର୍ଷା

କଟକ ଅଫିସ,୨୭।୫: ପୁଣି ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଏମ୍‌ପି ଅନୁଭବ ମହାନ୍ତିଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସୋସିଆଲ ମିଡ଼ିଆରେ ଅପମାନଜନ ପୋଷ୍ଟ ହେଉଥିବା ନେଇ ଅଦାଲତଙ୍କୁ ଅବଗତ କରାଇଛନ୍ତି ବର୍ଷା । ମାମଲାରେ ଅନୁଭବ ଓ ରାଜ୍ୟ ସରକାରଙ୍କ ପକ୍ଷ ଭୁକ୍ତ…

ଚିଲିକା ମଝିରେ ପୁଣି ଅଟକିଲା ଡଙ୍ଗା

ପୁରୀ ଅଫିସ,୨୭ା୫: ଯାନ୍ତ୍ରିକ ତ୍ରୁଟି ଯୋଗୁ ଶୁକ୍ରବାର ସକାଳେ ଏକ ଦେଶୀ ଡଙ୍ଗା ଚିଲିକା ମଝିରେ ଅଟକିଛି। ଡଙ୍ଗାଟି ୪୦ ଜଣ ଯାତ୍ରୀଙ୍କୁ ନେଇ ଜହ୍ନିକୁଦାରୁ ସାତପଡ଼ା ଅଭିମୁଖେ ଯାଉଥିଲା। କିଛି ବାଟ ଯିବା ପରେ ଯାନ୍ତ୍ରିକ ତ୍ରୁଟି ଦେଖାଯାଇଥିଲା। ଫଳରେ…

ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ଭୋଜପୁରୀ ଅଭିନେତା

ଝାରସୁଗୁଡା ଅଫିସ,୨୭।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଚାର ଜୋରଦାର ଚାଲିଛି। ଅନେକ ହେଭିଓ୍ବେଟ୍‌ ନେତା ନିଜ ଦଳ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଏହି ପରିପେକ୍ଷୀରେ ଶୁକ୍ରବାର ଭାଜପା ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ସପକ୍ଷରେ ଭୋଜପୁରୀ…

ବିପଦସଙ୍କୁଳ ସେବା ସମବାୟ ସମିତି କାର୍ଯ୍ୟାଳୟ

ଖଣ୍ଡପଡ଼ା,୨୭ା୫(ସ୍ବ.ପ୍ର.): ରାଜ୍ୟ ସରକାର କୃଷି ଓ କୃଷକମାନଙ୍କ ଉନ୍ନତି ପାଇଁ ବିଭିନ୍ନ କଲ୍ୟାଣକାରୀ ଯୋଜନା ପ୍ରଣୟନ କରିଛନ୍ତି। ଏ ବାବଦରେ ଅନେକ କୋଟି ଟଙ୍କା ବ୍ୟୟ କରାଯାଉଛି। ହେଲେ ବହୁଦିନରୁ ଏକ ଭଙ୍ଗା ଦଦରା, ବିପଦଶଙ୍କୁଳ ଗୃହରେ ଚାଲିଛି ସେବା ସମବାୟ…

ଗଣମାଧ୍ୟମକୁ ଦମକଳ ପରି ଡାକରା

ନୟାଗଡ଼ ଅଫିସ,୨୭।୫: ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାର ଜିଲାସ୍ତରୀୟ ସମ୍ମିଳିତ କମିଟି ବୈଠକ ଜିଲାପାଳଙ୍କ ସଦ୍‌ଭାବନା କକ୍ଷରେ ଗୁରୁବାର ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଯୋଗ ଦେବା ପାଇଁ ନୟାଗଡ଼ ଜିଲା ସୂଚନା ଲୋକ ସର୍ମ୍ପକ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ…

ଜମି ଚିହ୍ନଟ ସତ୍ତ୍ୱେ କାର୍ଯ୍ୟ ଆରମ୍ଭ ହୋଇନି

ପୁରୀ ଅଫିସ,୨୭।୫: ଏକବିଂଶ ଶତାବ୍ଦୀରେ ସମାଜ ପାଇଁ ବିଜ୍ଞାନର ଗୁରୁତ୍ୱ ବଢ଼ିଯାଇଥିବା ବେଳେ ଛାତ୍ରୀଛାତ୍ରଙ୍କ ପାଇଁ ବିଜ୍ଞାନ ସମ୍ବନ୍ଧୀୟ ତଥ୍ୟ ଜାଣିବା ଜରୁରୀ ହୋଇପଡ଼ିଛି। ଏଥିପାଇଁ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର…

ବିକାଶ ଅପେକ୍ଷାରେ ହଟକେଶ୍ୱର ପୀଠ

ଖୋର୍ଦ୍ଧା ଅଫିସ,୨୭ା୫: ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥ ବାଘମାରୀ ନିକଟ ଅଟ୍ରି ଗ୍ରାମରେ ରହିଛି ଏକାଦଶ ରୁଦ୍ର ହଟକେଶ୍ୱରଙ୍କ ପୀଠ। ମନ୍ଦିର ନିର୍ମାଣ ଭାସ୍କର୍ଯ୍ୟ ଶୈଳୀ ଏହାର ପ୍ରାଚୀନତାର ପରିଚୟ ବହନ କରେ। ଏହି ପୀଠକୁ ସରକାରଙ୍କ ୫-ଟି ଯୋଜନାରେ…

କୋଟିଆରେ ଥାନା ଉଦ୍‌ଘାଟନ କଲା ଓଡ଼ିଶା, ସ୍ଥିତି ପରଖିଲା ଆନ୍ଧ୍ର

ପଟ୍ଟାଙ୍ଗୀ,୨୭।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ବୁଧବାର ଜିଲା ପ୍ରଶାସନ ପକ୍ଷରୁ ଥାନା ଉଦ୍‌ଘାଟନ କରାଯିବା ପରେ ଗୁରୁବାର ଆନ୍ଧ୍ର ପ୍ରଶାସନିକ ଅଧିକାରୀମାନେ ସେଠାରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଆନ୍ଧ୍ରର ପାର୍ବତୀପୁରମ୍‌ ଜିଲା ପଞ୍ଚାୟତ ଅଧିକାରୀ…

କୋଇଲା ଚୋରା କାରବାରରେ କୋଟିପତି ହୋମଗାର୍ଡ

ଅନୁଗୋଳ ଅଫିସ,୨୭ା୫: ପୋଲିସ ଚାକିରିକୁ ଢାଲ କରି କୋଇଲା ଚୋରା କାରବାର କରୁଥିବା କଟକ ଜିଲା ନରସିଂହପୁର ଥାନାର ହୋମଗାର୍ଡ ପ୍ରମୋଦ କୁମାର ସାହୁଙ୍କୁ ଗିରଫ କରାଯାଇଛି। ଅନୁଗୋଳ ଜିଲା ନିଶା ଥାନା ପୋଲିସ ବୁଧବାର ରାତିରେ ତାଙ୍କୁ ଉଠାଇ ଆଣିଥିବା…

୨୮ବର୍ଷ ବିତିଲା, ହେଲାନି କଂସରଝରଣ ଜଳଭଣ୍ଡାର

ସମ୍ବଲପୁର,୨୭ା୫(ବ୍ୟୁରୋ): ୧୯୯୪ ମସିହା ଏପ୍ରିଲ ୩୦ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକ ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଗସ୍ତରେ ଆସି କୟାକୁଦ ପଞ୍ଚାୟତ ଅଫିସ ଓ ଯୁଯୁମୁରା ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନ କରିଥିଲେ। ସେ ସମୟରେ ଚାଷୀ ଓ ଅଞ୍ଚଳବାସୀଙ୍କ…

ମେଗା ପାଇପ୍‌ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟରେ ଫାଟ

ଯାଜପୁର ଅଫିସ,୨୭ା୫: ରାଜ୍ୟରେ ମେଗା ପାଇପ୍‌ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍‌) ପ୍ରକଳ୍ପ ନିର୍ମାଣରେ ବିଳମ୍ବ ଏବଂ ନିମ୍ନମାନର କାର୍ଯ୍ୟ ହେଉଛି। ଆବଶ୍ୟକ ନିର୍ମାଣ ସାମଗ୍ରୀ ବ୍ୟବହାର ହେଉ ନ ଥିବାବେଳେ ପାଇପ ବିଛା କାର୍ଯ୍ୟରେ ବିଭାଗୀୟ ଯୋଜନା ଅନୁସାରେ ସମ୍ପାଦନ କରାଯାଉନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?