ଆମ ଜିଲା ଖବର

ପାରାଦୀପରେ ଫାଟିଲା ପାଇପ୍‌ ଲାଇନ, ମାଟିରେ ମିଶିଲା ବିପୁଳ ପରିମାଣର ତୈଳ

ପାରାଦୀପ,୨୬।୫(ସ୍ବ.ପ୍ର.): ଜଗତସିଂପୁର ଜିଲା ପାରାଦୀପ ହଳଦିଆ ବୌରେଣି ଅଶୋଧିତ ତୈଳ ପାଇପ୍‌ ଲାଇନରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ପାରାଦୀପର ତୈଳ ବିଶୋଧନାଗାର ଟାଉନସିପ୍‌ ସମ୍ମୁଖ ନିହାରୁଣୀ ପାଖରେ ଏକ ପାଇପ୍‌ ଲାଇନ ଫାଟିଯିବାରୁ ବିପୁଳ ପରିମାଣର ତୈଳ ମାଟିରେ ମିଶି…

୪୨ ଚକରୁ ସରିଲା ୩୬ ଚକର ନିର୍ମାଣ କାର୍ଯ୍ୟ

ପୁରୀ ଅଫିସ,୨୬।୫: ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ଆଗେଇ ଚାଲିଛି ରଥ ତିଆରି କାମ। ତିନି ରଥର ୪୨ଟି ଚକ ମଧ୍ୟରୁ ୩୬ଟି ଚକର ତିଆରି କାମ ଶେଷ ହୋଇଛି। ନନ୍ଦିଘୋଷ ରଥର ୧୬ଟିରୁ ୧୪, ତାଳଧଜ ରଥର ୧୪ଟିରୁ ୧୨ ଓ…

ପୁଣି ଉପସ୍ଥିତି ଜାହିର କଲେ ମାଓବାଦୀ, ପୋଡିଦେଲେ ୬ ଗାଡ଼ି

ଭବାନୀପାଟଣା,୨୬।୫(ସ୍ବ.ପ୍ର.): କିଛି ଦିନର ନୀରବତା ପରେ ପୁଣି କଳାହାଣ୍ଡିରେ ନିଜର ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ। ରାସ୍ତା କାମକୁ ବିରୋଧ କରି ୬ଟି ଗାଡି ପୋଡ଼ିଦେଇଥିବା ବେଳେ ମାଓବାଦୀ ପୋଷ୍ଟର ଲଗାଇ ଚେତାବନୀ ଦେଇଥିବା ଦେଖିବାକୁ ମିଳିଛି। ମିଳିଥିବା ସୂଚନା ଅନୁଯାୟୀ,…

ପ୍ରେମିକାଙ୍କ ଘର ଫ୍ୟାନ୍‌ରେ ଝୁଲୁଛି ପ୍ରେମିକଙ୍କ ମୃତଦେହ

ବ୍ରହ୍ମଗିରି, ୨୬।୫(ଡି.ଏନ.ଏ.) : ପୁରୀ ବ୍ରହ୍ମଗିରି ଥାନା ଅନ୍ତର୍ଗତ ସାହୁପଡ଼ା ଗ୍ରାମରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ପ୍ରେମିକାଙ୍କ ଘରେ ପ୍ରେମିକଙ୍କର ମୃତ୍ୟୁ ଘଟିଛି। ତାଙ୍କର ଝୁଲନ୍ତା ମୃତଦେହ ଦେଖିବାକୁ ମିଳିବା ପରେ ପ୍ରେମିକଙ୍କ ପରିବାରଲୋକେ ତାଙ୍କ…

ଅଭିଯୁକ୍ତ ଗିରଫ, ସୁନା ଅଳଙ୍କାର ଜବତ

ଟିକିରି,୨୬।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ଥାନା ସିରିପାଇ ପଞ୍ଚାୟତ ଅନ୍ତର୍ଗତ ବାହାରଦୁଲକି ଗ୍ରାମରେ ଧାରୁଆ ଅସ୍ତ୍ରରେ ବୃଦ୍ଧାଙ୍କ ତଣ୍ଟି କାଟି ସୁନାଚେନ୍‌ ଲୁଟ ଘଟଣାର ପର୍ଦ୍ଦାଫାସ ହୋଇଛି। କାଶୀପୁର ପୋଲିସ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରି ଲୁଟ୍‌ ହୋଇଥିବା ଚେନ୍‌ ଏବଂ…

୧୫ ଭରି ସୁନା, ନଗଦ ଟଙ୍କା ନେଇଗଲେ ଦୁର୍ବୃତ୍ତ

ତାଳଚେର,୨୬।୫(ନି.ପ୍ର.): ଅନୁଗୋଳ ଜିଲା ତାଳଚେରରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବ୍ଲକର ବିଭିନ୍ନ ଥାନା ଅଞ୍ଚଳରେ ଘନ ଘନ ଚୋରି, ଲୁଟ୍‌ ଓ ଅସାମାଜିକଙ୍କ ଦୌରାତ୍ମ୍ୟ ଲୋକଙ୍କ ଚିନ୍ତାର କାରଣ ହୋଇଛି। ଗତ କିଛି ମାସ ହେଲା ଚୋରି ଘଟଣା ବଢ଼ିବାରେ ଲାଗିଥିଲେ…

ବଦଳିବ ୪୦୦୦ ପୋଖରୀ କଳେବର

ଢେଙ୍କାନାଳ ଅଫିସ, ୨୬।୫: ଢେଙ୍କାନାଳ ଜିଲାର ପୁରାତନ ପୋଖରୀଗୁଡ଼ିକ ମଧ୍ୟରୁ ଅଧିକାଂଶ ପରିତ୍ୟକ୍ତ ହୋଇପଡ଼ିଛି। କେଉଁଠି ପାଣି ନାହିଁ ତ ଆଉ କେଉଁଠି ପଡ଼ିଆର ଭ୍ରମ ସୃଷ୍ଟି କରୁଛି। ଜିଲାରେ ଭୂତଳ ଜଳସ୍ତର ନିମ୍ନଗାମୀ ହେଉଥିବାବେଳେ ଖରାଦିନେ ଉତ୍କଟ ଜଳ ସମସ୍ୟା…

ବିଦ୍ୟାଳୟରେ ବିଳମ୍ବରେ ପହଞ୍ଚୁଛନ୍ତି ଶିକ୍ଷୟିତ୍ରୀ ଶିକ୍ଷକ

ବୁଗୁଡ଼ା,୨୬।୫(ଡି.ଏନ.ଏ.): ବୁଗୁଡା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ ୧୧୯ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ୨୮ ଉଚ୍ଚ ବିଦ୍ୟାଳୟ ଏପରି ମୋଟ ୧୪୭ ବିଦ୍ୟାଳୟ କାର୍ଯ୍ୟ କରୁଛି। ସେଥିରୁ ଅଧିକାଂଶ ବିଦ୍ୟାଳୟର କେତେକ ଶିକ୍ଷୟିତ୍ରୀ ଶିକ୍ଷକ ସରକାରଙ୍କ ନିର୍ଦ୍ଦେଶକୁ…

ବିପଦ ଜଳ ଜଳ, ବଦଳାଯାଉନି

ବଅଁରପାଳ,୨୬।୫ (ଡି.ଏନ.ଏ.): କେଉଁଠି ବିଦ୍ୟୁତ୍‌ ଖୁଣ୍ଟର ମୂଳ ନଷ୍ଟ ହୋଇଗଲାଣି ତ ଆଉ କେଉଁଠି ଖୁଣ୍ଟ ବାଙ୍କି ଗଲାଣି। ଅନେକ ସ୍ଥାନରେ ନିର୍ଦ୍ଧାରିତ ଉଚ୍ଚତାଠାରୁ ତଳକୁ ଓହଳି ରହିଛି ଏଲ୍‌ଟି ଲାଇନ ତାର। ସାମାନ୍ୟ ବର୍ଷା ପବନ ହେଲେ ବାରମ୍ବାର ଛିଣ୍ଡିଯାଉଛି…

ଅମଲାପଡ଼ା ଟୁଙ୍ଗିରେ ମହିମା ମେଳା: ଖଞ୍ଜଣି ଭଜନରେ କମ୍ପିଲା ପରିବେଶ

ଢେଙ୍କାନାଳ ଅଫିସ, ୨୬।୫: ଢେଙ୍କାନାଳ ସହର ବସଷ୍ଟାଣ୍ଡ୍‌ ଅମଲାପଡ଼ାସ୍ଥିତ ୧୧୦ ବର୍ଷ ପ୍ରାଚୀନ ମହିମା ଟୁଙ୍ଗିରେ ସୋମବାର ମହାସମାରୋହରେ ମହିମା ମେଳା ପାଳିତ ହୋଇଯାଇଛି। ଅନୁଗାମୀ ପ୍ରସନ୍ନା ମହାପାତ୍ରଙ୍କ ବିୟୋଗର ମାସପୂର୍ତ୍ତି ଅବସରରେ ଏହାର ଆୟୋଜନ କରାଯାଇଥିଲା। ଖଞ୍ଜଣି ଭଜନରେ ଟୁଙ୍ଗି…

ବସ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

କାମାକ୍ଷାନଗର, ୨୬।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଜଡ଼ାପାଳ ନିକଟରେ ବୁଧବାର ଏକ ଦୁର୍ଘଟଣାକୁ ନେଇ ଲଙ୍କାକାଣ୍ଡ ଘଟିଛି। ଏଥିରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବାବେଳେ ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ବସ୍‌କୁ ଜାଳିଦେଇଛନ୍ତି। ଏହି ଘଟଣାକୁ ନେଇ…

ଦିନକରେ କଟାଗଲା ୨୭୭ ଚାଲାଣ

ଅନୁଗୋଳ ଅଫିସ, ୨୬।୫: ଅନୁଗୋଳ ଜିଲାରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ବଢ଼ୁଛି। ଜାତୀୟ ରାଜପଥ ହେଉ କି ରାଜ୍ୟ ରାଜପଥ, ଦୈନିକ ଦୁର୍ଘଟଣାରେ ଏକାଧିକ ଲୋକଙ୍କ ଜୀବନହାନି ଘଟୁଛି। ସଡ଼କ ସୁରକ୍ଷା ନିୟମ ପାଳନ କରାଯାଉ ନ ଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?